ଗଞ୍ଜାମ

ଚଳିତବର୍ଷ ବୁଗୁଡ଼ାରେ ଗଡ଼ିବନି ରଥ

ବୁଗୁଡ଼ା,୧୮ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ାର ଶ୍ରୀ ବଳଦେବ ମନ୍ଦିରରେ ଚଳିତ ବର୍ଷ ରଥଯାତ୍ରା ହେବ ନାହିଁ ବୋଲି ପରିଚାଳନା କମିଟିର ସଭାପତି ତଥା ତହସିଲଦାର ସଂଗ୍ରାମ କେଶରୀ ଜେନା ସୂଚନା ଦେଇଛନ୍ତି। ବର୍ତ୍ତମାନ କରୋନା ମହାମାରୀ ସଙ୍କଟରୁ ରକ୍ଷା ପାଇବା ପାଇଁ…

ଗଞ୍ଜାମ ଜିଲାରେ ହେବ ନାହିଁ ରଥଯାତ୍ରା: ଜନସାଧାରଣଙ୍କ ସହଯୋଗ ଲୋଡ଼ିଲେ ଜିଲାପାଳ

ଛତ୍ରପୁର, ୧୮।୬(ଡି.ଏନ୍‌.ଏ.)- ରାଜ୍ୟର ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ସଂଖ୍ୟା ଅଧିକ ରହିଛି। ଏହାକୁ ଦୃଷ୍ଟିରେ ରଖି ଜିଲାରେ ଚଳିତ ବର୍ଷ କୌଣସି ସ୍ଥାନରେ ରଥଯାତ୍ରା ନ କରିବାକୁ ରଥଯାତ୍ରା କମିଟିମାନେ ନିଷ୍ପତି ନେଇଛନ୍ତି। ଏଥିପାଇଁ କମିଟିମାନଙ୍କୁ ଜ଼ିଲାପାଳ ବିଜୟ ଅମୃତା…

ଗଞ୍ଜାମରେ ୧୩ କରୋନା ଯୋଦ୍ଧା ସମେତ ୫୬ ପଜିଟିଭ୍‌

ଛତ୍ରପୁର,୧୮ା୬(ଡି.ଏନ୍‌.): ଗଞ୍ଜାମ ଜିଲାରେ ଗୁରୁବାର ପୁଣି ୫୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିରେ ୧୩ କରୋନା ଯୋଦ୍ଧା ଅଛନ୍ତି। ଏମାନେ ସମସ୍ତେ ପଜିଟିଭ୍‌ଙ୍କ ସଂସ୍ପର୍ଶରେ ଆସି କରୋନା ଆକ୍ରାନ୍ତ ହୋଇଛନ୍ତି। ଫଳରେ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୫୫କୁ ବୃଦ୍ଧି…

ଗଞ୍ଜେଇ ସହ ୨ଗାଡି ଜବତ: ୩ ଗିରଫ

ଆସିକା,୧୮ା୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଆସିକା ଥାନା କଲେଜ ଛକ ରାସ୍ତାରେ ସୋମବାର ଅପରାହ୍ନରେ ଗୋଟିଏ ବାଇକ୍‌ ଓ ଏକ ପିକଅପ୍‌ ଭ୍ୟାନ୍‌ରୁ ୨ ବସ୍ତା ଗଞ୍ଜେଇ ଜବତ କରିଛି ପୋଲିସ। ଗାଡି ଦୁଇଟିକୁ ଜବତ କରିବା ସହ ସେଥିରେ ଥିବା ୩ଜଣଙ୍କୁ…

ଚାଇନା ସାମଗ୍ରୀ ବର୍ଜନ କରିବାକୁ ଏବିଭିପିର ଆହ୍ବାନ

ବ୍ରହ୍ମପୁର ଅଫିସ,୧୮ା୬- ସାରା ବିଶ୍ୱ କରୋନା ଦ୍ୱାରା ଆତଙ୍କିତ ହୋଇ ରହିଥିବା ବେଳେ ଚାଇନା ସୈନିକଙ୍କ ଭାରତର ଲଦାଖ ଗଲ୍‌ୱାନ ଭ୍ୟାଲିରେ ସୀମା ଅତିକ୍ରମ ଓ ମଙ୍ଗଳବାର ଭାରତ ଯବାନଙ୍କ ଉପରେ ଚୀନ ସୈନିକଙ୍କ ଆକ୍ରମଣକୁ ନିନ୍ଦା କରିଛି ଅଖିଳ ଭାରତ…

କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା ହେଲା ପାତ୍ରପୁର,ସାମନ୍ତିଆପଲ୍ଲୀ

ପାତ୍ରପୁର,୧୮ା୬(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକ୍‌ ହେଡ଼କ୍ୱାର୍ଟର ପାତ୍ରପୁର ଗ୍ରାମରେ ୩ଦେକାନୀଙ୍କ କରୋନା ରିପୋର୍ଟ ପଜିଟିଭ ଆସିବାପରେ ଗୋଷ୍ଠୀ ସଂକ୍ରମଣ ଆଶଙ୍କା ଦେଖାଦେଇଛି। ପାତ୍ରପୁର ବ୍ଲକ ପ୍ରଶାସନ ଜିଲାପାଳଙ୍କୁ ପାତ୍ରପୁର ଓ ସାମନ୍ତିଆପଲ୍ଲୀ ଗ୍ରାମକୁ କଣ୍ଟେନ୍‌ମେଣ୍ଟ ଜୋନ ଘୋଷଣା କରିବାକୁ ଲେଖି ଜଣାଇଥିଲେ। ବୁଧବାର…

ବ୍ୟାଙ୍କରୁ ଚୋରି ଉଦ୍ୟମ ବିଫଳ, ଆଇରନ୍‌ ଚେଷ୍ଟ ଭାଙ୍ଗି ନ ପାରି ଫେରିଗଲେ

ଶେରଗଡ଼,୧୭ା୬(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକ ଠୁରୁବୁରାଇ ଗ୍ରାମସ୍ଥିତ ଉତ୍କଳ ଗ୍ରାମୀଣ ବ୍ୟାଙ୍କ ଶାଖାରୁ ମଙ୍ଗଳବାର ରାତିରେ ଦୁର୍ବୃତ୍ତ ଚୋରି ଉଦ୍ୟମ କରିଥିଲେ। ବ୍ୟାଙ୍କର ମୁଖ୍ୟ କବାଟ ଭାଙ୍ଗି ଭିତରେ ପଶିଥିଲେ ମଧ୍ୟ ଆଇରନ ଚେଷ୍ଟ ଭାଙ୍ଗବିବାରେ ବିଫଳ ହୋଇଥିଲେ। ସକାଳୁ ବ୍ୟାଙ୍କ କବାଟ…

ଥର୍ମାଲ ସ୍କ୍ରିନିଂ ପରେ ଆରମ୍ଭ ହେଲା ଯୁକ୍ତ ୨ ମୂଲ୍ୟାୟନ

ଭଞ୍ଜନଗର,୧୭।୬(ଡି.ଏନ.ଏ)- ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ବୁଧବାର ଠାରୁ ଯୁକ୍ତ୨ କଳା ମୂଲ୍ୟାୟନ ଆରମ୍ଭ ହୋଇଛି। ମୁଲ୍ୟାୟନକୁ ଆସିଥିବା ଅଧ୍ୟାପିକା ଅଧ୍ୟାପକଙ୍କ ପ୍ରଥମେ ଥର୍ମାଲ ସ୍କ୍ରିନିଂ କରାଯାଇଥିଲା। ଏହାପରେ ସେମାନେ ମୁଲ୍ୟାୟନ କେନ୍ଦ୍ରକୁ ଯାଇଥିଲେ। ଅଧ୍ୟକ୍ଷ ଡ଼. ନୀଳାଞ୍ଚଳ ମୁନି…

ଲଦାଖରେ ଚୀନ ଯବାନଙ୍କ ସହ ସଂଘର୍ଷବେଳେ ଶହୀଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି

ବୁଗୁଡ଼ା,୧୭ା୬(ଡି.ଏନ.ଏ.)- ଲଦାଖ ଗଲଓ୍ବାନ୍‌ ଘାଟିରେ ସୋମବାର ଚୀନ-ଭାରତ ସେନା ମୁହଁାମୁହିଁ ହୋଇଥିଲେ। ଭାରତୀୟ ଯବାନ ଚୀନର ୪୩ ଜଣ ଯବାନଙ୍କୁ ମାରିଥିଲେ। ବୀରତ୍ୱର ସହ ଲଢ଼େଇ କରି ଜଣେ କର୍ନଲଙ୍କ ସହ ୨୦ ଭାରତୀୟ ଯବାନ ଶହୀଦ ହୋଇଥିଲେ। ସ୍ଥାନୀୟ ପୂର୍ତ୍ତ…

ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଦମ୍ପତିଙ୍କୁ ହତ୍ୟା ଉଦ୍ୟମ: ୫ ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୧୭ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ଅଭିମନ୍ୟୁ ପ୍ରଧାନ ଏବଂ ତାଙ୍କ ସ୍ତ୍ରୀ ଲକ୍ଷ୍ମୀ ପ୍ରଧାନଙ୍କୁ ବୁଧବାର ମଧ୍ୟାହ୍ନରେ ଗାଁ ନିକଟ ସୁନା ଦେଇ ପାହାଡ଼ ପାଖ ଚାଷଜମିରେ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୂର୍ବ ଯୋଜନା…

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଷୀଙ୍କ ଜୀବନଗଲା

ଦିଗପହଣ୍ଡି,୧୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଦଶିପୁର ଗ୍ରାମର ଜଣେ ଚାଷୀ ବୁଧବାର ପୂର୍ବାହ୍ନରେ ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ତାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ରାଜୁ ସାହୁ। ସେ ତାଙ୍କ ଜମିରେ…

ଗଞ୍ଜାମକୁ ଅନ୍ୟ ରାଜ୍ୟରୁ ଫେରିଲେଣି ୨ ଲକ୍ଷ ପ୍ରବାସୀ, ନିୟମ ନ ମାନିଲେ କାର୍ଯ୍ୟାନୁଷ୍ଠାନ: ଜିଲାପାଳ

ଛତ୍ରପୁର,୧୭।୬(ଡି.ଏନ୍‌.ଏ.): କରୋନା ନେଇ ଗଞ୍ଜାମ ଜିଲାକୁ ମହାରାଷ୍ଟ୍ର, ଗୁଜରାଟ, ତାମିଲନାଡୁ, ପଶ୍ଚିମବଙ୍ଗ ଆଦି ରାଜ୍ୟରୁ ୨ ଲକ୍ଷ ପ୍ରବାସୀ ଫେରିଲେଣି। ଏଥିଲାଗି ଗଞ୍ଜାମରେ କରୋନା ପଜିଟିଭ୍‌ ସଂଖ୍ୟା ଦିନକୁଦିନ ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ଉକ୍ତ ପଜିଟିଭମାନଙ୍କ ସଂସ୍ପର୍ଶରେ ଆସି କରୋନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?