କେରଳରୁ ଜଗନ୍ନାଥପୁର ଷ୍ଟେଶନରେ ପହଞ୍ଚିଲେ ୫୫୨ ପ୍ରବାସୀ: ୩ ଅସୁସ୍ଥ ହସ୍ପିଟାଲରେ ଭର୍ତ୍ତି, ସ୍ବାବ୍ ନମୁନା ସଂଗ୍ରହ
ଛତ୍ରପୁର, ୩।୫(ଡି.ଏନ୍.ଏ.)- ଗଞ୍ଜାମ ଜ଼ିଲା ଜଗନ୍ନାଥପୁର ଜଙ୍କଶନ ଷ୍ଟେଶନରେ ଏର୍ଣ୍ଣାକୁଲମ ଜଙ୍କଶନ – ଭୁବନେଶ୍ୱର ଶ୍ରମିକ ସ୍ପେଶିଆଲ ଟ୍ରେନ୍ ରବିବାର ସକାଳ ୫ଟା ୧୭ ମିନିଟ ରେ ୫୫୨ ଜଣ ପ୍ରବାସୀ ଓଡ଼ିଆଙ୍କୁ ନେଇ ପହଞ୍ଚିଥିଲା। ସମସ୍ତେ ସୁରକ୍ଷିତ ଭାବେ ଓହ୍ଲାଇବା…
ଗଞ୍ଜାମକୁ ୨ଟି ବସ୍ରେ ସୁରଟରୁ ଫେରିଲେ ୧୩୫ ପ୍ରବାସୀ: ୬ଜଣଙ୍କ ସ୍ବାବ୍ ଟେଷ୍ଟିଂ ପାଇଁ ପଠାଗଲା ବ୍ରହ୍ମପୁର
ଛତ୍ରପୁର, ୩।୫(ଡି.ଏନ୍.ଏ.)- ଗଞ୍ଜାମ ଜିଲା ଛତ୍ରପୁର ବ୍ଲକକୁ ସୁରଟରୁ ୨ଟି ବସ୍ରେ ୧୩୫ ଜଣ ପ୍ରବାସୀ ଆସି ପହଞ୍ଚିଛନ୍ତି। ଛତ୍ରପୁର ବ୍ଲକ ବଡମାଧପୁରରେ ଶନିବାର ବିଳମ୍ବିତ ରାତିରେ ସୁରତରୁ ୬୩ ଜଣ ପ୍ରବାସୀ ଓଡିଆ ଆସିଛନ୍ତି। ଏମାନଙ୍କୁ ବ୍ଲକର ବଡ଼ମାଧପୁର ପଞ୍ଚାୟତ…
ଚିନ୍ତା ବଢ଼ାଇଲେଣି ପ୍ରବାସୀ: ଗଞ୍ଜାମରେ ୨ ସୁରଟ ଫେରନ୍ତାଙ୍କୁ କରୋନା
ବ୍ରହ୍ମପୁର ଅଫିସ, ୩।୫- ଗଞ୍ଜାମରୁ ୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲାକୁ ମିଶାଇ ରାଜ୍ୟରେ ଏବେ ମୋଟ ୧୬ ଜିଲା ସଂକ୍ରମିତ ତାଲିକାରେ ସାମିଲ ହୋଇଛନ୍ତି। ଜିଲାରେ ଚିହ୍ନଟ ୨ କରୋନା ସଂକ୍ରମିତ ୩ ଦିନ ତଳେ ସୁରଟରୁ…
ଗଞ୍ଜାମ ଛୁଇଁଲା କରୋନା: ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୦
ଭୁବନେଶ୍ୱର,୩।୫ (ବ୍ୟୁରୋ)- ରାଜ୍ୟରେ ପୁଣି ୩ ଜଣ କରୋନା ପଜିଟିଭ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୬୦ରେ ପହଁଚିଛି। ଆକ୍ରାନ୍ତ ୩ ଜଣ ଙ୍କ ମଧ୍ୟରୁ ଦୁଇ ଜଣ ଗଞ୍ଜାମ ଜିଲାର ଏବଂ ଜଣେ ଝାରସୁଗୁଡା ଜିଲାର…
ପୁରୁଷୋତ୍ତମପୁରରେ ପହଞ୍ଚତ୍ଲେ ୬୨ ସୁରଟ ଫେରନ୍ତା
ପୁରୁଷୋତ୍ତମପୁର, ୨l୫(ଡି.ଏନ୍.ଏ.)- ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ବିଭିନ୍ନ ପଞ୍ଚାୟତର ଜଣେ ମହିଳାଙ୍କ ସମେତ ୬୨ ଜଣ ଶନିବାର ରାତି ପ୍ରାୟ ୧୧ଟାରେ ସୁରଟରୁ ବସ୍ ଯୋଗେ ଆସି ପହଞ୍ଚତ୍ଛନ୍ତି। ସେମାନଙ୍କୁ ଭାଟକୁମରଡା ଆଦର୍ଶ ବିଦ୍ୟାଳୟ ଛାତ୍ରୀ ନିବାସ କ୍ବାରାଣ୍ଟାଇନ ସେଣ୍ଟରରେ…
ସୁରଟ ଫେରନ୍ତାଙ୍କୁ ବାଟରେ ଓହ୍ଲାଇ ଦେଲା ବସ୍
ଭଞ୍ଜନଗର,୨ା୫(ଡି.ଏନ୍.ଏ.)- ସୁରଟରୁ ଆସୁଥିବା ଏକ ବସ୍ ଶନିବାର ରାତିରେ ଆସିକା ଅଭିମୁଖେ ଯାଉଥିଲା। ଭଞ୍ଜନଗର ବଡକୋଦଣ୍ଡା ଛକ ନିକଟରେ ପ୍ରାୟ ୨୦ ଜଣ ଯାତ୍ରୀଙ୍କୁ ଓହ୍ଲାଇ ଦେଇ ଚାଲିଯାଇଛି। ସମ୍ପୃକ୍ତ ଅଞ୍ଚଳବାସୀ ଘଟଣା ସମ୍ପର୍କରେ ଜାଣିବା ପରେ ଆତଙ୍କିତ ହୋଇ ପଡିଥିଲେ।…
କଳିଙ୍ଗା ଘାଟିରେ ବସ୍ ଦୁର୍ଘଟଣାଗ୍ରସ୍ତ, ୨ ମୃତ: ପ୍ରବାସୀ ଓଡ଼ିଆଙ୍କୁ ନେଇ ସୁରଟରୁ ଫେରୁଥିଲା
ଭଞ୍ଜନଗର,୨ା୫(ଡି.ଏନ୍.ଏ.)- ପ୍ରବାସୀ ଓଡ଼ିଆଙ୍କୁ ସୁରଟରୁ ନେଇ ଫେରୁଥିବା ଏକ ବସ ଶନିବାର ରାତିରେ ଗଞ୍ଜାମ-କନ୍ଧମାଳ ସୀମାନ୍ତ କଳିଙ୍ଗା ଘାଟିରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ବୁଗୁଡ଼ା ଅଞ୍ଚଳର ଚିତ୍ତରଞ୍ଜନ ସେଠୀ ଓ ସନ୍ତୋଷ ସେଠୀ। ଦୁର୍ଘଟଣାରୁ…
ହରଭଙ୍ଗୀ ଡ୍ୟାମରେ ବୁଡି ମାଇଁ, ଭାଣିଜୀ ମୃତ
ମୋହନା,୨ା୫(ଡି.ଏନ୍.ଏ.)- ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ହରଭଙ୍ଗୀ ଡ୍ୟାମରେ ବୁଡି ମାଇଁ ଓ ଭାଣିଜୀଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଅଡବା ଥାନା ପାଣିଗଣ୍ଡା ପଞ୍ଚାୟତ ବୁଢାଢିଅ ଗ୍ରାମର ଏବନି ମଣ୍ଡଳ (୩୧) ଓ କର୍ଚ୍ଚବାଡି ପଞ୍ଚାୟତ ହିଡିକିମା ଗଁାର…
୨ ଯୌତୁକ ନିର୍ଯାତନା ମାମଲା: ୩ ଗିରଫ
ଆସିକା,୨ା୫(ଡି.ଏନ୍.ଏ.)- ଆସିକା ଥାନା ଅନ୍ତର୍ଗତ ସାପୁଆପଲ୍ଲୀ ଓ ଗୁଡସର ଗ୍ରାମରେ ଘଟିଥିବା ପୃଥକ ୨ ଯୌତୁକ ନିର୍ଯାତନା ମାମଲାରେ ପୋଲିସ ଶନିବାର ୩ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନଙ୍କୁ ଶନିବାର କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର…
ପ୍ରବାସୀ ଓଡ଼ିଆଙ୍କୁ ନେଇ ପହଞ୍ଚିବ ସ୍ବତନ୍ତ୍ର ଟ୍ରେନ: ଜଗନ୍ନାଥପୁର ଷ୍ଟେଶନରେ ଗଞ୍ଜାମ ଜିଲାପାଳ, ଏସ୍ପିଙ୍କ ଅନୁଧ୍ୟାନ
ଛତ୍ରପୁର,୨ା୫(ଡି.ଏନ୍.ଏ.): କେରଳ, ସୁରଟ ଓ ବାଙ୍ଗାଲୁରରୁ ୩ଟି ସ୍ବତନ୍ତ୍ର ଟ୍ରେନରେ ପ୍ରବାସୀ ଓଡ଼ିଆମାନେ ଫେରୁଛନ୍ତି। କେରଳରୁ ବାହାରିଥିବା ଏର୍ନାକୁଲମ ଜଙ୍କଶନ- ଭୁବନେଶ୍ୱର ଶ୍ରମିକ ସ୍ପେସିଆଲ ଟ୍ରେନ ରବିବାର ସକାଳ ୫ଟାରୁ ୬ ଟା ମଧ୍ୟରେ ଗଞ୍ଜାମ ଜିଲା ଜଗନ୍ନାଥପୁର ଷ୍ଟେଶନ ଠାରେ…
ସୁରଟରୁ ଫେରୁଥିବା ପ୍ରବାସୀ ଓଡ଼ିଆଙ୍କ ବସ୍ରେ ମୃତ୍ୟୁ
ସୋରଡା,୨ା୫(ଡି.ଏନ୍.ଏ.)- ସୁରଟରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ଗଞ୍ଜାମ ଜିଲା ସୋରଡା ବ୍ଲକ ଅଭିମୁଖେ ଆସୁଥିବା ଏକ ବସ୍ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସୋରଡା ବ୍ଲକ ସୁରମଣି ପଞ୍ଚାୟତ ନାରାୟଣପୁର ଗ୍ରାମର ପ୍ରକାଶ ଗୌଡ। ରାୟପୁର ନିକଟରେ ତାଙ୍କର…
ଏମ୍କେସିଜିରେ ପୁଣି ୪ ସନ୍ଦିଗ୍ଧ ଭର୍ତ୍ତି
ବ୍ରହ୍ମପୁର ଅଫିସ ,୨।୫- ସମଗ୍ର ବିଶ୍ୱ ଏବେ କରୋନା କବଳରେ। ଏହି ଘାତକ ମହାମାରୀ କବଳରୁ ରକ୍ଷା ପାଇବା ଲାଗି ସମ୍ପ୍ରତି ଲକ୍ଡାଉନ୍ ଜାରି ରହିଛି। ରାଜ୍ୟର ୩ଟି ଜିଲା ବିଶେଷ ଭାବେ କରୋନା ପ୍ରଭାବିତ ହୋଇଥିବା ବେଳେ ଗଞ୍ଜାମ ଗ୍ରୀନ୍…
Archives


