ଗଞ୍ଜାମ

କରୋନା ନେଇ ସରପଞ୍ଚଙ୍କ ସହ ଆଲୋଚନା କଲେ ଗଞ୍ଜାମ ଜ଼ିଲ୍ଲାପାଳ

ଛତ୍ରପୁର, ୧୫।୬(ଡି.ଏନ.ଏ.)-ଗଞ୍ଜାମ ଜ଼ିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପର୍ଯ୍ୟନ୍ତ ୬ ଜଣଙ୍କ କରୋନାରେ ମୃତ୍ୟୁ ହେଲାଣି। ସୋମବାର କରୋନା ନେଇ ଗଞ୍ଜାମ ଜିଲାର ସମସ୍ତ ସରପଞ୍ଚଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ବର୍ତ୍ତମାନ…

ବ୍ରହ୍ମପୁରରେ ଲକ୍‌ଡାଉନ, ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ: ପ୍ରଶାସନ ପକ୍ଷରୁ ଗଣେଶ ମାର୍କେଟ ସିଲ୍‌

ବ୍ରହ୍ମପୁର ଅଫିସ,୧୫।୬: କରୋନା ସଂକ୍ରମଣକୁ ଏଡ଼ାଇବା ନେଇ ଗଞ୍ଜାମ ଜିଲାରେ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ପୁଣି ଲକ୍‌ଡାଉନ ଘୋଷଣା କରାଯାଇଛି। ତେବେ ଏହା ଘୋଷଣା ହେବାର ପ୍ରଥମ ଦିନରେ ହିଁ ଲକଡାଉନ୍‌ ନିୟମାବଳୀ ଉଲ୍ଲଂଘନ ହୋଇଥିବା ଦେଖିବାକୁ ମିଳିଛି। ସକାଳ…

କରୋନା ନେଇ ସରପଞ୍ଚଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସମୀକ୍ଷା କଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର, ୧୫।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ସୁଦ୍ଧା ଜିଲାରେ ୬ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି। ତେଣୁ ଏହାର ମୁକାବିଲା ନେଇ ସୋମବାର ଜିଲାର ସମସ୍ତ ସରପଞ୍ଚଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ…

ଜୁଆଆଡ୍ଡାରେ ଚଢ଼ାଉ: ୩୦ ଗିରଫ, ୮୩ ହଜାର ଟଙ୍କା, ୮ବାଇକ୍‌ ଜବତ

ଛତ୍ରପୁର,୧୫ା୬(ଡି.ଏନ୍‌.ଏ.): ଗଞ୍ଜାମ ପୋଲିସ ପକ୍ଷରୁ ଖଲ୍ଲିକୋଟ, ପୋଲସରା ଓ ଗାଙ୍ଗପୁର ଥାନା ଅଞ୍ଚଳରେ ରବିବାର ବିଳମ୍ବିତ ରାତିରେ ୩ଟି ଜୁଆ ଆଡ୍ଡା ଉପରେ ଚଢ଼ାଉ କରଯାଇଥିଲା। ସେଠାରୁ ୩୦ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ୮୩ ହଜାର ୧୪୦ ଟଙ୍କା, ୮…

ମହିଳାଙ୍କ ବେକରୁ ସୁନା ଚେନ୍‌ ଝାମ୍ପିନେଲେ ଲୁଟେରା

ବ୍ରହ୍ମପୁର ଅଫିସ,୧୫।୬: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲାରେ ଜୁନ ୩୦ ତାରିଖ ପର୍ଯ୍ୟନ୍ତ ଦୈନିକ ୧୯ ଘଣ୍ଟା ଲକ୍‌ଡାଉନ ଘୋଷଣା କରାଯାଇଛି। ଏହାର ସୁଯୋଗ ନେଇ ସୋମବାର ସକାଳେ ଗୋଶାଣିନୁଆଗାଁ ଥାନା ଅନ୍ତର୍ଗତ ହାଉସିଂ ବୋର୍ଡ ହରିକୃଷ୍ଣନଗରରେ ଲୁଟେରାମାନେ…

ଶେରଗଡ଼ରେ ଜଳମଗ୍ନ ଚାଷଜମି, ଝିଣ୍ଟିକା ଦଳ ଦେଖି ଫେରିଲେ କୃଷି ବିଭାଗ ଅଧିକାରୀ

ଶେରଗଡ଼,୧୫ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ର ଜଳମଗ୍ନ ଚାଷଜମି ଓ ଝିଣ୍ଟିକା ଦଳ ଦେଖି କୃଷି ବିଭାଗର ଅଧିକାରୀମାନେ ଫେରିଯାଇଛନ୍ତି। କୃଷି ଜିଲା ଅଧିକାରୀ ପ୍ରଶାନ୍ତ କୁମାର ପଟ୍ଟନାୟକ, ବ୍ଲକ କୃଷି ଅଧିକାରୀ ଅଜୟ କୁମାର ନାୟକ, ପିତ୍ତଳ କୃଷି ଅଧିକାରୀ ବିଶ୍ୱନାଥ…

ପରିବା ବଜାରରେ ରହୁନି ସାମାଜିକ ଦୂରତା, ଗୋଷ୍ଠୀ ସଂକ୍ରମଣକୁ ଆମନ୍ତ୍ରଣ

ଗଞ୍ଜାମ,୧୫ା୬(ଡି.ଏନ୍‌.ଏ.): ମହାମାରୀ କରୋନା କବଳରେ ଦୀର୍ଘ ୩ ମାସରୁ ଊର୍ଦ୍ଧ୍ୱ ହେବ ଲୋକେ ନିଜର ଜୀବନ ଜୀବିକା ହରାଇ ଦୁର୍ଦ୍ଦିନରେ ଦିନ କାଟୁଛନ୍ତି। ଏହାର ମୁକାବିଲା ପାଇଁ ସରକାର ବାରମ୍ବାର ଲକ୍‌ଡାଉନ୍‌ ଘୋଷଣା କରିବା ସହ ସାମାଜିକ ଦୂରତା, ମାସ୍କ ବ୍ୟବହାର…

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ

ଗଞ୍ଜାମ,୧୪ା୬(ଡି.ଏନ୍‌.ଏ.)- ଗଞ୍ଜାମ ବ୍ଲକ ରମ୍ଭା ଥାନା ଅଞ୍ଚଳର ଏକ ଗ୍ରାମରେ ଜଣେ ନାବାଳିକାଙ୍କୁ ବଳାତ୍କାର ନେଇ ରମ୍ଭା ଥାନାରେ ଅଭିଯୋଗ ହୋଇଛି। ଅଭିଯୁକ୍ତ ଜଣଙ୍କ ହେଲେ ଖଲ୍ଲିକୋଟ ବ୍ଲକ କେଶପୁର ଅଞ୍ଚଳର ଜଣେ ଶିକ୍ଷକ। ସୂଚନାନୁଯାୟୀ ଶିକ୍ଷକଙ୍କ ଭଉଣୀ ନାବାଳିକାଙ୍କ ଘର…

ସିଂହାସନୀ ପୀଠରେ ୧୪୪ ଧାରା: ପୂଜାର୍ଚ୍ଚନାରେ ସୀମିତ ରଜପର୍ବ

ପୋଲସରା,୧୪ା୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପୋଲସରା ବ୍ଲକ ପାଣ୍ଡିରିପଡ଼ା ପଞ୍ଚାୟତ କସିପଡ଼ାସ୍ଥିତ ସିଂହାସନୀ ପୀଠରେ ବେଶ୍‌ ଧୁମ୍‌ଧାମ୍‌ରେ ରଜପର୍ବ ପାଳିତ ହୋଇ ଆସୁଥିବାବେଳେ ଚଳିତବର୍ଷ କରୋନା କଟକଣା ଯୋଗୁ ବନ୍ଦ ପାଇଁ ନିଷ୍ପତ୍ତି ହୋଇଥିଲା। ବିଗତ ବର୍ଷ ମାନଙ୍କ ପରି ଚଳିତବର୍ଷ ଏଠାରେ…

ସଙ୍ଗରୋଧ କେନ୍ଦ୍ର ନେବାକୁ ପୋଲିସ ନାକେଦମ୍‌: କରୋନା ପଜିଟିଭଙ୍କ ସଂସ୍ପର୍ଶରେ ଆସିଥିଲେ

ବୁଗୁଡ଼ା,୧୪ା୬(ଡି.ଏନ.ଏ.)- ନିକଟସ୍ଥ ବେତାରସିଂ ଗ୍ରାମର ଜଣେ ସୁରଟ ଫେରନ୍ତା ପଜିଟିଭ ଚିହ୍ନଟ ପରେ ପ୍ରଶାସନ ପକ୍ଷରୁ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଥିଲା। ତାଙ୍କ ସଂସ୍ପର୍ଶରେ ବୁଗୁଡ଼ା ଷ୍ଟେଟବ୍ୟାଙ୍କ ଛକର ଜନୈକ ଗାଡ଼ି ମାଲିକ ଆସିଥିବା ଜଣାପଡିବାରୁ ତାଙ୍କ ପରିବାରକୁ ସଙ୍ଗରୋଧରେ ନେବାକୁ…

ବୁଗୁଡ଼ାରେ ଶଟ୍‌ଡାଉନ ପ୍ରଭାବ: ରାସ୍ତାଘାଟ ଜନଶୂନ୍ୟ, ଜୀବନ ଯାତ୍ରା ପ୍ରଭାବିତ

ବୁଗୁଡ଼ା.୧୪।୬(ଡି.ଏନ୍‌.ଏ.): ରାଜ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଶନିବାର ଏବଂ ରବିବାର ଶଟ୍‌ଡାଉନ ଘୋଷଣା କରାଯାଇଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ବୁଗୁଡା ସହରରେ ରାସ୍ତା ଘାଟ ଜନଶୂନ୍ୟ ହୋଇଥିବା ବେଳେ ଜୀବନ ଯାତ୍ରା ପ୍ରଭାବିତ ହୋଇଛି । କେବଳ…

ଛତ୍ରପୁର ବ୍ଲକରେ ୪ କରୋନା ପଜିଟିଭ୍‌ ଚିହ୍ନଟ: ଘଡଘଡାପଲ୍ଲୀ, ନରେନ୍ଦ୍ରପୁରର ସାହି କଣ୍ଟେନମେଣ୍ଟ, ୮ ଗାଁ ବଫର ଜୋନ୍‌ ଘୋଷଣା କଲେ ଜିଲାପାଳ

ଛତ୍ରପୁର,୧୪।୬(ଡି.ଏନ୍‌.ଏ): ଗଞ୍ଜାମ ଜିଲାରେ ରବିବାର ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଛତ୍ରପୁର ବ୍ଲକ ଅଧୀନ ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତ ଘଡଘଡାପଲ୍ଲୀ ଗାଁରେ ୩ ଜଣ ଓ ନରେନ୍ଦ୍ରପୁର ପଞ୍ଚାୟତର ନରେନ୍ଦ୍ରପୁର ଗାଁର ଜଣେ ଚିହ୍ନଟ ହୋଇଛନ୍ତି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?