ବାୟୋମେଟ୍ରିକ୍ ଉପସ୍ଥାନ, ଟୁର ଡାଏରୀ ଦାଖଲ ବାଧ୍ୟତାମୂଳକ
ଛତ୍ରପୁର,୨୪ା୧୧(ଡି.ଏନ.ଏ.)-ଛତ୍ରପୁରସ୍ଥିତ ଜିଲାପରିଷଦ ଭବନ ଋଷିକୁଲ୍ୟା ସମ୍ମିଳନୀ ଗୃହରେ ସରକାରଙ୍କ ୫-ଟି ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଯୋଗଦେଇ ଉପସ୍ଥିତ ବିଡିଓ, ତହସିଲଦାର ଓ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ୫-ଟି ମନ୍ତ୍ର ଦେଇଥିଲେ। ଜିଲାର…
ବସ୍ ମାଡିଯିବାରୁ ନାବାଳକ ମୃତ, ରାସ୍ତାରୋକୋ
ଦିଗପହଣ୍ଡି,୨୪ା୧୧(ଡି.ଏନ୍.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡଗଁା ପଞ୍ଚାୟତ ଦାଉଣି ଗଁା ଛକରେ ଶନିବାର ଅପରାହ୍ନରେ ଯାତ୍ରୀବାହୀ ବସ୍ ମାଡିଯିବାରୁ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗୋପୀନାଥପୁର ଗ୍ରାମର ସାରଥି ସାହୁଙ୍କ ପୁଅ ଜ୍ୟୋତି ଓରଫ ସୁଲୁ (୫)। ପ୍ରକାଶ…
ଯୁବକଙ୍କୁ ଆକ୍ରମଣ
ଧରାକୋଟ,୨୪ା୧୧(ଡି.ଏନ.ଏ.)-ଧରାକୋଟ ଥାନା ଶରଧାପୁର ଗ୍ରାମ ମୁଖ୍ୟରାସ୍ତା ପାର୍ଶ୍ୱରେ ଶୁକ୍ରବାର ସରପଞ୍ଚ ପୁଷ୍ପାଞ୍ଜଳି ପଣ୍ଡାଙ୍କ ଦିଅର ଶ୍ରୀକାନ୍ତଙ୍କୁ ଖଣ୍ଡାରେ ଆକ୍ରମଣ ହୋଇଥିଲା। ଶ୍ରୀକାନ୍ତଙ୍କ ସ୍ତ୍ରୀ ସଙ୍ଗୀତାଙ୍କ ଅଭିଯୋଗକୁ ଭିତ୍ତିକରି ଧରାକୋଟ ପୋଲିସ ନଂ. ୧୭୫/୧୯ରେ ମାମଲା ରୁଜୁ କରିଛି। ପୂର୍ବଶତ୍ରୁତା ଓ ଠିକାଦାରୀକୁ…
ଅଗ୍ନିକାଣ୍ଡରେ ୪ ବଖରା ଜଳିଗଲା
ବେଗୁନିଆପଡ଼ା,୨୩ା୧୧(ଡି.ଏନ.ଏ.): ବେଗୁନିଆପଡ଼ା ବ୍ଲକ କୁମ୍ଭାରଗାଁ ପଞ୍ଚାୟତର ତାଳଗାଁରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ୪ ପରିବାରର ୪ ବଖରା ସମ୍ପୂର୍ଣ୍ଣ ପୋଡ଼ିଯାଇଛି। ଏଥିରେ ଲକ୍ଷାଧିକ ଟଙ୍କାର ମୂଲ୍ୟବାନ ଆସବାବପତ୍ର ଜଳି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ। କୋଦଳା ଅଗ୍ନିଶମ ବାହିନୀ…
ଭାଇ ସହ ମିଶି ସ୍ବାମୀଙ୍କୁ ହତ୍ୟା ଘଟଣା: ସ୍ତ୍ରୀ,ଶାଳକଙ୍କ ପରେ ଶ୍ୱଶୁର ଗିରଫ
ଜଗନ୍ନାଥପ୍ରସାଦ,୨୩ା୧୧(ଡି.ଏନ.ଏ.): ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ପଟାଧର ଗ୍ରାମରେ ନିଜ ଶ୍ୱଶୁର ଘରେ ବୁଧବାର ରାତିରେ ଟୁଲୁ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ ଟୁଲୁଙ୍କ ସ୍ତ୍ରୀ ବିବି ଓ ଶାଳକ ଜିତୁଙ୍କୁ ଗିରଫ କରାଯାଇଥିବା ବେଳେ ପୋଲିସ ଶନିବାର ଅଭିଯୁକ୍ତ ଶ୍ୱଶୁର…
ଖଲ୍ଲିକୋଟ ସିଡିପିଓଙ୍କୁ କାରଣଦର୍ଶାଅ ନୋଟିସ: ମମତା ସହାୟତା ଦେବାକୁ ନିର୍ଦ୍ଦେଶ
ଛତ୍ରପୁର,୨୩ା୧୧(ଡି.ଏନ.ଏ.)-ଗଞ୍ଜାମ ଜିଲା ସମାଜ ମଙ୍ଗଳ ବିଭାଗର ଏକ ସମୀକ୍ଷା ବୈଠକ ଶୁକ୍ରବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ। ମମତା ଯୋଜନାର ଅଗ୍ରଗତି ସମୀକ୍ଷା କରିବା ସହ ଠିକ୍ ସମୟରେ…
ତେଜରାତି ଦୋକାନରେ ଅଗ୍ନିକାଣ୍ଡ
ବ୍ରହ୍ମପୁର ଅଫିସ,୨୩ା୧୧: ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଗୋଦାବରୀଶ ନଗର ତୃତୀୟ ଲାଇନରେ ଥିବା ଏକ ତେଜରାତି ଦୋକାନରେ ଶୁକ୍ରବାର ସକାଳେ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗ ସହ ଦୋକାନ ମାଲିକ କବିଚନ୍ଦ୍ର ପଣ୍ଡାଙ୍କୁ ମଧ୍ୟ ଖବର କରିଥିଲେ। ସହକାରୀ…
କେନ୍ଦ୍ର-ରାଜ୍ୟ ସରକାରଙ୍କ ଜନ ବିରୋଧୀ ନୀତିର ପ୍ରତିବାଦ: ଗଞ୍ଜାମ ଜିଲା କଂଗ୍ରେସର ବିକ୍ଷୋଭ, ଗଣଧାରଣା
ବ୍ରହ୍ମପୁର ଅଫିସ,୨୩ା୧୧-କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନ ବିରୋଧୀ ନୀତି ଏବଂ ବହୁମୁଖୀ ଦୁର୍ନୀତି ପ୍ରତିବାଦରେ ଗଞ୍ଜାମ ଜିଲା କଂଗ୍ରେସ ପକ୍ଷରୁ ଶୁକ୍ରବାର ବ୍ରହ୍ମପୁରରେ ଶୋଭାଯାତ୍ରା ସହ ଦକ୍ଷିଣାଞ୍ଚଳ ଆରଡିସିଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ ଓ ଗଣଧାରଣା ଦିଆଯାଇଥିଲା। ଭାଜପା…
ଗଞ୍ଜେଇ ଗଛ ନଷ୍ଟବେଳେ ଉତ୍ତେଜନା
ଧରାକୋଟ,୨୩ା୧୧(ଡି.ଏନ୍.ଏ.)-ଧରାକୋଟ ବ୍ଲକ ବଡ଼ଗଡ଼ ଥାନା ଅଧିନସ୍ଥ ବାହାରପୁର ପଞ୍ଚାୟତର ଖଜୁରିପଦା ଗ୍ରାମ ନିକଟସ୍ଥ ପାହାଡ଼ ପାଦଦେଶରେ ବ୍ୟାପକ ଗଞ୍ଜେଇ ଚାଷ କରାଯାଇଛି। ଶୁକ୍ରବାର ସକାଳୁ ଆସିକା ଏସ୍ଡିପିଓ ସୂର୍ଯ୍ୟମଣି ପ୍ରଧାନଙ୍କ ନେତୃତ୍ୱରେ ଜିଲାର ବିଭିନ୍ନ ଥାନାରୁ ଆସିଥିବା ଥାନାଧିକାରୀ, ଅବକାରୀ ବିଭାଗ,…
୪ ବଖରାରେ ୮ ଶ୍ରେଣୀ: ବିଦ୍ୟାଳୟ ବାରଣ୍ଡାରେ ଚାଲିଛି ପାଠପଢ଼ା
ଆସିକା,୨୩ା୧୧ (ଡି.ଏନ୍.ଏ.) -ଆସିକା ବ୍ଲକ ଦେବଭୂମି ପଞ୍ଚାୟତ ମାମୁଡିହ ଗ୍ରାମରେ ଥିବା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସମୁଦାୟ ୮ଟି ଶ୍ରେଣୀ ରହିଛି। ମାତ୍ର ୪ଟି ଶ୍ରେଣୀଗୃହ ଥିବାରୁ ଛାତ୍ରୀଛାତ୍ରଙ୍କ ପାଠପଢାରେ ଘୋର ଅସୁବିଧା ଦେଖାଦେଇଛି। ଛାତ୍ରୀଛାତ୍ରମାନେ ଆବଶ୍ୟକୀୟ ଶ୍ରେଣୀ ଗୃହ ଅଭାବରୁ…
ତେଜରାତି ଦୋକାନରେ ଅଗ୍ନିକାଣ୍ଡ: ଜଳିଗଲା ସମସ୍ତ ସାମଗ୍ରୀ
ବ୍ରହ୍ମପୁର ଅଫିସ,୨୨।୧୧: ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଗୋଦାବରୀଶନଗର ତୃତୀୟ ଲାଇନରେ ଥିବା ଏକ ତେଜରାତି ଦୋକାନରେ ଶୁକ୍ରବାର ସକାଳେ ଅଗ୍ନିକାଣ୍ଡ ଘଟିଛି। ଦୋକାନର ସମସ୍ତ ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଥିବା ବେଳେ ଏହାର ମୂଲ୍ୟ ୫୦ ହଜାର ହେବ…
ରେଳ ଧାରଣାରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର
ବ୍ରହ୍ମପୁର ଅଫିସ,୨୨।୧୧: ଗଞ୍ଜାମ ଜିଲା ଆଙ୍କୁଲି ରେଳ ଫାଟକ ନିକଟ ରେଳଧାରଣା ପାର୍ଶ୍ୱରୁ ଜିଆର୍ପି ଶୁକ୍ରବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ସେ ହେଲେ ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରାଜପୁର ଗ୍ରାମର ସିଦ୍ଧାନ୍ତ କୁମାର କୋଠିଆ (୧୮)। ସେ ଜଣେ…
Archives


