ଗଞ୍ଜାମ

ଆକ୍ସନରେ ପୋଲିସ, ଡକାୟତି ଘଟଣାର ୨୪ ଘଣ୍ଟା ମଧ୍ୟରେ ୭ ଅଭିଯୁକ୍ତ ଗିରଫ

ଛତ୍ରପୁର,୨୧ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ହୋଇଥିବା ଏକ ଡକାୟତି ଅଭିଯୋଗର ୨୪ ଘଣ୍ଟା ନ ପୁରୁଣୁ ଗ୍ୟାଙ୍ଗର ୭ ଜଣଙ୍କୁ ପୋଲିସ ରବିବାର ଗିରଫ କରିଛି। ସେମାନଙ୍କଠାରୁ ବନ୍ଧୁକ, ଗୁଳି, ଲୁଟ୍‌ରେ ବ୍ୟବହୃତ ଜିନିଷ ଓ ଚୋରି…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି ପୁତୁରା ଏବଂ ତାଙ୍କ ବୋହୂ ମିଶି ବିଧବା ଖୁଡ଼ୀ ରେବତୀ ପ୍ରଧାନଙ୍କୁ ନିର୍ମମ…

ଗାଁରେ ବ୍ୟାପୁଛି ଜ୍ୱର, ୨୦ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

ପାତ୍ରପୁର,୨୧।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ବୁରାତାଲ ପଞ୍ଚାୟତ ଧୋବାଲିଙ୍ଗି ଗ୍ରାମରେ କିଛି ଦିନ ହେଲା ଜ୍ୱର ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟର ବାତାବରଣ ଦେଖାଦେଇଛି। ମିଳିଥିବା ସୂଚନା ମୁତାବକ,…

ଯୋଗ ଦିବସରେ ସାମିଲ ହେଲେ ମହିଳା ସରପଞ୍ଚ, କହିଲେ ନିଜକୁ ସୁସ୍ଥ ରଖିବାକୁ ହେଲେ…

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଯୋଗରେ ମହିଳା ସରପଞ୍ଚ ମମତା ବେହେରାଙ୍କ ସମେତ ଶତାଧିକ ମହିଳା ସାମିଲ ହୋଇଥିଲେ l ନିଜକୁ ସୁସ୍ଥ ସବଳ ରଖିବାକୁ ହେଲେ…

ଗଞ୍ଜାମ କଲେଜରେ ଅନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ ଅଧିକ କଲେଜ କର୍ମଚାରୀ, ଏନ୍‌ସିସି କ୍ୟାଡେଟ୍, ୱାଇଆରସି, ଏନ୍‌ଏସ୍‌ଏସ୍‌ ସ୍ୱେଚ୍ଛାସେବୀ ଏବଂ ସ୍ଥାନୀୟ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ ଦ୍ଵାଦଶତମ ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ରବିବାର ଆୟୋଜିତ କାର୍ଯ୍ୟକ୍ରମରେ ଦିଗପହଣ୍ଡି ବିଧାୟକ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଯୋଗ ଶିବିରକୁ ଉଦ୍‌ଘାଟନ କରିଥିଲେ। ସେ ଦୈନନ୍ଦିନ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଖବର ଲେଖାଯିବା ସୁଦ୍ଧା ୫୦ରୁ ଅଧିକ…

ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ

ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ ର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ନିଳିମା ଷଡଙ୍ଗୀ ଙ୍କ ସଂଯୋଜନାରେ…

ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ,୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ମଲାଡ଼ ଗ୍ରାମ ପଞ୍ଚାୟତର ସରପଞ୍ଚ ମମତା ବେହେରା, ସମିତି ସଭ୍ୟାଙ୍କ…

ହଷ୍ଟେଲରେ ଝୁଲୁଛି ଛାତ୍ରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ

ଗୋପାଳପୁର,୨୧।୬(ନବୀନ ରାଜ ଆଚାରି): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜର ହଷ୍ଟେଲରେ ରହୁଥିବା ଜନୈକା ଛାତ୍ରୀଙ୍କ ମୃତଦେହ ଶନିବାର ପୋଲିସ ଜବତ କରିଛି। ଛାତ୍ରୀ ଜଣକ ହେଲେ ବୁଗୁଡା ଥାନା ଅନ୍ତର୍ଗତ ଘୋଡ଼ାପଡ଼ା ଗ୍ରାମର ସ୍ବର୍ଗତ ଗଣେଶ…

ଭାରତୀୟ ଯୋଗ ସଂସ୍ଥାନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଛତ୍ରପୁର, ୨୧।୬ (ଦିଲ୍ଲୀପ ସାମଲ): ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ।ଭାରତୀୟ ଯୋଗ ସଂସ୍ଥାନ, ଏହି ଉପଲକ୍ଷେ ନୂଆଦିଲ୍ଲୀ ଛତ୍ରପୁର ଶାଖା ପକ୍ଷରୁ ସ୍ଥାନୀୟ ଷ୍ଟାଡିଅମ ପରିସରସ୍ଥ ଯୋଗ ଶାଳା ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ମହା ଆଡମ୍ବର ସହିତ ପାଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?