ଭାଇ ସହ ମିଶି ସ୍ବାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ମୃତଦେହ ଧରି ଥାନାରେ ଆତ୍ମସମର୍ପଣ
ଜଗନ୍ନାଥ ପ୍ରସାଦ,୨୧।୧୧(ଡି.ଏନ.ଏ.): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ଥାନା ଅଞ୍ଚଳ ପଟାଧର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀଙ୍କ ଅତ୍ୟାଚାର ସହି ନ ପାରି ଭାଇ ସହ ମିଶି ତାଙ୍କୁ ହତ୍ୟା କରିଛନ୍ତି ସ୍ତ୍ରୀ। ହତ୍ୟା କରିବା ପରେ ଉଭୟ…
ବାହୁଦା ନଦୀରେ ମିଶିଯିବ ବଜ୍ରଗୁମ୍ମା ଗାଁ
ଦିଗପହଣ୍ଡି, ୨୧ା୧୧ (ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡା ପଞ୍ଚାୟତ ୱାର୍ଡ ନଂ. ୧୨ ଅଧୀନ ବଜ୍ରଗୁମ୍ମା ଗାଁ ବନ୍ୟା ସମୟରେ ବାହୁଦା ନଦୀ ଗର୍ଭରେ ସମ୍ପୂର୍ଣ୍ଣ ବି ଲୀନ ହେବାର ଆଶଙ୍କା ରହିଛି। ଏଥି ସହ ଆଖପାଖ ଅଞ୍ଚଳରେ ଥିବା…
ଛାତ୍ରୀଙ୍କୁ ଅଶ୍ଳୀଳ ଇଙ୍ଗିତ: ଜେଲଗଲେ ୨ ଯୁବକ
ଆସିକା,୨୧ା୧୧(ଡି.ଏନ.ଏ.)- ଆସିକା ଥାନା ଇଲାକାରେ ଜଣେ ଛାତ୍ରୀଙ୍କୁ ଅଶ୍ଳୀଳ ଇଙ୍ଗିତ ଦେବା ଅଭିଯୋଗରେ ପୋଲିସ ବୁଧବାର ୨ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ ଦୀପକ ପାତ୍ର ଓ ଦେବାଷିଶ ମହାନ୍ତି। ଉଭୟେ ଜଣେ କଲେଜ ଛାତ୍ରୀଙ୍କୁ ରାସ୍ତାରେ ପିଛା କରି…
ଥଇଥାନ ଯୋଜନା ନ ଥାଇ ଉଚ୍ଛେଦ
ଭଞ୍ଜନଗର,୨୧ା୧୧(ଡି.ଏନ.ଏ.)-ଭଞ୍ଜନଗର ସହର ମୁଖ୍ୟ ସଡ଼କରୁ ପ୍ରଶାସନ ପକ୍ଷରୁ ଉଠା ବ୍ୟବସାୟୀଙ୍କୁ ଉଚ୍ଛେଦ କରାଯାଉଛି। ଏହି ପ୍ରକ୍ରିୟା ବୁଧବାରଠାରୁ ଆରମ୍ଭ ହୋଇଛି। ଉଚ୍ଛେଦ ଦ୍ୱାରା ରାସ୍ତା ପ୍ରଶସ୍ତୀକରଣ ହୋଇଥିବାରୁ ଟ୍ରାଫିକ ସମସ୍ୟା କିଛି ମାତ୍ରାରେ ଦୂର ହୋଇଛି। ତଥାପି ମୁଖ୍ୟ ସଡ଼କରେ ଥିବା…
ଭୀଷ୍ମଗିରିରୁ ଭୁବନେଶ୍ୱର ଗଞ୍ଜେଇ ଚାଲାଣ: ୨ ଛାତ୍ର ଗିରଫ
ବ୍ରହ୍ମପୁର ଅଫିସ୍,୨୧ା୧୧- ଅବକାରୀ ବିଭାଗ ବୁଧବାର ପୃଥକ୍ ଭାବେ ଦୁଇଟି ସ୍ଥାନରେ ଚଢାଉ କରି ୨୨.୨୨୦ କେଜି ଗଞ୍ଜେଇ ଜବତ କରିଛି। ୨ ଜଣ ଗଞ୍ଜେଇ ଚାଲାଣକାରୀଙ୍କୁ ଗିରଫ କରିଛି। ସେମାନେ ହେଲେ ଜଟଣୀର ପବିତ୍ର ବେହେରା (୧୯) ଓ ପୁରୀ…
ବ୍ରହ୍ମପୁରରେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳଙ୍କୁ ସମ୍ବର୍ଦ୍ଧନା ‘ବିପ୍ଳବ ବିନା ବିକାଶ ନାହିଁ’
ବ୍ରହ୍ମପୁର ଅଫିସ୍,୨୧ା୧୧- ଓଡ଼ିଶା ମାଟିରୁ ଆରମ୍ଭ ହୋଇଥିଲା। ପାଇକ ବିଦ୍ରୋହକୁ ଦେଶର ସର୍ବପ୍ରଥମ ବିଦ୍ରୋହ ଭାବେ ମାନ୍ୟତା ମିଳିଛି । ଏଥିରୁ ପ୍ରମାଣ ମିଳୁଛି, ଆମ ଓଡ଼ିଶାର ବୀରପୁତ୍ରଙ୍କ ବିରତ୍ୱ। ଏ ଜାତିର ମଣିଷମାନେ ସଂଗ୍ରାମ ଓ ସଂଘର୍ଷ କରିବା ଭୁଲିଗଲେଣି।…
ଛାତ୍ରୀଙ୍କୁ ଅଶ୍ଳୀଳ ଇଙ୍ଗିତ ଅଭିଯୋଗ: ଜେଲଗଲେ ୨ ଯୁବକ
ଆସିକା,୨୦ା୧୧(ଡି.ଏନ୍.ଏ.): ଆସିକା ଥାନା ଇଲାକାରେ ଜଣେ ଛାତ୍ରୀଙ୍କୁ ଅଶ୍ଳୀଳ ଇଙ୍ଗିତ ଦେବା ଅଭିଯୋଗରେ ପୋଲିସ ବୁଧବାର ୨ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ ଦୀପକ ପାତ୍ର ଓ ଦେବାଷିଶ ମହାନ୍ତି। ଉଭୟେ ଜଣେ କଲେଜ ଛାତ୍ରୀଙ୍କୁ ରାସ୍ତାରେ ପିଛା କରି…
ବିଦ୍ୟୁତ୍ ଆଘାତରେ ଜଣଙ୍କ ମୃତ୍ୟୁ
ଆସିକା,୨୦ା୧୧(ଡି.ଏନ୍.ଏ.): ଗାଙ୍ଗପୁର ଥାନା ଅନ୍ତର୍ଗତ କଳାସୁତା ଗ୍ରାମରେ ବୁଧବାର ମଧ୍ୟାହ୍ନରେ ବିଦ୍ୟୁତ୍ ଆଘାତରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ଜଣେ ପୂର୍ବତନ ସେନା କର୍ମଚାରୀ ଇନ୍ଦ୍ରମଣି ରାଉତ (୫୫)। ଇନ୍ଦ୍ରମଣି ନିଜ ଘରେ ତାର ସଜାଡୁଥିଲା…
ବଳାତ୍କାର କରି ଭିଡିଓ ଭାଇରାଲ କରିବା ଅଭିଯୋଗ: ଅଭିଯୁକ୍ତ ଗିରଫ
ଜଗନ୍ନାଥପ୍ରସାଦ, ୨୦।୧୧(ଡି.ଏନ୍.ଏ.): ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ଜଣେ ନାବାଳିକା ଛାତ୍ରୀଙ୍କୁ ବଳାତ୍କାର କରି ଭିଡିଓ ଭାଇରାଲ କରିଥିବା ଅଭିଯୋଗରେ ବୁଧବାର ଦୁଇଜଣ ନାବାଳକଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ଅଭିଯୁକ୍ତଜଣଙ୍କ ହେଲେ ସଞ୍ଜୀବ ମାଝି(୨୦)।…
ମୋବାଇଲ ବ୍ୟାଟେରୀ ଫାଟି ଦୁଇ ଭାଇ ଗୁରୁତର
ଖଲିକୋଟ,୨୦।୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ଖଲିକୋଟ ବ୍ଲକ ଅନ୍ତର୍ଗତ ନାଇକାଣୀପଲ୍ଲୀ ଗ୍ରାମରେ ମୋବାଇଲ ବ୍ୟାଟେରୀ ଫାଟି ଦୁଇ ଭାଇ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଉକ୍ତ ଗ୍ରାମର ବସନ୍ତ ସ୍ବାଇଁଙ୍କ ବଡ଼ପୁଅ ରାଜେଶ ସ୍ବାଇଁ(୧୩) ଏବଂ ସାନପୁଅ ଆକାଶ ସ୍ବାଇଁ(୧୦)। ସୂଚନାନୁଯାୟୀ, ରାଜେଶ…
ପୁଣି ଚର୍ଚ୍ଚାରେ ଏସପି ସାରା ଶର୍ମା:ଅଧିକାରୀ, ଜନସାଧାରଣଙ୍କୁ ଦେଲେ ବ୍ୟାୟାମ ତାଲିମ
ପାରଳାଖେମୁଣ୍ଡି,୨୦-୧୧ (ସ୍ବ.ପ୍ର.):ପୁଣି ଚର୍ଚ୍ଚାରେ ଗଜପତି ଏସପି ସାରା ଶର୍ମା। ପୂର୍ବରୁ ମହିଳାଙ୍କ ସୁରକ୍ଷା ପାଇଁ ସି-ଟିମ୍ ଗଠନ କରିବା ସହ ଏଥିପାଇଁ ଗୀତଗାଇ ଚର୍ଚ୍ଚାକୁ ଆସିଥିଲେ। ଏବେ ପୁଣି ସେ ଫିଟ୍ନେସ ଶିବିର ‘ଜୁମ୍ବା ଏରୋବିକ୍ସ’ ଆୟୋଜନ କରି ଚର୍ଚ୍ଚାକୁ ଆସିଛନ୍ତି।…
ଋଷିକୁଲ୍ୟା ମୁହାଣରେ କଇଁଛଙ୍କ ମିଳନ ଆରମ୍ଭ
ଗଞ୍ଜାମ,୨୦-୧୧(ଡି.ଏନ.ଏ.):ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ପୁରୁଣାବନ୍ଧ ଗ୍ରାମ ନିକଟ ଋଷିକୁଲ୍ୟା ମୁହାଣରେ ଅଲିଭ ରିଡ୍ଲେ କଇଁଛଙ୍କ ମିଳନ ପର୍ବ ଆରମ୍ଭ ହୋଇଛି। ପୂର୍ବବର୍ଷ ଅପେକ୍ଷା ଚଳିତ ବର୍ଷ ଏହି ପ୍ରକ୍ରିୟା ଶୀଘ୍ର ଆରମ୍ଭ ହୋଇଥିବା ପରିବେଶବିତ୍ମାନେ କହିଛନ୍ତି। ମଙ୍ଗଳବାର ଖଲ୍ଲିକୋଟ ରେଞ୍ଜର…
Archives


