ଗଞ୍ଜାମ

ଖଲ୍ଲିକୋଟର ୨ ପଞ୍ଚାୟତରେ ୧୫ ପଜିଟିଭ୍‌ : ୧୦ ଗାଁ କଣ୍ଟେନମେଣ୍ଟ, ୨୨ ଗାଁ ବଫର ଜୋନ୍‌ ଘୋଷଣା

ଛତ୍ରପୁର,୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଖଲ୍ଲିକୋଟ ବ୍ଲକର ୧୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ବାଦପଲି ପଞ୍ଚାୟତରେ ୧୨ ଜଣ ଓ ଆଇତିପୁର ପଞ୍ଚାୟତରେ ୩ ଜଣ ସମୁଦାୟ ୧୫ ଜଣ ଅଛନ୍ତି। ଏହାପରେ ସଂକ୍ରମଣ ଯେପରି ଆଉ ନ ବ୍ୟାପିବ ସେଥିପାଇଁ ବ୍ଲକର…

ବୁଗୁଡ଼ା ସହରରେ ଶଟ୍‌ଡାଉନ୍‌ର ପ୍ରଭାବ: ରାସ୍ତାଘାଟ ଜନଶୂନ୍ୟ

ବୁଗୁଡ଼ା,୭ା୬(ଡି.ଏନ୍‌.ଏ.): ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଏହି ମହାମାରୀରୁ ରକ୍ଷା ପାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସପ୍ତାହର ଶନିବାର ଏବଂ ରବିବାର ଦୁଇଦିନିଆ ଧରି ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ବୁଗୁଡା…

ଗଞ୍ଜାମରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର,୭।୬(ବ୍ୟୁରୋ): କରୋନାରେ ପ୍ରାଣ ହରାଇଥିବା ୯ମ ଆକ୍ରାନ୍ତ ଗଞ୍ଜାମ ଜିଲାର। ସେ ୫୫ବର୍ଷୀୟ ପୁରୁଷ। ସେ ଯକ୍ଷ୍ମା ଏବଂ ଅନ୍ୟାନ୍ୟ ରୋଗରେ ପୀଡ଼ିତ ଥିଲେ। କରୋନା ସଂକ୍ରମିତ ହେବା ପରେ ତାଙ୍କର ଚିକିତ୍ସା ଜାରି ରହିଥିଲା। ତେବେ ଡାକ୍ତରଖାନାରେ ତାଙ୍କର ମୃତ୍ୟୁ…

କୂଅ ସଫା କାଳ ହେଲା: ଶ୍ୱାସରୁଦ୍ଧ ହୋଇ ୨ଭାଇ ମୃତ

ଜଗନ୍ନାଥପ୍ରସାଦ,୬ା୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଜଗନ୍ନାଥପାଟଣା ଗ୍ରାମରେ ଶନିବାର କୂଅ ସଫା କରିବାବେଳେ ଶ୍ୱାସରୁଦ୍ଧ ହୋଇ ୨ ଭାଇଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ କୈଳାସ ପ୍ରଧାନ (୪୮) ଓ ପ୍ରଦୀପ କୁମାର ପ୍ରଧାନ (୩୬)। ପୁତୁରା ବାବୁ ପ୍ରଧାନ…

ବ୍ରହ୍ମପୁରରେ ଶଟ୍‌ଡାଉନ୍‌ର ପ୍ରଭାବ: ତେଜରାତି ଦୋକାନ ସହ ପନିପରିବା ଦୋକାନ ବି ବନ୍ଦ, ଶୂନ୍‌ଶାନ ସହର ରାସ୍ତା

ବ୍ରହ୍ମପୁର ଅଫିସ,୬ା୬: କରୋନା ମୁକାବିଲା ପାଇଁ ସରକାର ଜୁନ୍‌ ୩୦ ପର୍ଯ୍ୟନ୍ତ ୧୧ଟି ଜିଲାରେ ପ୍ରତ୍ୟେକ ସପ୍ତାହର ଶନିବାର ଓ ରବିବାର ସମ୍ପୂର୍ଣ୍ଣ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ତନ୍ମଧ୍ୟରେ ଗଞ୍ଜାମ ଜିଲା ରହିିଥିବା ବେଳେ ଶନିବାର ପ୍ରଥମ ଶଟ୍‌ଡାଉନ୍‌ର ପ୍ରଭାବ ଗଞ୍ଜାମ…

ପୋଲସରାର ୧୨ ପଞ୍ଚାୟତକୁ ଗଞ୍ଜାମ ଜିଲାପାଳଙ୍କ ମାରାଥନ ଗସ୍ତ, ପରଖିଲେ ସ୍ଥିତି

ପୋଲସରା,୬।୬(ଡି.ଏନ୍‌.ଏ.): କୋଭିଡ-୧୯କୁ ନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶନିବାର ପୋଲସରା ବ୍ଳକର ପ୍ରାୟ ୧୨ ପଞ୍ଚାୟତ ଗସ୍ତ କରିଛନ୍ତି। ମଥୁରା, କଳମ୍ବ, ହାତିଓଟ, ରୁମାଗଡ଼, ମନ୍ଦାର, କେନ୍ଦୁବାଡି, କଣଛାଇ, ଚିରିକିପଡାସାସନ, ମାଲତେନ୍ତୁଳିଆ ଆଦି ପଞ୍ଚାୟତ ବୁଲିଛନ୍ତି। ଏହି ଗସ୍ତ…

ଗଞ୍ଜାମରେ ୬୦ ଘଣ୍ଟା ଶଟ୍‌ଡାଉନ୍‌: ଲାଠିଧରି ବୁଲୁଛନ୍ତି ପ୍ରଶାସନିକ ଅଧିକାରୀ

ଛତ୍ରପୁର,୬।୬(ଡି.ଏନ୍‌.ଏ.): କରୋନା ନେଇ ଗଞ୍ଜାମ ଜିଲାରେ ୬୦ ଘଣ୍ଟା ଶଟ୍‌ଡାଉନ୍‌ ଜାରି ରହିଛି। ଜିଲାରେ ଶୁକ୍ରବାର ସନ୍ଧ୍ୟା ୭ଟାରୁ ସୋମବାର ସକାଳ ୭ଟା ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଶଟ୍‌ଡାଉନ୍‌ ରହିବ ବୋଲି ପ୍ରଶାସନ ପକ୍ଷରୁ ଡାକବାଜି ଯନ୍ତ୍ର ଯୋଗେ ଘୋଷଣା କରଯାଇଥିଲା। ଶୁକ୍ରବାର…

କୋଭିଡ ନିୟମ ଉଲ୍ଲଂଘନ ନେଇ ୩ ଗିରଫ: ମାସ୍କ ପାଇଁ ୬୦ ହଜାର ଜରିମାନା

ଛତ୍ରପୁର,୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ବିଭିନ୍ନ ଥାନା ପକ୍ଷରୁ କୋଭିଡ୍‌ ଓ ଲକ୍‌ଡାଉନ୍‌ ନିୟମକୁ କଡ଼ାକଡ଼ି ପାଳନ କରାଯାଉଛି। ଏହାସହ ଧରପଗଡ଼ ଜାରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ମାସ୍କ ପିନ୍ଧି ନ ଥିବା ନେଇ ପୋଲିସ ପକ୍ଷରୁ ୬୦ ହଜାର…

ଗଞ୍ଜାମରେ ପୁଣି ୬୪ ନୂଆ ସଂକ୍ରମିତ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୫୯୭କୁ ବୃଦ୍ଧି, ସୁସ୍ଥ ହେଲେଣି ୩୮୯

ବ୍ରହ୍ମପୁର ଅଫିସ,୬।୬: ପ୍ରବାସୀ ଫେରନ୍ତାଙ୍କ ପାଇଁ ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶନିବାର ଜିଲାରେ ୬୪ ନୂତନ ସଂକ୍ରମିତ ଚିହ୍ନଟ ହେବା ପରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୯୭ରେ ପହଞ୍ଚିଛି। ଏଯାବତ୍‌ ଜିଲାରେ ୩ ଆକ୍ରାନ୍ତଙ୍କ…

ଲକ୍‌ଡାଉନ୍‌ ନିୟମ ନମାନି ତଣ୍ଡ ଗଣିଲେ ଦୋକାନୀ

ଗଞ୍ଜାମ,୫।୬(ଡି.ଏନ୍‌.ଏ.): କରୋନା ପାଇଁ ଲକ୍‌ଡାଉନ୍‌ ଚାଲିଥିବା ବେଳେ ବିଭିନ୍ନ ଜିଲା ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି l ସକାଳ ୭ରୁ ସା ୭ଟା ପର୍ଯ୍ୟନ୍ତ ଦୋକାନବଜାର ଖୋଲିବାକୁ ନିୟମ ରହିଛି। ମାତ୍ର ଏହି ନିୟମକୁ ଉଲ୍ଲଂଘନ କରିଥିବା ଜଣେ ତେଜରାତି…

ଗଞ୍ଜାମ ସହରରେ ଶଟ୍‌ଡାଉନ୍‌ ପ୍ରଭାବ

ଗଞ୍ଜାମ,୬।୬(ଡି.ଏନ୍‌.ଏ.): ଦେଶ ଓ ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ସଂକ୍ରମିତଙ୍କ ସଂଖ୍ୟା କମିବାର ନା ଧରୁନି। ପ୍ରାୟ ୩ମାସରୁ ଊର୍ଦ୍ଧ୍ୱ ହେବ ସାରା ବିଶ୍ୱ ଏଥିରେ ଘାଣ୍ଟି ହୋଇଗଲାଣି। ବିଶେଷ କରି ଗଞ୍ଜାମ ଜିଲାରେ ଏହାର…

ଇଆଇଏ ପ୍ରତ୍ୟାହାର ଦାବିରେ ଧାରଣା

ବ୍ରହ୍ମପୁର ଅଫିସ, ୬ା୬- ପରିବେଶ ସୁରକ୍ଷା ଆଇନ ପ୍ରଭାବ(ଇଆଇଏ)କୁ ଆକଳନ, ଅଧ୍ୟୟନର ଖୋଲା ଆଲୋଚନା ତଥା ବିନା ଜନଶୁଣାଣିରେ କମ୍ପାନୀ ହାତକୁ ପ୍ରାକୃତିକ ସମ୍ପଦ ହସ୍ତାନ୍ତର କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଏହାକୁ ବିରୋଧ କରି ଲୋକଶକ୍ତି ଅଭିଯାନର ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?