ଗଞ୍ଜାମ

ଭୋଜି ବାହାନାରେ ଜୁଆ ଆଡ୍ଡା, ୩ ଗିରଫ: କାର, ବାଇକ ସମେତ ୯୨,୪୫୦ ଟଙ୍କା ଜବତ

ଦିଗପହଣ୍ଡି,୧୪ା୧୧(ଡି.ଏନ.ଏ.)-ଦିଗପହଣ୍ଡି ପୋଲିସ ଗୁରୁବାର ଆନ୍ଧ୍ରପ୍ରଦେଶ ଇଚ୍ଛାପୁରର ପି. ପ୍ରବିନ କୁମାର, ଗୋଳନ୍ତରା ଥାନା ପନାଡ ଗ୍ରାମର ଦିବାକର ଗୌଡ, ବ୍ରହ୍ମପୁର ବଡ ବଜାର ଥାନା ଫାଷ୍ଟଗେଟ ଅଞ୍ଚଳର ଦୀପକ ମହାନ୍ତିଙ୍କୁ ଜୁଆ ଖେଳୁଥିବା ଅଭିଯୋଗରେ ବ୍ରହ୍ମପୁର କୋର୍ଟକୁ ଚାଲାଣ କରିଛି। ବୁଧବାର…

ଅଚାନକ ହସ୍ପିଟାଲ ପରିଦର୍ଶନ କଲେ ଏସ୍‌ପି, ପଚାରି ବୁଝିଲେ ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା

ଛତ୍ରପୁର,୧୪।୧୧(ଡି.ଏନ୍‌.ଏ.): ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ ଗୁରୁବାର ଅଚାନକ ଛତ୍ରପୁର ହସ୍ପିଟାଲ ପରିଦର୍ଶନ କରିବା ସହ ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ରୋଗୀଙ୍କୁ ଉତ୍ତମ ସେବା ଯୋଗାଇବା, ଛତ୍ରପୁରରେ ଡାକ୍ତର ରହିବା, ପରିମଳ ବ୍ୟବସ୍ଥା ଠିକ୍‌ ରଖିବାକୁ ଏସ୍‌ପି କହିଥିଲେ।…

ଦାଦନ ଶ୍ରମିକଙ୍କ ମୃତ୍ୟୁ

ଭଞ୍ଜନଗର,୧୪।୧୧(ଡି.ଏନ.ଏ)-ତାମିଲନାଡ଼ୁରେ ଦାଦନ ଶ୍ରମିକ ଭାବେ କାମ କରୁଥିବା ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ ସରନୂଆପଲ୍ଲୀର ସନ୍ତୋଷ ଗୌଡ଼ ପକ୍ଷାଘାତରେ ଆକ୍ରାନ୍ତ ହୋଇଥିବାରୁ ତାଙ୍କୁ ଘରକୁ ଅଣାଯାଉଥିବା ବେଳେ ବାଟରେ ମୃତ୍ୟୁ ଘଟିଛି। ସନ୍ତୋଷ ଗତ କିଛି ମାସ ହେଲା ତାମିଲନାଡ଼ୁ ଯାଇ ଦାଦନ…

ଜନଗହଳିପୂର୍ଣ୍ଣ ଛକ ପରିଦର୍ଶନ କଲେ ଟ୍ରାଫିକ ଡିଏସ୍‌ପି : ଭୁଲ ରାସ୍ତାରେ ଗଲେ, ବାଇକ୍‌ରେ ୩ ଜଣ ବସିଲେ କାର୍ଯ୍ୟାନୁଷ୍ଠାନ

ବ୍ରହ୍ମପୁର ଅଫିସ,୧୪ା୧୧-ବ୍ରହ୍ମପୁର ସହରର ଟ୍ରାଫିକ ବ୍ୟବସ୍ଥାରେ ସୁଧାର ଆଣିବାକୁ ଏଣିକି ବିଭାଗ ପକ୍ଷରୁ ଦୃଢ ପଦକ୍ଷେପ ଗ୍ରହଣ କରାଯିବ ା ବ୍ରହ୍ମପୁର ମହାନଗର ନିଗମ(ବିଏମସି) ପକ୍ଷରୁ ସହରର ପ୍ରମୁଖ ୫ ଛକରେ ଇଣ୍ଟିଗ୍ରେଟେଡ ଟ୍ରାଫିକ ମ୍ୟାନେଜମେଣ୍ଟ ସିଷ୍ଟମ(ଆଇଟିଏମଏସ) କାର୍ଯ୍ୟକାରୀ ହୋଇଛି। ଭୁଲରାସ୍ତା(ରଙ୍ଗସାଇଡ)ରେ…

୧୫୨୨ ଛାତ୍ରୀଛାତ୍ରଙ୍କୁ ମିଳିବ ଲ୍ୟାପଟପ୍‌

ବ୍ରହ୍ମପୁର ଅଫିସ୍‌,୧୪ା୧୧-ଯୁକ୍ତ ୨ରେ ଉତୀର୍ଣ୍ଣ ହୋଇଥିବା ମେଧାବୀ ଛାତ୍ରୀଛାତ୍ରଙ୍କୁ ମାଗଣା ଲ୍ୟାପଟପ୍‌ ପ୍ରଦାନ ପାଇଁ ତାଲିକା ଚୂଡ଼ାନ୍ତ ହୋଇଛି । ଗଞ୍ଜାମ ଜିଲାରେ ଚଳିତବର୍ଷ ୧୫୨୨ ଛାତ୍ରୀଛାତ୍ର ଲ୍ୟାପଟପ୍‌ ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ…

୮୪ ଲକ୍ଷ ଟଙ୍କା ଠକେଇ ଘଟଣା: ଜେଲ ଗଲେ ହନିକମ୍ବ ଏମ୍‌ଡି

ବ୍ରହ୍ମପୁର ଅଫିସ,୧୩ା୧୧-ଅଧିକ ସୁଧ ଦେବା ନାଁରେ ସୋନପୁର ଜିଲା ବିନିକା ଅଞ୍ଚଳର ୫୦ରୁ ଉର୍ଦ୍ଧ୍ୱ ଜମାକାରୀଙ୍କ ୮୪ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗରେ ବୈଦ୍ୟନାଥପୁର ପୋଲିସ ସୋମବାର ହନି କମ୍ବ ହୋଲ୍ଡିଂ ଲିମିଟେଡ଼ ଚିଟଫଣ୍ଡ ସଂସ୍ଥାର ଏମଡି ଅମିୟ କୁମାର…

ହାତୀ,ବାର୍‌ହା ଉପଦ୍ରବ: ଫସଲ ନଷ୍ଟ

ଭଞ୍ଜନଗର,୧୩।୧୧(ଡି.ଏନ.ଏ)-ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡରେ ବାର୍‌ହା ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଜଙ୍ଗଲ ନିକଟବର୍ତ୍ତୀ ଚାଷ ଜମିରେ ପଶି ବ୍ୟାପକ ଧାନ ଫସଲ ସହ ଅନ୍ୟାନ୍ୟ ଫସଲ ନଷ୍ଟ କରୁଛନ୍ତି। ଏଥିସହ ହାତୀମାନେ ମଧ୍ୟ ଜଙ୍ଗଲରୁ ଆସି ଫସଲ ନଷ୍ଟ…

ଜୁଆଖେଳରୁ ଛୁରା ମାଡ ଘଟଣା: ଗୁରୁତର ପବନାଙ୍କ ମୃତ୍ୟୁ

ଜଗନ୍ନାଥପ୍ରସାଦ,୧୨ା୧୧(ଡି.ଏନ.ଏ.)-ଜଗନ୍ନାଥପ୍ରସାଦ ଜଳିସାହିଠାରେ ଗତ ସୋମବାର ରାତି ୯ଟାରେ ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଥିଲା। ଏଥିରେ ପବନା ସେଠୀ (୨୫) ଗୁରୁତର ହୋଇଥିଲେ। ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ କଟକ ମେଡିକାଲକୁ ନେବା ବାଟରେ ତାଙ୍କ ମୃତ୍ୟୁ ଘଟିଛି।…

୨ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟଣା: ୨ ମୃତ

ସୋରଡା,୧୨ା୧୧(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ସୋରଡା ଥାନା ନୂଆଗଡ ଗ୍ରାମ ଖଦାଳସାହିରେ ମଙ୍ଗଳବାର ୨ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ୨ ଜଣଙ୍କ ମୃତ୍ୟୁ ହୋଇଛି। ୫ଜଣ ଗୁରୁତର ଆହତ ହୋଇ ସୋରଡା ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ମୃତକ ହେଲେ ଉକ୍ତ ସାହିର…

ନୂଆଁଗଡ଼ ଗ୍ରାମରେ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ: ଆକ୍ରମଣରେ ଜଣେ ମୃତ, ୫ ଗୁରୁତର

ସୋରଡ଼ା,୧୨।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡା ବ୍ଲକ ନୂଆଁଗଡ଼ ଗ୍ରାମର ଖଦାଳ ସାହିରେ ସୋମବାର ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ସହ ମରଣାତ୍ମକ ଆକ୍ରମଣ ହୋଇଛି। ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଉଭୟ ପରିବାର ୫ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ…

ବାଲି ବୋଝେଇ ଟ୍ରକ ଧକ୍କାରେ କଲେଜ ଛାତ୍ରୀଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ପୁରୁଷୋତ୍ତମପୁର, ୧୨ା୧୧(ଡି.ଏନ୍‌.ଏ.) -ବ୍ରହ୍ମପୁର ପୁରୁଷୋତ୍ତମପୁର ମୁଖ୍ୟରାସ୍ତାର ରଣଝାଲି ନିକଟସ୍ଥ ଋଷିକୁଲ୍ୟା ନଦୀ ବ୍ରିଜ ଉପରେ ସୋମବାର ବାଲିବୋଝେଇ ଟ୍ରକ ଧକ୍କାରେ ଜଣେ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ରଣଝାଲି ଗଁାର କେ.ଭାଗିରଥି ଦୋରାଙ୍କ ଝିଅ କେ.ତୃପ୍ତି। ପୋଲିସ ନଂ.…

ସରୁନି ଓଡିଆର୍‌ପି ଡ୍ରେନ୍‌, ରାସ୍ତା କାର୍ଯ୍ୟ ବିପଦସଙ୍କୁଳ ପ୍ରେମନଗର ମୁଖ୍ୟରାସ୍ତା

ବ୍ରହ୍ମପୁର ଅଫିସ,୧୨ା୧୧-ବ୍ରହ୍ମପୁର ସହରକୁ ସବୁଜ, ସୁନ୍ଦର ସହ ସ୍ମାର୍ଟ ସିଟିରେ ପରିଣତ କରିବାକୁ ନେଇ ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ବହୁ ପଦକ୍ଷେପ ଗ୍ରହଣ କରାଯାଉଛି ା ରାସ୍ତା, ଡ୍ରେନ୍‌ ମରାମତି ଦିଗରେ ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି ା ବିଶେଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri