ଗଞ୍ଜାମ

ମୌଳିକ ସୁବିଧାରୁ ବଞ୍ଚିତ ଅଭିଯୋଗ

ବ୍ରହ୍ମପୁର ଅଫିସ,୫ା୮-ବ୍ରହ୍ମପୁର ସହରକୁ ସ୍ବଚ୍ଛ, ସୁନ୍ଦର ଓ ବିକାଶ ପଥରେ ଆଗେଇ ନେବାକୁ ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ବହୁ ପଦକ୍ଷେପ ଗ୍ରହଣ କରାଯାଉଛି। ବିଏମ୍‌ସି ଅନ୍ତର୍ଗତ ୨୨ ନଂ. ୱାର୍ଡ ବୈକୁଣ୍ଠନଗର ତୃତୀୟ ଗଳି ଓ ଏକ୍ସେଟେନଶନ ଅଞ୍ଚଳବାସୀ...

ବୃକ୍ଷ ହିଁ ମଣିଷର ଶ୍ରେଷ୍ଠ ବନ୍ଧୁ

ବ୍ରହ୍ମପୁର ଅଫିସ୍‌,୫ା୮-ନିଜ ଜୀବନକାଳ ମଧ୍ୟରେ ମଣିଷକୁ ପ୍ରତ୍ୟେକ ସମୟରେ ସାହାଯ୍ୟ କରିଥାଏ ବୃକ୍ଷ । ଖାଦ୍ୟଠାରୁ ଆରମ୍ଭ କରି ଔଷଧ, ପ୍ରଶ୍ୱାସ ନେବା ପାଇଁ ଅମ୍ଳଜାନଠାରୁ ଆରମ୍ଭ କରି ଛାଇ । ପ୍ରତିବଦଳରେ ସେ କିଛି ଚାହେଁନା। ବୃକ୍ଷ କାହାର...

ହେଲମେଟ୍‌ ନ ପିନ୍ଧିଲେ ଉପ ଜିଲାପାଳଙ୍କ କାର୍ଯ୍ୟାଳୟ ମନା

ଭଞ୍ଜନଗର,୪।୮(ଡି.ଏନ.ଏ.) -ବାଇକ୍‌ ଓ କାର ଚାଳକଙ୍କ ଉପରେ ଏଣିକି କଡ଼ା ନଜର ରଖିବ ପ୍ରଶାସନ। ଯେଉଁମାନେ ବିନା ହେଲମେଟ୍‌ରେ ବାଇକ୍‌ ଚଳାଉଥିବେ ସେମାନଙ୍କ ବିରୁଦ୍ଧରେ ଜରିମାନା ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ। କାର ଚାଳକ ମଧ୍ୟ ସିଟ୍‌ ବେଲ୍‌ଟ ନବାନ୍ଧିଲେ...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ: ଭାରପ୍ରାପ୍ତ କୁଳପତି ଭାବେ ଦାୟିତ୍ୱ ନେଲେ ଆରଡିସି

ବ୍ରହ୍ମପୁର ଅଫିସ,୪ା୮-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତି ଭାବେ ଶନିିବାର ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର(ଆରଡିସି) ଟି.ଆଓ ଦାୟିତ୍ୱ ଗ୍ରହଣ କରିଛନ୍ତି । ଜୁଲାଇ ୩୧ରେ ରାଜଭବନରୁ ଆସିଥିବା ଚିଠି ପ୍ରକାରେ ଶନିବାରରୁ ନୂତନ କୁଳପତି ଚୟନ ପ୍ରକ୍ରିୟା ଶେଷ ହେବା ପର୍ଯ୍ୟନ୍ତ...

ଠକେଇ ଅଭିଯୋଗ: ୪ ଗିରଫ, ସ୍କର୍ପିଓ ଜବତ

ବ୍ରହ୍ମପୁର ଅଫିସ,୪|୮-ବୈଦ୍ୟନାଥପୁର ପୋଲିସ ୪ ଠକଙ୍କୁ ଶୁକ୍ରବାର ଗିରଫ କରିଛି। ସେମାନେ ଇଷ୍ଟ ଇଣ୍ଡିଆ-୧୮୧୮ ଲେଖା ହୋଇଥିବା ଏକ କଏନ (ମୁଦ୍ରା) ଯାହାକି ହନୁମାନ ପଇସା ଏବଂ ଏହାଦ୍ୱାରା ଅସମ୍ଭବକୁ ସମ୍ଭବ କରିହେବ ବୋଲି କହି ଲୋକଙ୍କୁ ଠକେଇ କରୁଥିବା...

କୃଷିଋଣ ଛାଡ଼ କରିବାକୁ ବିକ୍ଷୋଭ ସମାବେଶ

ବ୍ରହ୍ମପୁର ଅଫିସ,୪ା୮-ସିପିଏମ୍‌ର ଛାମୁଆ ସଂଗଠନ କୃଷକ ସଭା ପକ୍ଷରୁ ଶନିବାର ବ୍ରହ୍ମପୁର ଉପଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ସମାବେଶ ହୋଇଥିଲା। ସ୍ବାମୀନାଥନ କମିଶନଙ୍କ ସୁପାରିସ ଅନୁସାରେ ସମସ୍ତ କୃଷିଜାତ ଉତ୍ପାଦନ ଖର୍ଚ୍ଚର ଦେଢ଼ଗୁଣା ଚାଷୀଙ୍କୁ ପ୍ରଦାନ ସହ ବିନିଯୋଗ ଖର୍ଚ୍ଚ...

ଲକ୍ଷାଧିକ ଟଙ୍କାର ଗୁଟ୍‌ଖା, ସରଞ୍ଜାମ ଜବତ, ମାଲିକଙ୍କ ସମେତ ୪ ଗିରଫ

ବ୍ରହ୍ମପୁର ଅଫିସ,୪ା୮-ବଡବଜାର ପୋଲିସ ଶନିବାର ଅପରାହ୍ନରେ ବେଆଇନ ଭାବେ ପ୍ରସ୍ତୁତ ହେଉଥିବା ଗୁଟ୍‌ଖା କାରଖାନାରେ ଚଢାଉ କରିଥିଲା। ପୋଲିସ ଶାର୍ଗୁଣା ସାହିରେ ଥିବା ଏକ ଦୁଇ ମହଲା ଘରୁ ୧.୭୨ ଲକ୍ଷ ଟଙ୍କାର ଗୁଟ୍‌ଖା ଓ ଏଥିରେ ବ୍ୟବହୃତ ପ୍ରସ୍ତୁତି...

ଆନ୍ଧ୍ର ବାସିନ୍ଦା, ଓଡ଼ିଶାରେ ଶିକ୍ଷକ

ବ୍ରହ୍ମପୁର ଅଫିସ୍‌/ ଦିଗପହଣ୍ଡି,୪ା୮(ଡି.ଏନ.ଏ.)-ଆନ୍ଧ୍ରପ୍ରଦେଶର ମୂଳ ବାସିନ୍ଦା। ହେଲେ ଶିକ୍ଷକତା କରୁଛନ୍ତି ଓଡ଼ିଶାର ବିଭିନ୍ନ ଅଞ୍ଚଳରେ। ବିଶେଷକରି ଗଞ୍ଜାମ ଜିଲାର ପାତ୍ରପୁର, ଚିକିଟି, ରଙ୍ଗେଇଲୁଣ୍ଡା ଏବଂ ଦିଗପହଣ୍ଡି ବ୍ଲକରେ ମାଳମାଳ ଆନ୍ଧ୍ରନିବାସୀ ଶିକ୍ଷକ କାର୍ଯ୍ୟ କରୁଛନ୍ତି। ସରକାରୀ ପ୍ରାଥମିକ ଏବଂ ଉଚ୍ଚ...

ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କୁ ସମସ୍ୟା ଜଣାଇଲେ ଏମ୍‌ପି

ଆସିକା,୩।୮(ଡି.ଏନ୍‌.ଏ)ଆସିକା ଏମ୍‌ପି ପ୍ରମିଳା ବିଷୋୟୀ ନିଜ ଲୋକ ସଭା ନିର୍ବାଚନ ମଣ୍ଡଳୀର କେତେକ ସମସ୍ୟା କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀଙ୍କ ଦୃଷ୍ଟିକୁ ଆଣିଛନ୍ତି। ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ ବେଳେ ଆସିକା ସଂସଦୀୟ କ୍ଷେତ୍ରର...

କୃଷକ ସଭାର ବିକ୍ଷୋଭ, ସ୍ମାରକପତ୍ର ପ୍ରଦାନ

ଛତ୍ରପୁର,୩।୮(ଡି.ଏନ.ଏ.)ଅଖିଳ ଭାରତ କୃଷକ ସଭା ଅନୁବଦ୍ଧିତ ଓଡିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ଶନିବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ସର୍ବଭାରତୀୟ କିଷାନ ସଂଘର୍ଷ ସମନ୍ବୟ...

କେନାଲରେ ବୁଡି ଯୁବକଙ୍କ ମୃତ୍ୟୁ

ପୁରୁଷୋତ୍ତମପୁର,୩।୮(ଡି.ଏନ.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ଉପକଣ୍ଠ ଦେଇଯାଇଥିବା ଥିବା ହିରାଧରବାଟି କେନାଲରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପୁରୁଷୋତ୍ତମପୁର ଏନ୍‌ଏସି ୱାର୍ଡ ନଂ.୮ କାଳୁଆ ବାଉରି ସାହିର ଦଣ୍ଡପାଣି ଦାସ (୫୫)। ଶୁକ୍ରବାର ସନ୍ଧ୍ୟାରେ...

ହୀରାଧରବାଟି କେନାଲରେ ବୁଡ଼ି ବ୍ୟକ୍ତିଙ୍କ ମୃତ୍ୟୁ

ପୁରୁଷୋତ୍ତମପୁର,୩।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ଉପକଣ୍ଠ ହୀରାଧରବାଟି କେନାଲରେ ବୁଡି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପୁରୁଷୋତ୍ତମପୁର ଏନ୍‌ଏସି (ୱାର୍ଡ ନଂ.୮) କାଳୁଆବାଉରି ସାହିର ଦଣ୍ଡପାଣି ଦାସ (୫୫)। ପ୍ରକାଶ ଯେ, ଶୁକ୍ରବାର ସନ୍ଧ୍ୟାରେ ଦଣ୍ଡପାଣି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri