ଧନ୍ଦାମୂଳକ ଶିକ୍ଷାର ଚାହିଦା ନାହିଁ
ବ୍ରହ୍ମପୁର ଅଫିସ୍,୩ା୮-ଛାତ୍ରୀଛାତ୍ରଙ୍କ ମଧ୍ୟରେ ଦକ୍ଷତା ବିକାଶ ଏବଂ ସେମାନଙ୍କୁ ଆମତ୍ନିର୍ଭରଶୀଳ କରିବା ଉଦ୍ଦେଶ୍ୟରେ ନିର୍ଦ୍ଦିଷ୍ଟ କଲେଜଗୁଡ଼ିକରେ ରହିଛି ଧନ୍ଦାମୂଳକ ଶିକ୍ଷା । ଦଶମ ଶ୍ରେଣୀ ପାସ୍ କରିବା ପରେ ଜଣେ ପିଲା ଯଦି ନିଜେ ରୋଜଗାରକ୍ଷମ ହେବାକୁ ଚାହୁଁଛନ୍ତି, ତେବେ...
ଶ୍ରମ ଆଇନ ସଂଶୋଧନକୁ ବିରୋଧ:ଇପିଏଫ ଅଫିସ ଆଗରେ ସିଟୁର ବିକ୍ଷୋଭ
ବ୍ରହ୍ମପୁର ଅଫିସ,୩ା୮-କେନ୍ଦ୍ର ସରକାରଙ୍କ ପ୍ରଚଳିତ ଶ୍ରମ ଆଇନ ସଂଶୋଧନ ପ୍ରତିବାଦରେ ସେଣ୍ଟର ଅଫ ଇଣ୍ଡିଆନ ଟ୍ରେଡ ୟୁନିୟନସ (ସିଟୁ) ଗଞ୍ଜାମ ଜିଲା କମିଟି ପକ୍ଷରୁ ଶୁକ୍ରବାର ବ୍ରହ୍ମପୁରସ୍ଥ ଇପିଏଫ ଅଫିସ ଆଗରେ ବିକ୍ଷୋଭ କରାଯାଇଥିଲା । ମାଲିକଙ୍କୁ ସୁହାଇଲା ଭଳି...
ସ୍ତନ୍ୟପାନ ସପ୍ତାହରେ ଫଳ, ଔଷଧ ବଣ୍ଟନ
ବ୍ରହ୍ମପୁର ଅଫିସ୍,୩ା୮-ଫ୍ରେଣ୍ଡ୍ସ ହେଲ୍ପିଂ କ୍ଲବ ତରଫରୁ ସ୍ଥାନୀୟ ଗିରି ମାର୍କେଟ ସ୍ନେହମ୍ ହଲ୍ରେ ଶୁକ୍ରବାର ସକାଳେ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳନ କରାଯାଇଛି। ଭାରତୀୟ ଶିଶୁ ବିଶେଷଜ୍ଞ ସଂଘ, ଗଞ୍ଜାମ ଜିଲା ଶାଖା ସହଯୋଗରେ ଆୟୋଜିତ କାର୍ଯ୍ୟକ୍ରମରେ ସଦ୍ୟ ମାତୃତ୍ୱ...
କୋଟିପତି ସରପଞ୍ଚଙ୍କୁ ସର୍ତ୍ତମୂଳକ ଜାମିନ
ବ୍ରହ୍ମପୁର ଅଫିସ,୩ା୮-ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ସରପଞ୍ଚ ତଥା ବିଜେଡି ନେତା ଉଷାନ୍ତ କୁମାର ସାହୁଙ୍କୁ ଗତ ଜୁଲାଇ ୧୧ ତାରିଖରେ ବ୍ରହ୍ମପୁର ଭିଜିଲାନ୍ସ ଗିରଫ କରି ମାମଲା ନଂ ୧୬/୧୯ରେ କୋର୍ଟଚାଲାଣ କରିଥିଲା। ଶୁକ୍ରବାର ସ୍ବତନ୍ତ୍ର ଭିଜିଲାନ୍ସ...
ତ୍ରିପାକ୍ଷିକ ବୈଠକରେ ନିଷ୍ପତି: ରାତିରେ ପୋର୍ଟକୁ ଚଳାଚଳ କରିବ ଭାରୀଯାନ
ଛତ୍ରପୁର,୩ା୮(ଡି.ଏନ.ଏ)-ଗୋପାଳପୁର ପୋର୍ଟକୁ ଶୁକ୍ରବାର ରାତିରୁ ଭାରୀଯାନ ଚଳାଚଳ ଆରମ୍ଭ ହେବ ା ଛତ୍ରପୁର ଉପଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଲକ୍ଷ୍ମୀକାନ୍ତ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ତ୍ରିପାକ୍ଷିକ ଆଲୋଚନା ବୈଠକରେ ଏହି ନିଷ୍ପତ୍ତି ହୋଇଛି ା ବିପର୍ଯ୍ୟସ୍ତ ରାସ୍ତା...
ଶେରଗଡ଼ ତହସିଲ କାର୍ଯ୍ୟର ସମୀକ୍ଷା କଲେ ଆର୍ଡିସି
ଶେରଗଡ଼,୨ା୮(ଡି.ଏନ.ଏ.)- ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ଟି. ଆପନ୍ନା ଆଓ ଶୁକ୍ରବାର ଶେରଗଡ଼ ତହସିଲ କାର୍ଯ୍ୟର ସମୀକ୍ଷା କରିଛନ୍ତି। ପୂର୍ବାହ୍ନ ପ୍ରାୟ ୧୧ଟାବେଳେ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚତ୍ଥିଲେ। ଶେରଗଡ଼, ଧନନ୍ତର, ଗୋବିନ୍ଦପୁର ରାଜସ୍ବ ସର୍କଲର ବହୁ ଲୋକଙ୍କୁ ଆର୍ଡିସି ପଟ୍ଟା...
ଶ୍ରମ ଆଇନରେ ସଂଶୋଧନକୁ ସିଆଇଟିୟୁ ପକ୍ଷରୁ ବିରୋଧ
ବ୍ରହ୍ମପୁର ଅଫିସ,୨।୮: ଶ୍ରମ ଆଇନରେ ସଂଶୋଧନ କରିବା ପାଇଁ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ ନେଇ ଅସନ୍ତୋଷ ପ୍ରକାଶ କରିଛି ଶ୍ରମିକ ସଂଗଠନ ସିଆଇଟିୟୁ। ଶୁକ୍ରବାର ବ୍ରହ୍ମପୁରସ୍ଥିତ କର୍ମଚାରୀ ଭବିଷ୍ୟନିଧି ପାଣ୍ଠି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ୪୪ଟି ଶ୍ରମ...
ବିସିସି ବ୍ୟାଙ୍କ କୃଷିଋଣ ପ୍ରଦାନ କରିଛି ୨୦୭.୧୭ କୋଟି
ବ୍ରହ୍ମପୁର ଅଫିସ,୨ା୮- ବ୍ରହ୍ମପୁର ସମବାୟ କେନ୍ଦ୍ର (ବିସିସି) ବ୍ୟାଙ୍କ ପକ୍ଷରୁ ଚଳିତ ବର୍ଷ ଖରିଫ ଧାନ ଚାଷ ନିମନ୍ତେ କୃଷିଋଣ ପ୍ରଦାନ ଜୁଲାଇ ୩୧ରେ ଶେଷ ହୋଇଛି । ଏହି ବ୍ୟାଙ୍କ ଅଧୀନ ଗଞ୍ଜାମ ଓ ଗଜପତି ଜିଲାର ୨୫୧...
କବିସୂର୍ଯ୍ୟନଗର ବ୍ଲକ ପିଇଓ ନିଲମ୍ବିତ
ଛତ୍ରପୁର,୨ା୮(ଡି.ଏନ.ଏ.)- ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବ୍ଲକ ପିଇଓ (ପଞ୍ଚାୟତ ନିର୍ବାହୀ ଅଧିକାରୀ) ଡି. ସନ୍ତୋଷ ପ୍ରଧାନଙ୍କୁ ଗଞ୍ଜାମ ଜିଲାପାଳ ବୁଧବାର କାର୍ଯ୍ୟରୁ ନିଲମ୍ବନ କରିଛନ୍ତି। ମଦ୍ୟପାନ କରି କବିସୂର୍ଯ୍ୟନଗର ବ୍ଲକ ପରିସରରେ ଗଣ୍ଡଗୋଳ କରିବା ଓ କର୍ମଚାରୀଙ୍କୁ ଖରାପ ବ୍ୟବହାର...
ବନ୍ଧୁକ ଦେଖାଇ ମହିଳା ଏଜେଣ୍ଟଙ୍କଠାରୁ ଲୁଟ୍
ଆସିକା,୨ା୮(ଡି.ଏନ୍.ଏ.)- ଆସିକା-ବାଲିପଦର ମୁଖ୍ୟ ରାସ୍ତାର ଭେଟନଈ ପଲ୍ଲୀମାଳ ନିକଟରେ ଗୁରୁବାର ପୂର୍ବାହ୍ନ ପ୍ରାୟ ୧୦ଟାରେ ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାର ଜଣେ ମହିଳା ଏଜେଣ୍ଟଙ୍କଠାରୁ ଲୁଟ ହୋଇଛି। ଦୁର୍ବୃତ୍ତମାନେ ବନ୍ଧୁକ ଦେଖାଇ ଆସିକାସ୍ଥିତ ଅନ୍ନପୂର୍ଣ୍ଣା ଫାଇନାନ୍ସର ଏଜେଣ୍ଟ ତଥା...
ଅଟୋରେ ପ୍ରସବ କଲେ ମହିଳା
ଫିରିଙ୍ଗିଆ, ୨ା୮- ଯାତାୟାତ ସୁବିଧା ନାହିଁ। ଆମ୍ବୁଲାନ୍ସ ଯାଇ ପାରିଲା ନାହିଁ। ଫଳରେ ଜଣେ ଆସନ୍ନ ପ୍ରସବାଙ୍କୁ ଅଟୋରେ ଆଣିବାବେଳେ ସେଥିରେ ସେ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ପାହିରାଜୁ ପଞ୍ଚାୟତ ଡ୍ରେସୁରୁ ଗ୍ରାମରେ...
୪ ନକଲି ଖବରଦାତା ଗିରଫ
କୁକୁଡ଼ାଖଣ୍ଡି,୨ା୮(ଡି.ଏନ.ଏ.)- ଆଙ୍କୁଶପୁର ସଦର ଥାନା ପୋଲିସ ଗୁରୁବାର ମଧ୍ୟାହ୍ନରେ ୪ ନକଲି ଖବରଦାତାଙ୍କୁ ଗିରଫ କରିଛି। ନଂ.୧୯୦/୧୯ରେ ମାମଲା ରୁଜୁ କରି ସନ୍ଧ୍ୟାରେ ସେମାନଙ୍କୁ କୋର୍ଟଚାଲାଣ କରାଯାଇଛି। ଗିରଫମାନେ ହେଲେ ବ୍ରହ୍ମପୁର ଭବାନୀନଗର ଚତୁର୍ଥ ଗଳିର ତପନ କୁମାର ପଟ୍ଟନାୟକ...
Archives


