ବିଦ୍ୟାଳୟରେ ଶୋଇବା ଭିଡିଓ ଭାଇରାଲ: ନିଲମ୍ବିତ ହେଲେ ଶିକ୍ଷକ
ଶେରଗଡ,୮ା୧୧(ଡି.ଏନ୍.ଏ.)-ଶେରଗଡ଼ ବ୍ଲକ ଲକ୍ଷ୍ମୀପୁର ଗ୍ରାମ ଇନ୍ଦିରା ଆବାସ କଲୋନୀ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ବାବୁ ଜେନାଙ୍କୁ ଗୁରୁବାର ନିଲମ୍ବିତ କରିଛି ଶେରଗଡ଼ ଶିକ୍ଷା ବିଭାଗ। କାମରେ ଅବହେଳା ଓ ନିଶାସକ୍ତ ଅବସ୍ଥାରେ ବିଦ୍ୟାଳୟରେ ଶୋଇବା ଅଭିଯୋଗରେ ବ୍ଲକ ଶିକ୍ଷା ବିଭାଗର ପତ୍ର…
ଟ୍ରେନ୍ ସମ୍ପ୍ରସାରଣ ପାଇଁ ଦାବିପତ୍ର
ବ୍ରହ୍ମପୁର ଅଫିସ୍,୮ା୧୧-ଗଞ୍ଜାମ ଜିଲା ବରିଷ୍ଠ ନାଗରିକ ସୁରକ୍ଷା ମଞ୍ଚର ଏକ ବୈଠକ ସ୍ଥାନୀୟ ପାତାଳେଶ୍ୱର ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହେ।ଇଥିଲା। ଏହି ଅବସରରେ ବରିଷ୍ଠ ନାଗରିକମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରାଯାଇଥିଲା। ଅନୁଷ୍ଠାନ ସଭାପତି ପ୍ରଫେସର ଡ.ରବିନାରାୟଣ ମିଶ୍ର…
ଓକିଲଙ୍କ ଆକ୍ରମଣକୁ ନିନ୍ଦା
ବ୍ରହ୍ମପୁର ଅଫିସ୍,୮ା୧୧-ଦିଲ୍ଲୀର ତିସ୍ହଜାରୀ କୋର୍ଟ ପରିସରରେ ଜଣେ କାର୍ଯ୍ୟରତ ଓକିଲଙ୍କ ଉପରକୁ ଦିଲ୍ଲୀ ପୋଲିସର ଗୁଳିଚାଳନାକୁ ନେଇ ଗଞ୍ଜାମ ଓକିଲ ସଂଘ ବରିଷ୍ଠ ସଦସ୍ୟମାନେ ନିନ୍ଦା କରିଛନ୍ତି। ସାମାନ୍ୟ ପାର୍କିଂକୁ ନେଇ ପୋଲିସ ସଞ୍ଜମତା ଆଚରଣ କରିବା ପରିବର୍ତ୍ତେ କାର୍ଯ୍ୟରତ ଓକିଲଙ୍କ…
ମୟ ହତ୍ୟା ମାମଲା:୧୮ ଅଭିଯୁକ୍ତଙ୍କୁ ମିଳିଲା ଜାମିନ
ବ୍ରହ୍ମପୁର ଅଫିସ,୮ା୧୧-ସଦର ଥାନା ଅନ୍ତର୍ଗତ ଫୁଲଟା ଗ୍ରାମର ମୟ ଓରଫ ମହେଶ୍ୱର ସାସମାଲ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ସନ୍ତୋଷ ସାହୁଙ୍କ ସମେତ ୧୮ ଅଭିଯୁକ୍ତଙ୍କୁ ଜୁନ ୧୯ରେ ଗଞ୍ଜାମ ଜିଲା ଅତିରିକ୍ତ ଜଜ (ଏଡିଜେ)-୧ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିଲେ।…
ଲାଞ୍ଚ ନେଇ ଜିଲା ଶ୍ରମ ଅଧିକାରୀ ଗିରଫ: ଟଙ୍କା ନଷ୍ଟ କରି ନ ପାରି ଭିଜିଲାନ୍ସ ଅଧିକାରୀଙ୍କୁ କାମୁଡ଼ିଲେ
ଫୁଲବାଣୀ ଅଫିସ, ୮ା୧୧-କନ୍ଧମାଳ ଜିଲା ଶ୍ରମ ଅଧିକାରୀ ଗୁରୁବାର ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଗିରଫରୁ ବର୍ତ୍ତିବା ପାଇଁ ଜିଲା ଶ୍ରମ ଅଧିକାରୀ ରଞ୍ଜନ କିଶୋର ବେହେରା ଲାଞ୍ଚ ଟଙ୍କାକୁ ପାଟିରେ ପୂରାଇ ନଷ୍ଟ…
ଫଟା ପାଇପ୍, ଏନ୍ଏଚ୍ରେ ଭାସୁଛି ପାଣି: ଦୃଷ୍ଟି ଦେଉନି ଜନସ୍ବାସ୍ଥ୍ୟ ବିଭାଗ, ବଢୁଛି ଅସନ୍ତୋଷ
ଭଞ୍ଜନଗର,୭।୧୧(ଡି.ଏନ.ଏ.)- ଭଞ୍ଜନଗର ସହର ଦେଇ ଯାଇଥିବା ରାଞ୍ଚତ୍-ବିଜୟୱାଡ଼ା କରିଡ଼ରର ସ୍ଥାନୀୟ ଶ୍ରୀରାମନଗର ସେତୁ ଉପର ଦେଇ ଯାଇଥିବା ପାଣି ପାଇପ୍ ବହୁଦିନ ହେବ ଫାଟିଯାଇଛି। ଏଥିରୁ ପାଣି ବାହାରି ମୁଖ୍ୟ ରାସ୍ତାରେ ଭାସୁଛି। ଏହାର ପ୍ରଭାବରେ ରାସ୍ତା ଖରାପ ହେବାସହ ଖାଲଢ଼ିପ…
ମିନି ବସ୍ ଓଲଟିଲା: ୧ ମୃତ, ୧୫ରୁ ଉର୍ଦ୍ଧ୍ୱ ଆହତ
ଆସିକା,୭ା୧୧(ଡି.ଏନ୍.ଏ.)- ଗାଙ୍ଗପୁର ଥାନା ବୋରି ନିକଟରେ ବୁଧବାର ରାତି ପ୍ରାୟ ୧୧ଟାରେ ଏକ ମିନିବସ୍ ରାସ୍ତା କଡକୁ ଓଲଟି ପଡିଥିଲା। ଏଥିରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ୧୫ରୁ ଉର୍ଦ୍ଧ୍ୱ ଆହତ ହୋଇଛନ୍ତି। ମୃତକ ହେଲେ ଭଞ୍ଜନଗର ନିକଟସ୍ଥ ତନରଡା ଗ୍ରାମର…
କାର୍ତ୍ତିକ ମାସରେ ସ୍କୁଲରେ ଅଣ୍ଡା ମନା, ଛାତ୍ରୀଛାତ୍ର ଆଣିଲେ ଅଭିଯୋଗ
ଜଗନ୍ନାଥପ୍ରସାଦ,୭।୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ପଞ୍ଚୁଭୂତି ଗ୍ରାମର ଉପ୍ରା ବିଦ୍ୟାଳୟରେ ଗତ କିଛିଦିନ ଧରି ଅନିୟମିତତା ନେଇ ଅଭିଯୋଗ ହୋଇଆସୁଥିଲା। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଏବେ ଭାଇରାଲ ହୋଇଛି। ସ୍କୁଲରେ ନିମ୍ନମାନର ଖାଦ୍ୟ ଯୋଗାଣ, ଛାତ୍ରୀଛାତ୍ର ଅନୁଯାୟୀ…
ପୁରୁଷୋତ୍ତମପୁରରେ ପ୍ରଥମ ମହିଳା ପୋଲିସ ଅଧିକାରୀ: ଏସ୍ଡିପିଓ ଭାବେ ଯୋଗ ଦେଲେ ସୀମା ସ୍ବାଇଁ
ପୁରୁଷୋତ୍ତମପୁର, ୭।୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଏସ୍ଡିପିଓ ଭାବେ ୨୦୧୫ ବ୍ୟାଚର ଓପିଏସ୍ ପାଇଥିବା ଅଫିସର ସୀମା ସ୍ବାଇଁ ଗୁରବାର କାର୍ଯ୍ୟରେ ଯୋଗ ଦେଇଛନ୍ତି । ଟ୍ରେନିଂସାରବା ପରେ ପ୍ରଥମେ ସେ ଏଠାରୁ କାର୍ଯ ଆରମ୍ଭ କରୁଛନ୍ତି। ୧୯୩୬ ମସିହାରେ ପୁରୁଷୋତ୍ତମପୁରରେ…
ଝଗଡ଼ା ସମାଧାନ କରିବାକୁ ଯାଇ ଖାଇଲେ ମାଡ଼ : ଥାନାରେ ମାମଲା, ଅଭିଯୁକ୍ତ ଅଟକ
ଦିଗପହଣ୍ଡି,୭।୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗ୍ରାମର ଦୁଇ ବ୍ୟକ୍ତିଙ୍କ ମଧ୍ୟରେ ଚାଲିଥିବା ଝଗଡ଼ା ସମାଧାନ କରିବାକୁ ଯାଇ ତୃତୀୟ ବ୍ୟକ୍ତି ମାଡ଼ ଖାଇବା ଘଟଣା ଚର୍ଚ୍ଚା ପାଲଟିଛି। ଆଙ୍କୋରଡ଼ା ଗ୍ରାମର ଦେବ ନାଇକଙ୍କୁ ରୁନା ନାଇକ ନିସ୍ତୁକ ମାଡ଼…
କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ : ଥାନାରେ ମାମଲା
ଦିଗପହଣ୍ଡି,୭।୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ଯୁକ୍ତ ୨ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ସେହି ଗାଁର ମିଥୁନ ସାହୁ (୨୨) କେଉଁଆଡ଼େ ଅପହରଣ କରିନେଇଥିବା ଅଭିଯୋଗ ହୋଇଛି। ଗୁରୁବାର ଛାତ୍ରୀଙ୍କ ବାପା ଏନେଇ କେ. ନୂଆଗାଁ…
ଚିଟ୍ଫଣ୍ଡ କୋର୍ଟ ଜଜ୍ ପଦବୀ ଖାଲି; ବିଚାର ପ୍ରକ୍ରିୟାରେ ବିଳମ୍ବ
ବ୍ରହ୍ମପୁର ଅଫିସ,୭ା୧୧: ବ୍ରହ୍ମପୁର ଜିଲା କୋର୍ଟରେ ସ୍ବତନ୍ତ୍ର ଭାବେ ଓପିଆଇଡି କୋର୍ଟ ରହିଛି। ଦକ୍ଷିଣ ଓଡ଼ିଶାର ୧୦ ଜିଲା ପାଇଁ ଏହି କୋର୍ଟ ରହିଥିବା ବେଳେ ଏଠାରେ ଏବେ ବିଚାରପତି ପଦବୀ ଖାଲି ରହିଛି। ଫଳରେ ବହୁ ଗୁରୁତ୍ୱପୂର୍ଣ୍ଣ ମାମଲାଗୁଡିକର ବିଚାରରେ…
Archives


