ଗଞ୍ଜାମ

ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯୮: ବଢୁଛି ଆରୋଗ୍ୟ ହାର

ବ୍ରହ୍ମପୁର ଅଫିସ,୨୯ା୫-ପ୍ରବାସୀ ଫେରନ୍ତାଙ୍କ ପାଇଁ ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଛି। ଶୁକ୍ରବାର ଜିଲାରେ ୪ ନୂତନ ସଂକ୍ରମିତଙ୍କୁ ନେଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୮ରେ ପହଞ୍ଚିଛି। ଏପର୍ଯ୍ୟନ୍ତ ଜିଲାରେ ସମୁଦାୟ ୩ ଆକ୍ରାନ୍ତଙ୍କ ମୃତ୍ୟୁ ହାଇଥିବା ବେଳେ…

‘ସୁଗମ ଯୋଜନା’: ୧୫ ଦିନରେ ୪୭୪୮ ପ୍ରବାସୀଙ୍କୁ ଗନ୍ତବ୍ୟ ସ୍ଥଳରେ ଛାଡ଼ିଲାଣି ଗଞ୍ଜାମ ପ୍ରଶାସନ, ୧୭ ହଜାରଙ୍କୁ ଖାଦ୍ୟ ପ୍ୟାକେଟ୍‌

ଛତ୍ରପୁର, ୨୯।୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଦେଇ ଯାଉଥିବା ପ୍ରବାସୀ ଶ୍ରମିକମାନଙ୍କୁ ନିଜ ଜ଼ିଲା ଓ ଏହି ଜିଲାର ବିଭିନ୍ନ ଅଞ୍ଚଳଞ୍‌କୁ ସୁଗମ ଯୋଜନାରେ ପ୍ରଶାସନ ପକ୍ଷରୁ ଗାଡ଼ିଯୋଗେ ପଠାଯାଉଛି। ଏଥିସହ ପ୍ରବାସୀ ଶ୍ରମିକମାନଙ୍କୁ ଖାଦ୍ୟ ପ୍ୟାକେଟ ଓ ପାଣି ବଣ୍ଟନ କରାଯାଉଛି।…

କ୍ୱାରାଣ୍ଟାଇନରେ ୧୪ ଦିନ ପୂରଣ କରିଥିବା ପ୍ରବାସୀଙ୍କୁ ଟଙ୍କା ବାଣ୍ଟିଲେ ଗଞ୍ଜାମ ଜିଲାପାଳ

ଶେରଗଡ଼,୨୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶୁକ୍ରବାର ଶେରଗଡ଼ ବ୍ଲକକୁ ପରିଦର୍ଶନରେ ଯାଇ ଖମାର କ୍ୱାରାଣ୍ଟାଇନ କେନ୍ଦ୍ର ବୁଲି ଦେଖିଥିଲେ। ଉକ୍ତ କେନ୍ଦ୍ରରେଥେିବା ପ୍ରବାସୀଙ୍କର ଶୁକ୍ରବାର ୧୪ଦିନ ପୂରଣ ହେଉଥିବାରୁ ଜିଲାପାଲ ସେମାନଙ୍କୁ ୧୦୦୦ଟଙ୍କା ଲେଖାଏ ସହାୟତା ରାଶି ପ୍ରଦାନ…

ଲକ୍‌ଡାଉନ୍‌ ନିୟମ ନ ମାନି ଅମାନିଆ ଗଣିଲେ ୮୦୦୦ ଜରିମାନା

ବୁଗୁଡ଼ା,୨୯ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ସହରରେ କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଲକ୍‌ଡାଉନ୍‌ ନିୟମ ମାନି ଚଳିବାକୁ ବାରମ୍ବାର ସଚେତନ କରାଯାଇଥିଲେ ମଧ୍ୟ ଲୋକମାନେ ଏହାକୁ ମାନୁନାହାନ୍ତି। ତେଣୁ ଶୁକ୍ରବାର ସ୍ଥାନୀୟ ମଦନମୋହନ ଛକ ନିକଟରେ…

ଛତ୍ରପୁରରେ ମାନବ ଶୃଙ୍ଖଳ ରକ୍ଷା କରି ଗାନ କରାଯିବ ବନ୍ଦେ ଉତ୍କଳ ଜନନୀ

ଛତ୍ରପୁର,୨୯ା୫(ଡି.ଏନ୍‌.ଏ.): ଶନିବାର ସନ୍ଧ୍ୟା ୫.୩୦ରେ କୋଭିଡ୍‌ ଯୋଦ୍ଧାଙ୍କୁ ଉତ୍ସାହିତ କରିବା ସହ ସେମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇବା ପାଇଁ ବନ୍ଦେ ଉତ୍କଳ ଜନନୀ ଗାନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଅନୁରୋଧ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଶନିବାର ସନ୍ଧ୍ୟା ୫.୩୦ରେ…

ଦିବ୍ୟସିଂହପୁରରେ ଭିନ୍ନ ପରମ୍ପରା: ଗୋଟିଏ ଦିନ ପରେ ଶିବପାର୍ବତୀଙ୍କ ବିବାହ ସମ୍ପନ୍ନ

ଛତ୍ରପୁର, ୨୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ବଉଳଗାଁ ପଞ୍ଚାୟତ ଦିବ୍ୟସିଂହପୁର ଗାଁରେ ଶିବପାର୍ବତୀଙ୍କ ବିବାହର ଏକ ଭିନ୍ନ ପରମ୍ପରା ରହିଛି। ଏଠାରେ ନିର୍ଦ୍ଧାରିତ ଦିନକ ପରେ ଶିବପାର୍ବତୀଙ୍କ ବିବାହ ଅନୁଷ୍ଠିତ ହୋଇଥାଏ। ତେଣୁ ସବୁଆଡେ ଗୁରୁବାର ଶିବପାର୍ବତୀଙ୍କ ବିବାହ ସମ୍ପନ୍ନ…

ଗଞ୍ଜାମରେ ୪ ନୂଆ ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୮, ସୁସ୍ଥ ହେଲେଣି ୩୦୨

ବ୍ରହ୍ମପୁର ଅଫିସ,୨୯।୫: ପ୍ରବାସୀ ଫେରନ୍ତାଙ୍କ ପାଇଁ ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ଜିଲାରେ ୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୮ରେ ପହଞ୍ଚିଛି। ସେହିପରି…

କ୍ୱାରାଣ୍ଟାଇନ ସେଣ୍ଟରରୁ ସୁରଟ ଫେରନ୍ତାଙ୍କ ୩୦ ହଜାର ଚୋରି: ଛତ୍ରପୁର ପୋଲିସର ତଦନ୍ତ ଆରମ୍ଭ

ଛତ୍ରପୁର, ୨୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଭିକାରୀପଲି ଶ୍ରୀହରିହରେଶ୍ୱର ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ଥିବା କ୍ୱାରାଣ୍ଟାଇନ ସେଣ୍ଟରରୁ ଗୁରୁବାର ରାତିରେ ଜଣେ ଅନ୍ତେବାସୀଙ୍କ ବ୍ୟାଗ ଚୋରି ହୋଇଛି। ଚୋରିର ଶିକାର ବ୍ୟକ୍ତିଜଣଙ୍କ ହେଲେ ଛତ୍ରପୁର ବ୍ଲକ ନୂଆପଲ୍ଲୀ ଗାଁର ଝଡ଼ିଆ…

ଏସିରୁ ଲାଗିଲା ନିଆଁ: ଶ୍ୱାସରୁଦ୍ଧ ହୋଇ ବିଜେଡି ନେତାଙ୍କ ସହ ଚାଲିଗଲା ଆଉ ଦୁଇ ଜୀବନ

ବ୍ରହ୍ମପୁର ଅଫିସ,୨୯ା୫: ବ୍ରହ୍ମପୁର ଗୋଷାଣୀ ନୂଆଗାଁ ପାଣିଗ୍ରାହୀ ପେଣ୍ଠସାହିରେ ଗୁରୁବାର ବିଳମ୍ବିତ ରାତିରେ ନିଆଁ ଲାଗି ୩ ଜଣଙ୍କ ଜୀବନ ଚାଲିଯାଇଛି। ଘରେ ଲାଗିଥିବା ଏସିରେ ନିଆଁ ଲାଗିଯିବାରୁ ଶ୍ୱାସରୁଦ୍ଧ ହୋଇ ଏପରି ଦୁଃଖଦ ଘଟଣା ଘଟିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ବ୍ରହ୍ମପୁର…

ବ୍ରହ୍ମପୁରରୁ ଭୁବନେଶ୍ୱର ଗଲା ଗୋଟିଏ ବସ୍‌

ବ୍ରହ୍ମପୁର ଅଫିସ, ୨୯ା୫- ଘରୋଇ ବସ୍‌ ଚଳାଚଳ ସ୍ବାଭାବିକ କରିବା ନେଇ ସରକାରଙ୍କ ଅନୁମତି ପରେ ବି ଗୁରୁବାର ବ୍ରହ୍ମପୁରରୁ ସ୍ବାଭାବିକ ହୋଇପାରିନି ବସ୍‌ ଚଳଚଳ। ସେବା ସ୍ବାଭାବିକ କରିବାକୁ ନେଇ ସରକାରଙ୍କ ଅନୁମତି ପରେ ଗୁରୁବାର ସକାଳୁ କିଛି ବସ୍‌…

ପ୍ରବାସୀଙ୍କୁ ଋଣ ଯୋଗାଇଦେବାକୁ ନିର୍ଦ୍ଦେଶ

ଛତ୍ରପୁର,୨୯ା୫(ଡି.ଏନ.ଏ)- ଗଞ୍ଜାମ ଜିଲାକୁ ଏକ ଲକ୍ଷରୁ ଉର୍ଦ୍ଧ୍ୱ ପ୍ରବାସୀ ଫେରିଲେଣି। ରୋଜଗାର ବାଟ ମିଳିଲେ ଏମାନେ ଆଉ ଅନ୍ୟ ରାଜ୍ୟକୁ ଯିବେନି। ତେଣୁ ଚାଷଠାରୁ ଆରମ୍ଭ କରି କ୍ଷୁଦ୍ରଶିଳ୍ପ ଆଦି କ୍ଷେତ୍ରରେ ଋଣ ଦେବାକୁ ପଡିବ। ଗୁରୁବାର ଗଞ୍ଜାମ ଜିଲା ବ୍ୟାଙ୍କ…

ଘାଈରୁ ମାଟି ଉଠାଉଥିବା ଜେସିବିକୁ ୭୫ ହଜାର ଜରିମାନା

ବୁଗୁଡା,୨୮ା୫(ଡି.ଏନ୍‌.ଏ.)- ବୁଗୁଡା ତହସିଲ ଅନ୍ତର୍ଗତ ପଙ୍କଳବାଡି ଠାରୁ ଟିକରପଡା ମଧ୍ୟରେ ଥିବା ବଣଘାଈରୁ ଗୁରୁବାର ଅପରାହ୍ନରେ ଜେସିବି ସାହାଯ୍ୟରେ ବେଆଇନ ଭାବେ ମାଟି ଖୋଳି ଚାଲାଣ ଉଦ୍ୟମବେଳେ ତହସିଲଦାର ସଂଗ୍ରାମ କେଶରୀ ଜେନା ଓ କର୍ମଚାରୀ ଚଢାଉ କରିଥିଲେ। ମାଟି ଖୋଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?