ପୋଡ଼ି ହୋଇ ମହିଳା ଗୁରୁତର; ଯୌତୁକ ନିର୍ଯାତନା ଅଭିଯୋଗ: ସ୍ବାମୀ, ଶାଶୁ ଗିରଫ
ଆସିକା,୪ା୧୧(ଡି.ଏନ୍.ଏ.)-ଆସିକା ଥାନା ଦେବଭୂମୀ ଗ୍ରାମରେ ବୁଧବାର ସକାଳେ ଜଣେ ମହିଳା ପୋଡି ହୋଇ ଗୁରୁତର ହୋଇଥିଲେ। ସେହେଲେ ସେହି ଗ୍ରାମର ଟୁକୁନା ଚୌଧୁରୀଙ୍କ ସ୍ତ୍ରୀ ମାମାଲି। ବ୍ରହ୍ମପୁର ବଡ ମେଡିକାଲରେ ସେ ମୃତ୍ୟୁ ସହ ସଂଗ୍ରାମ କରୁଥିଲାବେଳେ ଶନିବାର ମାମାଲିଙ୍କ ମା’…
ଆର୍ମି ଏୟାର ଡିଫେନ୍ସ କଲେଜରେ ଯବାନଙ୍କ ଆତ୍ମହତ୍ୟା
ଗୋପାଳପୁର,୪ା୧୧-ଗଞ୍ଜାମ ଜିଲା ଗୋଳାବନ୍ଧସ୍ଥିତ ଆର୍ମି ଏୟାର ଡିଫେନ୍ସ (ଏଡି) କଲେଜରେ ଶନିବାର ରାତିରେ ଜଣେ ଯବାନ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ତାମିଲନାଡୁ ଅଞ୍ଚଳର ଏନ୍. କ୍ରିଷ୍ଣା। ଏ ନେଇ ସ୍ଥାନୀୟ ପୋଲିସ ନଂ. ୨୬/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ…
ଦୁଇଗୋଷ୍ଠୀ ମଧ୍ୟରେ ଛକାପଞ୍ଝା: ଶୃଙ୍ଖଳା ପାଇଁ ବଜାର କମିଟି ସଭାପତିଙ୍କ ଆଲୋଚନା
ଖଲ୍ଲିକୋଟ,୩ା୧୧(ଡି.ଏନ.ଏ.)-ଖଲ୍ଲିକୋଟ ବ୍ଲକ କେଶପୁର ବଜାରରେ ପୁଣି ଦୁଇଗୋଷ୍ଠୀ ମଧ୍ୟରେ ଛକାପଞ୍ଝା ଲାଗି ରହିଛି। ବଜାରରେ ଶୃଙ୍ଖଳା ବଜାୟ ରଖିବା ପାଇଁ ରବିବାର ସନ୍ଧ୍ୟାରେ ଶ୍ରୀକୃଷ୍ଣଶରଣପୁର ଓ କେଶପୁର ସରପଞ୍ଚଙ୍କ ସହ କେଶପୁର ବଜାର କମିଟି ସଭାପତି ଜ୍ୟୋତିଷ ନନ୍ଦ ଆଲୋଚନା କରିଛନ୍ତି।…
ନକଲି ସାର୍ଟିଫିକେଟ୍ ଦେଇ ଧରାପଡ଼ିଲେ ୪ ଶିକ୍ଷକ: ଏତଲା ସହ ବହିଷ୍କାର ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ
ବ୍ରହ୍ମପୁର ଅଫିସ୍,୩ା୧୧- ନିଯୁକ୍ତି ବେଳେ ଶିକ୍ଷାଗତ ଯୋଗ୍ୟତାର ନକଲି ସାର୍ଟିଫିକେଟ୍ ଦେଇ ଗଞ୍ଜାମ ଜିଲାର ୪ଜଣ ଶିକ୍ଷକ ଧରାପଡ଼ିଛନ୍ତି। ଏହି ସମସ୍ତ ଶିକ୍ଷକ ଧରାକୋଟ ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଶିକ୍ଷକତା କରୁଥିଲେ। ସାର୍ଟିଫିକେଟ୍ ଯାଞ୍ଚ ବେଳେ ଏମାନେ ଧରିପଡ଼ିଥିଲେ। ଅପରପକ୍ଷେ ଏହି…
୩ ବାତ୍ୟା ଆଶ୍ରୟସ୍ଥଳୀ ରାଜ୍ୟସ୍ତରରେ ପୁରସ୍କୃତ : ଜିଲାପାଳଙ୍କୁ ଭେଟିଲେ କମିଟି ସଦସ୍ୟ
ଛତ୍ରପୁର,୩ା୧୧(ଡି.ଏନ.ଏ.)-ଭୁବନେଶ୍ୱରରେ ଓଡିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଓ ଜାତୀୟ ବିପର୍ଯ୍ୟୟ ହ୍ରାସ ଦିବସ କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲାର ୩ ବାତ୍ୟା ଆଶ୍ରୟସ୍ଥଳୀକୁ ପୁରସ୍କୃତ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ୩ ଆଶ୍ରୟ ସ୍ଥଳୀର କର୍ମକର୍ତ୍ତାଙ୍କୁ ସମ୍ମାନିତ କରିଥିଲେ। ଉକ୍ତ ଆଶ୍ରୟସ୍ଥଳୀଗୁଡିକର…
ବାଣ ଫୁଟାକୁ ନେଇ ଗଣ୍ଡଗୋଳ, ଜଣେ ଗିରଫ
ବୁଗୁଡ଼ା,୩ା୧୧(ଡି.ଏନ.ଏ.): ବୁଗୁଡ଼ା ଥାନା ଚିଲିଖମାରେ ଗୋଟିଏ ପରିବାରର ସ୍ବାମୀ ଓ ସ୍ତ୍ରୀଙ୍କୁ ଠେଲାପେଲା, ଟଣାଓଟରା ଓ ଧମକ ଦେବା ଅଭିଯୋଗରେ ବୁଗୁଡ଼ା ପୋଲିସ ଶନିବାର ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ଗିରଫ ଜଣକ ହେଲେ ଚିଲିଖମା ଗ୍ରାମର ରମେଶ…
ସହକାରୀ ନିର୍ଦ୍ଦେଶକଙ୍କ ଗାଲେରି କଲେଜ ପରିଦର୍ଶନ: ଅନୁପସ୍ଥିତ ଅଧ୍ୟକ୍ଷ,ଅଧ୍ୟାପକଙ୍କ ଦରମା ବନ୍ଦ
ଭଞ୍ଜନଗର,୩।୧୧(ଡି.ଏନ.ଏ)-ବ୍ରହ୍ମପୁର ଆଞ୍ଚଳିକ ଶିକ୍ଷା ସହକାରୀ ନିର୍ଦ୍ଦେଶକ ବିଶ୍ୱମ୍ବର ଷଢ଼ଙ୍ଗୀ ଗୁରୁବାର ଅଚାନକ ଗାଲେରୀ ଦଣ୍ଡପାଣି ମହାର୍ଥା କଲେଜ ପରିଦର୍ଶନ କରିଥିଲେ। କଲେଜର ଅବ୍ୟବସ୍ଥା ନେଇ ସେ ଅସନ୍ତୋଷ ବ୍ୟକ୍ତ କରିବା ସହ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଏନେଇ ଅବଗତ କରାଇଥିଲେ। ଉକ୍ତ…
ଆୟବହିର୍ଭୁତ ସମ୍ପତ୍ତି ଠୁଳ ମାମଲା : ୨୧ ବର୍ଷ ପରେ ସହକାରୀ ଯନ୍ତ୍ରୀ ନିର୍ଦ୍ଦୋଷ
ବ୍ରହ୍ମପୁର ଅଫିସ, ୩ା୧୧-ବ୍ରହ୍ମପୁର ସ୍ବତନ୍ତ୍ର ଭିଜିଲାନ୍ସ ଜଜ ବିଜୟ କୁମାର ଜେନା ଶନିବାର ଏକ ଆୟବହିର୍ଭୁୁତ ସମ୍ପତ୍ତି ଠୁଳ ମାମଲାର ଶୁଣାଣି କରିଥିଲେ। ପ୍ରମାଣ ଅଭାବରୁ ଦୀର୍ଘ ୨୧ ବର୍ଷ ପରେ ପୁରୀର ତତ୍କାଳୀନ ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ପ୍ରଦୀପ…
୯ବର୍ଷ ପରେ ଘରକୁ ଫେରିଲା ପୁଅ: ଶୁଦ୍ଧିକ୍ରିୟା ସାରିଥିଲେ ପରିବାର
ହିଞ୍ଜିଳିକାଟୁ,୩ା୧୧(ଡି.ଏନ୍.ଏ.)- ୯ବର୍ଷ ତଳେ ନିଖୋଜ ହୋଇଯାଇଥିଲେ ପୁଅ। ମୃତ୍ୟୁ ହୋଇଥିବା ଭାବି ଶୁଦ୍ଧିକ୍ରିୟା ସାରିଦେଇଥିଲେ ପରିବାର ଲୋକେ। ତେବେ ଶୁକ୍ରବାର ରାତିରେ ହଠାତ୍ ପୁଅ ଘରେ ପହଞ୍ଚତ୍ବାରୁ ଆଶ୍ଚର୍ଯ୍ୟ ହୋଇଯାଇଥିଲେ ପରିବାର ଲୋକେ। ପୁଅକୁ ପାଖରେ ଦେଖୁଥିଲେ ମଧ୍ୟ ବିଶ୍ୱାସ କରିପାରୁ…
କୁଠାରି ମନ୍ଦିର ସମ୍ପତ୍ତି ହଡ଼ପ ମାମଲା : ବିଧାୟକ ରମେଶଙ୍କ ସମେତ ୫ ନିର୍ଦ୍ଦୋଷ
ବ୍ରହ୍ମପୁର ଅଫିସ,୩ା୧୧-ଗଞ୍ଜାମ ଜିଲା ଅତିରିକ୍ତ ଦୌରା ଜଜ-୩ ନିରଞ୍ଜନ ଜେନା ଶନିବାର ଟାଉନ ଥାନା ଅନ୍ତର୍ଗତ ଗେଟବଜାର ଛକରେ ଥିବା କୁଠାରି ମନ୍ଦିର ସମ୍ପତ୍ତି ହଡପ ମାମଲାର ଶୁଣାଣି କରିଥିଲେ। ପ୍ରମାଣ ମିଳି ନ ଥିବାରୁ ସାନଖେମୁଣ୍ଡି ବିଧାୟକ ରମେଶ ଜେନା,…
ଆକ୍ରମଣ ମାମଲା, ଅଭିଯୁକ୍ତଙ୍କୁ ବର୍ଷେ ଜେଲ
ଦିଗପହଣ୍ଡି, ୨ା୧୧ (ଡି.ଏନ୍.ଏ.)- ଗଞ୍ଜାମ ଜିଲା ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟର ମାଜିଷ୍ଟ୍ରେଟ ବିଷ୍ଣୁ ପ୍ରସାଦ ଦେବତା ଶନିବାର ମାମଲା ନଂ. ଜି. ଆର ନଂ.୮୩/୨୦୧୦ ର ଶୁଣାଣୀ କରି ପାଟପୁର ଥାନା ସିଙ୍ଗପୁର ଗ୍ରାମର ଏକ ଆକ୍ରମଣ ମାମଲାରେ ଅଭିଯୁକ୍ତ ଥିବା…
କଲ୍ୟାଣ ମଣ୍ଡପରୁ ମୃତଦେହ ଉଦ୍ଧାର
ହିିଞ୍ଜିଳିକାଟୁ,୨ା୧୧: ହିିଞ୍ଜିଳିକାଟୁ ପୌରାଞ୍ଚଳ ନୂଆଁଗଡ଼ ଶିବ ମନ୍ଦିର ନିକଟରେ ନିର୍ମାଣାଧୀନ ବାପୁଜୀ କଲ୍ୟାଣ ମଣ୍ଡପରୁ ଶନିବାର ପୋଲିସ ଜଣେ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରିଛି। ସେ ହେଲେ ଗଞ୍ଜାମ ଜିଲା ଜରଡ଼ା ଥାନା ବି ଗୌଡୁଣୀ ଗଁାର ରାଜୁ ପ୍ରଧାନ (୨୨)।…
Archives


