ଗଞ୍ଜାମ

ଆନ୍ଧ୍ରକୁ ବେଆଇନ ବାଲି ଚାଲାଣ: ୮ ଟ୍ରକ୍‌ ଜବତ

ଚିକିଟି,୨୮ା୫(ଡି.ଏନ.ଏ.)-ଚିକିଟି ବ୍ଲକ୍‌ ଗିରିସୋଲା ଗ୍ରାମ ନିକଟରେ ପଡୋଶୀ ରାଜ୍ୟ ଆନ୍ଧ୍ରକୁ ବେଆଇନ୍‌ ବାଲି ଚାଲାଣ ହେଉଥିବାବେଳେ ଗୁରୁବାର ଚିକିଟି ତହସିଲ୍‌ଦାର ହରପ୍ରସାଦ ଭୋଇ ଚଢାଉ କରି ୮ଟି ଟ୍ରକ୍‌ ଜବତ କରିଛନ୍ତି। କୌଣସି ସୂତ୍ରରୁ ଖବରପାଇ ତହସିଲ୍‌ଦାର ହରପ୍ରସାଦ ଘଟଣାସ୍ଥଳରେ ପହଞ୍ଚି…

କ୍ୱାରାଣ୍ଟାଇନ କେନ୍ଦ୍ର ବୁଲି ଦେଖିଲେ ବିଧାୟିକା

କବିସୂର୍ଯ୍ୟନଗର,୨୮ା୫-କବିସୂର୍ଯ୍ୟନଗରରେ ଥିବା ବିଭିନ୍ନ କ୍ୱାରାଣ୍ଟାଇନ କେନ୍ଦ୍ରକୁ ଗୁରୁବାର ବିଧାୟିକା ଲତିକା ପ୍ରଧାନ ବୁଲି ଦେଖିଛନ୍ତି। ଏଥିସହ କ୍ୱାରାଣ୍ଟାଇନ କେନ୍ଦ୍ରରେ ଥିବା ପ୍ରବାସୀମାନଙ୍କ ସହ ଆଲୋଚନା କରିଛନ୍ତି। ସହରର ମର୍ଦ୍ଧରାଜ ହାଇସ୍କୁଲ, କେବିଭି କଲେଜ, ବାଳିକା ହାଇସ୍କୁଲ, ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ଓ…

ଅନୁମତି ପରେ ବି ସ୍ବାଭାବିକ ହୋଇପାରିଲାନି ଘରୋଇ ବସ୍‌ ଚଳାଚଳ: ୧୧ ଯାତ୍ରୀଙ୍କୁ ନେଇ ବ୍ରହ୍ମପୁରରୁ ଭୁବନେଶ୍ୱର ଗଲା ବସ୍‌

ବ୍ରହ୍ମପୁର ଅଫିସ, ୨୮ା୫: ଘରୋଇ ବସ୍‌ ଚଳାଚଳ ସ୍ବାଭାବିକ କରିବା ନେଇ ସରକାରଙ୍କ ପକ୍ଷରୁ ଅନୁମତି ମିଳିବା ପରେ ମଧ୍ୟ ଗୁରୁବାର ବ୍ରହ୍ମପୁରରେ ସ୍ବାଭାବିକ ହୋଇପାରିଲା ନାହିଁ ଘରୋଇ ବସ୍‌ ଚଳଚଳ। ବସ ସେବା ସ୍ବାଭାବିକ କରିବା ନେଇ ସରକାରଙ୍କ ଅନୁମତି…

ଗଞ୍ଜାମରେ ସୁସ୍ଥ ହେଲେଣି ୩୦୨ ଆକ୍ରାନ୍ତ: ଆଉ ୮୯ କରୋନା ଆକ୍ଟିଭ

ଛତ୍ରପୁର, ୨୮।୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ବର୍ତ୍ତମାନ ସୁଦ୍ଧା ୩୯୪ ଜଣଙ୍କଠାରେ କରୋନା ପଜିଟିଭ୍‌ ମିଳିଛି। ଏଥିରୁ ୩୦୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ସେହିଭଳି ୩ କରୋନା ପଜିଟିଭଙ୍କ ମତ୍ୟୁ ହୋଇଥିବା ବେଳେ ୮୯ ଜଣ କରୋନା ପଜିଟିଭ୍‌ ଆକ୍ଟିଭ…

ଲାଞ୍ଚ ନେବା ମାମଲା: ଜେଲ୍‌ଗଲେ ବନରକ୍ଷୀ, ରାତ୍ରି ଜଗୁଆଳ

ବ୍ରହ୍ମପୁର ଅଫିସ,୨୮ା୫: ଗଞ୍ଜାମ ଜିଲା ସୋରଡ଼ା ବନାଞ୍ଚଳ ଅଧୀନ ପିପଳପଙ୍କା ବନରକ୍ଷୀ ବିଷ୍ଣୁପ୍ରିୟା ଦାଶ ଏକ ମାମଲା ରଫାଦଫା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାବୁଡ଼ରେ ଧରାପଡ଼ି ଗିରଫ ହୋଇଥିଲେ। ଏଥିରେ ସମ୍ପୃକ୍ତ ଥିବା ରାତ୍ରି…

୧୦ ହଜାର ଲାଞ୍ଚ: ଭିଜିଲାନ୍ସ ଜାଲରେ, ବନରକ୍ଷୀ, ରାତ୍ର ଜଗୁଆଳି

ବ୍ରହ୍ମପୁର ଅଫିସ/ସୋରଡା(ଡି.ଏନ.ଏ.), ୨୮ା୫-ଗଞ୍ଜାମ ଜିଲା ସୋରଡ଼ା ବନଖଣ୍ଡ ଅଧୀନରେ ଥିବା ପିପଳପଙ୍କା ବନରକ୍ଷୀ ବିଷ୍ଣୁପ୍ରିୟା ଦାଶ ଜଣେ ଆଦିବାସୀଙ୍କ ନାମରେ ମାମଲା ରୁଜୁ ନ କରିବା ପାଇଁ ବୁଧବାର ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା…

ଚେନ୍‌ ଟାଣି ଖଲ୍ଲିକୋଟ ଷ୍ଟେଶନରେ ଓହ୍ଲାଇଗଲେ ୪୧୩ ପ୍ରବାସୀ ଓଡିଆ

ଖଲିକୋଟ,୨୮ା୫(ଡି.ଏନ୍‌.ଏ.)- ଖଲ୍ଲିକୋଟ ରେଲ୍‌ୱେ ଷ୍ଟେଶନରେ ବୁଧବାର ଅପରାହ୍ନ ପ୍ରାୟ ୧ଟାରେ ଏକ ଶ୍ରମିକ ସ୍ପେଶାଲ ଟ୍ରେନର ଚେନ୍‌ ଟାଣି ୪୩୧ ଜଣ ପ୍ରବାସୀ ଓଡ଼ିଆ ଓହ୍ଲାଇ ପଳାଇଥିଲେ। ଷ୍ଟେଶନ ଅଞ୍ଚଳର ବହୁ ଯୁବକ ସେମାନଙ୍କୁ ଅଟକାଇ ପୋଲିସକୁ ଖବର ଦେଇଥିଲେ। ଖଲ୍ଲିକୋଟ…

୫ ଜୁଆଡ଼ି ଗିରଫ, ଟଙ୍କା ଜବତ

ବୁଗୁଡ଼ା,୨୭ା୫(ଡି.ଏନ.ଏ.)- ବୁଗୁଡ଼ା ଥାନା ଆଦିପୁର ଗ୍ରାମ ନିକଟସ୍ଥ ଏକ ବଟ ମୂଳରେ ବୁଧବାର ଅପରାହ୍ନରେ ଜୁଆଖେଳ ଚାଲିଥିବାବେଳେ ବୁଗୁଡ଼ା ଥାନା ଆଇଆଇସି ଚିତ୍ତରଞ୍ଜନ ବେହେରା ସଦଳବଳ ଚଢାଉ କରିଥିଲେ। ସେଠାରୁ ୫ ଜୁଆଡିଙ୍କୁ ଗିରଫ କରିବା ସହ ୨୨୨୦ ଟଙ୍କା ଜବତ…

ଗଞ୍ଜାମରେ ୨ ହୋମଗାର୍ଡ କରୋନା ପଜିଟିଭ୍‌

ଛତ୍ରପୁର,୨୭l୫(ଡି.ଏନ.ଏ)-ଗଞ୍ଜାମ ପୋଲିସ ଜିଲା ପୋଲସରା ଥାନାର ୨ ଜଣ ହୋମଗାର୍ଡ କରୋନା ସଂକ୍ରମିତ ହୋଇଥିବା ଏସ୍‌ପି ବ୍ରିଜେଶ କୁମାର ରୟ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ପଜିଟିଭ ଚିହ୍ନଟ ହୋଇଥିବା ଏହି କର୍ମଚାରୀଙ୍କ ମଧ୍ୟରୁ ଜଣେ ଜଗନ୍ନାଥପୁର ଷ୍ଟେଶନ ଓ ଅନ୍ୟ…

ଯୁବକଙ୍କୁ ଅପହରଣ ପରେ ହତ୍ୟା

ପାଟପୁର,୨୭ା୫- ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଟି.ଗୋବିନ୍ଦପୁର ପଞ୍ଚାୟତ ଲକ୍ଷ୍ମୀନାରାୟଣପୁର ଜଙ୍ଗଲରୁ ପାଟପୁର ପୋଲିସ ବୁଧବାର ଗଛରେ ବନ୍ଧା ହୋଇଥିବା ଅବସ୍ଥାରେ ଜଣେ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର କରିଛି। ସେ ହେଲେ ବ୍ରହ୍ମପୁର ଶାସ୍ତ୍ରୀନଗରର ବିଭୂପ୍ରସାଦ ଦାସ…

ଚେନ୍‌ ଟାଣି ଖଲ୍ଲିକୋଟ ଷ୍ଟେଶନରେ ଓହ୍ଲାଇଗଲେ ୪୧୩ ପ୍ରବାସୀ ଓଡିଆ  

ଖଲିକୋଟ,୨୭ା୫(ଡି.ଏନ୍‌.ଏ.)- ଖଲ୍ଲିକୋଟ ରେଲ୍‌ୱେ ଷ୍ଟେଶନରେ ବୁଧବାର ଅପରାହ୍ନ ପ୍ରାୟ ୧ଟାରେ ଏକ ଶ୍ରମିକ ସ୍ପେଶାଲ ଟ୍ରେନର ଚେନ୍‌ ଟାଣି ୪୩୧ ଜଣ ପ୍ରବାସୀ ଓଡ଼ିଆ ଓହ୍ଲାଇ ପଳାଇଥିଲେ। ଷ୍ଟେଶନ ଅଞ୍ଚଳର ବହୁ ଯୁବକ ସେମାନଙ୍କୁ ଅଟକାଇ ପୋଲିସକୁ ଖବର ଦେଇଥିଲେ। ଖଲ୍ଲିକୋଟ…

ସଂସ୍କାର ପାଇଁ ଯାଉଥିବା ମୃତଦେହ ଜବତ କଲା ପୋଲିସ

ପାଟପୁର,୨୭ା୫- ପାଟପୁର ପୋଲିସ ବୁଧବାର ସଂସ୍କାର ପାଇଁ ପୁରୀ ସ୍ବର୍ଗଦ୍ୱାର ଯାଉଥିବା ମୃତଦେହକୁ ଜବତ କରିଛି। ମୃତଦେହ ବ୍ରହ୍ମପୁର ବଡ ମେଡିକାଲକୁ ବ୍ୟବଚ୍ଛେଦ ପାଇଁ ପଠାଇ ଏକ ମାମଲା ରୁଜୁ କରିଛି। ପ୍ରକାଶ ଯେ, ଗଣେଶ ସାମନ୍ତରାୟ (୫୫) ବୁଧବାର ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?