୨ ଯୁବକଙ୍କ ତଣ୍ଟି ବ୍ଲେଡରେ କାଟିବା ଅଭିଯୋଗ, ୩ ଅଟକ
ବୁଗୁଡ଼ା,୨୮ା୭(ଡି.ଏନ.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳରେ ୨ ଜଣ ଯୁବକଙ୍କ ତଣ୍ଟି ବ୍ଲେଡରେ କାଟିବା ନେଇ ଶନିବାର ଥାନାରେ ଅଭିଯୋଗ ହୋଇଛି। ପୋଲିସ ନଂ. ୧୪୮/୧୯ରେ ଏକ ମାମଲା ରୁଜୁ କରି ୩ ଯୁବକଙ୍କୁ ଥାନାରେ ଅଟକ ରଖିତ୍ଥିବା...
ବେଆଇନ ଗୋଚାଲାଣ, ୭ ଗିରଫ
ଖଲ୍ଲିକୋଟ,୨୭।୭(ଡି.ଏନ.ଏ.)- ଖଲ୍ଲିକୋଟ ପୋଲିସ ଶନିବାର ଏକ ଟ୍ରକରେ ଗୋରୁ ଚାଲାଣ ବେଳେ ୧୭ ଗୋରୁ ଉଦ୍ଧାର କରିବା ସହ ଟ୍ରକ ଜବତ କରିଛି। ଏହି ଘଟଣାରେ ଚାଳକ ସମେତ ୭ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ପୁରୀ ଜିଲା ସତ୍ୟବାଦୀ...
ନାବାଳିକା ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଜଣେ କୋର୍ଟଚାଲାଣ
ଗୋପାଳପୁର,୨୭।୭- ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଅଭିଯୋଗରେ ଗୋଳନ୍ଥରା ପୋଲିସ ଜନୈକ ଯୁବକଙ୍କୁ ଶନିବାର ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ଆସିକା ଥାନା ମାମୁଡ଼ିହ ଗ୍ରାମର ଶିବାନନ୍ଦ ନାୟକ (୨୨)। ଗତ ୨୩ ତାରିଖରେ ଜଣେ ନବମଶ୍ରେଣୀ...
ଲୁହାଛଡ଼ରେ ଯୁବକଙ୍କୁ ଆକ୍ରମଣ ମାମଲା: ୨ ଭାଇ ଗଲେ ଜେଲ
ଦିଗପହଣ୍ଡି,୨୭।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଲୁହାଛଡ଼ରେ ଯୁବକଙ୍କୁ ଆକ୍ରମଣ ମାମଲାରେ ୨ ଅଭିଯୁକ୍ତଙ୍କୁ ଗିିରଫ କରିଛି। ସେମାନେ ହେଲେ ପିଙ୍କୁ ସେଠୀ ଓ ଚରଣ ସେଠୀ। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଦିଗପହଣ୍ଡି ସବ୍ଜେଲକୁ ପଠାଇ ଦିଆଯାଇଛି। ସୂଚନାଯୋଗ୍ୟ,...
ଜୁଆ ଆଡ୍ଡାରେ ଚଢ଼ାଉ: ୪ ଜୁଆଡ଼ି ଗିରଫ
ଦିଗପହଣ୍ଡି,୨୭।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ମଙ୍ଗଳା ମନ୍ଦିର ଯାତ୍ରାପଡ଼ିଆ ମଣ୍ଡପ ନିକଟରେ ଚାଲିଥିବା ଜୁଆ ଆଡ୍ଡାରେ ପୋଲିସ ଅତର୍କିତ ଚଢ଼ାଉ କରି ୪ ଜୁଆଡ଼ିଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ୮ ହଜାର ୬୭୦ ଟଙ୍କା, ୨...
ମତ୍ସ୍ୟଜେଟି ମୁହାଣ ଖନନ ଦାବିରେ ମତ୍ସ୍ୟଜୀବୀଙ୍କ ଆନ୍ଦୋଳନ
ଛତ୍ରପୁର,୨୭।୭(ଡି.ଏନ୍.ଏ): ଗଞ୍ଜାମ ଜିଲା ଗୋପାଳପୁର ପୋର୍ଟ ପରିସରରେ ଥିବା ମତ୍ସ୍ୟଜେଟିର ମୁହାଣ ଖନନ ଦାବିରେ ଶନିବାର ମତ୍ସ୍ୟଜୀବୀଙ୍କ ପକ୍ଷରୁ ଧାରଣା ଦିଆଯିବା ସହ ଆନ୍ଦୋଳନ ଆରମ୍ଭ ହୋଇଛି। ଗୋପାଳପୁର ପୋର୍ଟ ପରିସରରେ ଥିବା ଫିସେରି ଜେଟି ମୁହାଣ ବାଲି ଦ୍ୱାରା...
ଡେଙ୍ଗୁ ନିରାକରଣ ସଚେତନତା
ହିଞ୍ଜିଳିକାଟୁ,୨୭।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ବଡ଼ଖଣ୍ଡି ଗ୍ରାମ ସତ୍ୟଭାମା ସରକାରୀ ଉଚ୍ଚ ବିଦ୍ୟାଳୟରେ ଶନିବାର ଛାତ୍ରୀଛାତ୍ରଙ୍କ ଦ୍ୱାରା ଡେଙ୍ଗୁ ସଚେତନତା ରାଲି କରାଯାଇଥିଲା। ପ୍ରଧାନଶିକ୍ଷକ ଏ. ଶଙ୍କର ପ୍ରସାଦ ଆଚାରୀ ସବୁଜ ପତାକା ଦେଖାଇ ରାଲିକୁ ଉଦ୍ଘାଟନ କରିଥିଲେ।...
ପ୍ରଭାକର ପଟ୍ଟନାୟକଙ୍କ ସ୍ମୃତିରେ ରକ୍ତଦାନ ଶିବିର: ଉଦ୍ଘାଟନ କଲେ ଜିଲାପାଳ
ଛତ୍ରପୁର,୨୭।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ହସ୍ପିଟାଲରେ ସ୍ମୃତି କମିଟି ପକ୍ଷରୁ ଶନିବାର ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇଛି। ଓଡ଼ିଶା ହକି ଦଳର ମ୍ୟାନେଜର ତଥା ସମାଜସେବୀ ପ୍ରଭାକର ପଟ୍ଟନାୟକଙ୍କ ସ୍ମୃତିରେ ଆଯୋଜିତ ଏହି ଶିବିରକୁ ଜିଲାପାଳ ବିଜୟ ଅମୃତା...
ଜିଲାପାଳଙ୍କୁ ଭେଟିଲେ ମୁମ୍ବାଇର ଛାତ୍ରୀଛାତ୍ର
ଛତ୍ରପୁର,୨୭ା୭(ଡି.ଏନ.ଏ.)-ମୁମ୍ବାଇରେ ସିଭିଲ୍ ସର୍ଭିସ୍ କୋଚିଂ ନେଉଥିବା ସେଠାକାର କେତେଜଣ ଛାତ୍ରୀଛାତ୍ର ଶୁକ୍ରବାର ସ୍ଥାନୀୟ ଡିଆରଡିଏ କାର୍ଯ୍ୟାଳୟରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ଭେଟିଛନ୍ତି। ନିଜ ଅଞ୍ଚଳରୁ ଛାତ୍ରୀଛାତ୍ରଙ୍କୁ ଦେଖି ଜିଲାପାଳ ଖୁସି ପ୍ରକାଶ କରିଥିଲେ ା ଛାତ୍ରୀଛାତ୍ରମାନେ ମଧ୍ୟ...
ଦୁର୍ଘଟଣା ହ୍ରାସ, ଜିରୋ କାଜୁଆଲଟିକୁ ଗୁରୁତ୍ୱ
ଛତ୍ରପୁର,୨୭ା୭(ଡି.ଏନ.ଏ.)-ଛତ୍ରପୁରସ୍ଥିତ ଗଞ୍ଜାମ ଏସପିଙ୍କ କାର୍ଯ୍ୟାଳୟର ସମ୍ମିଳନୀ ଗୃହରେ ଶୁକ୍ରବାର ସଡ଼କ ସୁରକ୍ଷା ସମ୍ପର୍କୀତ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏସପି ବ୍ରିଜେଶ କୁମାର ରଏ ଅଧ୍ୟକ୍ଷତା କରିଥିଲେ। ଗଞ୍ଜାମ ପୋଲିସ ଜିଲା ଅଧୀନ ବିଭିନ୍ନ ଥାନା ଅଞ୍ଚଳରେ ଦିନକୁ...
ଖଲ୍ଲିକୋଟ କଲେଜରେ ଛାତ୍ର ଅଶାନ୍ତି
ବ୍ରହ୍ମପୁର ଅଫିସ୍,୨୭ା୭-ଖଲ୍ଲିକୋଟ ସ୍ବୟଂ ଶାସିତ ମହାବିଦ୍ୟାଳୟ ଏବଂ ଖଲ୍ଲିକୋଟ ଜୁନିୟର୍ ମହାବିଦ୍ୟାଳୟର ବିଭିନ୍ନ ସମସ୍ୟାକୁ ନେଇ ଶୁକ୍ରବାର କେତେକ ଛାତ୍ର ବିକ୍ଷୋଭ ପ୍ରଦର୍ଶନ କରିବା ସହ ମୁଖ୍ୟ ଫାଟକକୁ ବନ୍ଦ କରିଥିଲେ। କଲେଜରେ କମ୍ନ ରୁମ୍ ନ ଥିବା ଯୋଗୁ...
ମହିଳାଙ୍କ ଜମାଖାତାରୁ ୩୯ ହଜାର ଗାଏବ
ଦିଗପହଣ୍ଡି,୨୭ା୭(ଡି.ଏନ.ଏ.)-ଦିଗପହଣ୍ଡି ଏନ୍ଏସି ୧ନଂ. ୱାର୍ଡ ନୀଳକଣ୍ଠ ନଗରରେ ରହୁଥିବା ଜଣେ ସାମରିକ ବାହିନୀ କର୍ମଚାରୀଙ୍କ ସ୍ତ୍ରୀ ଠକେଇର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଗତ ୧୯ ତାରିଖରେ ତାଙ୍କ ସ୍ବାମୀ ଗୁଗଲି ପେ ଆପ୍ ଯୋଗେ ସ୍ତ୍ରୀଙ୍କ ମୋବାଇଲ ନମ୍ବରରେ...
Archives


