ଗଞ୍ଜାମ

ଜ଼ିଲାପାଳଙ୍କ ଅଫିସ ଆଗରେ ଧାନ ରଖି ଆନ୍ଦୋଳନ କଲେ ଚାଷୀ

ଛତ୍ରପୁର, ୨୬।୫(ଡି.ଏନ.ଏ)-ଗଞ୍ଜାମ ଜିଲାରେ ଚାଷୀଙ୍କଠାରୁ ବଳକା ଧାନ କିଣିବା ଦାବି ନେଇ ଋଷିକୂଲ୍ୟା ରୟତ ମହାସଭା ନେତୃତ୍ୱରେ ଚାଷୀମାନେ ମଙ୍ଗଳବାର ଜ଼ିଲାପାଳଙ୍କ ଅଫିସ ଆଗରେ ଧାନ ବସ୍ତା ରଖି ଆନ୍ଦୋଳନ କରିଛନ୍ତି। ପରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରଯାଇଥିଲା।…

କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ କାର୍ଯ୍ୟ କରୁଥିବା ଶିକ୍ଷକଙ୍କ ସୁରକ୍ଷାକୁ ନେଇ ବିଡ଼ିଓଙ୍କୁ ଭେଟିଲେ ଶିକ୍ଷକ ସଂଘ କର୍ମକର୍ତ୍ତା

ଶେରଗଡ଼,୨୬।୫(ଡି.ଏନ.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକର ଶିକ୍ଷକ ସଙ୍ଘର କର୍ମକର୍ତ୍ତାମାନେ ମଙ୍ଗଳବାର ଏକ ଦାବି ପତ୍ର ବିଡ଼ିଓ ସୁରଞ୍ଜନ କୁମାର ସାହୁ ଓ ବିଇଓ ଭାସ୍କର ଲେଙ୍କାଙ୍କୁ ଭେଟି ପ୍ରଦାନ କରିଛନ୍ତି। କରୋନା ମୁକାବିଲାରେ ଶିକ୍ଷକମାନେ ନିଜ ଜୀବନକୁ ପାଣି ଛଡାଇ…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ନବଦମ୍ପତିଙ୍କ ଅର୍ଥ ପ୍ରଦାନ

ଦିଗପହଣ୍ଡି,୨୬ା୫(ଡି.ଏନ.ଏ.)-କରୋନା ପ୍ରଭାବରେ ରାଜ୍ୟରେ ଲକ୍‌ଡାଉନ୍‌ କଟକଣା ଜାରି ରହିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ଉତ୍ସବ ମହୋତ୍ସବ, ବାହାଘର ଓ ସଭାସମିତି ବନ୍ଦ କରାଯାଇଛି। ଏଭଳି ସ୍ଥିତିରେ ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମରେ ଅନୁଷ୍ଠିତ ହୋଇଛି ନିଆରା ବାହାଘର। ଗ୍ରାମ…

ଅଧୁରା ରହିଲା ଘରବାହୁଡ଼ା : ଟ୍ରେନ୍‌ରେ ପ୍ରବାସୀ ଓଡ଼ିଆଙ୍କ ମୃତ୍ୟୁ

ଆସିକା,୨୬ା୫(ଡି.ଏନ.ଏ.)- ସୁରଟରୁ ସ୍ବତନ୍ତ୍ର ଶ୍ରମିକ ଟ୍ରେନରେ ଫେରୁଥିବା ଜଣେ ପ୍ରବାସୀ ଓଡ଼ିଆଙ୍କ ରବିବାର ସନ୍ଧ୍ୟାରେ ରାସ୍ତାରେ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ପାଟଳିଗୁଡା ଗ୍ରାମର ପ୍ରଫୁଲ୍ଲ କୁମାର ସ୍ବାଇଁ (୪୫)। ୧୨ ବଷର୍ର୍ୀୟ ନିଜ…

ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦାବି ନେଇ ପଦଯାତ୍ରା:ବୁଲିଲେଣି ୫୦୦୦ରୁ ଊର୍ଦ୍ଧ୍ୱ କି.ମି.

ବ୍ରହ୍ମପୁର ଅଫିସ,୨୬।୪-ଡିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦାବି ସହ ଲୋକଙ୍କୁ ସଚେତନ ନେଇ ଜଗତସିଂହପୁର ଜିଲା ବାଲିକୁଦା ବ୍ଲକ ଭାଗବନ ସିନ୍ଧଳା ଗ୍ରାମର ସତ୍ୟବ୍ରତ ଦାସ ପଦଯାତ୍ରାରେ ଓଡିଶା ଭ୍ରମଣରେ ବାହାରି ସୋମବାର ବ୍ରହ୍ମପୁରରେ ପହଞ୍ଚିଛନ୍ତି। ବ୍ରହ୍ମପୁରର ବିଭିନ୍ନ ଅଞ୍ଚଳ ବୁଲି…

କ୍ୱାରାଣ୍ଟାଇନ୍‌ ଅବଧି ପରେ ପ୍ରବାସୀଙ୍କୁ ମିଳିବ କର୍ମନିଯୁକ୍ତି

ଛତ୍ରପୁର,୨୬ା୫(ଡି.ଏନ.ଏ.)-ଗଞ୍ଜାମ ଜିଲାକୁ ଅନ୍ୟ ରାଜ୍ୟରୁ ପ୍ରବାସୀଙ୍କ ଆସିବା ଜାରି ରହିଛ। ଜିଲାକୁ ଫେରିବାପରେ ସେମାନଙ୍କୁ ବିଭିନ୍ନ ପଞ୍ଚାୟତ ଓ ସହରାଞ୍ଚଳରେ ଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖାଯାଉଛି। ଅପରପକ୍ଷରେ ଏମାନଙ୍କ କ୍ୱାରାଣ୍ଟାଇନ୍‌ ଅବଧି ସରିବାପରେ କର୍ମ ନିଯୁକ୍ତି ଚିନ୍ତା ରହିବ। ଏଥିଲାଗି ପ୍ରଶାସନ…

ମହାରାଷ୍ଟ୍ର, ଗୁଜରାଟରୁ ୮ ବସ୍‌ରେ ଆସିଲେ ପ୍ରବାସୀ

ଭଞ୍ଜନଗର,୨୬।୫(ଡି.ଏନ.ଏ)-ଅନ୍ୟ ରାଜ୍ୟରୁ ଓଡ଼ିଶାକୁ ପ୍ରବାସୀଙ୍କୁ ନେଇ ସ୍ବତନ୍ତ୍ର ଟ୍ରେନ ଆସୁଥିଲେ ମଧ୍ୟ ଏବେ ବି ଗଞ୍ଜାମ ଜିଲାକୁ ବସ୍‌, କାର ଓ ବାଇକ୍‌ ଯୋଗେ ପ୍ରବାସୀ ଓଡ଼ିଆ ଫେରୁଥିବା ଦେଖାଯାଉଛି। ସୋମବାର ଗୁଜରାଟ ଓ ମହାରାଷ୍ଟ୍ରରୁ ୮ଟି ବସ୍‌ରେ ପ୍ରବାସୀ ଗଞ୍ଜାମ…

ଗଞ୍ଜାମରେ ୨୪୮ କରୋନା ଆକ୍ରାନ୍ତ ସୁସ୍ଥ

ଛତ୍ରପୁର,୨୫ା୫(ଡି.ଏନ.ଏ)-ଗଞ୍ଜାମ ଜିଲାରେ ସୋମବାର ଆଉ ୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସମସ୍ତଙ୍କୁ କୋଭିଡ୍‌ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି ା ଏମାନେ ଘରେ କ୍ୱାରାଣ୍ଟାଇନ୍‌ରେ ରହିବେ। ସ୍ବାସ୍ଥ୍ୟ ଟିମ୍‌ ନିୟମିତ…

ଆହାର କେନ୍ଦ୍ର ନିର୍ମାଣ କାର୍ଯ୍ୟ ନିମ୍ନମାନର ଅଭିଯୋଗ: ଏନ୍‌ଏସି ଇଓଙ୍କୁ ଦାବିପତ୍ର

ଗଞ୍ଜାମ, ୨୫।୫(ଡି.ଏନ୍‌.ଏ.): ଗଞ୍ଜାମ ସହର ଜୟଶ୍ରୀ ଛକଠାରେ ଏନ୍‌ଏସି ପକ୍ଷରୁ ୨୦ ଲକ୍ଷ୍ୟ ଟଙ୍କା ବ୍ୟୟ ଅଟକଳରେ ଏକ ଆହାର କେନ୍ଦ୍ର ନିର୍ମାଣ କାର୍ଯ୍ୟ ଚାଲିଛି l ଏହି କେନ୍ଦ୍ରର ଛାତ ପଡ଼ିସାରିଲାଣି l ମାତ୍ର ନିର୍ମାଣ କାର୍ଯ୍ୟ ନିମ୍ନମାନର ହୋଇଥିବା…

ଅଣ୍ଡା ଯୋଗାଣରେ ଅନିୟମିତତା ନେଇ ଦିଗପହଣ୍ଡି ସିଡିପିଓଙ୍କ ବଦଳି

ଦିଗପହଣ୍ଡି,୨୫।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସିଡିପିଓ ଯଶୋବନ୍ତି ସାହୁଙ୍କୁ ହଠାତ୍‌ ବଦଳି କରାଯାଇ। ରବିବାର ସନ୍ଧ୍ୟାରେ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଏ ନେଇ ନିର୍ଦ୍ଦେଶନାମା ପ୍ରକାଶ ପାଇଛି। ସିଡିପିଓଙ୍କୁ ଜିଲା ସମାଜ ମଙ୍ଗଳ ଅଧିକାରୀଙ୍କ କାର୍ଯ୍ୟାଳୟରେ ପ୍ରୋଗ୍ରାମ ଅଫିସରଭାବେ ଅବସ୍ଥାପିତ କରାଯାଇଥିବା…

୨ ସ୍ବାସ୍ଥ୍ୟକର୍ମୀଙ୍କୁ କରୋନା, ଜଗନ୍ନାଥପ୍ରସାଦ ଶଟ୍‌ଡାଉନ୍‌

ଜଗନ୍ନାଥପ୍ରସାଦ,୨୫ା୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଅଞ୍ଚଳରେ କାର୍ଯ୍ୟରତ ୨ଜଣ ପୁରୁଷ ସ୍ବାସ୍ଥ୍ୟକର୍ମୀଙ୍କ ସ୍ବାବ୍‌ ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯାଇଥିଲା। ଶନିବାର ରାତିରେ ରିପୋର୍ଟ ପଜିଟିଭ ଆସିବା ପରେ ସେମାନଙ୍କୁ ସଙ୍ଗେ ସଙ୍ଗେ ବ୍ରହ୍ମପୁରସ୍ଥିତ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।…

ଅଣ୍ଡା ଦୁର୍ନୀତି: ଦିଗପହଣ୍ଡି ସିଡିପିଓଙ୍କ ବଦଳି

ଦିଗପହଣ୍ଡି,୨୪୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଦିଗପହଣ୍ଡି ସିଡିପିଓ ଯଶୋବନ୍ତି ସାହୁଙ୍କୁ ଅଚାନକ ବଦଳି କରାଯାଇଛି। ରବିବାର ସନ୍ଧ୍ୟାରେ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ପ୍ରକାଶ ପାଇଛି। ସିଡିପିଓଙ୍କୁ ଜିଲା ସମାଜ ମଙ୍ଗଳ ଅଧିକାରୀଙ୍କ କାର୍ଯ୍ୟାଳୟରେ ପ୍ରୋଗ୍ରାମ ଅଫିସର ଭାବେ ଅବସ୍ଥାପିତ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?