ଗଞ୍ଜାମ

ବେପରୁଆ ଗାଡ଼ି ଚାଳନା: ୨୩୭୦ ଜଣଙ୍କ ଡିଏଲ୍‌ ରଦ୍ଦ

ଛତ୍ରପୁର,୧ା୧୧(ଡି.ଏନ.ଏ)- ଚଳିତବର୍ଷ ସେପ୍ଟେମ୍ବର ମାସ ସୁଦ୍ଧା ଗଞ୍ଜାମ ଜିଲାରେ ୨,୩୭୦ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରାଯାଇଛି। ବେପାରୁଆ ଗାଡିଚାଳନା, ହେଲ୍‌ମେଟ୍‌ ନ ପିନ୍ଧି ଓ ମଦ୍ୟପାନ କରି ଗାଡି ଚଳାଇବା ଆଦି କାରଣରୁ ଏପରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପୋଲିସ…

ମଦ ବନ୍ଦ ଦାବିରେ ମହିଳାଙ୍କ ରାସ୍ତାରୋକୋ

ହାତୀଓଟ,୧ା୧୧- ପୋଲସରା ବ୍ଲକ ମନ୍ଦାର ପଞ୍ଚାୟତର ମାଳତୀବାଡି ଗ୍ରାମରେ ମଦ ବିକ୍ରିକୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ ଗୁରୁବାର ଗ୍ରାମର ଏସ୍‌ଏଚ୍‌ଜି ମହିଳାମାନେ ମନ୍ଦାର – ଆସିକା ମୂଖ୍ୟ ରାସ୍ତାକୁ ଟାୟାର ଜାଳି ଅବରୋଧ କରିଥିଲେ। ପ୍ରକାଶ ଯେ, ଦୁଇଦିନତଳେ ଗ୍ରାମର ୮ଟି…

ଘୋଡ଼ାହାଡ଼ ଗଣ୍ଡରୁ ମହିଳାଙ୍କ ମୃତଦେହ ଉଦ୍ଧାର

ଦିଗପହଣ୍ଡି,୩୧।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଅଗ୍ନିଶମ ବାହିନୀ ଗୁରୁବାର ମଧ୍ୟାହ୍ନରେ ସାନଖେମୁଣ୍ଡି ବ୍ଲକ ମୌଳାଭଣଜା ପଞ୍ଚାୟତ ବଳଧିଆ ଗ୍ରାମ ଘୋଡ଼ାହାଡ଼ ନଦୀ ଗଣ୍ଡରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରିଛନ୍ତି। ସେ ହେଲେ ବଳଧିଆ ଗ୍ରାମର ଶ୍ରୀକାନ୍ତ ପ୍ରଧାନଙ୍କ ସ୍ତ୍ରୀ ରୁକ୍ମିଣୀ।…

ବସ୍‌ ଦୁର୍ଘଟଣାରେ ୨୦ରୁ ଊର୍ଦ୍ଧ୍ୱ ଆହତ, ୫ ଗୁରୁତର

ଗଞ୍ଜାମ,୩୧ା୧୦(ଡି.ଏନ.ଏ.)-ଛତ୍ରପୁର ଓ ଗଞ୍ଜାମ ଅଗସ୍ତିନୂଆଗାଁ ୧୬ନଂ. ଜାତୀୟ ରାଜପଥ ସନ୍ତୋଷୀ ମା’ ମନ୍ଦିର ସମ୍ମୁଖରେ ବୁଧବାର ବ୍ରହ୍ମପୁରରୁ ଭୁବନେଶ୍ୱର ଯାଉଥିବା ସିଲକ୍‌ ସିଟି ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା ବେଳେ ୫ ଗୁରୁତର ହୋଇଛନ୍ତି।…

ହୁଗୁଳାପଟାରେ ଝାଡ଼ାବାନ୍ତି : ୮ ପରିବାର ଆକ୍ରାନ୍ତ, ୪ ଗୁରୁତର

କୁକୁଡ଼ାଖଣ୍ଡି,୩୧ା୧୦(ଡି.ଏନ.ଏ.)-ହୁଗୁଳାପଟା ଲକ୍ଷ୍ମୀନୃସିଂହ ମନ୍ଦିର ସାହିରେ ଗତ ୩ ଦିନ ହେଲା ୮ ପରିବାର ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣ ଗୁରୁତର ଅଛନ୍ତି। ଆହତଙ୍କୁ ମଙ୍ଗଳବାର ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇଁ ଆଶାକର୍ମୀ, ଏଏନ୍‌ଏମ୍‌,…

ସମୁଦ୍ରରେ ଭାସି ଯାଉଥିବାବେଳେ ୩ ଉଦ୍ଧାର

ଗୋପାଳପୁର,୩୧ା୧୦-ସମୁଦ୍ରରେ ଭାସି ଯାଉଥିବା ମା’ ପୁଅଙ୍କ ସମେତ ୩ ଜଣଙ୍କୁ ବୁଧବାର ଉଦ୍ଧାର କରାଯାଇଛି। ସେମାନେ ହେଲେ କଲିକତାର ପ୍ରୋବି କୁମାର ଦତ୍ତଙ୍କ ସ୍ତ୍ରୀ ପୋମ୍ପା (୨୬), ପୁଅ ଅରିକ୍ଷିତ (୪) ଓ ଆନ୍ଧ୍ରପ୍ରଦେଶ ବିଶାଖାପାଟନାମର ପି.ଧର୍ମା ରାଓ। ପ୍ରକାଶ ଯେ,…

ବୃଦ୍ଧ ବାପାଙ୍କ କାନ୍ଧରେ ଦିବ୍ୟାଙ୍ଗ ଅମରଙ୍କ ଭବିଷ୍ୟତ: ଟ୍ରାଇ ସାଇକେଲ ଲାଗି ଜିଲାପାଳଙ୍କୁ ଜଣାଇଲେ

ଛତ୍ରପୁର,୩୧ା୧୦(ଡି.ଏନ.ଏ.)-ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଦୁଆନପଲ୍ଲୀଗଁାର ଗୋବିନ୍ଦ ମଲ୍ଲିକଙ୍କ ଦିବ୍ୟାଙ୍ଗ ପୁଅ ତଥା କଲେଜ ଛାତ୍ର ଅମରଙ୍କୁ ସରକାରୀ ସହାୟତା ମିଳୁନି। କେବଳ ଭତ୍ତା ମିଳୁଥିବା ବେଳେ ବାଣିଶ୍ରୀ ଷ୍ଟାଇପେଣ୍ଡ ମିଳୁ ନ ଥିବା ଅମର କହିଛନ୍ତିି। ଏଥିସହ କଲେଜ ଯିବା…

ସିସି କ୍ୟାମେରା ଲଗାଇବାରେ ବିଳମ୍ବ

ଛତ୍ରପୁର,୩୧ା୧୦(ଡି.ଏନ.ଏ)-ଗଞ୍ଜାମ ଜିଲା ସଡ଼କ ସୁରକ୍ଷା କମିଟିର ଏକ ବୈଠକ ବୁଧବାର ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ ା ଛତ୍ରପୁର ନୂଆ ବସଷ୍ଟାଣ୍ଡ ସମ୍ମୁଖ ଜାତୀୟ ରାଜପଥରେ ଅଣ୍ଡରପାସ୍‌ ନିର୍ମାଣ ପାଇଁ…

କବାଟ ଭାଙ୍ଗି ସୁନା ଅଳଙ୍କାର, ମୋବାଇଲ ଲୁଟ୍‌:  ସନ୍ଧାନୀ କୁକୁର, ସାଇଣ୍ଟିଫିକ ଟିମ୍‌ର ତଦନ୍ତ

ଦିଗପହଣ୍ଡି,୩୧ା୧୦(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ବମକେଇ ଗଁା ପତିତପାବନ ସାହିର ବିଜୟ କୁମାର ପ୍ରଧାନଙ୍କ ଘରୁ ଦୁର୍ବୃତ୍ତମାନେ ମଙ୍ଗଳବାର ରାତିରେ ପ୍ରାୟ ୪ ଭରି ଓଜନର ସୁନାଗହଣା, ୪୦ ହଜାର ଟଙ୍କା ଓ ମୋବାଇଲ ଫୋନ ଲୁଟି ନେଇଛନ୍ତି। ବିଜୟଙ୍କ ଏତଲାକୁ ଭିତ୍ତି କରି…

ପୋଖରୀରେ ପଶିଲା ସ୍କୁଲଭ୍ୟାନ୍‌

ଦିଗପହଣ୍ଡି, ୩୦।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚିକିଟି ବ୍ଲକ ନୂଆପଡ଼ା ନିକଟସ୍ଥ ପହଁରାବାଡ଼ି ନିକଟରେ ବୁଧବାର ଛାତ୍ରୀଛାତ୍ରଙ୍କୁ ନେଇ ଯାଉଥିବା ଏକ ସ୍କୁଲ ଭ୍ୟାନ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ ହରାଇ ପୋଖରୀରେ ପଶିଯିବା କାରଣରୁ ଗାଡ଼ିରେ ଥିବା ୧୩ଜଣ ସାମାନ୍ୟ ଆହତ ହୋଇଥିବା…

ସ୍ତ୍ରୀଙ୍କୁ ହତ୍ୟାକରି ଜଙ୍ଗଲରେ ଫିଙ୍ଗିଥିଲେ ସ୍ବାମୀ

ବୁଗୁଡ଼ା,୩୦ା୧୦(ଡି.ଏନ.ଏ.)- ଗଞ୍ଜାମ ଜିଲା ବୁଗୁଡ଼ା ଥାନା ପୁରୁଣା ପାଣିକେଶର ଗ୍ରାମର ଶୁଭଶ୍ରୀ ଗୌଡ଼ଙ୍କୁ ହତ୍ୟା କରି ଅଖାରେ ବାନ୍ଧି ତାଙ୍କ ସ୍ବାମୀ ଜଙ୍ଗଲରେ ଫିଙ୍ଗି ଦେଇଥିଲେ। ବୁଗୁଡ଼ା ଆଇଆଇସି ସିତାଂଶୁ ଶେଖର ମାନ୍ଧାତା ଓ ପୋଲିସ ଟିମ୍‌ ମଙ୍ଗଳବାର ତାରସିଙ୍ଗି ଜଙ୍ଗଲରେ…

ମାର୍କଣ୍ଡିର ଦୁଃଖ ଅସମ୍ପୂର୍ଣ୍ଣ ବ୍ରିଜ୍‌

ବ୍ରହ୍ମପୁର ଅଫିସ୍‌,୩୦ା୧୦- ରଙ୍ଗେଇଲୁଣ୍ଡା ବ୍ଲକ ମାର୍କଣ୍ଡି ପଞ୍ଚାୟତର ଦୁଃଖ ପାଲଟିଛି ଅସଂପୂର୍ଣ୍ଣ ବ୍ରିଜ୍‌। ଏହି ବ୍ରିଜ୍‌ର କାମ ସମ୍ପୂର୍ଣ୍ଣ କରିବା ପାଇଁ ଜନପ୍ରତିନିଧି ଠାରୁ ପ୍ରଶାସକ ପର୍ଯ୍ୟନ୍ତ ସମସ୍ତଙ୍କ ନିକଟରେ ଅଞ୍ଚଳବାସୀ ଗୁହାରି କରି ସାରିଲେଣି। ହେଲେ କୌଣସି ସୁଫଳ ମିଳିନାହିଁ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri