ଗଞ୍ଜାମ

ପିତ୍ତଳ କ୍ୱାରାଣ୍ଟାଇନ୍‌ ସେଣ୍ଟର ପରିଦର୍ଶନ କଲେ ଗଞ୍ଜାମ ଜିଲାପାଳ

ଶେରଗଡ଼, ୨୩।୫(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକର ପିତ୍ତଳ ଓ ବ୍ରାହ୍ମଣଛାଇ କ୍ୱାରାଣ୍ଟଇନ କେନ୍ଦ୍ରକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶନିବାର ପରିଦର୍ଶନ କରିଥିଲେ। ସେଠାରେ ସେ କ୍ୱାରାଣ୍ଟାଇନ କେନ୍ଦ୍ରଗୁଡିକର ସ୍ଥିତି ସମ୍ପର୍କରେ ପଚାରି ବୁଝିଛନ୍ତି। ଏଥିସହ ସଂଗରୋଧ କେନ୍ଦ୍ରରେ ବ୍ୟାୟାମ କରନ୍ତୁ, ଚିତ୍ର…

ଛତ୍ରପୁର ବିଡିଓଙ୍କ ପରେ ପାତ୍ରପୁର ତହସିଲଦାରଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୨୩।୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ କରୋନା ଯୋଦ୍ଧାଙ୍କୁ ଅସମ୍ମାନ ଏବଂ ଦୁର୍ବ୍ୟବହାର କରାଯାଉଥିବା ଅଭିଯୋଗ ବଢ଼ିବାରେ ଲାଗିଛି। ଡାକ୍ତର, ଆଶାକର୍ମୀ, ଶିକ୍ଷକ, ମହିଳା ସଂଘ ସଦସ୍ୟ ଏପରିକି ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହେଉଥିବା ନଜିରକୁ ଆସୁଛି। ଏବେ ଓଏଏସ୍‌ ଅଫିସରଙ୍କ…

ମଧୁ ଆପ୍‌ରେ ପାଠ ପଢୁଛନ୍ତି ୧ଲକ୍ଷ ୧ହଜାର ସ୍କୁଲ ପିଲା: ଟୁଇଟ୍‌କରି ସୂଚନା ଦେଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର, ୨୩।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସ୍କୁଲ ପିଲାମାନଙ୍କ ପାଠପଢ଼ା ନିମନ୍ତେ ଗତବର୍ଷ ଠାରୁ ମଧୁ ଆପ୍‌ ଆରମ୍ଭ ହୋଇଛି। ଏହାକୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭାରମ୍ଭ କରିଥିଲେ। ଗଞ୍ଜାମ ଜିଲାର ହାଇସ୍କୁଲ ଶିକ୍ଷକଙ୍କ ଦ୍ୱାରା…

ଗଞ୍ଜାମ ଷ୍ଟେସନ ଅଞ୍ଚଳରୁ ଚୋରି, ଥାନାରେ ଏତଲା

ଗଞ୍ଜାମ,୨୩।୫(ଡି.ଏନ୍‌.ଏ.): ଗଞ୍ଜାମ ଷ୍ଟେସନ ରୋଡରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କ ଘରୁ ବଡ଼ ଧରଣର ଚୋରି ହୋଇଛିବ। ଏନେଇ ଶନିବାର ସ୍ଥାନୀୟ ଥାନାରେ ଅଭିଯୋଗ ହୋଇଛି। ସୂଚନା ଅନୁଯାଇ ଷ୍ଟେସନ ରୋଡ଼ଠାରେ ଦୀର୍ଘ ବର୍ଷ ହେବ ସୁଶାନ୍ତ ସେଠୀ ନାମକ…

ଖୋଲିଲା ସଂରକ୍ଷିତ ଟିକେଟ ବୁକିଂ କାଉଣ୍ଟର: ଜୁନ ପହିଲାରୁ ବ୍ରହ୍ମପୁର ଦେଇ ଚଳାଚଳ କରିବ ୨ ଟ୍ରେନ

ବ୍ରହ୍ମପୁର ଅଫିସ,୨୩ା୫-ବ୍ରହ୍ମପୁର ରେଳଷ୍ଟେଶନ ପରିସରରେ ଥିବା ସଂରକ୍ଷିତ ଟିକଟ କାଉଣ୍ଟର ଶୁକ୍ରବାରଠାରୁ ପୁଣି ଖୋଲିଛି । ଜୁନ ପହିଲାରୁ ଟ୍ରେନ ଚଳାଚଳ କରିବା ନେଇ ରେଳ ବିଭାଗ ପକ୍ଷରୁ ନେଇ ନିଷ୍ପତ୍ତି ପରେ ବ୍ରହ୍ମପୁରରୁ ବିଭିନ୍ନ ସ୍ଥାନକୁ ଯାତ୍ରା କରିବାକୁ ଥିବା…

ଜିଲାପାଳଙ୍କୁ ଆୟୁଷ ଡାକ୍ତର ସଂଘର ସ୍ମାରକପତ୍ର ପ୍ରଦାନ

ଛତ୍ରପୁର,୨୩ା୫(ଡି.ଏନ.ଏ)-ଗଞ୍ଜାମ ଜିଲା ଆୟୁଷ ଡାକ୍ତର ସଂଘ ପକ୍ଷରୁ ବିଭନ୍ନ ଦାବି ନେଇ ଶୁକ୍ରବାର ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି । ସେଥିରେ ଦର୍ଶାଯାଇଛି ଯେ, ଆୟୁଷ ଡାକ୍ତରମାନଙ୍କୁ ଅଣ କୋଭିଡ୍‌ ସ୍ବାସ୍ଥ୍ୟସେବାରେ ନିୟୋଜିତ କରିବାକୁ ରାଜ୍ୟ ସ୍ବାସ୍ଥ୍ୟ ସଚିବଙ୍କ ନିର୍ଦ୍ଦେଶ ରହିଛି…

ନିଜ ହାତ ପାପୁଲି କାଟିଦେଲେ ଯୁବକ

ଦିଗପହଣ୍ଡି,୨୩ା୫(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ବି. ତୁରୁବୁଡି ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମର ପି. ସମେଶ୍ୱର ନାମକ ଜଣେ ଯୁବକ ଶୁକ୍ରବାର ସନ୍ଧ୍ୟାରେ ତାଙ୍କ ବାମହାତ ପାପୁଲିକୁ କାତିରେ କାଟି ଗୁରୁତର ହୋଇଛନ୍ତି। ପରିବାର ଲୋକେ ତାଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ।…

ନବବଧୂଙ୍କୁ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

ଭଞ୍ଜନଗର,୨୩।୫(ଡି.ଏନ.ଏ.)- ଭଞ୍ଜନଗର ସହର ପୁରୁଣା ପରିବା ମାର୍କେଟ ଗଳିରେ ରହୁଥିବା ଜଣେ ନବବିବାହିତାଙ୍କ ମୃତଦେହ ଗୁରୁବାର ପୋଲିସ ଉଦ୍ଧାର କରିଥିଲା। ସେ ହେଲେ ବଡକୋଦଣ୍ଡାର ମାମାଲି ପ୍ରଧାନ। ଶଶୁର ଘର ଲୋକେ ତାଙ୍କୁ ହତ୍ୟା କରିଥିବା ମାମାଲିଙ୍କ ବାପଘର ଲୋକେ ଶୁକ୍ରବାର…

ପଶ୍ଚିମବଙ୍ଗରେ ଜଳବନ୍ଦୀ ଗଞ୍ଜାମର ୫୦ ପରିବାର, ଉଦ୍ଧାର ପାଇଁ ନିବେଦନ

ଛତ୍ରପୁର,୨୩ା୫(ଡି.ଏନ୍‌.ଏ.)- ଲକ୍‌ଡାଉନ୍‌ ଯୋଗୁ ପଶ୍ଚିମବଙ୍ଗର ହାୱଡା ଜିଲା ଘୁଷରି ଅଞ୍ଚଳ ନସ୍କପତା ବସ୍ତିରେ ଗଞ୍ଜାମ ଜିଲାର ୫୦ ପରିବାର ଝୁମ୍ପୁଡି ମଧ୍ୟରେ ରହି ଆସୁଥିଲେ। ସେମାନେ ବୁଗୁଡା, ପୋଲସରା, ନିମପଦର, ଆସିକା, ସୋରଡା ଆଦି ଅଞ୍ଚଳର। କାମ କରୁଥିବା ଝୋଟ ମିଲ୍‌…

ଶୁଖୁଆ ହାଟ ପଡିଆରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ଗଞ୍ଜାମ,୨୨ା୫(ଡି.ଏନ୍‌.ଏ.)- ଗଞ୍ଜାମ ବ୍ଲକ ହୁମ୍ମା ଶୁଖୁଆ ହାଟ ପଡ଼ିଆରୁ ଶୁକ୍ରବାର ଅପରାହ୍ନରେ ଏକ ନବଜାତ ଶିଶୁପୁତ୍ରକୁ ଉଦ୍ଧାର କରିଛନ୍ତି ସ୍ଥାନୀୟ ଅଞ୍ଚଳବାସୀ। ଶିଶୁପୁତ୍ର ପଡ଼ିଥିବା ଦେଖି ଅଞ୍ଚଳର କେତେଜଣ ଯୁବକ ପାଖକୁ ଯାଇ ବଞ୍ଚଥିବା ଦେଖିଥିଲେ। ପରେ ତାଙ୍କୁ ଉଦ୍ଧାର କରି…

ସଙ୍ଗରୋଧ ଗୃହରେ ସାବିତ୍ରୀ ବ୍ରତ

ଭଞ୍ଜନଗର,୨୨।୫(ଡି.ଏନ.ଏ)- ଜଗନ୍ନାଥପ୍ରସାଦ ବ୍ଲକ ବିଡ଼ିପୁର ଗ୍ରାମରେ ଥିବା ସଙ୍ଗରୋଧ ଗୃହରେ ଶୁକ୍ରବାର ପ୍ରବାସୀ ମହିଳା ସାବିତ୍ରୀ ବ୍ରତ କରିଥିଲେ। ଏଥିରେ ସରପଞ୍ଚ କୃଷ୍ଣଚନ୍ଦ୍ର ରଥ ପୂଜାରୀ ଦାୟିତ୍ୱ ତୁଲାଇଥିଲେ। ଫଳରେ ଗ୍ରାମର ୩ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିବା ୧୨ ମହିଳା ସାବିତ୍ରୀ…

ଭଞ୍ଜନଗର ଉପଖଣ୍ଡରେ ୨ କରୋନା ଆକ୍ରାନ୍ତ

ଭଞ୍ଜନଗର,୨୨।୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାର ବିଭିନ୍ନ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ହିଁ ପୂର୍ବରୁ ପ୍ରାୟ କରୋନା ପଜିଟିଭ୍‌ ବାହାରୁଥିଲେ। ତେଣୁ ପ୍ରଶାସନ ପକ୍ଷରୁ ଭୟଭୀତ ନହେବାକୁ ଲୋକଙ୍କୁ ପରାମର୍ଶ ଦିଆଯାଉଥିଲା। କିନ୍ତୁ ଶୁକ୍ରବାର ଭଞ୍ଜନଗର ଉପଖଣ୍ଡରେ କ୍ୱାରାଣ୍ଟାଇନ୍‌ ସେଣ୍ଟର ବାହାରୁ ୨ଜଣ କରୋନା ପଜିଟିଭ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?