ଗଞ୍ଜାମ

ହଷ୍ଟେଲ ଛାତରୁ ଡେଇଁଲେ ଛାତ୍ରୀ

ଦିଗପହଣ୍ଡି,୨୭ା୧୦(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗାଁରେ ଥିବା ଏକ ଘରୋଇ ଶିକ୍ଷାନୁଷ୍ଠାନ ହଷ୍ଟେଲ ଛାତରୁ ଜଣେ ୯ମ ଶ୍ରେଣୀ ଛାତ୍ରୀ ଶୁକ୍ରବାର ବିଳମ୍ବିତ ରାତିରେ ଡେଇଁ ପଡ଼ିଥିବା ଅଭିଯୋଗ ହୋଇଛି। ଛାତ୍ରୀଙ୍କ ଡାହାଣ ଗୋଡ଼ ଭାଙ୍ଗି ଯାଇଛି। ବହୁ କଷ୍ଟରେ ହଷ୍ଟେଲ…

ପୋଲସରାରେ ସିରିଜ୍‌ ବୋମାମାଡ଼

ହାତୀଓଟ,୨୭ା୧୦-ଗଞ୍ଜାମ ଜିଲା ପୋଲସରାସ୍ଥିତ ବଜାରସାହି ଛକରେ ଶନିବାର ରାତି ପ୍ରାୟ ୯ଟାରେ ସିରିଜ୍‌ ବୋମାମାଡ ହୋଇଛି। ଏକ ବିଦେଶୀ ମଦ ଦୋକାନ ଆଗରେ ଦୁର୍ବୃତ୍ତମାନେ ବାଇକରେ ଆସି ପ୍ରଥମେ ୨ଟି ବୋମାମାଡ କରିଥିଲେ। ସେଠାରୁ ଯାଇ ରାଣିପଡା ବ୍ୟାଙ୍କ ଅଫ୍‌ ଇଣ୍ଡିଆ…

ଦାଦାପୁଅ ଭାଇଙ୍କ ଗଳା କାଟି ହତ୍ୟା: ଅଭିଯୁକ୍ତ ଥାନାରେ ଅଟକ

ବୁଗୁଡ଼ା,୨୭ା୧୦(ଡି.ଏନ.ଏ.)-ଗଞ୍ଜାମ ଜିଲା ବୁଗୁଡ଼ା ସହର ଉପକଣ୍ଠ ବେତାରସିଙ୍ଗରେ ଶୁକ୍ରବାର ବିଳମ୍ବିତ ରାତିରେ ଦାଦାପୁଅ ଭାଇଙ୍କ ଗଳା ଓ ପେଟରେ ଛୁରି ଭୁସି ବଡ଼ବାପା ପୁଅ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ନିଲୁ ପାତ୍ର (୧୫)। ଅନ୍ୟ ଜଣେ ଭାଇଙ୍କ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ଘର: ଶିଶୁପୁତ୍ର ମୃତ, ଦମ୍ପତିଙ୍କ ସମେତ ୪ ଆହତ

ଦିଗପହଣ୍ଡି,୨୬।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ର ଗୁମ୍ମା ଗାଁର ଦଳିତ ସାହିରେ ଲଗାଣ ବର୍ଷାରେ ଶନିବାର ଭୋରରୁ ଘର ଭୁଶୁଡ଼ି ପଡ଼ିବାରୁ ଜଣେ ୧୦ ମାସ ଶିଶୁପୁତ୍ରର ମୃତ୍ୟୁ ଘଟିଥିବା ବେଳେ ୪ଜଣ ଆହତ ହୋଇଛନ୍ତି।…

ଯୁବକଙ୍କୁ ଗୁଳିମାଡ, କାରଣ ଅସ୍ପଷ୍ଟ

ଛତ୍ରପୁର,୨୬ା୧୦(ଡି.ଏନ୍‌.ଏ.): ଛତ୍ରପୁର ଥାନା ସିଙ୍ଗିପୁର ଗ୍ରାମର ସୁଶାନ୍ତ ପାତ୍ର (୪୫)ଉପରେ ଶୁକ୍ରବାର ରାତିରେ ଗୁଳିମାଡ ହୋଇଛି। ତାଙ୍କୁ ଆହତ ଅବସ୍ଥାରେ ସ୍ଥାନୀୟ ଲୋକେ ଛତ୍ରପୁର ହସ୍‌ପିଟାଲକୁ ଆଣିଥିଲେ। ପରେ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଗୁଳି…

ବଡ ଡୁମ୍ବୁଳାଗାଁରେ ପଶିଲା ଝରଣା ପାଣି : ୨ ଶହ ପରିବାର ଜଳବନ୍ଦୀ

ଦିଗପହଣ୍ଡି,୨୬ା୧୦(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗାଁରେ ସୀତାଦେଈ ପାହାଡର ଝରଣା ପାଣି ପଶିଯିବାରୁ ପ୍ରାୟ ୨ ଶହ ପରିବାର ଜଳବନ୍ଦୀ ଅଛନ୍ତି। ବିଡିଓ ହଳଧର ଶବର, ବ୍ଲକ ସହକାରୀ ଯନ୍ତ୍ରୀ ଇଂ.ଗଙ୍ଗାଧର ଲେଙ୍କା ଶୁକ୍ରବାର ଅପରାହ୍ନରେ ଗାଁରେ ପହଞ୍ଚତ୍ ସବିଶେଷ ତଥ୍ୟ ସଂଗ୍ରହ…

ମଲାଡ଼ ସରପଞ୍ଚଙ୍କୁ ଆକ୍ରମଣ, ଘରକୁ ପଥର ମାଡ଼

ଗଞ୍ଜାମ/ଛତ୍ରପୁର,୨୬ା୧୦(ଡି.ଏନ୍‌.ଏ.)-ରମ୍ଭା ଥାନା ଗଞ୍ଜାମ ବ୍ଲକ ମଲାଡ ସରପଞ୍ଚ ପ୍ରଭାତ କୁମାର ସେଠୀଙ୍କୁ ଶୁକ୍ରବାର ରାତି ପ୍ରାୟ ୧୦ଟାରେ ଆକ୍ରମଣ ହୋଇଛି। ଏଥିସହ ତାଙ୍କ ଘରେ କୌଣସି ବିଷୟରେ ଆଲୋଚନା ପାଇଁ ଉପସ୍ଥିତ ଲୁଙ୍ଘୁରି ଗଁ।ର କାଳିଆ ବିଶ୍ୱାଳ, ପ୍ରମୋଦ ସାହୁ, ଗଞ୍ଜାମ…

ଦିନକ ପରେ ଦୀପାବଳି: ବ୍ୟବସାୟୀଙ୍କୁ ମିଳିଲାନି ଲାଇସେନ୍ସ, ବାଣ ବଜାର ଖୋଲିବା ନେଇ ଅନିଶ୍ଚିତତା

ବ୍ରହ୍ମପୁର ଅଫିସ,୨୬ା୧୦-ଦିନକ ପରେ ରବିବାର ପବିତ୍ର ଦୀପାବଳି। ଦକ୍ଷିଣ ଓଡ଼ିଶାର ଏକମାତ୍ର ବୃହତମ ବାଲୁଙ୍କେଶ୍ୱର ବାଣ ବଜାର ଏ ଯାଏ ଖୋଲିନାହିଁ। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ବାଲୁଙ୍କେଶ୍ୱର ବ୍ୟବସାୟୀଙ୍କୁ ଜିଲା ପ୍ରଶାସନ ତରଫରୁ ବାଣ ବିକ୍ରି ପାଇଁ ଲାଇସେନ୍ସ ମିଳିନି। ତେଣୁ…

ଅନ୍‌ଲାଇନ୍‌ରେ ଠକେଇ, ୬୯ ହଜାର ଟଙ୍କା ଗାଏବ

ଗୋପାଳପୁର,୨୬ା୧୦: ଏକ ପାର୍ସଲର ଟ୍ରାକିଙ୍ଗ୍‌ ନମ୍ବର ଜାଣିବାକୁ ଉଦ୍ୟମ କରି ଜଣେ ମହିଳାଙ୍କ ଆକାଉଣ୍ଟରୁ ୬୯ ହଜାର ଟଙ୍କା ଠକେଇ ହୋଇଥିବା ଗୋପାଳପୁର ଥାନାରେ ଅଭିଯୋଗ ହୋଇଛି। ଏ ନେଇ ପୋଲିସ ନଂ. ୧୨୬/୧୯ ମାମଲା ରୁଜୁ କରି ତଦନ୍ତ ଚଳାଇଛି…

ଗାଁ ଜଳାର୍ଣ୍ଣବ, ଧୋଇଗଲା ଅସ୍ଥାୟୀ ପୋଲ

ପାଟପୁର,୨୫ା୧୦(ଡି.ଏନ.ଏ.)- ସାନଖେମୁଣ୍ଡି ଅଞ୍ଚଳରେ ବୁଧବାର ସକାଳୁ ଜାରି ରହିଛି ଲଗାଣ ବର୍ଷା। ଏହାର ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବୁଧବାର ପୋଚକା ନାଳ ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଗୁରୁବାର ସକାଳ ୭ଟାରେ ବୁଦ୍ଧେଶ୍ୱର ଗ୍ରାମ ନିକଟ ରଘୁନାଥ ସାଗରରେ ବନ୍ୟାପାଣି…

ବାଘୁଆ ଜଳଭଣ୍ଡାରର ୪ ଗେଟ୍‌ ଖୋଲିଲା

ବୁଗୁଡ଼ା,୨୫ା୧୦(ଡି.ଏନ୍‌.ଏ.)- ବୁଗୁଡା ବ୍ଲକ ଅନ୍ତର୍ଗତ ମତାଝରି ନିକଟସ୍ଥ ବାଘୁଆ ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ପାଇଁ ଗୁରୁବାର ସକାଳୁ ୪ ଗେଟ ଖୋଲାଯାଇଛି। ଜଳପତ୍ତନ ବଢୁଥିବାରୁ ଜଳଭଣ୍ଡାରର ସୁରକ୍ଷା ପାଇଁ ଏପରି ପଦକ୍ଷେପ ନିଆଯାଇଛି ବୋଲି ସହ ନିର୍ବାହୀ ଯନ୍ତ୍ରୀ ବିଷ୍ଣୁଚରଣ ସାହୁ…

ବିପଦ ସଙ୍କେତ ନିକଟତର ୩ ନଦୀ

ଛତ୍ରପୁର,୨୫ା୧୦(ଡି.ଏନ.ଏ)- ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲାରେ ଗତ ୩ ଦିନ ହେଲା ବର୍ଷା ଲାଗିରହିଛି। ବିଭିନ୍ନ ସ୍ଥାନରେ ପାଣି ଜମିଛି। ୨୪ ଘଣ୍ଟା ମଧ୍ୟରେ ଜିଲାରେ ୧୨୫.୧୯ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ବିଭନ୍ନ ନଦୀର ଜଳସ୍ତର ବିପଦସଙ୍କେତ ନିକଟତର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri