ସିରିଜ ଚୋରି ଘଟଣା : ମାଷ୍ଟରମାଇଣ୍ଡ ଗିରଫ, ଅଳଙ୍କାର ଓ ଟଙ୍କା ଜବତ
ବ୍ରହ୍ମପୁର ଅଫିସ,୨୧।୭: ସଦର ଥାନା ପୋଲିସ ଫେରାର ଥିବା ଏକ ପେସାଦାର ଚୋର ତଥା ସିରିଜ ଚୋରି ଘଟଣାର ମାଷ୍ଟରମାଇଣ୍ଡ ରାମ ବେଲମା (୧୯)ଙ୍କୁ ଶନିବାର ଅପରାହ୍ନରେ ଗିରଫ କରିଛି। ତାଙ୍କ ନିକଟରୁ ଚୋରି ସାମଗ୍ରୀ ଜବତ ହୋଇଛି। ଏକ...
୧୩୬ ଛାତ୍ରଙ୍କୁ ପଢ଼ାଉଛନ୍ତି ଜଣେ ଶିକ୍ଷକ
ଚନ୍ଦ୍ରଗିରି,୨୧ା୭(ଡି.ଏନ୍.ଏ.)-‘ସଭିଏଁ ପଢନ୍ତୁ, ସଭିଏଁ ବଢନ୍ତୁ’ ନାରାଦେଇ ସରକାର ସମସ୍ତଙ୍କ ପାଖରେ ଶିକ୍ଷା ବ୍ୟବସ୍ଥା ପହଞ୍ଚାଇବାକୁ ବହୁ ଯୋଜନା କରୁଛନ୍ତି। ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟ ପ୍ରତି ଆକୃଷ୍ଟ କରିବାକୁ ମଧ୍ୟାହ୍ନଭୋଜନ, ମାଗଣାରେ ପାଠ୍ୟପୁସ୍ତକ, ପୋଷାକ, ସାଇକେଲ ଆଦି ବିଭିନ୍ନ ଯୋଜନା କରିଛନ୍ତି। ମାତ୍ର...
ବିଇଓଙ୍କ ବଦଳି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର
ଶେରଗଡ,୨୧ା୭(ଡି.ଏନ.ଏ.)-ଶେରଗଡ ବ୍ଲକ ମିଳିତ ଶିକ୍ଷକ ସଂଘର ଏକ ବୈଠକ ଶନିବାର ସ୍ଥାନୀୟ ଜୟଚଣ୍ଡୀ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଇଓ ଭାସ୍କର ଲେଙ୍କା ଛଦ୍ମବେଶରେ ବିଦ୍ୟାଳୟ ପରିଦର୍ଶନ କରି ଶିକ୍ଷକଙ୍କୁ ହଇରାଣ କରୁଥିବାରୁ ତୁରନ୍ତ ତାଙ୍କୁ ଜିଲା ବାହାରକୁ...
ଶିକ୍ଷା ସମୀକ୍ଷା ବୈଠକ: ପ୍ରତି ସ୍କୁଲରେ ନ୍ୟୁଟ୍ରିସନ ଗାର୍ଡେନ ବାଧ୍ୟତାମୂଳକ
ଛତ୍ରପୁର,୨୧ା୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଶିକ୍ଷା ସମ୍ବନ୍ଧୀୟ ସମୀକ୍ଷା ବୈଠକ ଶନିବାର ଛତ୍ରପୁରସ୍ଥିତ ସର୍ବଶିକ୍ଷା ଅଭିଯାନ କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ। ସ୍କୁଲଗୁଡିକରେ ପାଇଖାନା, ପାନୀୟ ଜଳ, ପ୍ରଧାନଶିକ୍ଷକ ରୁମ୍ ନିହାତି...
୫ ବାତ୍ୟା ନିରୋଧକ ଘର ସିଲ୍ କଲା ପ୍ରଶାସନ
ଚିକିଟି,୨୧ା୭(ଡି.ଏନ.ଏ.)-ଚିକିଟି ବ୍ଲକ୍ରେ କତୁରୁ ପଞ୍ଚାୟତର ଚନ୍ଦନବାଡ ଓ ସୋରଳ ପଞ୍ଚାୟତର ସୋରଳ ଗଁାରେ ଜିଲା ପ୍ରଶାସନ ଓ ବ୍ଲକ୍ ପ୍ରଶାସନ ମିଳିତ ଆନୁକୂଲ୍ୟରେ ଗତ ଗୁରୁବାର ପୃଥକ୍ ଭାବେ ଏକ ଆଲୋଚନା ସଭା ହୋଇଥିଲା। ଏଥିରେ ଅତିରିକ୍ତ ଜିଲାପାଳ ଲକ୍ଷ୍ମୀକାନ୍ତ...
ଦୁର୍ଘଟଣାରେ ମୃତ, ଆହତଙ୍କୁ ମିଳୁନି ସହାୟତା
ଛତ୍ରପୁର,୨୧ା୭(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ସଡ଼କ ଦୁର୍ଘଟଣା କମୁନି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଅନ୍ୟ ଜିଲା ଭଳି ଏଠାରେ ମଧ୍ୟ ଜିଲାସ୍ତରୀୟ ସଡକ ସୁରକ୍ଷା କମିଟି ଗଠିତ ହୋଇଛି। ବାରମ୍ବାର ବୈଠକ ମଧ୍ୟ ବସୁଛି। ମାତ୍ର କୌଣସି ନିଷ୍ପତ୍ତି କିମ୍ବା ନିର୍ଦ୍ଦେଶ ଠିକ୍ ଭାବେ...
ବିରୋଧ ସତ୍ତ୍ୱେ କଲ୍ୟାଣ ମଣ୍ଡପକୁ ଯିବ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ
ବ୍ରହ୍ମପୁର ଅଫିସ୍,୨୧ା୭-ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟକୁ ଏକ ଘରୋଇ କଲ୍ୟାଣ ମଣ୍ଡପକୁ ସ୍ଥାନାନ୍ତର ପ୍ରକ୍ରିୟା ଶନିବାର ଆରମ୍ଭ ହୋଇଛି। ଟ୍ରକ୍, ପିକ୍ଅପ୍ ଭ୍ୟାନ୍ରେ ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ, ଆସବାବପତ୍ର ଏବଂ ଅନ୍ୟାନ୍ୟ ଜିନିଷ ସ୍ଥାନାନ୍ତର କରାଯାଇଥିଲା। ବିଶ୍ୱବିଦ୍ୟାଳୟର ବରିଷ୍ଠ ଅଧ୍ୟାପକମାନେ ଉପସ୍ଥିତ ରହି...
ହିଲଭିୟୁ ପାର୍କରେ ଚାଲିଲା ଟୟଟ୍ରେନ
ଦାରିଙ୍ଗବାଡ଼ି,୨୦ା୭(ଡି.ଏନ.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଠାରେ ରହିଥିବା ପର୍ଯ୍ୟଟନକେନ୍ଦ୍ର ହିଲଭିୟୁ ପାର୍କ ପରିସରରେ ଶନିବାର ଶିଶୁ ପର୍ଯ୍ୟଟକଙ୍କ ପାଇଁ ଟୟଟ୍ରେନ ଆରମ୍ଭ ହୋଇଛି। ଦୀର୍ଘଦିନ ହେଲା ଉକ୍ତ ଟୟଟ୍ରେନର କାର୍ଯ୍ୟ ଚାଲିଥିବାବେଳେ କିଛିଦିନ ହେଲା ଠିକା ସଂସ୍ଥା ପକ୍ଷରୁ ଅବହେଳା...
କଲ୍ୟାଣ ମଣ୍ଡପକୁ ବିଶ୍ୱବିଦ୍ୟାଳୟ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ
ବ୍ରହ୍ମପୁର ଅଫିସ,୨୦।୭ : ଗଞ୍ଜାମ ଜିଲା ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟକୁ ବ୍ରହ୍ମପୁର ସହର ଉପକଣ୍ଠ କନିସିସ୍ଥିତ ଏକ କଲ୍ୟାଣ ମଣ୍ଡପକୁ ସ୍ଥାନାନ୍ତର ପ୍ରକ୍ରିୟା ଶନିବାରଠାରୁ ଆରମ୍ଭ ହୋଇଯାଇଛି। ଗାଡ଼ିରେ ବିଶ୍ୱବିଦ୍ୟାଳୟର ଆସବାବପତ୍ର ଏବଂ ଅନ୍ୟାନ୍ୟ ଜିନିଷ ଶନିବାର ସ୍ଥାନାନ୍ତର କରାଯାଇଛି।...
ପୃଥକ ଦୁର୍ଘଟଣା: ୨ ମୃତ
ବ୍ରହ୍ମପୁର ଅଫିସ, ୨୦।୭: ବାଇକରୁ ଖସି ପୃଥକ ଘଟଣାରେ ୨ ଜଣଙ୍କର ଏମ୍କେସିଜି ମେଡିକାଲରେ ମୃତ୍ୟୁ ଘଟିଛି। ସେମାନେ ହେଲେ ଦିଗପହଣ୍ଡି ଥାନା ଅନ୍ତର୍ଗତ କୃଷ୍ଣକୃପାମୟପୁର ଗ୍ରାମର ବାଙ୍କି ଦଳାଇ(୫୫) ଓ ସଦର ଥାନା ଅନ୍ତର୍ଗତ ଚଣ୍ଡୀପଦର ଗାଁର ମଞ୍ଜୁ...
ବିଷପାନ କରିଥିବା ବୃଦ୍ଧାଙ୍କ ଚିକିତ୍ସାଧୀନ ଅବସ୍ଥାରେ ଜୀବନ ଗଲା
ବ୍ରହ୍ମପୁର ଅଫିସ, ୨୦।୭: ଗଞ୍ଜାମ ଜିଲା ଏମ୍କେସିଜି ମେଡିକାଲରେ ବିଷ ପିଇ ଚିକିତ୍ସାଧୀନ ଥିବା ଜଣେ ବୃଦ୍ଧାଙ୍କର ଶୁକ୍ରବାର ମୃତ୍ୟୁ ଘଟିଛି। ସେ ହେଲେ ଫୁଲବାଣୀ ସଦର ଥାନା ଅନ୍ତର୍ଗତ ପିଶୁପଦର ଗାଁର କଳ୍ପନା କହଁର (୬୨)। ପ୍ରକାଶ ଯେ,...
ଧୂପକାଠି ନିଆଁରୁ ଜଳିଗଲା ପିବିସି ପାଇପ
ବ୍ରହ୍ମପୁର ଅଫିସ,୨୦। ୭: ଗଞ୍ଜାମ ଜିଲା ବ୍ରହ୍ମପୁର ଟାଉନ ଥାନା ଅନ୍ତର୍ଗତ ଶଶିଭୂଷଣ ମହିଳା ମହାବିଦ୍ୟଳୟ ପାର୍ଶ୍ୱରେ ଥିବା ପୁରୁଣା ଖ୍ରୀଷ୍ଟିୟାନ ସାହିରେ ରଖାଯାଇଥିବା ପିବିସି ପାଇପ୍ରେ ଶୁକ୍ରବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଖବରପାଇ ଅଗ୍ନିଶମ ବିଭାଗ କର୍ମଚାରୀ...
Archives


