ଚିନିଶିଳ୍ପ ବଟ୍ଲିଂ ପ୍ଲାଣ୍ଟରେ ଶ୍ରମିକ ଅଶାନ୍ତି
ଆସିକା,୨୩ା୧୦ (ଡି.ଏନ୍.ଏ.)- ଆସିକା ସମବାୟ ଚିନିଶିଳ୍ପ ମଦ ପ୍ରସ୍ତୁତି ଲାଗି ରହିଥିବା ବଟ୍ଲିଂ ପ୍ଲାଣ୍ଟରେ ମଙ୍ଗଳବାର ଅପରାହ୍ନରୁ ଶ୍ରମିକ ଅଶାନ୍ତି ଦେଖାହୋଇଛି। ମଦ ପ୍ୟାକିଂ କାର୍ଯ୍ୟରେ ନିୟୋଜିତ ଶ୍ରମିକମାନେ ୩ଦଫା ଦାବିରେ ସନ୍ଧ୍ୟାରୁ ଚିନିଶିଳ୍ପ ପରିଚାଳନା ନିର୍ଦ୍ଦେଶକ ଲକ୍ଷ୍ମୀକାନ୍ତ ବେହେରା, ସମ୍ପାଦକ…
ଏସ୍ପି ଅଫିସ ପରିଦର୍ଶନ କଲେ ଡିଆଇଜି
ଛତ୍ରପୁର,୨୩ା୧୦(ଡି.ଏନ.ଏ.)- ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ ମଙ୍ଗଳବାର ଛତ୍ରପୁର ଆସି ଗଞ୍ଜାମ ଏସ୍ପିଙ୍କ କାର୍ଯ୍ୟାଳୟ ପରିଦର୍ଶନ କରିଛନ୍ତି। ପରିଦର୍ଶନ ବେଳେ ଏସ୍ପି ବ୍ରିଜେଶ କୁମାର ରଏଙ୍କ ସମେତ ଅନ୍ୟ ପୋଲିସ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ। ସମସ୍ତ କାଗଜପତ୍ର ଯାଞ୍ଚ…
ପେଟରେ କାଠଫାଳିଆ ପଶି ମହିଳା ମୃତ
ବ୍ରହ୍ମପୁର ଅଫିସ,୨୨ା୧୦- ପେଟରେ କାଠଫାଳିଆ ପଶି ଗୁରୁତର ହୋଇଥିବା ଜଣେ ମହିଳାଙ୍କର ଏମ୍କେସିଜି ମେଡିକାଲରେ ମଙ୍ଗଳବାର ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଣିବନ୍ଧ ଗ୍ରାମର ସୁରେନ୍ଦ୍ର ଗୌଡ଼ଙ୍କ ସ୍ତ୍ରୀ ସୁକାନ୍ତି (୪୦)। ମେଡିକାଲ ଫାଣ୍ଡି ପୋଲିସ…
ବ୍ରହ୍ମପୁରରେ ବନ୍ଦ ରହିଲା ବ୍ୟାଙ୍କ
ବ୍ରହ୍ମପୁର ଅଫିସ୍,୨୨ା୧୦- ରାଷ୍ଟ୍ରାୟାତ୍ତ ବ୍ୟାଙ୍କଗୁଡ଼ିକର ମିଶ୍ରଣ ପାଇଁ କେନ୍ଦ୍ର ସରକାର ଘୋଷଣା କରିବା ପରଠୁ ଏହାକୁ ନେଇ ବିବାଦ ସୃଷ୍ଟି ହୋଇଛି। ବ୍ୟାଙ୍କ କର୍ମଚାରୀଙ୍କର ବିଭିନ୍ନ ୟୁନିୟନ୍ ଏହି ନିଷ୍ପତ୍ତିକୁ ଦୃଢ଼ବିରୋଧ କରିବା ସହ ପ୍ରତ୍ୟାହାର ପାଇଁ ଦାବି କରୁଛନ୍ତି। ଏହି…
ପୁଣି ବିଦ୍ୟାଳୟରେ ଭୂତଭୟ
ବୁଗୁଡା,୨୨ା୧୦(ଡି.ଏନ୍.ଏ.)-ବୁଗୁଡା ବ୍ଲକ ବାଲିପଦର ଶ୍ରୀରଘୁନାଥ ସ୍ବାମୀ ବାଳିକା ବିଦ୍ୟାଳୟରେ ସୋମବାର ପୁଣି ଛାତ୍ରୀମାନଙ୍କ ଠାରେ ଅସ୍ବାଭାବିକ ଆଚରଣ ଦେଖା ଦେଇଛି। ସକାଳେ ପ୍ରାର୍ଥନା ସଭା ଚାଲିଥିବାବେଳେ ୧୦ମ ଶ୍ରେଣୀର ଛାତ୍ରୀ ଜଣକ ପରେ ଜଣେ ଅସ୍ବାଭାବିକ ଭାବେ ନାଚିବାକୁ ଲାଗିଥିଲେ। ପରିସ୍ଥିତି…
ତୋଟାବନ୍ଧ ସାହିର ୨୫ ପରିବାରଙ୍କୁ ଥଇଥାନ ଦାବି: ବିଏମ୍ସି ଦ୍ୱାରସ୍ଥ ହେଲେ ଉଚ୍ଛେଦ ପରିବାର
ବ୍ରହ୍ମପୁର ଅଫିସ,୨୨ା୧୦-ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ରାସ୍ତା ପ୍ରଶସ୍ତୀକରଣ ନେଇ ଶନିବାର ଓ ରବିବାର ହୋଇଥିବା ଉଚ୍ଛେଦରେ ଅନେକ ପରିବାର ବାସହରା ହୋଇଛନ୍ତି। ଉଚ୍ଛେଦରେ ବିଏମ୍ସିର ୧୦ ନଂ. ୱାର୍ଡ ଅନ୍ତର୍ଗତ ପୁରୁଣା ବ୍ରହ୍ମପୁର ହାଇସ୍କୁଲସାହି ନିକଟ ତୋଟାବନ୍ଧ ସାହିର ପ୍ରାୟ…
ନ୍ୟାୟ ନ ପାଇ ମହିଳା ନିରାଶ :ଜିଲାପାଳଙ୍କ ଗାଡ଼ି ଆଗରେ ଆତ୍ମହତ୍ୟା ଉଦ୍ୟମ
ଭଞ୍ଜନଗର,୨୨।୧୦(ଡି.ଏନ.ଏ)-ଭଞ୍ଜନଗର ଉପ ଜିଲାପାଳଙ୍କ କାର୍ଯ୍ୟାଳୟରେ ସୋମବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା। ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଯୋଗଦେଇ ଅଭିଯୋଗ ଶୁଣିଥିଲେ। ୩୫୪ଟି ଅଭିଯୋଗ ଆସିଥିଲା। ରେଡ଼କ୍ରସ ଫଣ୍ଡରୁ ୨ଜଣଙ୍କୁ ୧୦ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଥିଲା।…
ନାବାଳିକାଙ୍କୁ ବଳାତ୍କାର, ଜଣେ ଗିରଫ
ଆସିକା,୨୨ା୧୦(ଡି.ଏନ୍.ଏ.)- ଗାଙ୍ଗପୁର ଥାନା ଇଲାକାରେ ଜଣେ ୧୩ ବର୍ଷର ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୋଲିସ ସୋମବାର ଘଟଣାରେ ସମ୍ପୃକ୍ତ ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ମଙ୍ଗୁଳୁ ନାୟକ (୨୨)। ସୋମବାର ପୋଲିସ ଉଭୟ ପୀଡିତା ଓ…
ମୋବାଇଲ ଫୋନ ଜରିଆରେ ଲକ୍ଷାଧିକ ଟଙ୍କା ଠକେଇ
ଶେରଗଡ,୨୨ା୧୦(ଡି.ଏନ୍.ଏ.)- ଶେରଗଡ ବ୍ଲକ ଚିକିଲି ଗ୍ରାମର ସୁବାସ ଚନ୍ଦ୍ର ପାଢୀଙ୍କ ଆକାଉଣ୍ଟରୁ ଏକ ମୋବାଇଲ ଆପ୍ ଜରିଆରେ ୧ଲକ୍ଷ ୧୬ହଜାର ୬୩୦ ଟଙ୍କା ଠକେଇ ହୋଇଥିବା ସେ ଶେରଗଡ ଥାନାରେ ଅଭିଯୋଗ କରିଛନ୍ତି। ଥାନାଧିକାରୀ ରମେଶ ଚନ୍ଦ୍ର ଦାସ ନଂ.୧୦୦/୧୯ରେ ମାମଲା…
ଗଁ।କୁ ଫେରୁନି ଦାଦନ ଶ୍ରମିକଙ୍କ ମୃତଦେହ
ଖଲ୍ଲିକୋଟ,୨୨ା୧୦(ଡି.ଏନ.ଏ.)-ଖଲ୍ଲିକୋଟ ବ୍ଲକ ଖୋଜାପଲି ଗ୍ରାମର ହରସ ସାମଲ (୨୬)ଙ୍କ ଗତ ୧୧ ଅକ୍ଟୋବରରେ ମୃତ୍ୟୁ ହୋଇଥିବା ନେଇ କୁଏତରୁ ପରିବାରକୁ ଫୋନ ଆସିଥିଲା। ପରିବାର ଲୋକେ ପ୍ରଥମେ ଖଲ୍ଲିକୋଟ ତହସିଲଦାରଙ୍କୁ ଜଣାଇଥିଲେ। ତହସିଲଦାର ଚିତ୍ତରଞ୍ଜନ ମହାନ୍ତ ଜିଲା ପ୍ରଶାସନକୁ ଏହି ବିଷୟରେ…
ଅବସରପ୍ରାପ୍ତ ସୈନିକଙ୍କ ବାସଗୃହରୁ ଚୋରି: ସାଇଣ୍ଟିଫିକ୍ ଟିମ୍ର ତଦନ୍ତ ଆରମ୍ଭ
ଜଗନ୍ନାଥ ପ୍ରସାଦ,୨୧।୧୦ (ଡି.ଏନ୍. ଏ.) ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ଥାନା ପଞ୍ଚଭୂତି ଗ୍ରାମରେ ଶନିବାର ମଧ୍ୟରାତ୍ରିରେ ଅବସରପ୍ରାପ୍ତ ସୈନିକ ସୁଦର୍ଶନ ନାୟକଙ୍କ ଘରୁ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ଘରେ ସମସ୍ତେ ଶୋଇବା ପରେ ଦୁର୍ବୃତ୍ତ…
ବିଦାୟ ନେଲେ ମା’ ଗଜଲକ୍ଷ୍ମୀ
ଗଞ୍ଜାମ,୨୧।୧୦(ଡି.ଏନ୍.ଏ.): ଗଞ୍ଜାମ ବଡ଼ବଜାର ଅସ୍ଥାୟୀ ପୂଜା ମଣ୍ଡପରେ ୮ ଦିନ ଧରି ପୂଜା ପାଉଥିବା ଧନଦାତ୍ରୀ ମା’ ଗଜଲକ୍ଷ୍ମୀ ରବିବାର ସନ୍ଧ୍ୟାରେ ସହରବାସୀଙ୍କଠାରୁ ବିଦାୟ ନେଇଛନ୍ତି। ଏହି ଅବସରରେ ଭସାଣି ଉତ୍ସବ ଅନୁଷ୍ଠିତ ହୋଇଥିଲା। ଶେଷ ଦିନରେ ସନ୍ଧ୍ୟା ଆଳତି ଏବଂ…
Archives


