ଗଞ୍ଜାମ

ଯନ୍ତ୍ରୀଙ୍କ ବଦଳି ପରେ ୬ ପଞ୍ଚାୟତର ଉନ୍ନୟନ କାର୍ଯ୍ୟ ଠପ୍ : ବଢୁଛି ଜନଅସନ୍ତୋଷ 

ଦିଗପହଣ୍ଡି,୧୯|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରସହକାରୀ ଯନ୍ତ୍ରୀ ଇଂ. ସୁଶାନ୍ତ କୁମାର ଚୌଧୁରୀ ଙ୍କ ପ୍ରାୟ ୭ ମାସ ହେଲା ଜଗନ୍ନାଥ ପ୍ରସାଦ ବ୍ଲକ କାର୍ଯ୍ୟାଳୟ କୁ ବଦଳି ହେଲା ପରେ ମଧ୍ୟ ଅଦ୍ୟାବଧି ୬ ପଞ୍ଚାୟତ…

ଫେରିପାରିଲେନି ଗାଁକୁ ରାସ୍ତାରେ ଚାଲିଗଲା….

ଦିଗପହଣ୍ଡି,୧୯|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକ ଟି. ଗୋବିନ୍ଦପୁର ପଞ୍ଚାୟତ ଛେଦନଇ ଗ୍ରାମ ନିକଟ ୩୨୬ ନଂ. ଜାତୀୟ ରାଜପଥ ରେ ଶୁକ୍ରବାର ସନ୍ଧ୍ୟାରେ ସଡ଼କ ଦୁର୍ଘଟଣାରେ ଜଣେ ଯୁବକ ମୃତ୍ୟୁବରଣ କରିଛନ୍ତି। ମୃତକ ଜଣକ…

ଛିଡ଼ିଲା ମୁଖ୍ୟମନ୍ତ୍ରୀ ବସର ଆଗ ଚକା

ଦିଗପହଣ୍ଡି,୧୯|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଛଣମେରି ପଞ୍ଚାୟତ ବାହାଡା ଗୁଡ଼ା ଗ୍ରାମ ନିକଟରେ ଶୁକ୍ରବାର ସନ୍ଧ୍ୟା ପ୍ରାୟ ୫ ଟାରେ ମୁଖ୍ୟମନ୍ତ୍ରୀ ବସ ସେବା(ଏମବିଏସ) ଯୋଜନାରେ ଚାଲୁଥିବା ଏକ ସରକାରୀ ଯାତ୍ରୀବାହୀ ବସ (ନଂ. ଓଡ଼ି୦୭ୟୁ –…

ପିସିସି ସଭାପତି, ସୁର ରାଉତରାୟଙ୍କୁ ଛତ୍ରପୁର କଂଗ୍ରେସ କମିଟି ପକ୍ଷରୁ ସ୍ୱାଗତ…

ଛତ୍ରପୁର, ୧୯।୬ (ଦିଲ୍ଲୀପ ସାମଲ): ରାହୁଲ ଗାନ୍ଧୀଙ୍କ ଜନ୍ମଦିନ ଅବସରରେ ଗଞ୍ଜାମ ଜିଲ୍ଲାର ଆସିକା ନିକଟସ୍ଥ ବାଲିସିରାଠାରେ ଆୟୋଜିତ ରକ୍ତଦାନ ଶିବିରରେ ଯୋଗଦେବା ପାଇଁ ଯାଉଥିବା ବେଳେ ଖଲ୍ଲିକୋଟଠାରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସ…

ସମାଜସେବୀ ତଥା ପୂର୍ବତନ ୱାର୍ଡ ସଭ୍ୟାଙ୍କ ପରଲୋକ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୯।୬ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତର ଝାଟିପଦର ଗ୍ରାମର ସମାଜସେବୀ ତଥା ପୂର୍ବତନ ୱାର୍ଡ ସଭ୍ୟା ତୁଳସୀ ପ୍ରଧାନଙ୍କ ପରଲୋକ ଘଟିଛି। ସେ ଜଣେ ପରୋପକାରୀ ଓ ଧର୍ମପରାୟଣ ମହିଳା ଭାବେ ସ୍ଥାାନୀୟ ଅଞ୍ଚଳରେ ବେଶ ଜଣାଶୁଣା…

ପୁରୁଷୋତ୍ତମପୁର ଏନଏସି ବନ୍ଧା ପଡ଼ିଛି ଷ୍ଟ୍ରିଟ୍ ଲାଇଟ୍ ପୋଲ୍‌: ଲୋକଙ୍କୁ ମିଳୁନି ଆଲୋକ ସୁବିଧା ସରକାରଙ୍କୁ ସହରବାସୀଙ୍କ ସମାଲୋଚନା….

ପୁରୁଷୋତ୍ତମପୁର, ୧୯।୬ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଏନଏସିରୁ ଏକ ସଙ୍ଗୀନ ଘଟଣାକୁ ନେଇ ଅଭିଯୋଗ ଆସିଛି। ସହରକୁ ଆଲୋକିତ କରି ଜନସାଧାରଣଙ୍କୁ ଆଲୋକ ସୁବିଧା ଯୋଗାଇବା ପାଇଁ ସରକାର ଯୋଗାଇ ଦେଇଥିବା ଷ୍ଟ୍ରିଟ୍ ଲାଇଟ୍ ପୋଲଗୁଡ଼ିକ ଶେଷରେ ବନ୍ଧା…

କଳସ ଯାତ୍ରାରେ ସାମିଲ ହେଲେ ହଜାର ହଜାର ମହିଳା ପୁରୁଷ: ହରିବୋଲ, ହୁଳହୁଳିରେ କମ୍ପିଲା ନଦୀ ଘାଟ

ଗଞ୍ଜାମ ,୧୯।୬ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଅବସ୍ଥିତ ଲକ୍ଷ୍ମୀପୁର ଗ୍ରାମଠାରେ ଶୁକ୍ରବାରଠୁ ଆରମ୍ଭ ହୋଇଛି ଚବିଶି ପ୍ରହର ମହା ଯଂଜ୍ଞ । ଏହି ଉପଲକ୍ଷେ ଶୁକ୍ରବାର କଳସ…

ଏମ୍‌ପି ପ୍ରଦୀପ ପାଣିଗ୍ରାହୀଙ୍କୁ ଭେଟି ନିମନ୍ତ୍ରଣପତ୍ର ଦେଲେ ଯଜ୍ଞ ପରିଚାଳନା କମିଟି

ଗଞ୍ଜାମ,୧୯।୬(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଅବସ୍ଥିତ ଲକ୍ଷ୍ମୀପୁର ଗ୍ରାମଠାରେ ଶୁକ୍ରବାରଠୁ ଚବିଶି ପ୍ରହର ମହାଯଜ୍ଞ ଅନୁଷ୍ଠିତ ହେବ । ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଥିବା ଜଣାପଡିଛି । ହନୁମାନଙ୍କ…

ଶୌଚ ପାଇଁ ପୋଖରୀକୁ ଯାଇ ବୁଡ଼ି ଯାଇଥିଲେ, ପାଣିରେ ଭାସିବା ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଗ୍ରାମର ବଡ଼ବନ୍ଧ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ଭୀଷ୍ମଗିରି ଗ୍ରାମ ଉଷାକୋଠୀ ଗୋଲା…

‘ମୁଖ୍ୟମନ୍ତ୍ରୀ ବସ୍‌’ ଅଟକାଇ ଚାଳକଙ୍କୁ ଠେଙ୍ଗା ଦେଖାଇ ଧମକ: ଭିଡିଓ ଭାଇରାଲ୍‌ ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପ୍ରତାପଗିରି ଗ୍ରାମରେ ‘ମୁଖ୍ୟମନ୍ତ୍ରୀ ବସ୍ ସେବା’ (MBS) ଯୋଜନାରେ ଚାଲୁଥିବା ଏକ ସରକାରୀ ଯାତ୍ରୀବାହୀ ବସ୍‌କୁ ବେଆଇନ ଭାବେ ଅଟକାଇ ଚାଳକଙ୍କୁ ଧମକ ଚମକ ଦେବା ଘଟଣା…

୯ମ ଶ୍ରେଣୀ ଛାତ୍ରୀଙ୍କୁ ବେଙ୍ଗାଲୁରୁ ନେଇ ଅପହରଣ ପରେ ବଳାତ୍କାର: ୨ ବର୍ଷ ପରେ ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି, ୧୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳରେ ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର କରିବା ଘଟଣାରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଘଟଣାର ଦୀର୍ଘ ୨ ବର୍ଷ ପରେ ଅଭିଯୁକ୍ତ ଯୁବକଙ୍କୁ ଗିରଫ…

ଭାଜପା ସରକାରର ଦୁଇବର୍ଷ ପୂର୍ତ୍ତି ଉତ୍ସବ: ୭ ଦିନ ବ୍ୟାପୀ ବ୍ଲକ, ପଞ୍ଚାୟତରେ ଚାଲିବ…

ଭଞ୍ଜନଗର,୧୮।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ପ୍ରଶାସନ ପକ୍ଷରୁ ଭାଜପା ସରକାରର ଦୁଇବର୍ଷ ପୂର୍ତ୍ତି ଅବସରରେ ସପ୍ତାହ ବ୍ୟାପୀ ବ୍ଲକ ଓ ପଞ୍ଚାୟତରେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଆୟୋଜନ ହୋଇଛି। ୧୭ ତାରିଖରୁ ୨୪ ତାରିଖ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?