୧୫ ବର୍ଷ ଚାକିରି ପରେ ଛଟେଇ: ୩ ହଜାର ମିଟର୍ ରିଡରଙ୍କ ଭବିଷ୍ୟତ ଅନିଶ୍ଚିତ
ବ୍ରହ୍ମପୁର ଅଫିସ୍,୨୦ା୧୦-ସାଉଥ୍କୋ ଅଧୀନରେ ପ୍ରାୟ ୧୫ବର୍ଷ କାର୍ଯ୍ୟ କରିବା ପରେ ୩ହଜାର ମିଟର୍ ରିଡର ଛଟେଇ ହୋଇଛନ୍ତି। ଏମାନେ ବିଭିନ୍ନ ଠିକା ସଂସ୍ଥା ଅଧୀନରେ କାମ କରୁଥିଲେ। ହେଲେ ବର୍ତ୍ତମାନ ମିଟର୍ ରିଡିଂ ଏବଂ ବିଲ୍ ଆଦାୟ ଦାୟିତ୍ୱ ସ୍ବୟଂ ସହାୟକ…
ମହୁମାଛି ଦଂଶନରେ ନାବାଳକଙ୍କ ମୃତ୍ୟୁ
ବ୍ରହ୍ମପୁର ଅଫିସ,୨୦ା୧୦-ମହୁମାଛି ଦଂଶନରେ ଗୁରୁତର ଥିବା ଜଣେ ନାବାଳକଙ୍କର ଏମ୍କେସିଜି ମେଡିକାଲରେ ଶନିବାର ସକାଳେ ମୃତ୍ୟୁ ଘଟିଛି। ମୃତକ କୋରାପୁଟ ଜିଲା ଦାମନଯୋଡି ଥାନା ହାତୀମୁଣ୍ଡାର କେଶରୀ ସାଉଁତାଙ୍କ ପୁଅ ସୁନୀଲ (୧୨)। ମେଡିକାଲ ଫାଣ୍ଡି ପୋଲିସ ମୃତଦେହ ଜବତ କରି…
ସରକାରୀ ସହାୟତା ନାଁରେ ଠକେଇ ଅଭିଯୋଗ: ୪ ଯୁବତୀ, ଜଣେ ଯୁବକ ଅଟକ
ଦିଗପହଣ୍ଡି,୨୦ା୧୦(ଡି.ଏନ.ଏ.)-ସରକାରୀ ସହାୟତା ପ୍ରଦାନ ନାଁରେ ଦୀର୍ଘଦିନ ଧରି ଦିଗପହଣ୍ଡି ଗ୍ରାମାଞ୍ଚଳରେ ଲୋକଙ୍କୁ ଠକୁଥିବା ଏକ ସଂସ୍ଥାର ୪ ଜଣ ଯୁବତୀ ଓ ଜଣେ ଯୁବକଙ୍କୁ ପୋଲିସ ଥାନାରେ ଅଟକ ରଖିଛି। ସେମାନଙ୍କ ଠାରୁ ରସିଦ ବହି, ସଂସ୍ଥାର ନିଯୁକ୍ତି ପତ୍ର, ବହୁ…
ବ୍ରହ୍ମପୁରରେ ସୁଧୁରିନି ପାଣି ସମସ୍ୟା : ଜାନୁୟାରୀ ସୁଦ୍ଧା କାର୍ଯ୍ୟକ୍ଷମ ନିର୍ଦ୍ଦେଶ
ଛତ୍ରପୁର,୨୦ା୧୦(ଡି.ଏନ.ଏ)-ବ୍ରହ୍ମପୁର ମହାନଗର ନିଗମରେ ପାଣି ସମସ୍ୟା ଦୂର କରିବା ପାଇଁ ବ୍ୟୟ ବହୁଳ ଜାନିବିଲି ପ୍ରକଳ୍ପ ପ୍ରତିଷ୍ଠା ହୋଇଛି। ଏହି ପ୍ରକଳ୍ପ ଉଦ୍ଘାଟନ ହୋଇଥିଲେ ହେଁ ଏହା ସମ୍ପୂର୍ଣ୍ଣ ଭାବେ କାର୍ଯ୍ୟକ୍ଷମ ହୋଇନି। ଏପରିକି ପାଇପ୍ ବିଛା କାମଠାରୁ ଆରମ୍ଭ କରି…
ଜଙ୍ଗଲ ଜମି ଅଧିକାର କର୍ମଶାଳା
ଆସିକା,୨୦ା୧୦(ଡି.ଏନ୍.ଏ.) -ରାଜ୍ୟର ବିଭିନ୍ନ ଜଙ୍ଗଲରେ ବସବାସ କରୁଥିବା ବନବାସୀ ପରିବାରର ସାମଗ୍ରୀକ ସୁରକ୍ଷା ନିମନ୍ତେ ସରକାରଙ୍କ ପକ୍ଷରୁ ବହୁବିଧ ପଦକ୍ଷେପ ନିଆଯାଇଛି। ବିଭିନ୍ନ ପ୍ରକଳ୍ପ ମାଧ୍ୟମରେ ଏହି ପରିବାର ମାନଙ୍କର ସାମଗ୍ରୀକ ସ୍ବାର୍ଥ ରକ୍ଷା ହାସଲ କରିବା ଦିଗରେ ଦାୟିତ୍ୱରେ ଥିବା…
ଗଁ।ରେ ରଖିବାକୁ ବାସନ୍ଦ ପରିବାରଙ୍କ ନିବେଦନ
ହିଞ୍ଜିଳିକାଟୁ,୨୦ା୧୦(ଡି.ଏନ୍.ଏ.)-ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ବଡ଼ଖଣ୍ଡି ଗ୍ରାମରେ ଜଣେ ବିବାହିତା ମହିଳା ଚାକିରୀ ନ ଛାଡ଼ିବାରୁ ଗ୍ରାମ୍ୟ କମିଟି କଙ୍ଗାରୁ କୋର୍ଟ କରି ମହିଳାଙ୍କ ମା’ ବାପାଙ୍କୁ ଗ୍ରାମରୁ ସାମାଜିକ ବାସନ୍ଦ କରିଛନ୍ତି। ଗତ ଜୁଲାଇ ୪ରେ ଗ୍ରାମର ନାଡ଼ି ରାଜେଶ୍ୱରୀ…
ସୁନାମାଳି ଗୁନ୍ଥିବା ଆଳରେ ଠକେଇ : ୪ ମହିଳା ଗିରଫ
ହିଞ୍ଜିଳିକାଟୁ,୧୯।୧୦(ଡି.ଏନ୍.ଏ.) : ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅଞ୍ଚଳରେ ମାଳି ଗୁନ୍ଥିବା ଆଳରେ ଠକେଇ ହୋଇଛି। ସୁନାମାଳି ବଦଳରେ ନକଲି ମାଳି ଦେଇଥିବା ଅଭିଯୋଗରେ ଶୁକ୍ରବାର ସ୍ଥାନୀୟ ପୋଲିସ ୪ ଜଣ ଅଣଓଡ଼ିଆ ମହିଳାଙ୍କୁ ଗିରଫ କରିଛି। ଗିରଫମାନେ ହେଲେ ଶିବ…
ଜଳାଶୟରେ ବୁଡ଼ି ନାବାଳକ ମୃତ
ଛତ୍ରପୁର, ୧୯।୧୦: ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଡୁଗୁଲ ଛକ ନିକଟ ଏକ ଅସ୍ଥାୟୀ ଜଳାଶୟରେ ବୁଡି ଶନିବାର ଜଣେ ନାବାଳକର ମୃତ୍ୟୁ ଘଟିଛି। ସେ ହେଲେ କଣମଣା ଓଡିଆର୍ପି କଲୋନୀର ସଞ୍ଜୟ ସେଠୀଙ୍କ ପୁଅ ଦିଗାମ୍ବର(୧୧)। ସୂଚନା ଅନୁଯାୟୀ, ଆଇଆର୍ଇ…
ନବବଧୂଙ୍କୁ ହତ୍ୟାକରି ପୋଡ଼ିଦେଲେ
ଭଞ୍ଜନଗର,୧୯।୧୦(ଡି.ଏନ.ଏ) -ଭଞ୍ଜନଗର ସହର ବଡ଼ତୋଟାସାହିର ନବବଧୂ ଆରତୀ ନାହାକ (୩୦)ଙ୍କୁ ହତ୍ୟାକରି ଶ୍ୱଶୁରଘର ଲୋକେ ବୁଧବାର ପୋଡ଼ି ଦେଇଥିବା ନେଇ ଶୁକ୍ରବାର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ କରିଛନ୍ତି ଆରତୀଙ୍କ ଭାଇ। ନଂ.୩୫୧।୧୯ରେ ଏକ ଯୌତୁକ ଜନିତ ହତ୍ୟା ମାମଲା ରୁଜୁକରି…
ମୌଳିକ ସୁବିଧାରୁ ବଞ୍ଚିତ ଆମ୍ବଖାଲବାସୀ
ହାତୀଓଟ,୧୯ା୧୦-ସରକାର ଗ୍ରାମାଞ୍ଚଳର ବିକାଶ ପାଇଁ ଅନେକ ଯୋଜନା ପ୍ରଣୟନ କରିଛନ୍ତି। ଏଥିପାଇଁ ବହୁ ଟଙ୍କା ମଧ୍ୟ ଖର୍ଚ୍ଚ ହେଉଛି। କିନ୍ତୁ ଏବେ ମଧ୍ୟ କିଛି ଆଦିବାସୀ ଅଞ୍ଚଳରେ ସରକାରଙ୍କ ଦୃଷ୍ଟି ପଡୁନାହିଁ। ଏହା ଦେଖିବାକୁ ମିଳିଛି ପୋଲସରା ବ୍ଲକ ମାଳତେନ୍ତୁଳିଆ ଗ୍ରାମ…
ଆର୍ଥିକ ମାନ୍ଦାବସ୍ଥା ପ୍ରତିବାଦରେ ସିପିଏମର ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ
ବ୍ରହ୍ମପୁର ଅଫିସ,୧୯ା୧୦-ସିପିଏମ ପକ୍ଷରୁ ଶୁକ୍ରବାର ବ୍ରହ୍ମପୁର ଉପଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ସମାବେଶ କରାଯାଇଥିଲା। ଭାଜପା ନେତୃତ୍ୱାଧୀନ ଏନଡିଏ ସରକାର ଶାସନରେ ଦେଶର ଆର୍ଥିକ ସ୍ଥିତି ବିପର୍ଯ୍ୟସ୍ତ ହୋଇପଡଥିବାରୁ ସାଧାରଣ ଲୋକଙ୍କ ଦୁର୍ଦ୍ଦଶା ବଢ଼ି ଚାଲିଛି। ଏହା ପ୍ରତିବାଦରେ ମିଳିତ ବାମପନ୍ଥୀ…
ଗଞ୍ଜାମରେ ନୂଆ ୧୨ ସ୍ପେସାଲିଷ୍ଟ ଡାକ୍ତର ନିଯୁକ୍ତି
ଛତ୍ରପୁର,୧୯ା୧୦(ଡି.ଏନ.ଏ)-ଗଞ୍ଜାମ ଜିଲାର ବିଭିନ୍ନ ହସ୍ପିଟାଲରେ ୧୨ ନୂଆ ସ୍ପେସାଲିଷ୍ଟ ଡାକ୍ତର ନିଯୁକ୍ତି ମିଳିଛି। ଏହି ଡାକ୍ତରମାନେ ବିଭିନ୍ନ ମେଡିକାଲ କଲେଜରୁ ନିକଟରେ ପିଜି ପାଶ୍ କରିବା ପରେ ନିଯୁକ୍ତି ପାଇଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ୧୭ତାରିଖରେ…
Archives


