ଗଞ୍ଜାମ

ଦୁର୍ବ୍ୟବହାର ଅଭିଯୋଗ; ଏସ୍‌ପିଙ୍କ ଅଫିସ ଆଗରେ ପୋଲିସ ସଂଘର ଧାରଣା

ଛତ୍ରପୁର,୧୭ା୧୦(ଡି.ଏନ.ଏ.)- ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ବୁଧବାର ଶପଥପାଠ କରିଛନ୍ତିି। ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ଅତିରିକ୍ତ ଏସ୍‌ପି ପତିତପାବନ ଚୌଧୁରୀ ଯୋଗଦେଇ ସଂଘ ଏକ ହୋଇ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ। ପୋଲିସ ମହାସଂଘ…

ସିପିଆଇ, ସିପିଏମ୍‌ର ଗଣବିକ୍ଷୋଭ

ଛତ୍ରପୁର,୧୭ା୧୦(ଡି.ଏନ.ଏ.)-ଦେଶରେ ଗଭୀର ଆର୍ଥିକ ସଙ୍କଟ ଓ ଏନେଇ ଜନସାଧାରଣ ସମ୍ମୁଖୀନ ହେଉଥିବା ସମସ୍ୟା ପ୍ରତିବାଦରେ ବୁଧବାର ସିପିଆଇ ଓ ସିପିଏମ୍‌ ପକ୍ଷରୁ ମିଳିତ ଭାବେ ବୁଧବାର ଛତ୍ରପୁରସ୍ଥିତ ଲୋଏର ବସ୍‌ଷ୍ଟାଣ୍ଡରେ ଗଣ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା ା ଏଥିସହ ଏକ ପ୍ରତିବାଦ…

ଗଞ୍ଜେଇ ବୋଝେଇ ଅଟୋ ଜବତ; ଅଣ ଓଡ଼ିଆ ଯୁବକ, ଯୁବତୀଙ୍କ ସହ ଚାଳକ ଗିରଫ

ଦିଗପହଣ୍ଡି,୧୭ା୧୦(ଡି.ଏନ.ଏ.) -ଦିଗପହଣ୍ଡି ଅବକାରୀ ବିଭାଗ ଏକ ଗଞ୍ଜେଇ ବୋଝେଇ ଅଟୋ (ନଂ.ଓଡି୦୭ଏକ୍ସ-୧୯୮୨)କୁ ଜବତ କରିଛି। ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳର ଯୁବକ ମଣ୍ଟୁ ବିଶ୍ୱାସ ଓ ଯୁବତୀ ମରୁଫା ବଓ୍ବୋଙ୍କ ସମେତ ପାଟପୁର ଥାନା କନ୍ଧନୂଆଗଡ ଗ୍ରାମର…

ବଜ୍ରପାତରେ ମହିଳା ମୃତ

ବେଗୁନିଆପଡ଼ା,୧୭ା୧୦(ଡି.ଏନ.ଏ.)-ବେଗୁନିଆପଡ଼ା ବ୍ଲକ ଏସ୍‌.ଛଚିନା ପଞ୍ଚାୟତର ତୁମ୍ବୁଡ଼ା ଗ୍ରାମରେ ବୁଧବାର ଅପରାହ୍ନରେ ବଜ୍ରପାତରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପି. ଡମା ପାତ୍ରଙ୍କ ସ୍ତ୍ରୀ ପି.ତାରମା। ପି.ତାରମା ନିଜ ବିଲକୁ ଘାସ ବାଛିବା ପାଇଁ ଯାଇଥିଲେ। ହଠାତ ବର୍ଷା ହେବା…

ବନ୍ଦ ହୃତ୍‌ପିଣ୍ଡ ପୁନଃ ଚାଲୁ ହୋଇପାରିବ

ବ୍ରହ୍ମପୁର ଅଫିସ୍‌,୧୭ା୧୦-ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟର ନିଶ୍ଚେତନ, ଯନ୍ତ୍ରଣା ଉପଶମ ଏବଂ ଗୁରୁତର ଚିକିତ୍ସା ବିଭାଗ ତରଫରୁ ବୁଧବାର ସକାଳେ ବିଶ୍ୱ ନିଶ୍ଚେତନ ଦିବସ ଆୟୋଜିତ ହୋଇଯାଇଛି। ବର୍ହିଃ ବିଭାଗ ସମ୍ମୁଖରେ ଆୟୋଜିତ କାର୍ଯ୍ୟକ୍ରମରେ ହୃଦୟ ପୁନାରମ୍ଭ…

ପଶ୍ଚିମବଙ୍ଗରେ ହିନ୍ଦୁ ଅସୁରକ୍ଷିତ ଅଭିଯୋଗ; ରାଷ୍ଟ୍ରପତି ଶାସନ ଦାବି କଲା ବଜରଙ୍ଗ ଦଳ

ବ୍ରହ୍ମପୁର ଅଫିସ,୧୭ା୧୦-ପଶ୍ଚିମବଙ୍ଗରେ ଜଣକ ପରେ ଜଣେ ହିନ୍ଦୁଙ୍କୁ ହତ୍ୟା କରାଯାଉଛି। ଗତ କିଛିବର୍ଷ ହେଲା ଏହି ଧାରା ଜାରି ରହିଛି । ସେଠାରେ ହିନ୍ଦୁମାନେ ନିଜକୁ ଅସୁରକ୍ଷିତ ମଣିଲେନି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ହିଂସା ରୋକିବା ଦିଗରେ କୌଣସି ପଦକ୍ଷେପ ନେଉନାହାନ୍ତି।…

ଟ୍ରକ ଧକ୍କାରେ ମହିଳା ମୃତ, ରାସ୍ତାରୋକୋ

ଗୋପାଳପୁର/କନିଷି,୧୬ା୧୦(ଡି.ଏନ.ଏ.):୧୬ନଂ ଜାତୀୟ ରାଜପଥ ରଣ୍ଢାଛକ ନିକଟରେ ରାସ୍ତା ପାର ହେଉଥିବାବେଳେ ଟ୍ରକ ଧକ୍କାରେ ବୁଧବାର ଭୋର ପ୍ରାୟ ୫ଟାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଚିକରଡ଼ା ଗ୍ରାମର କନକ ବେହେରା (୫୫)। ଦୁର୍ଘଟଣା ପରେ ଚାଳକ ଟ୍ରକ୍‌ ଛାଡି…

ଘରେ ପଶି ଟଙ୍କା,ସୁନା ଲୁଟିଲେ ଦୁର୍ବୃତ୍ତ

ଖଲ୍ଲିକୋଟ,୧୬ା୧୦(ଡି.ଏନ.ଏ.): ଖଲ୍ଲିକୋଟ ବ୍ଲକ କନ୍ଦିଗାଁ ଗ୍ରାମରେ ଟୁକୁନା ସ୍ବାଇଁଙ୍କ କବାଟ ଭାଙ୍ଗି ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତ ଟଙ୍କା ଓ ସୁନା ଲୁଟି ନେଇଛନ୍ତି। ସୂଚନା ଅନୁଯାୟୀ, ସ୍ବାସ୍ଥ୍ୟ ଖରାପ ଥିବାରୁ ଚିକିତ୍ସା ପାଇଁ ଟୁକୁନା ଏବଂ ତାଙ୍କ ସ୍ତ୍ରୀ ଭୁବନେଶ୍ୱର…

ମା’ ଝିଅଙ୍କୁ ମାଡ ମାରି, ଯୁବକ ଗିରଫ

ବୁଗୁଡ଼ା,୧୬ା୧୦(ଡି.ଏନ.ଏ.): ବୁଗୁଡ଼ା ଥାନା ବକ୍ସିପଲ୍ଲୀ ଗ୍ରାମରେ ଗୋଟିଏ ପରିବାରର ମା’ ଓ ୨ ଝିଅଙ୍କୁ ମାରପିଟ ଏବଂ ଟଣାଓଟରା କରିବା ଅଭିଯୋଗରେ ବୁଧବାର ବୁଗୁଡ଼ା ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଯୁବକ ଜଣକ ବକ୍ସିପଲ୍ଲୀ ଗ୍ରାମର…

ରାଜସ୍ବ ନିରୀକ୍ଷକଙ୍କ ବେଆଇନ ଗିରଫ ପ୍ରତିବାଦ : କାର୍ଯ୍ୟାଳୟରେ ତାଲା ପକାଇ ଧାରଣାରେ ବସିଲେ କର୍ମଚାରୀ

ରଣପୁର,୧୬।୧୦(ଡି.ଏନ୍‌.ଏ.) : ନୟାଗଡ଼ ଜିଲା ରଣପୁର ତହସିଲର ସମସ୍ତ କର୍ମଚାରୀ ବୁଧବାର ସକାଳୁ କାର୍ଯ୍ୟାଳୟ ଫାଟକରେ ତାଲା ପକାଇ ଧାରଣାରେ ବସି ରହିଛନ୍ତି। ବେଆଇନ ଭାବେ ଲୋଧାଚୁଆ ରାଜସ୍ବ ନିରୀକ୍ଷକ ବିରୁପାକ୍ଷ ବିଶ୍ୱାଳଙ୍କୁ ଗିରଫ କରାଯାଇଛି। ତାଙ୍କୁ ତୁରନ୍ତ ଖଲାସ ଦାବିରେ…

ନାବାଳିକାଙ୍କୁ ଅପହରଣ ପରେ ନିର୍ଯାତନା : ଅଭିଯୁକ୍ତ କୋର୍ଟ ଚାଲାଣ

ବ୍ରହ୍ମପୁର,୧୬।୧୦: ଗଞ୍ଜାମ ଜିଲା ଗୋଷାଣିନୂଆଗାଁର ଜନୈକା ନାବାଳିକାଙ୍କୁ ଅପହରଣ ପରେ ନିର୍ଯାତନା ଦେବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ମଙ୍ଗଳବାର ଗିରଫ କରିବା ସହ ଅପହୃତା ନାବାଳିକାଙ୍କୁ ଉଦ୍ଧାର କରିଥିଲା। ଅଭିଯୁକ୍ତ ଜଣଙ୍କ ଗୋଷାଣିନୂଆଗାଁ ଡିପ ସାହିର ସନ୍ତୋଷ ପାଳ (୨୪)।…

ପାଲ୍‌ ପରିବାର ହତ୍ୟାକାରୀଙ୍କୁ ଦଣ୍ଡ ଦାବି

ବ୍ରହ୍ମପୁର ଅଫିସ,୧୬।୧୦: ପଶ୍ଚିମବଙ୍ଗ ମୁର୍ଶିଦାବାଦର ବନ୍ଧୁ ପ୍ରକାଶ ପାଲ୍‌, ତାଙ୍କ ଗର୍ଭବତୀ ସ୍ତ୍ରୀ ଏବଂ ୮ବର୍ଷର ଶିଶୁ ହତ୍ୟା ଘଟଣାକୁ ନେଇ ସାରା ଦେଶରେ ଚର୍ଚ୍ଚା ଜୋର ଧରିଛି। ପାଲ୍‌ ପରିବାରର ହତ୍ୟାକାରୀଙ୍କୁ ଦଣ୍ଡଦେବାକୁ ବୁଧବାର ଗଞ୍ଜାମ ଜିଲା ବଜରଙ୍ଗ ଦଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri