ଝିଅପୁଅଙ୍କୁ ସମାନ ଅଧିକାର ଦେଲେ ସମାଜର ଉନ୍ନତି ଘଟିବ : ଜିଲାପାଳ
ଗଞ୍ଜାମ,୧୬।୧୦(ଡି.ଏନ୍.ଏ.): ଗଞ୍ଜାମ ବ୍ଲକ ରାମଗଡ଼ ପଞ୍ଚାୟତ ପ୍ରୋୟାଗୀ ଗ୍ରାମରେ ବୁଧବାର ମୋ’ ଗେହ୍ଲାଝିଅ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ଯୋଗଦେଇ କନ୍ୟା ହେଉଛି ଅମୂଲ୍ୟରତ୍ନ। ଝିଅପୁଅଙ୍କୁ ସମାନ ଅଧିକାର ଦେଲେ ସମାଜର ଉନ୍ନତି ଘଟିବ ବୋଲି…
ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ: ବ୍ରହ୍ମପୁରରେ ରକ୍ତଦାନ ଶିବିର, ପୂଜାର୍ଚ୍ଚନା
ବ୍ରହ୍ମପୁର ଅଫିସ୍,୧୬।୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୪ ତମ ଜନ୍ମଦିନ ଅବସରରେ ବୁଧବାର ବ୍ରହ୍ମପୁର ବିଜେଡି ପକ୍ଷରୁ ରକ୍ତଦାନ ଶିବିର ଆୟୋଜିତ ହୋଇଛି। ଟାଉନ୍ହଲ୍ଠାରେ ଅନୁଷ୍ଠିତ ଏହି ଶିବିରରେ ବ୍ରହ୍ମପୁର ଏମ୍ପି ଚନ୍ଦ୍ରଶେଖର ସାହୁ, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ଗୋପାଳପୁର…
ବନ୍ଦ ହୃତ୍ପିଣ୍ଡ ପୁଣି ଚାଲି ପାରିବ
ବ୍ରହ୍ମପୁର ଅଫିସ୍,୧୬।୧୦: ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟର ନିଶ୍ଚେତକ, ଯନ୍ତ୍ରଣା ଉପଶମ ଏବଂ ଗୁରୁତର ଚିକିତ୍ସା ବିଭାଗ ତରଫରୁ ବୁଧବାର ସକାଳେ ବିଶ୍ୱ ନିଶ୍ଚେତନ ଦିବସ ଆୟୋଜିତ ହୋଇଯାଇଛି । ବହିର୍ବିଭାଗ ସମ୍ମୁଖରେ ଆୟୋଜିତ ଏହି…
ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ଭଞ୍ଜନଗରରେ ରକ୍ତଦାନ ଶିବିର
ଭଞ୍ଜନଗର, ୧୬।୧୦(ଡି.ଏନ୍.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଜଳସମ୍ପଦ ବିଭାଗ ଡାକବଙ୍ଗଳା ପରିସରରେ ବୁଧବାର ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିବସ ଅବସରରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।
ଜମା ଅର୍ଥ ଦେଉନି ସାହାରା ଇଣ୍ଡିଆ
ଛତ୍ରପୁର, ୧୬।୧୦(ଡି.ଏନ.ଏ.)-ଛତ୍ରପୁର ସାହାରା ଇଣ୍ଡିଆ କାର୍ଯ୍ୟାଳୟ ଜମାଅର୍ଥ ଫେରାଉ ନ ଥିବା ନେଇ ଜଣେ ଜମାକାରୀ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ସୂଚନା ଥାଉକି, ଗଞ୍ଜାମ ବ୍ଲକ ବଡକାଇଁଚପୁର ଗ୍ରାମର ବିଦେଶୀ ବେହେରା ଜଣେ ଏଜେଣ୍ଟଙ୍କ ଜରିଆରେ ୨୦ ହଜାର ଟଙ୍କା…
ସପ୍ତାହକ ମଧ୍ୟରେ ଓଭରବ୍ରିଜ ନିର୍ମାଣ ସମ୍ପୂର୍ଣ୍ଣ କର
ବ୍ରହ୍ମପୁର ଅଫିସ,୧୬ା୧୦-ବ୍ରହ୍ମପୁର ଇଞ୍ଜିନିୟରିଂ ସ୍କୁଲ ଛକରୁ ଆଙ୍କୁଲି ଶିଳ୍ପାଞ୍ଚଳ ପର୍ଯ୍ୟନ୍ତ ନିର୍ମାଣ କରାଯାଉଥିବା ରେଲୱେ ଓଭରବ୍ରିଜ ଅସମ୍ପୂର୍ଣ୍ଣ ରହିଛି। ଫଳରେ ପ୍ରତିଦିନ ହଜାର ହଜାର ଲୋକଙ୍କୁ ନାହିଁ ନ ଥିବା ଅସୁବିଧା ଭୋଗିବାକୁ ପଡ଼ୁଛି। ସପ୍ତାହକ ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ଗଞ୍ଜାମ…
କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ: କଟକରୁ ଯୁବତୀ ଗିରଫ
ବ୍ରହ୍ମପୁର ଅଫିସ,୧୬ା୧୦-କୋଟିଏରୁ ଊର୍ଦ୍ଧ ଟଙ୍କା ଠକେଇ ମାମଲାରେ ବ୍ରହ୍ମପୁର ପୋଲିସ କଟକରୁ ଜଣେ ଯୁବତୀଙ୍କୁ ମଙ୍ଗବଳାର ଗିରଫ କରିଛି। ଅଭିଯୁକ୍ତା ରମ୍ଭାର ମଧୁସ୍ମିତା ମହାପାତ୍ର(୨୨)। ବୈଦ୍ୟନାଥପୁର ଥାନା ପୋଲିସ ମଧୁସ୍ମିତାଙ୍କୁ ମଙ୍ଗଳବାର କୋର୍ଟ ଗିରଫ କରି କୋର୍ଟ ଚାଲାଣ କରିଛି ବୋଲି…
ସିବିଏସ୍ଇ ସ୍କେଟିଂ ପ୍ରତିଯୋଗିତା: ବ୍ରହ୍ମପୁରକୁ ୩ ସ୍ବର୍ଣ୍ଣ, ୩ ବ୍ରୋଞ୍ଜ
ବ୍ରହ୍ମପୁର ଅଫିସ୍,୧୬ା୧୦-ଚଳିତ ମାସ ୧୨ରୁ ୧୪ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଛତିଶଗଡ ରାୟପୁରରେ ସିବିଏସ୍ଇ ଦ୍ୱାରା ଅନୁଷ୍ଠିତ ଜୋନାଲ୍ସ୍ତରୀୟ ସ୍କେଟିଂ ପ୍ରତିଯୋଗିତାରେ ବ୍ରହ୍ମପୁରର ସ୍କେଟରମାନେ ସଫଳତା ପାଇଛନ୍ତି। ପ୍ରତିଯୋଗିତାରେ ୩ଟି ଲେଖାଏ ସ୍ବର୍ଣ୍ଣ ଏବଂ ବ୍ରୋଞ୍ଜ ପଦକ ହାସଲ…
‘ଆହାର’ କେନ୍ଦ୍ରରେ ଖାଇଲେ ଏମ୍ପି, ବିଧାୟକ: ଖାଦ୍ୟ ପ୍ରସ୍ତୁତିକୁ ପ୍ରଶଂସା, ଅବ୍ୟବସ୍ଥାକୁ ଗାଳି
ବ୍ରହ୍ମପୁର ଅଫିସ୍,୧୬|୧୦-ବ୍ରହ୍ମପୁର ନୂଆବସ୍ଷ୍ଟାଣ୍ଡରେ ଥିବା ‘ଆହାର’ କେନ୍ଦ୍ରକୁ ମଙ୍ଗଳବାର ପରିଦର୍ଶନରେ ଯାଇଥିଲେ ଏମ୍ପି ଚନ୍ଦ୍ରଶେଖର ସାହୁ ଏବଂ ବିଧାୟକ ବିକ୍ରମ ପଣ୍ଡା। ପୂର୍ବାହ୍ନରେ କେନ୍ଦ୍ରରେ ପହଞ୍ଚିବା ପରେ ଖାଦ୍ୟ ଖାଉଥିବା ଲୋକମାନଙ୍କ ସହ ଆଲୋଚନା କରିଥିଲେ। ଖାଦ୍ୟର ମାନ ପରଖିବା ପାଇଁ…
ଛୁରାମାଡ଼ରେ ଯୁବକ ମୃତ, ଅଭିଯୁକ୍ତ ଗିରଫ
କୋଦଳା,୧୫ା୧୦(ଡି.ଏନ.ଏ.)-କୋଦଳା ଥାନା ବଡ ଗୁଢ଼ିଆଳି ଗ୍ରାମରେ ଛୁରା ମାଡ଼ରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ମୋଚିୟା ନାୟକଙ୍କ ପୁଅ ପିଣ୍ଟୁ (୨୫)। ମୋଚିୟାଙ୍କ ଏତଲା କ୍ରମେ ସ୍ଥାନୀୟ ପୋଲିସ ନଂ. ୨୮୩/୧୯ରେ ମାମଲା ରୁଜୁ…
ବାଇକ୍ ଡିକିରୁ ୨ ଲକ୍ଷ ଟଙ୍କା ଲୁଟ, ୨ ଅଟକ
ଦିଗପହଣ୍ଡି,୧୫ା୧୦(ଡି.ଏନ୍.ଏ.)-ଦିଗପହଣ୍ଡି ମୁଖ୍ୟ ରାସ୍ତାରେ ଥିବା ଭାରତୀୟ ଷ୍ଟେଟ ବ୍ୟାଙ୍କ ନିକଟରୁ ସୋମବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରେ ବାଇକ୍ ଡିକିରୁ କୌଣସି ଦୁର୍ବୃତ୍ତ ଜଣେ ଚାଷୀଙ୍କ ୨ ଲକ୍ଷ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଚାଷୀ ଜଣକ ହେଲେ…
ଦାଦାବଟିକୁ କେନ୍ଦ୍ରକରି ଯୁବକଙ୍କୁ ଖଣ୍ଡା ଚୋଟ
ବ୍ରହ୍ମପୁର ଅଫିସ,୧୫ା୧୦-ଦାଦାବଟି ମାଗିବା ସହ ଜଣେ ଯୁବକଙ୍କୁ ରବିବାର ରାତିରେ ଝରଣାନଗରରେ ୨ ଅଭିଯୁକ୍ତ ଖଣ୍ଡାରେ ଆକ୍ରମଣ କରିଛନ୍ତି। ଆହତ ଯୁବକ ହେଲେ ରାଧାକାନ୍ତ ସାହିର ତୁଫାନ ଗୌଡ଼ ଓରଫ କାମିନୀ (୨୨)। ଅଭିଯୋଗ ପରେ ବଡବଜାର ପୋଲିସ ନଂ. ୧୭୪/୧୯ରେ…
Archives


