ସପ୍ତାହକ ମଧ୍ୟରେ ଓଭରବ୍ରିଜ ନିର୍ମାଣ ସମ୍ପୂର୍ଣ୍ଣ କର
ବ୍ରହ୍ମପୁର ଅଫିସ,୧୬ା୧୦-ବ୍ରହ୍ମପୁର ଇଞ୍ଜିନିୟରିଂ ସ୍କୁଲ ଛକରୁ ଆଙ୍କୁଲି ଶିଳ୍ପାଞ୍ଚଳ ପର୍ଯ୍ୟନ୍ତ ନିର୍ମାଣ କରାଯାଉଥିବା ରେଲୱେ ଓଭରବ୍ରିଜ ଅସମ୍ପୂର୍ଣ୍ଣ ରହିଛି। ଫଳରେ ପ୍ରତିଦିନ ହଜାର ହଜାର ଲୋକଙ୍କୁ ନାହିଁ ନ ଥିବା ଅସୁବିଧା ଭୋଗିବାକୁ ପଡ଼ୁଛି। ସପ୍ତାହକ ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ଗଞ୍ଜାମ…
କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ: କଟକରୁ ଯୁବତୀ ଗିରଫ
ବ୍ରହ୍ମପୁର ଅଫିସ,୧୬ା୧୦-କୋଟିଏରୁ ଊର୍ଦ୍ଧ ଟଙ୍କା ଠକେଇ ମାମଲାରେ ବ୍ରହ୍ମପୁର ପୋଲିସ କଟକରୁ ଜଣେ ଯୁବତୀଙ୍କୁ ମଙ୍ଗବଳାର ଗିରଫ କରିଛି। ଅଭିଯୁକ୍ତା ରମ୍ଭାର ମଧୁସ୍ମିତା ମହାପାତ୍ର(୨୨)। ବୈଦ୍ୟନାଥପୁର ଥାନା ପୋଲିସ ମଧୁସ୍ମିତାଙ୍କୁ ମଙ୍ଗଳବାର କୋର୍ଟ ଗିରଫ କରି କୋର୍ଟ ଚାଲାଣ କରିଛି ବୋଲି…
ସିବିଏସ୍ଇ ସ୍କେଟିଂ ପ୍ରତିଯୋଗିତା: ବ୍ରହ୍ମପୁରକୁ ୩ ସ୍ବର୍ଣ୍ଣ, ୩ ବ୍ରୋଞ୍ଜ
ବ୍ରହ୍ମପୁର ଅଫିସ୍,୧୬ା୧୦-ଚଳିତ ମାସ ୧୨ରୁ ୧୪ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଛତିଶଗଡ ରାୟପୁରରେ ସିବିଏସ୍ଇ ଦ୍ୱାରା ଅନୁଷ୍ଠିତ ଜୋନାଲ୍ସ୍ତରୀୟ ସ୍କେଟିଂ ପ୍ରତିଯୋଗିତାରେ ବ୍ରହ୍ମପୁରର ସ୍କେଟରମାନେ ସଫଳତା ପାଇଛନ୍ତି। ପ୍ରତିଯୋଗିତାରେ ୩ଟି ଲେଖାଏ ସ୍ବର୍ଣ୍ଣ ଏବଂ ବ୍ରୋଞ୍ଜ ପଦକ ହାସଲ…
‘ଆହାର’ କେନ୍ଦ୍ରରେ ଖାଇଲେ ଏମ୍ପି, ବିଧାୟକ: ଖାଦ୍ୟ ପ୍ରସ୍ତୁତିକୁ ପ୍ରଶଂସା, ଅବ୍ୟବସ୍ଥାକୁ ଗାଳି
ବ୍ରହ୍ମପୁର ଅଫିସ୍,୧୬|୧୦-ବ୍ରହ୍ମପୁର ନୂଆବସ୍ଷ୍ଟାଣ୍ଡରେ ଥିବା ‘ଆହାର’ କେନ୍ଦ୍ରକୁ ମଙ୍ଗଳବାର ପରିଦର୍ଶନରେ ଯାଇଥିଲେ ଏମ୍ପି ଚନ୍ଦ୍ରଶେଖର ସାହୁ ଏବଂ ବିଧାୟକ ବିକ୍ରମ ପଣ୍ଡା। ପୂର୍ବାହ୍ନରେ କେନ୍ଦ୍ରରେ ପହଞ୍ଚିବା ପରେ ଖାଦ୍ୟ ଖାଉଥିବା ଲୋକମାନଙ୍କ ସହ ଆଲୋଚନା କରିଥିଲେ। ଖାଦ୍ୟର ମାନ ପରଖିବା ପାଇଁ…
ଛୁରାମାଡ଼ରେ ଯୁବକ ମୃତ, ଅଭିଯୁକ୍ତ ଗିରଫ
କୋଦଳା,୧୫ା୧୦(ଡି.ଏନ.ଏ.)-କୋଦଳା ଥାନା ବଡ ଗୁଢ଼ିଆଳି ଗ୍ରାମରେ ଛୁରା ମାଡ଼ରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ମୋଚିୟା ନାୟକଙ୍କ ପୁଅ ପିଣ୍ଟୁ (୨୫)। ମୋଚିୟାଙ୍କ ଏତଲା କ୍ରମେ ସ୍ଥାନୀୟ ପୋଲିସ ନଂ. ୨୮୩/୧୯ରେ ମାମଲା ରୁଜୁ…
ବାଇକ୍ ଡିକିରୁ ୨ ଲକ୍ଷ ଟଙ୍କା ଲୁଟ, ୨ ଅଟକ
ଦିଗପହଣ୍ଡି,୧୫ା୧୦(ଡି.ଏନ୍.ଏ.)-ଦିଗପହଣ୍ଡି ମୁଖ୍ୟ ରାସ୍ତାରେ ଥିବା ଭାରତୀୟ ଷ୍ଟେଟ ବ୍ୟାଙ୍କ ନିକଟରୁ ସୋମବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରେ ବାଇକ୍ ଡିକିରୁ କୌଣସି ଦୁର୍ବୃତ୍ତ ଜଣେ ଚାଷୀଙ୍କ ୨ ଲକ୍ଷ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଚାଷୀ ଜଣକ ହେଲେ…
ଦାଦାବଟିକୁ କେନ୍ଦ୍ରକରି ଯୁବକଙ୍କୁ ଖଣ୍ଡା ଚୋଟ
ବ୍ରହ୍ମପୁର ଅଫିସ,୧୫ା୧୦-ଦାଦାବଟି ମାଗିବା ସହ ଜଣେ ଯୁବକଙ୍କୁ ରବିବାର ରାତିରେ ଝରଣାନଗରରେ ୨ ଅଭିଯୁକ୍ତ ଖଣ୍ଡାରେ ଆକ୍ରମଣ କରିଛନ୍ତି। ଆହତ ଯୁବକ ହେଲେ ରାଧାକାନ୍ତ ସାହିର ତୁଫାନ ଗୌଡ଼ ଓରଫ କାମିନୀ (୨୨)। ଅଭିଯୋଗ ପରେ ବଡବଜାର ପୋଲିସ ନଂ. ୧୭୪/୧୯ରେ…
ଗୋପାଳପୁର ବନ୍ଦରରେ ଲାଗିଲା ପ୍ରଥମ ବୃହତ ଜାହାଜ
ବ୍ରହ୍ମପୁର ଅଫିସ୍/ଛତ୍ରପୁର ୧୫ା୧୦ (ଡି.ଏନ.ଏ)-ଗଞ୍ଜାମ ଜିଲା ଗୋପାଳପୁର ବନ୍ଦରରେ ପ୍ରଥମ ଥର ଲାଗି ବୃହତ ମାଲ୍ବାହୀ ଜାହାଜ ଲାଗିଛି । ଏଥିରେ ୧ ଲକ୍ଷ ୫ହଜାର ଟନ୍ ଚୂନ ପଥର ରହିଛି । ଏତେ ଓଜନର ମାଲ୍ ପରିବହନ କରୁଥିବା ଜାହଜ…
୩ ବଖରା ଗଳିଗଲା
ଖଲ୍ଲିକୋଟ,୧୪ା୧୦(ଡି.ଏନ.ଏ.)-ଖଲ୍ଲିକୋଟ ବ୍ଲକ ମାଣିକ୍ୟପୁର ପଞ୍ଚାୟତ ମାଟିଆ ସାହିରେ ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୩ ପରିବାରର ୩ ବଖରା ଭସ୍ମୀଭୂତ ହୋଇଯାଇଛି । ଗ୍ରାମର ବାଉରୀ ପ୍ରଧାନ, ଜଗନ୍ନାଥ ପ୍ରଧାନ ଓ ସଙ୍କୁଳି ପ୍ରଧାନଙ୍କ ଘର ଜଳିଯାଇଛି। ନିଆଁ କିଭଳି…
ବିସ୍ଫୋରଣରେ ନାବାଳକ ଗୁରୁତର
ଆସିକା,୧୪ା୧୦(ଡି.ଏନ୍.ଏ.): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ପାଣ୍ଡିଆପଥର ଗ୍ରାମରେ ସୋମବାର ସକାଳେ ବିସ୍ଫୋରଣରେ ଜଣେ ନାବାଳକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ପାଣ୍ଡିଆପଥରର ସେଖ ମକାଙ୍କ ପୁଅ ସଫିର (୧୩) ତାଙ୍କ ବାମ ହାତରେ ବିସ୍ଫୋରକ ଫୁଟିଥିବାରୁ ଚିକିତ୍ସା…
ପୂର୍ବ ଶତ୍ରୁତାରୁ ଆକ୍ରମଣ: ଖଣ୍ଡା ଚୋଟରେ ଯୁବକ ମୃତ, ଜଣେ ଅଟକ
କବିସୂର୍ଯ୍ୟନଗର,୧୪ା୧୦-ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ କନିଆରୀ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ସାମାନ୍ୟ ବଚସାକୁ କେନ୍ଦ୍ରକରି ସାଙ୍ଗଙ୍କ ଖଣ୍ଡା ଚୋଟରେ ଜଣେ ଯୁବକଙ୍କ ମତ୍ୟୁ ଘଟିଛି। ମୃତକ ହେଲେ କାର୍ତ୍ତିକ ପ୍ରଧାନ। ଏ ନେଇ ସୋମବାର…
ପୂର୍ବ ଶତ୍ରୁତା: ଡଙ୍ଗା, ଜାଲରେ ନିଆଁ ଲଗାଇଲେ ଦୁର୍ବୃତ୍ତ
ଗଞ୍ଜାମ, ୧୪।୧୦(ଡି.ଏନ୍.ଏ.): ଗଞ୍ଜାମ ଜିଲା ଋଷିକୂଲ୍ୟାସ୍ଥିତ ସମୁଦ୍ର କୂଳରେ ଥିବା ଡଙ୍ଗା ଓ ଜାଲରେ କେହି ଦୁର୍ବୃତ୍ତ ରବିବାର ରାତିରେ ନିଆଁ ଲଗାଇ ଦେଇଛନ୍ତି। ଏଥିରେ ବନ୍ଧ ଗ୍ରାମର ଗଦାଧର ବେହେରାଙ୍କ ଜାଲ ଓ ଡଙ୍ଗା ଏବଂ ରାଜନ ବେହେରାଙ୍କ ଗୋଟିଏ…
Archives


