ଗଞ୍ଜାମ

କୋଭିଡ୍‌ ଡ୍ୟୁଟିରେ ଥିବା ଶିକ୍ଷକଙ୍କୁ କରୋନା ଯୋଦ୍ଧା ମାନ୍ୟତା ଦାବି

ବୁଗୁଡ଼ା,୧୪ା୫(ଡି.ଏନ.ଏ.)- କୋଭିଡ୍‌ ଡ୍ୟୁଟିରେ ଥିବା ଶିକ୍ଷୟିତ୍ରୀ ଶିକ୍ଷକଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଗୁରୁବାର ସ୍ଥାନୀୟ ବିଡିଓଙ୍କ ଜରିଆରେ ଗଞ୍ଜାମ ଜିଲାପାଳଙ୍କୁ ଦାବିପତ୍ର ଦେଇଛି ବୁଗୁଡ଼ା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ। ଏନେଇ ମୁଖ୍ୟମନ୍ତ୍ରୀ, ଗୋଷ୍ଠୀ ଶିକ୍ଷାଧିକାରୀ ବୁଗୁଡ଼ା, ଜିଲା ଶିକ୍ଷାଧିକାରୀ, ଏନ୍‌ଏସି…

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କଲେ ଡିଆଇଜି: ପ୍ରଶାସନକୁ ସହଯୋଗ କରିବାକୁ ଦେଲେ ପରାମର୍ଶ

ଛତ୍ରପୁର, ୧୪।୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ବ୍ରହ୍ମପୁର ସ୍ଥିତ ଦକ୍ଷିଣାଞ୍ଚଳ ପୋଲିସ ଡ଼ିଆଇଜି ସତ୍ୟବ୍ରତ ଭୋଇ ଗୁରୁବାର ଜିଲାର ବିଭିନ୍ନ କ୍ୱାରାଣ୍ଟାଇନ ସେଣ୍ଟର ପରିଦର୍ଶନ କରିଛନ୍ତି। ସେଠାରେ ସେ ନିୟୋଜିତ କର୍ମଚାରୀଙ୍କ ସୁରକ୍ଷା ବ୍ୟବସ୍ଥାର ଅନୁଧ୍ୟାନ ସହ ସୁରଟ ଫେରନ୍ତା ପ୍ରବାସୀ ତଥା…

ଗଞ୍ଜାମର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ପ୍ରବାସୀଙ୍କ ପାଇଁ ହାସ୍ୟ ଶିବିର

ଛତ୍ରପୁର, ୧୪।୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାର ବିଭିନ୍ନ କ୍ୱାରାଣ୍ଟାଇନ ସେଣ୍ଟରରେ ଥିବା ଅନ୍ତେବାସୀଙ୍କ ପାଇଁ ହାସ୍ୟ ଶିବିରର ଆୟୋଜନ କରାଯାଉଛି। ଏହାଫଳରେ କ୍ୱାରେଣ୍ଟାଇନ ସେଣ୍ଟରରେ ଥିବା ଅନ୍ତେବାସୀଙ୍କ ମନ ସ୍ଥିର ରହିବା ସହ ସ୍ବାସ୍ଥ୍ୟାବସ୍ଥା ଠିକ ରହିପାରୁଥିବା କୁହାଯାଇଛି। ଏହାଛଡ଼ା ପ୍ରବାସୀମାନେ ଯୋଗଠାରୁ…

ଆମ୍ବୁଲାନ୍ସରେ ପ୍ରସବ କଲେ କ୍ୱାରାଣ୍ଟାଇନ୍‌ ସେଣ୍ଟରର ପ୍ରବାସୀ ମହିଳା

ବ୍ରହ୍ମପୁର ଅଫିସ,୧୪ା୫: ଗଞ୍ଜାମରେ ପ୍ରବାସୀ ଓଡ଼ିଆଙ୍କ ଯୋଗୁ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରାଜ୍ୟର କୋଣ ଅନୁକୋଣରେ ଏବେ ପ୍ରବାସୀମାନେ ପ୍ରବଳ ସମସ୍ୟାରେ ଥିବା ବେଳେ ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କୋଦଳା କ୍ୱାରାଣ୍ଟାଇନ୍‌…

ଖେମୁଣ୍ଡି କଲେଜରେ କୋଭିଡ୍‌ କେୟାର ହସ୍ପିଟାଲ ପ୍ରସ୍ତାବକୁ ପୁରାତନ ଛାତ୍ରସଂଘର ବିରୋଧ

ଦିଗପହଣ୍ଡି,୧୪ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜରେ କୋଭିଡ୍‌ କେୟାର ହସ୍ପିଟାଲ ପ୍ରସ୍ତାବକୁ କଲେଜର ପୁରାତନ ଛାତ୍ରସଂଘ ସମେତ ସହରର ସଚେତନ ଜନସାଧାରଣ ବିରୋଧ କରିଛନ୍ତି। ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ ଡିଗ୍ରୀ କଲେଜ ଭାବେ ସୁନାମ ଅର୍ଜନ କରିଥିବା ଖେମୁଣ୍ଡି…

ଡଙ୍ଗା ଯୋଗେ ଚାଲିଛି ମଦ କାରବାର, ୬ ଗିରଫ

ଛତ୍ରପୁର,୧୪ା୫(ଡି.ଏନ୍‌.ଏ.): ଚିଲିକାରେ ଡଙ୍ଗା ଯୋଗେ ହେଉଥିବା ଚୋରା ମଦ କାରବାରକୁ ଗଞ୍ଜାମ ଜିଲା ରମ୍ଭା ଥାନା ପୋଲିସ ଠାବ କରିଛି। ଚିଲିକାର ରମ୍ଭା ଫେରି ଘାଟରେ ଚଢ଼ାଉ କରି ଉକ୍ତ ଡଙ୍ଗାରୁ ୧ ହଜାର ଲିଟର ଦେଶୀ ମଦ ଜବତ କରିଥିବା…

ପୋଲିସ ସମ୍ମୁଖରୁ ଚମ୍ପଟ ମାରିଲେ ମୁଖ୍ୟ ଗୁଟ୍‌ଖା ବ୍ୟବସାୟୀ, ୨ ମୋଟରସାଇକେଲ ଜବତ; ୩ ଗିରଫ

ପୁରୁଷୋତ୍ତମପୁର,୧୪ା୫(ଡି.ଏନ୍‌.ଏ.): ମାରାତ୍ମକ କରୋନାକୁ ନେଇ ପ୍ରଶାସନ ପକ୍ଷରୁ ଗୁଟ୍‌ଖା ପରି ମାଦକ ଦ୍ରବ୍ୟ ବିକ୍ରି ଉପରେ କଟକଣା ଜାରି କରାଯାଇଥିବା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏହି କଟକଣାକୁ ଉଲ୍ଲଂଘନ କରି ଜନୈକ ବ୍ୟବସାୟୀ ଦୀର୍ଘଦିନ ହେଲା ଚଢ଼ାଦରରେ ବେଆଇନ…

ଅନ୍ତେବାସୀଙ୍କ ପାଇଁ ଯୋଗଶିକ୍ଷା ସହ ମନୋରଞ୍ଜନ କାର୍ଯ୍ୟକ୍ରମ

ହିଞ୍ଜିଳିକାଟୁ,୧୪ା୫(ଡି.ଏନ୍‌.ଏ.)- ହିଞ୍ଜିଳିକାଟୁ ପୌରାଞ୍ଚଳର ବିଭିନ୍ନ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ କୋଭିଡ଼-୧୯ ସମ୍ପର୍କରେ ବିଭିନ୍ନ ତଥ୍ୟ ସମ୍ପର୍କରେ ଅବଗତ ସହ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଦୈନିକ ସକାଳେ ୨ ଘଣ୍ଟା ଓ ସନ୍ଧ୍ୟାରେ ୨ ଘଣ୍ଟା ଶାରିରୀକ ବ୍ୟାୟାମ, ଦକ୍ଷତା ବିକାଶ, ନୀତି…

ପ୍ରତି ବ୍ଲକରେ ହେବ କୋଭିଡ୍‌ କେୟାର ସେଣ୍ଟର

ଭଞ୍ଜନଗର,୧୪।୪(ଡି.ଏନ.ଏ)- ଗଞ୍ଜାମ ଜିଲାରେ କରୋନା ପଜିଟିଭ ସଂଖ୍ୟା ବୃଦ୍ଧି ପାଉଥିବାବେଳେ କୋଭିଡ୍‌ କେୟାର ସେଣ୍ଟର ସଂଖ୍ୟା ମଧ୍ୟ ବଢୁଛି। ଭଞ୍ଜନଗରରେ ଗୋଟିଏ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ କେୟାର ସେଣ୍ଟର ହେଉଛି। ସ୍ଥାନୀୟ ଉପେନ୍ଦ୍ର ଭଞ୍ଜ ହାଇସ୍କୁଲ ହଷ୍ଟେଲରେ ୬୦ ଶଯ୍ୟା…

ବଜାରରେ ଭିଡ, ରହୁନି ସାମାଜିକ ଦୂରତା

ବୁଗୁଡ଼ା,୧୩ା୫(ଡି.ଏନ.ଏ.)- ଗଞ୍ଜାମ ଜିଲାରେ ବର୍ତ୍ତମାନ କରୋନା ପଜିଟିଭ ସଂଖ୍ୟା ୨ଶହ ଟପିଛି। ମାତ୍ର ଏବେବି ଲୋକେ ସଚେତନ ହେଉନାହନ୍ତି। ସାମାଜିକ ଦୂରତା ସହ ମାସ୍କ ବ୍ୟବହାର ପାଇଁ ପ୍ରଶାସନ ବାରମ୍ବାର ସଚେତନ କରୁଥିଲେ ମଧ୍ୟ ଲୋକେ ମାନୁ ନାହାନ୍ତି। ବୁଗୁଡ଼ା ବ୍ଲକର…

୧୭ ଚୋରା ବାଇକ ଜବତ, ୨ ଗିରଫ

ଆର.ଉଦୟଗିରି,୧୩ା୫(ଡି.ଏନ.ଏ.)- ଅଡବା ପୋଲିସ ଏକ ବାଇକ ଚୋର ରାକେଟ୍‌ର ପର୍ଦ୍ଧାଫାଶ କରିବା ସହ ୧୭ ଚୋରା ବାଇକ ଜବତ କରି ୨ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ବିରିକୋଟ ଗ୍ରାମ ଖ୍ରୀଷ୍ଟିୟାନ ସାହିର ସଲ୍‌ମନ ନାୟକ, ତ୍ରିନାଥ ରେଡ୍ଡୀ। ଅଡବା ଥାନା…

ସଙ୍ଗରୋଧ ଗୃହରେ ଯୋଗ କଲେ ପ୍ରବାସୀ

ପାଟପୁର,୧୩।୫- ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଭିନ୍ନ ସଙ୍ଗରୋଧ ଗୃହରେ ୨୦୫୩ ଜଣ ସୁରଟ ଫେରନ୍ତା ରହିଛନ୍ତି। ତେବେ ଅନ୍ୟ ବ୍ଲକ ଅଞ୍ଚଳର ସଙ୍ଗରୋଧ କେନ୍ଦ୍ରମାନଙ୍କରେ ଯୁବକମାନେ ପାଟିତୁଣ୍ଡ ସହ ଖାଦ୍ୟ ଫିଙ୍ଗୁଥିବାବେଳେ ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର କେନ୍ଦ୍ରରେ କିନ୍ତୁ ଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?