ଜୁଆ ଆଡ୍ଡାରେ ଚଢାଉ, ୭ ଗିରଫ
ଦିଗପହଣ୍ଡି/ଚିକିଟି,୭ା୧୦(ଡି.ଏନ୍.ଏ.)- ଦିଗପହଣ୍ଡି ନିକଟ ନୂଆପଡ଼ା ଗ୍ରାମ ଖାଡିସାହି କୋଠ ଘରେ ଚାଲିଥିବା ଜୁଆ ଆଡ୍ଡା ଉପରେ କେ. ନୂଆଗଁା ଥାନା ଏସ୍ଆଇ ଜ୍ଞାନ ରଞ୍ଜନ ସେଠି, ନୂଆପଡ଼ା ଫାଣ୍ଡି ଏଏସଆଇ କ୍ଷୀରୋଦ ଚନ୍ଦ୍ର ବେହେରା ସଦଳବଳ ଚଢ଼ାଉ କରି ୭ ଜୁଆଡିଙ୍କୁ…
ଶେରଗଡ଼ର ଦେବାଶିଷଙ୍କୁ ରୌପ୍ୟ ପଦକ
ଶେରଗଡ଼,୭ା୧୦(ଡି.ଏନ.ଏ.)- କେରଳରେ ଅନୁଷ୍ଠିତ ଜାତୀୟ ଭାରୋତ୍ତୋଳନ ପ୍ରତିଯୋଗିତାରେ ଗଞ୍ଜାମ ଜିଲା ଶେରଗଡ ବ୍ଲକ ଶେରଗଡ଼ ଗ୍ରାମର ଦେବାଶିଷ ମହାନ୍ତି ରୌପ୍ୟ ପଦକ ହାସଲ କରିଛନ୍ତି। ପ୍ରତିଯୋଗିତାରେ ୨୧୦ କି.ଗ୍ରା-୨୧୭ କି.ଗ୍ରା. ଡେଡ ଲିପ୍ଟ ଉଠାଇ ଦ୍ୱିତୀୟ ସ୍ଥାନରେ ରହି ସେ ଏହି…
ବ୍ୟାୟାମ ଦ୍ୱାରା ଅନେକ ରୋଗରୁ ମୁକ୍ତି ମିଳିଥାଏ
ଭଞ୍ଜନଗର,୭।୧୦(ଡି.ଏନ.ଏ.)-ମେକ୍ସିକୋର ମଣ୍ଟେରେ ଗତ ୨୬ ତାରିଖରେ ମେଦ ବହୁଳତା ଉପରେ ଲଣ୍ଡନ ବିଶ୍ୱ ମେଦବହୁଳତା ମହାସଂଘ ଏବଂ ମେକ୍ସିକୋ ମେଦବହୁଳତା ସମାଜ ମିଳିତ ଆନୁକୂଲ୍ୟରେ ସ୍କୋପ ସମ୍ମିଳନୀ ହୋଇଥିଲା। ଏଥିରେ ବିଶ୍ୱର ୨୦୦ ଡାକ୍ତର ଯୋଗଦେଇ ଆଲୋଚନାରେ ଭାଗ ନେଇଥିଲେ। ସେମାନଙ୍କ…
ଟଙ୍କା ବ୍ୟାଗ ଝାମ୍ପି ନେବା ଘଟଣା: ମିଳିଛି ଫୁଟେଜ, ଧରାପଡିନାହାନ୍ତି ଅଭିଯୁକ୍ତ
ବ୍ରହ୍ମପୁର ଅଫିସ,୭ା୧୦-ଜଣେ ବରିଷ୍ଠ ନାଗରିକଙ୍କ ଟଙ୍କା ବ୍ୟାଗ ବ୍ୟାଙ୍କରୁ ଜଣେ ଦୁର୍ବୃତ୍ତ ଝାମ୍ପି ନେଇଥିଲେ। ଏହି ଘଟଣା ୨ ମାସ ପୁରିବାକୁ ବସିଲାଣି। ବ୍ୟାଙ୍କରେ ଲଗାଯାଇଥିବା ସିସି ଟିଭି ଫୁଟେଜ ପୋଲିସ ସଂଗ୍ରହ କରିଥିଲା। ହେଲେ ଏବେସୁଦ୍ଧା ଅଭିଯୁକ୍ତଙ୍କୁ ଧରିପାରିନାହିଁ। ଅନ୍ୟପଟେ…
ଟ୍ରେନ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା
ବ୍ରହ୍ମପୁର ଅଫିସ,୭ା୧୦-ଟ୍ରେନ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ଗେଟବଜାର ଚନ୍ଦ୍ରମଣିପେଟା ସାହିର ରବି ବେହେରା (୨୨)। ସରକାରୀ ରେଳପଥ ପୋଲିସ ରବିବାର ତାଙ୍କ ମୃତଦେହ ଉଦ୍ଧାର କରି ନଂ. ୪୪/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ…
ପିକ୍ଅପରେ ବେଆଇନ ଛେଳି ଚାଲାଣ, ୩ ଗିରଫ
ଆସିକା,୬ା୧୦(ଡି.ଏନ୍.ଏ.): ଆସିକା-ବ୍ରହ୍ମପୁର ୫୯ ନମ୍ବର ଜାତୀୟ ରାଜପଥର କରଞ୍ଜେଇ ନିକଟରୁ ପୋଲିସ ଶନିବାର ବିଳମ୍ବିତ ରାତିରେ ବେଆଇନ ଭାବେ ୬୦ଟି ଛେଳି ଚାଲାଣ କରୁଥିବା ଏକ ପିକଅପ ଭ୍ୟାନ ଜବତ କରିଛି । ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରାଯାଇଛି।…
ଘରେ ଶୋଇଥିବା ଯୁବକଙ୍କୁ ଛୁରି ଭୁସି ହତ୍ୟା
ଦିଗପହଣ୍ଡି,୬ା୧୦(ଡି.ଏନ.ଏ.)-ସାମାନ୍ୟ ବଚସାକୁ ନେଇ ଦିଗପହଣ୍ଡି ଥାନା ଗୋକର୍ଣ୍ଣପୁର ଗ୍ରାମରେ ଘରେ ଶୋଇଥିବା ରବି ଓରଫ ରବୀନ୍ଦ୍ର ବାଡ଼ତ୍ୟାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଶୁକ୍ରବାର ରାତି ପ୍ରାୟ ୯.୨୫ରେ ରବିଙ୍କ…
ମୋ ପୋଖରୀ ଯୋଜନାକୁ ଚାହିଁ ବସିଛନ୍ତି ହିତାଧିକାରୀ
ଭଞ୍ଜନଗର,୬।୧୦(ଡି.ଏନ.ଏ.)-ରାଜ୍ୟରେ ମାଛର ବେଶ୍ ଚାହିଦା ରହିଛି। ମାତ୍ର ଯେତିକି ମାଛ ଦୌନନ୍ଦିନ ରାଜ୍ୟରେ ଆବଶ୍ୟକ, ତାଠାରୁ କମ୍ ଉତ୍ପାଦନ ହେଉଛି। ତେଣୁ ପଡ଼ୋଶୀ ଆନ୍ଧ୍ର ଉପରେ ମାଛର ଚାହିଦା ମେଣ୍ଟାଇବାକୁ ନିର୍ଭରଶୀଳ ହେବାକୁ ପଡୁଛି ଓଡ଼ିଶାକୁ। ମାଛର ଆବଶ୍ୟକତା ପୂରଣ ପାଇଁ…
ଜୁଆଆଡ୍ଡାରେ ଚଢ଼ାଉବେଳେ ପୋଲିସକୁ ଆକ୍ରମଣ : ଏସ୍ଆଇଙ୍କ ହାତକୁ କାମୁଡ଼ି ଦେଲେ, ୧୦ କୋର୍ଟଚାଲାଣ
କୁକୁଡ଼ାଖଣ୍ଡି,୬ା୧୦(ଡି.ଏନ.ଏ.)- ଜୁଆ ଖେଳ ଚାଲିଥିବାବେଳେ ଆଡ୍ଡାରେ ପୋଲିସ ଚଢାଉ କରିଥିଲା। ଅନ୍ଧାରର ସୁଯୋଗ ନେଇ ପୋଲିସ ଉପରକୁ ପାଲଟା ଆକ୍ରମଣ କଲେ ଜୁଆଡି। ଏଭଳି ଘଟଣା ଘଟିଛି ବ୍ରହ୍ମପୁର ପୋଲିସ ଜିଲା ସଦର ଥାନା ଅଞ୍ଚଳରେ। ନଂ.୨୬୧/୨୦୧୯ରେ ମାମଲା ରୁଜୁ କରି…
ମାଛ ବ୍ୟବସାୟୀ ନିଖୋଜ
ବ୍ରହ୍ମପୁର ଅଫିସ,୬ା୧୦-ସହରର ଜଣେ ଜଣାଶୁଣା ମାଛ ବ୍ୟବସାୟୀ ଅମର ସାହୁ ଶୁକ୍ରବାର ଅପରାହ୍ନରୁ ନିଖୋଜ ହୋଇଯାଇଛନ୍ତି। ଏହାକୁ ନେଇ ଏବେ ମାଛ ବ୍ୟବସାୟୀ ଓ ସ୍ଥାନୀୟ ଲୋକଙ୍କ ମନରେ ନାନା କଳ୍ପନାଜଳ୍ପନା ଲାଗି ରହିଛ। ତାଙ୍କ ଝିଅ ବୈଦ୍ୟନାଥପୁର ଥାନାରେ ଅଭିଯୋଗ…
ସିଡିଏମ୍ଓଙ୍କ ହିଞ୍ଜିଳି ଉପଖଣ୍ଡ ଡାକ୍ତରଖାନା ପରିଦର୍ଶନ
ହିଞ୍ଜିଳିକାଟୁ,୫।୧୦(ଡି.ଏନ୍.ଏ.): ଗଞ୍ଜାମ ସିଡିଏମ୍ଓ (ଜିଲା ମୁଖ୍ୟ ଚିକିତ୍ସାଧିକାରୀ) ଡାକ୍ତର ବିଜୟ କୁମାର ପାଣିଗ୍ରାହୀ ଶନିବାର ହିଞ୍ଜିଳି ଉପଖଣ୍ଡ ଡାକ୍ତରଖାନା ପରିଦର୍ଶନ କରିଛନ୍ତି। ଡାକ୍ତରଖାନାର ବିଭିନ୍ନ ସମସ୍ୟା ପଚାରି ବୁଝିବା ସହ ସରକାରୀ ଯୋଜନାର କାର୍ଯ୍ୟକାରିତା ତଦାରଖ କରିଥିଲେ। ଚିକିତ୍ସା ସମ୍ପର୍କରେ କିଛି…
ବନ୍ଧୁକ ମୁନରେ ୧ ଲକ୍ଷ ୨୨ ହଜାର ଲୁଟ୍
ପୁରୁଷୋତ୍ତମପୁର,୫ା୧୦(ଡି.ଏନ.ଏ.)-ପୁରୁଷୋତ୍ତମପୁର ଥାନା ଅରଖପୁର ଛକ ନିକଟରେ ପୁଣି ଦୁର୍ବୃତ୍ତମାନେ ଲୁଟିଥିବା ଅଭିଯୋଗ ହୋଇଛି। ଗ୍ରାହକ ସେବାକେନ୍ଦ୍ର ପରିଚାଳକ ସୁଦାମ ଗୌଡଙ୍କ ମୁଣ୍ଡରେ ବନ୍ଧୁକ ଲଗାଇବା ସହ ଛୁରି ଦେଖାଇ ହତ୍ୟା ଧମକ ଦେଇ ଗୁରୁବାର ୧ ଲକ୍ଷ ୨୨ ହଜାର ଟଙ୍କା,…
Archives


