ଜିଲାପାଳ, ଆରଟିଓ ଅଫିସକୁ ବ୍ରହ୍ମପୁର ସ୍ଥାନାନ୍ତର ଦାବି
ବ୍ରହ୍ମପୁର ଅଫିସ,୫ା୧୦-ଗଞ୍ଜାମ ଜିଲା ସଦର ମହକୁମା ତଥା ଜିଲାପାଳଙ୍କ କାର୍ଯ୍ୟାଳୟ ଓ ଜିଲା ପରିବହନ କାର୍ଯ୍ୟାଳୟ(ଆରଟିଓ)କୁ ବ୍ରହ୍ମପୁରକୁ ସ୍ଥାନାନ୍ତର କରିବାକୁ ଦାବି କରିଛି ଭାରତୀୟ ବିକାଶ ପରିଷଦ ା ଏ ନେଇ ଶୁକ୍ରବାର କୁକୁଡାଖଣ୍ଡି ବିଡିଓଙ୍କୁ ପରିଷଦ ପକ୍ଷରୁ ଦାବିପତ୍ର ପ୍ରଦାନ…
ସ୍ପେଶାଲ ଡ୍ରାଇଭରେ ଦିଆଗଲାଣି ୭୭.୯୬ କୋଟି ଋଣ
ଛତ୍ରପୁର,୫ା୧୦(ଡି.ଏନ.ଏ.)-ଛତ୍ରପୁରସ୍ଥିତ ଅନସ୍ଲୋ ସରକାରୀ ହାଇସ୍କୁଲ ଖେଳପଡିଆରେ ଗଞ୍ଜାମ ଜିଲାର ସମସ୍ତ ବ୍ୟାଙ୍କକୁ ନେଇ ଚାଲିଥିବା ଗ୍ରାହକ ସମ୍ପର୍କ, ଋଣ ବଣ୍ଟନ ମେଳା ଶୁକ୍ରବାର ଉଦଯାପିତ ହୋଇଯାଇଛି ା ଉଦ୍ଯାପନ କାର୍ଯ୍ୟକ୍ରମରେ ଡିଆରଡିଏ ଏପିଡି ରବି ନାରାୟଣ ତ୍ରିପାଠୀ ଯୋଗଦେଇ ଏପରି ମେଳା…
ମାଳଦୀପରେ ଚାକିରି କରାଇ ଦେବା ନା’ରେ ଠକେଇ: ଅଭିଯୁକ୍ତ ଗିରଫ
ବ୍ରହ୍ମପୁର ଅଫିସ,୫ା୧୦-ସୁଦୂର ମାଲଦୀପରେ ଚାକରି କରାଇଦେବା ନା’ରେ ଗ୍ରାମାଞ୍ଚଳର ଶିକ୍ଷିତ ବେକାର ଯୁବକଙ୍କଠାରୁ ଟଙ୍କା ଠକେଇ କରିଥିବା ଅଭିଯୋଗରେ ବୈଦ୍ୟନାଥପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ଲାଞ୍ଜିପଲ୍ଲୀର ଏନ.ବାଳକୃଷ୍ଣ ରେଡ୍ଡୀ (୩୫)। ୯ ଜଣ ଯୁବକଙ୍କଠାରୁ ୫…
ବୃଦ୍ଧି ପାଉଛି ଗୁଣିଗାରେଡ଼ି ଜନିତ ଅପରାଧ: ପ୍ରତିକାର ଦାବି କଲା ମାନବବାଦୀ ହେତୁବାଦୀ ସଙ୍ଗଠନ
ବ୍ରହ୍ମପୁର ଅଫିସ,୫ା୧୦-ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାର ବିକାଶ ହେଉଛି ା ଏହାସତ୍ତ୍ୱେ ସମାଜରେ ଗୁଣିଗାରେଡ଼ି ଓ ଅନ୍ଧବିଶ୍ୱାସଜନିତ ଅପରାଧ ସଂଖ୍ୟା ଦିନକୁ ଦିନକୁ ବୃଦ୍ଧି ପାଇବାରେ ଲାଗିଛି। ବୈଜ୍ଞାନିକ ମନୋଭାବ ଓ ସରକାରଙ୍କ ପକ୍ଷରୁ ସଚେତନତା ଅଭାବ କାରଣରୁ ଏଭଳି ସମସ୍ୟା…
ହତ୍ୟା ଘଟଣାର ସାକ୍ଷୀଙ୍କୁ ଧମକ ଦେବା ମାମଲା: ବିଧାୟକ ରମେଶ ଜେନାଙ୍କ ସମେତ ୫ ନିର୍ଦ୍ଦୋଷ
ବ୍ରହ୍ମପୁର ଅଫିସ,୫ା୧୦-ଅତିରିକ୍ତ ଜିଲା ଦୌରାଜଜ (ଏଡିଜେ-୩) ତଥା ଏମପି ଓ ବିଧାୟକଙ୍କ ମାମଲାର ବିଚାର ପାଇଁ ଥିବା କୋର୍ଟର ଜଜ ନିରଞ୍ଜନ ଜେନା ବହୁଚର୍ଚ୍ଚିତ ଶାନ୍ତି ମିଶ୍ର ହତ୍ୟା ମାମଲାର ବିଚାର କରି ସାନଖେମୁଣ୍ଡି ବିଧାୟକଙ୍କ ସମେତ ୫ ଜଣଙ୍କୁ ନିର୍ଦ୍ଦୋଷ…
କାଠଗଡାରେ ୧୨ ବଖରା ପୋଡିଗଲା
ସୋରଡା,୪ା୧୦(ଡି.ଏନ୍.ଏ.)- ସୋରଡା ବ୍ଲକ ଅସୁରବନ୍ଧ ଗ୍ରାମ ପଞ୍ଚାୟତ କାଠଗଡା ଗ୍ରାମରେ ଶୁକ୍ରବାର ଅପରାହ୍ନରେ ନିଅଁା ଲାଗି ୪ ପରିବାରର ୧୨ ବଖରା ପୋଡି ପାଉଁଶ ହୋଇଯାଇଛି। ଦମକଳ ବାହିନୀ ପହଞ୍ଚତ୍ ନିଅଁାକୁ ଆୟତ୍ତ କରିଥିଲା। ତହସିଲଦାର ଅମର କୁମାର ବସନ୍ତରାୟ, ରାଜସ୍ବ…
୨୨ କେଜି ଗଞ୍ଜେଇ ଜବତ, ଜଣେ ଗିରଫ
ଛତ୍ରପୁର,୪ା୧୦(ଡି.ଏନ.ଏ.)- ଛତ୍ରପୁର ପୋଲିସ ଚୋରା ଚାଲାଣ ବେଳେ ଗଞ୍ଜେଇ ଜବତ କରିବା ସହ ଏଥିରେ ସମ୍ପୃକ୍ତ ଅଭିଯୋଗରେ ଜଣଙ୍କୁ ଗିରଫ କରିଛନ୍ତି। ସେ ହେଲେ ଗୋଳନ୍ଥରା ଥାନା ମିଲ୍ କତୁରୁ ଗଁ।ର ବି ସନ୍ତୋଷ ପାତ୍ର ଓରଫ ବୁଚି ପାତ୍ର। ତାଠାରୁ…
୩ ଜୁଆଆଡ୍ଡାରେ ଚଢାଉ, ୧୩ ଗିରଫ: ୪ ବାଇକ୍, ୨୪୩୨୦ ଟଙ୍କା ଜବତ
ଆସିକା,୪ା୧୦ (ଡି.ଏନ୍.ଏ.)- ଆସିକା ଥାନା ଇଲାକାର ବେଣିଆ, ନୂଆଗଁା ଓ ଦେବଭୂମି ଗ୍ରାମରେ ଚାଲିଥିବା ଜୁଆଆଡ୍ଡା ଉପରେ ଗୁରୁବାର ରାତିରେ ପୋଲିସ ଚଢାଉ କରିଥିଲା। ଏଠାରୁ ୧୩ଜଣ ଜୁଆଡିଙ୍କୁ ଗିରଫ କରାଯାଇଛି। ଜୁଆଆଡ୍ଡାରୁ ୨୪ ହଜାର ୩୨୦ ଟଙ୍କା, ୪ ବାଇକ,…
ଜମି ବିବାଦ ତୁଟିଲା, କାର୍ଯ୍ୟକ୍ଷମ ହେଲା ଅଙ୍ଗନଓ୍ବାଡି କୋଠା
ଖଲ୍ଲିକୋଟ,୪ା୧୦(ଡି.ଏନ.ଏ.)- ଜମି ବିବାଦ ଯୋଗୁ ଖଲ୍ଲିକୋଟ ବ୍ଲକ କହ୍ନେଇପୁର ପଞ୍ଚାୟତ କନ୍ଦିଗଁାରେ ପ୍ରାୟ ବର୍ଷେ ହେଲା ନିର୍ମିତ ଅଙ୍ଗନୱାଡ଼ି କେନ୍ଦ୍ର-୧ କୋଠା କାର୍ଯ୍ୟକ୍ଷମ ହୋଇପାରୁ ନ ଥିଲା। ପ୍ରଶାସନ ଓ ପୋଲିସ ହସ୍ତକ୍ଷେପ ପରେ ଗୁରୁବାର ଉକ୍ତ ଜମି ବିବାଦ ତୁଟିଛି।…
ସୋସାଇଟି ସମ୍ପାଦକଙ୍କୁ ବ୍ୟାଙ୍କରେ ମିଳୁନି ନିଯୁକ୍ତି
ବ୍ରହ୍ମପୁର ଅଫିସ,୪ା୧୦- ପ୍ରତିଶ୍ରୁତି ପୂରିବାକୁ ଯାଉଛି ୪ ମାସ । ତଥାପି ବିସିସି (ବ୍ରହ୍ମପୁର ସମବାୟ କେନ୍ଦ୍ର) ବ୍ୟାଙ୍କରେ ସୋସାଇଟି ସମ୍ପାଦକଙ୍କୁ ମିଳୁନି ନିଯୁକ୍ତି। ସୂଚନାଯୋଗ୍ୟ, ଏହି ବ୍ୟାଙ୍କ ଅଧୀନ ଗଞ୍ଜାମ ଓ ଗଜପତି ଜିଲାରେ ୨୫୫ ପ୍ରାଥମିକ ସେବା ସମବାୟ…
ଲକ୍ଷ୍ମୀଦତ୍ତ ହତ୍ୟା ମାମଲା : ୨ ଜଣଙ୍କ ଜାମିନ ଆବେଦନ, ୨୩ରେ ଶୁଣାଣି
ଛତ୍ରପୁର,୪ା୧୦(ଡି.ଏନ.ଏ.): ଛତ୍ରପୁର ଏନ୍ଏସିର ତତ୍କାଳୀନ ବିଜେଡି କାଉନ୍ସିଲର ଲକ୍ଷ୍ମୀଦତ୍ତ ପ୍ରଧାନଙ୍କୁ ୨୦୧୭ ସେପ୍ଟେମ୍ବର ୧୬ରେ ତାଙ୍କ ଘର ଆଗରେ ଖଣ୍ଡାରେ ହାଣି ହତ୍ୟା କରାଯାଇଥିଲା ା ଏହି ମାମଲାରେ ସମ୍ପୃକ୍ତ ଏନ୍.ଈଶ୍ୱର ରେଡ୍ଡୀ ଓ କୁନା ନାୟକଙ୍କ ପକ୍ଷରୁ ଗୁରୁବାର ଜାମିନ୍…
ବ୍ରେଲ୍ ଲିପିରେ ପ୍ରକାଶ ପାଇବ ଯୁକ୍ତ ୨ ପାଠ୍ୟପୁସ୍ତକ
ବ୍ରହ୍ମପୁର ଅଫିସ,୪ା୧୦- ବ୍ରହ୍ମପୁର ରେଡକ୍ରସ୍ କମ୍ପ୍ୟୁଟରୀକୃତ ବ୍ରେଲ ମୁଦ୍ରଣାଳୟ ପକ୍ଷରୁ ଖୁବଶୀଘ୍ର ଦୃଷ୍ଟିବାଧିତ ଛାତ୍ରୀଛାତ୍ରଙ୍କ ପାଇଁ ଯୁକ୍ତ ୨ କଳା ପାଠ୍ୟକ୍ରମର ବ୍ରେଲ ଲିପିର ପାଠ୍ୟପୁସ୍ତକ ପ୍ରକାଶ କରାଯିବ। ଏଥିସହ ଦୃଷ୍ଟିବାଧିତଙ୍କ ପାଇଁ ରାମାୟଣ, ମହାଭାରତ, ଭାଗବତକୁ ମଧ୍ୟ ଓଡିଆ ବ୍ରେଲ…
Archives


