ଗଞ୍ଜାମ

ଚାମେଲିଙ୍କ ସପକ୍ଷରେ ବାହାରିଲେ ସରପଞ୍ଚ ମହାସଂଘ: ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦେଲେ ଦାବିପତ୍ର

ଛତ୍ରପୁର, ୧୮।୬ (ଦିଲ୍ଲୀପ ସାମଲ ): କେନ୍ଦ୍ରାପଡା ଜିଲା ଅନ୍ତର୍ଗତ ମହାକାଳପୁର ପଞ୍ଚାୟତ ସମିତି ଅଧୀନ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲି ଓଝାଙ୍କ ପ୍ରତି ହୋଇଥିବା ଅମାନୁଷିକ କାର୍ଯ୍ୟକଳାପକୁ ବିରୋଧ କରି ଓଡ଼ିଶା ସରପଞ୍ଚ ମହାସଂଘର ଆହୱାନ କ୍ରମେ ଗୁରୁବାର…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ ଶୃଙ୍ଖଳା ଭଙ୍ଗ କରିବା ସହିତ ଦଳିୟ ନେତୃତ୍ୱ ବିରୋଧରେ ସାମାଜିକ ଗଣମାଧ୍ୟମରେ ବିଭିନ୍ନ…

ଦିଗପହଣ୍ଡି ଏନଏସି ପକ୍ଷରୁ ଜନସମ୍ପର୍କ କାର୍ଯ୍ୟକ୍ରମ ଶୁଭାରମ୍ଭ; ନାଗରିକଙ୍କ ସହଭାଗିତା, ସଚେତନତା, ସୁଶାସନ ଉପରେ ଗୁରୁତ୍ୱ

ଦିଗପହଣ୍ଡି,୧୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସହରରେ ଜନ ସମ୍ପର୍କ ଅଭିଯାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଏନଏସି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ ଆଲୋଚନା ସଭାରେ ନଗରପାଳ ପ୍ରଫୁଲ ପଣ୍ଡା ଅଧ୍ୟକ୍ଷତା କରିଥିଲେ। ଏନଏସି…

ଶେଷ ଦିନରେ ୧୩ ଜଣ ପ୍ରାର୍ଥୀ କଲେ ନାମାଙ୍କନ ଦାଖଲ, କିଏ କେଉଁ ଜୋନ୍‌ରୁ ଦେଖନ୍ତୁ ପୂରା ଲିଷ୍ଟ

ଛତ୍ରପୁର,୧୭।୬ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଯୋଜନା କମିଟି ସଦସ୍ୟ ଲାଗି ଆଜି ଶେଷ ଦିନରେ ୧୩ ଜଣ ଜିଲା ପରିଷଦ ସଭ୍ୟ / ସଭ୍ୟା ସେମାନଙ୍କ ପ୍ରାର୍ଥିିପତ୍ର ଦାଖଲ କରିଛନ୍ତି । ସେମାନେ ହେଲେ ୬୭ ନଂ ଜିଲା ପରିଷଦ…

ଧାର ଟଙ୍କା ପରିଶୋଧକୁ କେନ୍ଦ୍ରକରି ଛୁରୀରେ ମରଣାନ୍ତକ ଆକ୍ରମଣ ; ଜାମିନ ଆବେଦନ ଖାରଜ ହେବାରୁ ୨ ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର ଚନ୍ଦନ ସ୍ବାଇଁଙ୍କ ଠାରୁ ଗ୍ରାମର ଏ.ସନ୍ତୋଷ ପାତ୍ର ଗତ ପ୍ରାୟ ୩ ମାସ ପୂର୍ବେ ଗୃହକାର୍ଯ୍ୟ ନିମନ୍ତେ ୫୫ ହଜାର ଟଙ୍କା ଧାର ନେଇଥିଲେ। ପ୍ରତିଶ୍ରୁତି ମୁତାବକ ନିର୍ଦ୍ଧାରିତ…

କାଠରେ ରାମଦୋଳି ନିଜେ ପ୍ରସ୍ତୁତ କରନ୍ତି ଗାଁର ଯୁବତୀ-ଯୁବକ, ରଜ କୁଇନ୍‌ ପ୍ରତିଯୋଗିତାରେ ନେଲେ ଖୁବ୍‌ ମଜା

ଭଞ୍ଜନଗର,୧୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ରଜ ମହୋତ୍ସବ ଧୂମ୍‌ଧାମରେ ପାଳିତ ହୋଇଯାଇଛି। ଭଞ୍ଜନଗର ପାତ୍ର କଲୋନୀରେ ୩ ଦିନ ବ୍ୟାପି ଚାଲିଥିବା ରଜ କୁଇନ୍‌ ପ୍ରତିଯୋଗିତା ମଙ୍ଗଳାବର ରାତିରେ ଶେଷ ହୋଇଛି। ଆଇନା ପକ୍ଷରୁ ସ୍ଥାନୀୟ ବନ ବିହାର…

ବିଲ୍‌ଓଙ୍କ ଦାୟିତ୍ୱହୀନତା: SIRରୁ ବାଦ୍‌ ପଡ଼ିଲେ ବହୁ ଭୋଟର

ପୁରୁଷୋତ୍ତମପୁର,୧୭ା୬(ସବିତା ମିଶ୍ର): ସରକାର ଭୋଟର ତାଲିକାରେ ସ୍ବଚ୍ଛତା ଆଣିବା ସହ ଠିକ୍‌ସମୟରେ ନୂତନ ଭୋଟରଙ୍କ ନାମ ଯୋଡ଼ିବା ଓ ମୃତ ବ୍ୟକ୍ତିଙ୍କୁ ଭୋଟର ତାଲିକାରୁ ବାଦ୍‌ ଦେବା ଆଦି କାର୍ଯ୍ୟ ପାଇଁ ହଜାର ହଜାର ଟଙ୍କା ପାରିଶ୍ରମିକ ଦେଇ ବିଏଲଓମାନଙ୍କୁ ନିଯୁକ୍ତି…

ଉଚ୍ଚ ଜୁଆରରେ ସମୁଦ୍ର ଅଶାନ୍ତ, ଲୀନ ହେବାକୁ ବସିଛି ମା’ଙ୍କ ମନ୍ଦିର

ଗଞ୍ଜାମ,୧୭ା୬(ବିଦ୍ୟାଧର ସାହୁ): ଋଷିକୂଲ୍ୟା ମୁହାଣ ଅଞ୍ଚଳରେ ତାଣ୍ଡବ ରଚୁଛି ଅଶାନ୍ତ ସମୁଦ୍ର। ଜଳ ଲହଡ଼ିରେ ଗଞ୍ଜାମ ବ୍ଲକର ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳ କ୍ଷୟ ହେବାରେ ଲାଗିଛି। ପାଳିବନ୍ଧ ପଞ୍ଚାୟତର ସାମୁଦ୍ରିକ ମତ୍ସ୍ୟଜୀବୀ ସମ୍ପ୍ରଦାୟ ପୋଡ଼ମ ପେଟା ଗ୍ରାମର ପ୍ରାୟ ୪ ଶହରୁ…

ଆର୍‌ଟିଓ ଅଫିସରେ ନାଗସାପ, ଜାଲରେ ପଡ଼ିଲା ବିରାଟକାୟ ବୋଡ଼ା

ଭଞ୍ଜନଗର,୧୭ା୬(ବାବୁଲା ପ୍ରଧାନ): ବର୍ଷା ପାଇଁ ସାପ ଗାତ ଭିତରୁ ବାହାରି ଘର ଭିତରକୁ ବେଳେବେଳେ ଚାଲି ଆସୁଛନ୍ତି। ବୁଧବାର ଗଞ୍ଜାମ ଜିଲାର ଭଞ୍ଜନଗର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ଥିବା ଏକ ସ୍କୁଟି ି ଭିତରେ ନାଗ ସାପ ପଶିଯାଇଥିଲା। ଏହାପରେ ବନ…

ରମ୍ଭାକୁ ହରାଇ ଛତ୍ରପୁର ଚମ୍ପିୟାନ

ଛତ୍ରପୁର, ୧୬।୬(ବିଦ୍ୟାଧର ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ରଜ ପର୍ବ ଉପଲକ୍ଷେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଏକ ୬-ଓଭର ବିଶିଷ୍ଟ କ୍ରିକେଟ ଟୁର୍ନାମେଣ୍ଟ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ବାବା ବାଲୀ ଲୋକନାଥ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ ଜଣେ ୧୭ ବର୍ଷୀୟ କୃତୀ ଛାତ୍ରଙ୍କର ଅକାଳ ବିୟୋଗ ଘଟିଛି। ମୃତ ଛାତ୍ର…

ଅଜଣା ରୋଗରେ ବହୁସଂଖ୍ୟକ ଛେଳି ମୃତ; ପ୍ରାଣୀ ବିଭାଗ ପାଖରେ ନାହିଁ ଖବର

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମ୍ମା, ଟିକରପଡ଼ା, ଢେପାପେଣ୍ଠ ପ୍ରଭୃତି ଗ୍ରାମମାନଙ୍କରେ ଗତ କିଛିଦିନ ହେଲା ଅଜଣା ରୋଗରେ ବହୁ ସଂଖ୍ୟକ ଛେଳି,ମେଣ୍ଢା ମୃତ୍ୟୁବରଣ କରିଥିବା ଜଣାପଡିଛି। ବଜ୍ରଗୁମ୍ମା ଗ୍ରାମର ଉଦୟ ନାଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?