ନର୍ସ, ଆଟେଣ୍ଡାଣ୍ଟ ନିଲମ୍ବିତ
ଫୁଲବାଣୀ ଅଫିସ,୪ା୭-ଫୁଲବାଣୀ ଜିଲା କ.ନୂଆଗଁ। ବ୍ଲକ ସାରଙ୍ଗଗଡ ଚିକିସତ୍ାଳୟରୁ ପୁଣି ଜଣେ ବ୍ୟକ୍ତିଙ୍କ ମୃତଦେହ ବୋହି ନେବା ଘଟଣାରେ ମଙ୍ଗଳବାର ଜିଲା ଚିକିତ୍ସାଧିକାରୀ ସମୀର କୁମାର ଦାସ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ବାଲିଗୁଡା ଉପଖଣ୍ଡ ଚିକିତ୍ସା ଅଧିକାରୀଙ୍କ ରିପୋର୍ଟ...
ଶାଗୁଆନ ପଟା ସହ ଅଟୋ ଜବତ, ଚାଳକ ଫେରାର
ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗଁ। ,୪।୭(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଅଞ୍ଚଳରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଶାଗୁଆନ କାଠପଟା ବୋଝେଇ ଅଟୋକୁ ବନ ବିଭାଗ ଜବତ କରିଛି । ଘଟଣାସ୍ଥଳରୁ ଚାଳକ ଫେରାର ହୋଇଯାଇଛନ୍ତି। ପ୍ରକାଶ ଯେ, ଏକ ଡାଲା ଅଟୋ ନଂ.ଓଆର-୦୭ଏସ-୭୨୦୨ରେ ପ୍ରାୟ...
ଏକ ଟଙ୍କାରେ ମିଳିବ ଗୋଟିଏ ଚାରା
ବ୍ରହ୍ମପୁର ଅଫିସ୍,୪ା୭-ବ୍ରହ୍ମପୁର ବନଖଣ୍ଡ ତରଫରୁ ବନଖଣ୍ଡ କାର୍ଯ୍ୟାଳୟ ପରିସରରେ ଚାରା ବିକ୍ରୟ କେନ୍ଦ୍ର ବୁଧବାର ଉଦ୍ଘାଟିତ ହୋଇଯାଇଛି। ବ୍ରହ୍ମପୁର ବନଖଣ୍ଡ ଅଧିକାରୀ ଆଶିଷ କୁମାର ବେହେରା ଆନୁଷ୍ଠାନିକ ଭାବେ ଏହାକୁ ଉଦ୍ଘାଟନ କରି କହିଥିଲେ, ଗଞ୍ଜାମ ଜିଲା ଏକ ବାତ୍ୟାପ୍ରବଣ...
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
ବ୍ରହ୍ମପୁର ଅଫିସ,୪ା୭-ଗଞ୍ଜେଇ ଚୋରା ଚାଲାଣ ଘଟଣାରେ ଗିରଫ ହୋଇ ବିଚାରାଧୀନ ବନ୍ଦୀ ଭାବେ ଥିବା ଜଣେ ଅସୁସ୍ଥ ବ୍ୟକ୍ତିଙ୍କ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ସେ ହେଲେ କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ ଦାମୀ...
ବିଶ୍ୱର ସବୁଠୁ କ୍ଷୁଦ୍ର ରଥ :ନ୍ୟାଶନାଲ ବୁକ ଅଫ ରେକର୍ଡରେ ସ୍ଥାନିତ ,ଗିନିଜ ବୁକ ଅଫ ରେକର୍ଡ ଦେବ ସ୍ବତନ୍ତ୍ର ମାନ୍ୟତା
ବ୍ରହ୍ମପୁର ଅଫିସ,୪ା୭-ପୁଣି ଏକ ନୂତନ ରେକର୍ଡ ସୃଷ୍ଟି କରିଛନ୍ତି ବ୍ରହ୍ମପୁରର ଶିଳ୍ପୀ ସତ୍ୟ ମହାରଣା । ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ କାଠରେ ସେ ବିଶ୍ୱର ସବୁଠୁ କ୍ଷୁଦ୍ରରଥ ନିର୍ମାଣ କରି ଚର୍ଚ୍ଚାକୁ ଆସିଛନ୍ତି । ୨.୫ ଇଞ୍ଚ ଉଚ୍ଚତା, ୨...
ନାବାଳିକା ଗର୍ଭବତୀ, ଅଭିଯୁକ୍ତ ଫେରାର
ବ୍ରହ୍ମପୁର ଅଫିସ,୪ା୭-କେ. ନୂଆଗାଁ ଥାନା ଇଲାକାରେ ଜନୈକା ନାବାଳିକାଙ୍କୁ ଭୟଭୀତ କରି ବାରମ୍ବାର ବଳାତ୍କାର କରିବା ପରେ ସେ ଗର୍ଭବତୀ ହେବା ଜାଣି ଅଭିଯୁକ୍ତ ଫେରାର୍ ହୋଇଯାଇଛନ୍ତି। ଏନେଇ ପୀଡିତାଙ୍କ ବାପା ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ନଂ.୧୨୧/୧୯ରେ ଏକ...
ଅଧ୍ୟକ୍ଷା, ଉପାଧ୍ୟକ୍ଷା ପଦବୀରେ ଦୁଇ ମହିଳା
ବ୍ରହ୍ମପୁର ଅଫିସ,୪ା୭-ଗଞ୍ଜାମ ଜିଲା ପରିଷଦ ଅଧ୍ୟକ୍ଷ ଉପନିର୍ବାଚନ ସରିଛି। ଖଲ୍ଲିକୋଟ ବ୍ଲକର ଜୋନ ନଂ.୧୧ରୁ ୨୦୧୭ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବିଜେଡିରୁ ନିର୍ବାଚିତ ସଦସ୍ୟା ସୋନମ ପଲେଇ ନିଦ୍ୱନ୍ଦ୍ୱରେ ଅଧ୍ୟକ୍ଷା ନିର୍ବାଚିତ ହୋଇଛନ୍ତି। ଅନ୍ୟପକ୍ଷରେ ଜିଲା ପରିଷଦ ଇତିହାସରେ ଦୁଇ...
୧୦ବର୍ଷ ପରେ ଘରକୁ ଫେରି ଆତ୍ମହତ୍ୟା
ହିଞ୍ଜଳିକାଟୁ,୩ା୭(ଡି.ଏନ୍.ଏ.)- ୧୦ ବର୍ଷ ତଳେ ଘରୁ କେଉଁଆଡେ ଚାଲିଯାଇଥିଲେ। ୨ଦିନ ତଳେ ହଠାତ୍ ଘରକୁ ଫେରି ଜାଣିଲେ ୨ମାସ ତଳେ ସ୍ତ୍ରୀଙ୍କ ମୃତ୍ୟୁ ହୋଇଛି। ଏଥିରେ ମ୍ରିୟମାଣ ହୋଇ ଶେଷରେ ରଶି ଲଗାଇ ଜୀବନ ହାରିଲେ। ଏଭଳି ଏକ ଅଭାବନୀୟ...
ସାରଙ୍ଗଡ଼ରୁ ବଣ୍ଡଗୁଡ଼ାକୁ ମୃତଦେହ ବୁହାଯିବା ଘଟଣା: ନର୍ସ, ଆଟେଣ୍ଡାଣ୍ଟ ନିଲମ୍ବିତ
ଫୁଲବାଣୀ ଅଫିସ,୩।୭-ଫୁଲବାଣୀ ଜିଲା କ.ନୂଆଗଁା ବ୍ଲକ ସାରଙ୍ଗଗଡ ଚିକିସତ୍ାଳୟରୁ ପୁଣି ଜଣେ ବ୍ୟକ୍ତିଙ୍କ ମୃତଦେହ ବୋହି ନେବା ଘଟଣାରେ ମଙ୍ଗଳବାର ଜିଲା ଚିକିତ୍ସାଧିକାରୀ ସମୀର କୁମାର ଦାସ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ବାଲିଗୁଡା ଉପଖଣ୍ଡ ଚିକିତ୍ସା ଅଧିକାରୀଙ୍କ ରିପୋର୍ଟ...
କ୍ଷେତ୍ର ପରିଦର୍ଶନ କଲେ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର
ଆସିକା,୩ା୭(ଡି.ଏନ୍.ଏ.)- ଆସିକା ବାଲିପଦର ମୁଖ୍ୟ ରାସ୍ତାର ବାବନପୁର ସଂଲଗ୍ନ ଗଡଗଡିଆ ପାହାଡ ପାଦ ଦେଶରେ ଆସିକା ଏନ୍ଏସି ପକ୍ଷରୁ ବର୍ଯ୍ୟବସ୍ତୁ ପରିଚାଳନା ପ୍ରକଳ୍ପ ନିର୍ମାଣ ଲାଗି ସ୍ଥାନ ଚିହ୍ନଟ ହୋଇଛି। ବୁଧବାର ମଧ୍ୟାହ୍ନରେ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ତେନଜନ୍ ୱାପଙ୍ଗ...
ଟ୍ରାକ୍ଟର ଧକ୍କାରେ ଛାତ୍ରୀଙ୍କ ଜୀବନ ଗଲା, ଚାଳକଙ୍କ ଗିରଫ ଦାବିରେ ଥାନା ସମ୍ମୁଖରେ ବସିଲେ ଗ୍ରାମବାସୀ
ଛତ୍ରପୁର,୩ା୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ଝରପୋଖରୀ ନିକଟ ରାସ୍ତାରେ ବୁଧବାର ଏକ ସାଇକେଲକୁ ଟ୍ରାକ୍ଟର ଧକ୍କା ଦେବାରୁ ଜଣେ ଆଇଟିଆଇ ଛାତ୍ରୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ସେ ହେଲେ ଝରପୋଖରୀ ଗାଁର ସୁରଭି ଦାସ। ଧକ୍କା ଦେବା...
ବେଆଇନ ପଥର ଖଣିରେ ଚଢ଼ାଉ, ୧ ଲକ୍ଷ ୩୬ ହଜାର ଜରିମାନା ଆଦାୟ, ୫ ଗାଡ଼ି ଜବତ
ପୁରୁଷୋତ୍ତମପୁର,୩ା୭(ଡି.ଏନ୍.ଏ.) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ବେଆଇନ ଭାବେ ବାଲି, ପଥର ଚାଲାଣ ନେଇ ତହସିଲଦାର ଅରୁଣ କୁମାର ନାୟକ ବିଭିନ୍ନ ସ୍ଥାନରେ ଥିବା ପଥର ଖଣି ଉପରେ ଚଢ଼ାଉ କରିଥିଲେ। ନିଲାମ ଗ୍ରହୀତାମାନେ ଚୁକ୍ତି ଅନୁଯାୟୀ ପଥର...
Archives


