ଗଞ୍ଜାମ

ସଙ୍ଗରୋଧ ଗୃହରେ ଟଳି ପଡିଲେ ସୁରଟ ଫେରନ୍ତା

ପୋଲସରା,୮ା୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପୋଲସରା ବ୍ଲକ ଢୁଙ୍କାପଡା ପଞ୍ଚାୟତସ୍ଥିତ ଢୁଙ୍କାପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ସଙ୍ଗରୋଧ ଗୃହରେ ୬୯ଜଣ ସୁରଟ ଫେରନ୍ତା ବୁଧବାର ଆସି ରହିଥିଲେ। ଏହି ଗୃହରେ ଥିବା ମଧୁପଲ୍ଲି ଗ୍ରାମର ପ୍ରଫୁଲ୍ଲ ବେହେରା (୩୯)ଙ୍କର ଶୁକ୍ରବାର ଅପରାହ୍ନରେ ମୃତ୍ୟୁ…

କ୍ୱାରାଣ୍ଟାଇନ ବ୍ୟବସ୍ଥାରେ ଅବହେଳା: ପ୍ରତିବାଦରେ ଡାକ୍ତରଙ୍କ ସହ ଏମ୍‌କେସିଜି ଛାତ୍ରୀଛାତ୍ରଙ୍କ ଧାରଣା

ବ୍ରହ୍ମପୁର ଅଫିସ, ୮।୫: ବ୍ରହ୍ମପୁର ଉପକଣ୍ଠ ଶୀତଳାପଲିରେ ଥିବା ଟାଟା କୋଭିଡ-୧୯ ହସ୍ପିଟାଲରେ କାମସାରି ଫେରୁଥିବା ଡାକ୍ତରଙ୍କୁ କ୍ୱାରାଣ୍ଟାଇନରେ ରଖିବାନେଇ ପ୍ରଶାସନ ପକ୍ଷରୁ କୌଣସି ବ୍ୟବସ୍ଥା କରାଯାଇ ନ ଥିବା ଅଭିଯୋଗ ହୋଇଛି। ପ୍ରକାଶ ଯେ, ଶୁକ୍ରବାର ଶିତଳାପଲ୍ଲି ଟାଟା କୋଭିଡ…

ଏମ୍‌କେସିଜିରେ ୨୯ କରୋନା ସନ୍ଧିଗ୍ଧ ଚିକିତ୍ସିତ

ବ୍ରହ୍ମପୁର ଅଫିସ, ୮।୫ -ଗଞ୍ଜାମ ଜିଲାରେ ଏବେ ସୁରଟ ଫେରନ୍ତାଙ୍କୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି । ନିକଟରେ ଗଞ୍ଜମକୁ ସୁରାଟରୁ ଫେରିଥିବା ପ୍ରବାସୀ ଓଡ଼ିଆମାନଙ୍କୁ ବିଭିନ୍ନ ସଙ୍ଗରୋଧ କକ୍ଷରେ ରଖାଯାଇଛି। ଏବେ ସେମାନଙ୍କ ସ୍ବାବ୍‌ ରିପୋର୍ଟରେ ଦିନକୁ ଦିନ କରୋନା…

ଗଞ୍ଜାମରେ ସୁରଟ ଫେରନ୍ତାଙ୍କୁ ବିରୋଧ: ଟେକାପଥର ମାଡ଼, ପୋଲିସର ଲାଠି ଚାଳନା

ଛତ୍ରପୁର,୮।୫(ଡି.ଏନ.ଏ.)-ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ପଞ୍ଚାୟତର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଗୁରୁବାର ରାତିରେ ସୁରଟ ଫେରନ୍ତାଙ୍କୁ ରଖିବାକୁ ସ୍ଥାନୀୟ ଲୋକେ ବିରୋଧ କରିଛନ୍ତି। ଏପରିକି ପୋଲିସ ଉପରକୁ କେତେକ ଲୋକ ଟେକା ପଥର, କାଚ ବୋତଲ ମାଡ଼ କରିଥିଲେ। ଏହାକୁ ନେଇ…

ଲକ୍‌ଡାଉନ୍‌: ପୋଲସରାରୁ ବଲାଙ୍ଗୀର ଅଭିମୁଖେ ଶ୍ରମିକ

ଭଞ୍ଜନଗର/ପୋଲସରା,୮ା୫(ଡି.ଏନ୍‌.ଏ.) : ଲକ୍‌ଡାଉନ୍‌ ଯୋଗୁ ଶ୍ରମିକମାନଙ୍କ ସମସ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହିଭଳି ଗଞ୍ଜାମ ଜିଲା ପୋଲସରା ନିକଟସ୍ଥ ହାତୀଓଟ ଏବଂ କେନ୍ଦୁବାଡ଼ି ଅଞ୍ଚଳର ଇଟାଭାଟିରେ କାମ କରୁଥିବା ବଲାଙ୍ଗୀର ଜିଲାର ଶ୍ରମିକମାନେ ଶୁକ୍ରବାର ନିଜ ଭିଟାମାଟି ଅଭିମୁଖେ ଚାଲିଚାଲି…

ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୭ରେ ପହଞ୍ଚିଲା

ଗଞ୍ଜାମ,୮ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଶୁକ୍ରବାର ସକାଳେ ପୁଣି ୧୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୭ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତମାନେ ସୁରଟ ଫେରନ୍ତା ବୋଲି ଜଣାପଡ଼ିଛି।…

ସଙ୍ଗରୋଧ କେନ୍ଦ୍ର ପାଚେରି ଡେଇଁ ବନ୍ଧରେ ଗାଧୋଇଲେ

କବିସୂର୍ଯ୍ୟନଗର,୮ା୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ସହରର ମର୍ଦ୍ଦରାଜ ହାଇସ୍କୁଲ, ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର, କବିସୂର୍ଯ୍ୟ ବଳଦେବ ବିଜ୍ଞାନ ମହାବିଦ୍ୟାଳୟରେ ସଙ୍ଗରୋଧ ଗୃହ କରାଯାଇଛି। ମର୍ଦ୍ଦରାଜ ହାଇସ୍କୁଲ ସଙ୍ଗରୋଧ ଗୃହର ଜଣେ ଓ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ୩ ଜଣ ସୁରଟ ଫେରନ୍ତା…

ରାସ୍ତା କଡ଼ରେ ଜଣଙ୍କୁ ଜାଳିଦେଲେ ଦୁର୍ବୃତ୍ତ

ଗୋପାଳପୁର,୮ା୫(ଡି.ଏନ୍‌.ଏ.)- ବ୍ରହ୍ମପୁର ପୋଲିସର ଦିଗପହଣ୍ଡି ଓ ଗୋଳନ୍ଥରା ଥାନା ସୀମାବର୍ତ୍ତୀ ଅଞ୍ଚଳରେ ବୁଧବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ରାସ୍ତା କଡ଼ରେ ଜଣଙ୍କୁ ଦୁର୍ବୃତ୍ତମାନେ ପୋଡି ଦେଇଛନ୍ତି। ଗୁରୁବାର ସନ୍ଧ୍ୟାରେ ଗୋଳନ୍ଥରା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି।…

ସ୍କୁଲ ପରିସର ସଫେଇ କଲେ ସୁରଟ ଫେରନ୍ତା

କୁକୁଡାଖଣ୍ଡି, ୮।୮(ଡି.ଏନ.ଏ.)- ଗଞ୍ଜାମ ଜିଲା କୁକୁଡାଖଣ୍ଡି ବ୍ଳକର ନିମଖଣ୍ଡି ପ୍ରାଥମିକ ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରରେ ଅଛନ୍ତି ୭୨ଜଣ ପ୍ରବାସୀ ଓଡ଼ିଆ। ସେମାନେ ସୁରଟ ଫେରନ୍ତା। ତେବେ ସେମାନେ ରହୁଥିବା ସ୍କୁଲ ପରିସରକୁ ପରିଷ୍କାର କରି ନୂଆ ଉଦାହରଣ ସୃଷ୍ଟି କରିଛନ୍ତି। ପ୍ରବାସୀଙ୍କ…

ବାଲି, ପଥର ଚାଲାଣ, ଜରିମାନା ଆଦାୟ

ଚିକିଟି,୭ା୫(ଡି.ଏନ.ଏ.)-ଚିକିଟି ତହସିଲ ଅଞ୍ଚଳରେ ଟ୍ରକ୍‌ ଓ ଟ୍ରାକ୍ଟର ଯୋଗେ ବେଆଇନ ବାଲି, ପଥର ଚାଲାଣ ଓ ମାସ୍କ ବ୍ୟବହାର କରି ନ ଥିବା ବ୍ୟକ୍ତିଙ୍କଠାରୁ ୭୧,୮୦୦ ଟଙ୍କା ଜରିମାନା ଆଦାୟ କରାଯାଇଛି। ଚିକିଟି ତହସିଲ ଅନ୍ତର୍ଗତ ବିଭିନ୍ନ ଜାଗାରୁ ବାଲି ଓ…

ବୁଗୁଡ଼ା ବ୍ଲକ, ଏନ୍‌ଏସିର ୪୦ ସଙ୍ଗରୋଧ କେନ୍ଦ୍ରରେ ୨୦୫୯ ପ୍ରବାସୀ ଓଡ଼ିଆ

ବୁଗୁଡ଼ା,୭ା୫(ଡି.ଏନ.ଏ.)- ବୁଗୁଡ଼ା ବ୍ଲକ ଓ ଏନ୍‌ଏସିରେ ଥିବା ୪୦ ସଙ୍ଗରୋଧ କେନ୍ଦ୍ରରେ ଗୁରୁବାର ସୁଦ୍ଧା ମୋଟ ୨୦୫୯ ପ୍ରବାସୀ ଓଡ଼ିଆ (ସୁରାଟ ଫେରନ୍ତା) ଆସି ରହିଛନ୍ତି। ରବିବାର ଠାରୁ ବୁଧବାର ରାତି ସୁଦ୍ଧା ଏହି ପ୍ରବାସୀ ଓଡ଼ିଆମାନେ ଟ୍ରେନ ଓ ବସରେ…

ଏମ୍‌କେସିଜିରେ ୧୭ ସନ୍ଦିଗ୍ଧ ଭର୍ତ୍ତି

ବ୍ରହ୍ମପୁର ଅଫିସ,୭ା୫-ଗଞ୍ଜାମ ଜିଲାରେ ଏବେ ସୁରଟ ଫେରନ୍ତାଙ୍କୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ଗୋଟିଏ ପଟେ ଲଗାତର ଜିଲାର ସନ୍ଦିଗ୍ଧ କରୋନା ଲକ୍ଷଣ ଥିବା ଲୋକମାନେ ଏମ୍‌କେସିଜିରେ ଭର୍ତ୍ତି ହେଉଥିବା ବେଳେ ନିକଟରେ ଗଞ୍ଜାମକୁ ସୁରଟରୁ ଫେରିଥିବା ପ୍ରବାସୀ ଓଡ଼ିଆଙ୍କୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?