ବେଆଇନ ମଦ ଭାଟିରେ ଚଢାଉ: ୩ ମହିଳାଙ୍କ ସମେତ ୨୫ ଗିରଫ
ଆସିକା,୧ା୪(ଡି.ଏନ୍.ଏ.)- ଆସିକା ଥାନା ପାକଲାପଲ୍ଲୀ ଓ ସନ୍ତୋଷୀ ମନ୍ଦିର ସଂଲଗ୍ନ ଏରୋଗୋଲାବସା ଏବଂ ବାଲିସିରାଠାରେ ଚାଲିଥିବା ବେଆଇନ୍ ରନ୍ଧାମଦ ଭାଟି ଉପରେ ବୁଧବାର ଆସିକା ପୋଲିସ ଚଢାଉ କରିଥିଲା। ଏଠାରୁ ୨ହଜାର ଲିଟର ରନ୍ଧା ମଦ ଜବତ କରାଯାଇଥିବାବେଳେ ୧୦ ହଜାର…
ଲକ୍ଡାଉନ୍: ଲୁଣ ଉତ୍ପାଦନ ନେଇ ଚିନ୍ତାରେ ଚାଷୀ
ଗଞ୍ଜାମ, ୧।୪(ଡି.ଏନ୍.ଏ.): ଗଞ୍ଜାମ-ହୁମା ୧୬ ନଂ. ଜାତୀୟ ରାଜପଥ ପାର୍ଶରେ କେନ୍ଦ୍ର ସରକାରଙ୍କ ୧୪୭୨ ଏକର ଲୁଣ ଚାଷ ଜମି ରହିଛି । ସେଥିମଧ୍ୟରୁ ହୁମା ଓ ବିଞ୍ଚଣାପଲ୍ଲୀ ଲବଣ ଉତ୍ପାଦନ ବିକ୍ରୟ ସମବାୟ ସମିତି ୭୨୯ ଏକର ଜମି ଲିଜ୍…
ସ୍ବେଚ୍ଛାସେବୀଙ୍କ ତାଲିକା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ
ଆସିକା,୩୧ା୩ (ଡି.ଏନ୍.ଏ.): ଲକ୍ଡାଉନ୍ ଲାଗି ଆସିକା ଏନ୍ଏସିରେ ନିରାଶ୍ରୟଙ୍କୁ ଦୈନିକ ରନ୍ଧାଖାଦ୍ୟ ଦିଆଯାଉଛି। ମଙ୍ଗଳବାରଠାରୁ ଆସିକା ବ୍ଲକର ବିଭିନ୍ନ ପଞ୍ଚାୟତରେ ମଧ୍ୟ ନିରାଶ୍ରୟଙ୍କୁ ଅଙ୍ଗନଓ୍ବାଡି କର୍ମୀଙ୍କ ଜରିଆରେ ଖାଦ୍ୟ ବଣ୍ଟା ଆରମ୍ଭ ହୋଇଛି। ମଙ୍ଗଳବାର ବ୍ଲକର ୨୭ ପଞ୍ଚାୟତରେ ୧୩୩୨ଜଣଙ୍କୁ ରନ୍ଧାଖାଦ୍ୟ…
ଅସହାୟଙ୍କୁ ବିଏମ୍ସିର ରାଶନ ବଣ୍ଟନ
ବ୍ରହ୍ମପୁର ଅଫିସ,୩୧ା୩-କରୋନା ସଂକ୍ରମଣକୁ ପ୍ରତିରୋଧ କରିବା ନେଇ ଜିଲାପ୍ରଶାସନ ପକ୍ଷରୁ ଲକ୍ଡାଉନ୍ ଜାରି ରହିଛି। ଏହାର ପ୍ରଭାବରେ ବ୍ରହ୍ମପୁରରେ ରାଜ୍ୟ ବାହାରୁ ଆସି ଫସି ରହିଥିବା ଏବଂ ସହରରେ ଜୀବନ ଜୀବିକା ପ୍ରଭାବିତ ଯୋଗୁ ଅସହାୟ, ଅନାହାରରେ ଦିନ କାଟୁଥିବା ଲୋକଙ୍କୁ…
ନିୟମ ଉଲ୍ଲଂଘନକାରୀଙ୍କୁ କ୍ୱାରାଣ୍ଟାଇନ୍ରେ ରଖିବାକୁ ନିର୍ଦ୍ଦେଶ
ଛତ୍ରପୁର,୩୧ା୩(ଡି.ଏନ.ଏ)-ଲକ୍ଡାଉନ୍କୁ ବେଖାତିର କରି କେତେକ ଯୁବଗୋଷ୍ଠୀ ବାହାରେ ବୁଲିବା ଅଭ୍ୟାସ ଛାଡୁନାହାନ୍ତି। ସମସ୍ତ ପ୍ରଶାସନିକ ଚେଷ୍ଟା ସତ୍ତ୍ୱେ ନ ସୁଧୁରିଲେ ସେମାନଙ୍କୁ ଧରି ୧୪ ଦିନ ପାଇଁ କ୍ୱାରାଣ୍ଟାଇନ୍ରେ ରଖିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ନିର୍ଦ୍ଦେଶ ଦେଇଛନ୍ତି। କରୋନା…
ଲକ୍ଡାଉନ୍ ଯୋଗୁ ଚାଷୀ ହତାଶ: ବିଲରେ ପଚୁଛି ପନିପରିବା, ଫୁଲ
ଭଞ୍ଜନଗର,୩୧।୩(ଡି.ଏନ.ଏ)- ଏପ୍ରିଲ୍ ୧୪ ପର୍ଯ୍ୟନ୍ତ ସରକାର ଲକ୍ ଡ଼ାଉନ କଟକଣା ଜାରି କରିଛନ୍ତି। ଏହାଦ୍ୱାରା ଲୋକେ କାମଧନ୍ଦା ହରାଇଛନ୍ତି। ଅନ୍ୟ ରାଜ୍ୟରୁ ଆସି ଭଞ୍ଜନଗର ବ୍ଲକରେ ରହିଯାଇଥିବା ଏକାଧିକ ଅଣଓଡ଼ିଆ ପରିବାରଙ୍କ ଅବସ୍ଥା ଦୟନୀୟ ହୋଇପଡ଼ିଛି। ସରକାରଙ୍କ ମୁଠାଏ ଖାଦ୍ୟକୁ ସେମାନେ…
କୋଭିଡ୍ ଫଣ୍ଡକୁ ଅଧ୍ୟକ୍ଷା ଦେଲେ ୩୦ ହଜାର
ଦିଗପହଣ୍ଡି,୩୧ା୩(ଡି.ଏନ.ଏ.)- ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଅଧ୍ୟକ୍ଷା ପ୍ରଣତି ପାତ୍ର ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍ ରିଲିଫ ପାଣ୍ଠିକୁ ୩୦ ହଜାର ଟଙ୍କା ଦାନ କରିଛନ୍ତି। ଅନ୍ଲାଇନ୍ରେ ସେ ଏହି ଅର୍ଥ ଟ୍ରାଜ୍ଞାକ୍ସନ୍ କରିଛନ୍ତି। କରୋନା ମହାମାରୀର ମୁକାବିଲା ପାଇଁ ସମସ୍ତ ଛାତ୍ରୀଛାତ୍ର, ଅଧ୍ୟାପିକା ଅଧ୍ୟାପକ…
କୋଭିଡ୍ ଫଣ୍ଡକୁ ବୃତ୍ତି ଟଙ୍କା ଦେଲେ ଛାତ୍ରୀ
ଛତ୍ରପୁର,୩୧ା୩(ଡି.ଏନ୍.ଏ.)- କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡ (କୋଭିଡ୍ ଫଣ୍ଡ)କୁ ଜଣେ ସପ୍ତମ ଶ୍ରେଣୀ ଛାତ୍ରୀ ପୂର୍ବରୁ ପାଇଥିବା ବୃତ୍ତି ଅର୍ଥରୁ ୩ ହଜାର ଟଙ୍କା ଦେଇଛନ୍ତି। ସେହେଲେ ଗଞ୍ଜାମ ଜିଲା ଛତ୍ରପୁର ଅନ୍ସ୍ଲୋ ସରକାରୀ ହାଇସ୍କୁଲର ଛାତ୍ରୀ ସ୍ନେହାମୟୀ…
ମଦ ବିକ୍ରି, ଚାଲାଣ ଅଭିଯୋଗରେ ୩ ଗିରଫ
ଗୋପାଳପୁର,୩୧ା୩- ଚୋରା ଦେଶୀ ମଦ ବିକ୍ରି ଓ ବିଦେଶୀ ମଦ ଚାଲାଣ କରୁଥିବାବେଳେ ଦୁଇଟି ସ୍ଥାନରୁ ଗୋଳନ୍ଥରା ପୋଲିସ ମଙ୍ଗଳବାର ୩ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ସୋରଳ ଗ୍ରାମର ନରସିଂହ ଜାନି, ଗୋଷାଣୀନୂଆଗଁା ଅଞ୍ଚଳର ସନ୍ତୋଷ…
ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ଗିରଫ ଘଟଣା:ପୁଣି ଥରେ ଜାମିନ ଖାରଜ
ବ୍ରହ୍ମପୁର ଅଫିସ,୩୧।୩ – ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡିଥିବା ବ୍ରହ୍ମପୁର ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ (ଦକ୍ଷିଣାଞ୍ଚଳ ମଣ୍ଡଳ) ବିନୋଦ କୁମାର ପାଢୀ ଗିରଫ ପରଠାରୁ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଅଛନ୍ତି। ଗତ ୪ ତାରିଖରେ…
ଛତ୍ରପୁର ହସ୍ପିଟାଲରେ କାମଚଳା ଲାବ୍
ଛତ୍ରପୁର,୩୧।୩(ଡି.ଏନ୍.ଏ.)- ଛତ୍ର୍ରପୁର ହସ୍ପିଟାଲରେ ଲାବ୍ ଟେକ୍ନିସିଆନ୍ ଅଭାବ ଲାଗି ରହିଛି। ଫଳରେ ଉକ୍ତ ହସ୍ପିଟାଲକୁ ଆସୁଥିବା ରୋଗୀମାନେ ବିଭିନ୍ନ ପରୀକ୍ଷା ପାଇଁ ହଇରାଣ ହେଉଛନ୍ତି। ଛତ୍ରପୁର ହସ୍ପିଟାଲରେ ଥିବା ୩ ଜଣ ଲାବ୍ ଟେକ୍ନିସିଆନଙ୍କ ମଧ୍ୟରୁ ଜଣେ ମଙ୍ଗଳବାର ଅବସର ଗ୍ରହଣ…
ମଇଁଷିଚରାଳିଙ୍କୁ ଛୁରାମାଡ
ଛତ୍ରପୁର,୩୧।୩(ଡି.ଏନ୍.ଏ.)- ଛତ୍ରପୁର ଥାନା ପଦ୍ମାବତୀ ଗଁା ନିକଟରେ ମଇଁଷି ଚରାଳିଙ୍କୁ ସୋମବାର ଅପରାହ୍ନରେ ଛୁରାମାଡ ହୋଇଛି। ସେହେଲେ ତେଲାପଲ୍ଲୀ ଗଁାର ଏସ୍. ମୋଚି ପାତ୍ର। ତାଙ୍କୁ ଛତ୍ରପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମିଳିଥିବା ସୂଚନା ଅନୁଯାୟୀ, ସୋମବାର ମୋଚି ମଇଁଷି ନେଇ…
Archives


