ଗଞ୍ଜାମ

ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କଲେ ଏସ୍‌ପି

ସୋରଡା,୬ା୫(ଡି.ଏନ୍‌.ଏ.)- ସୋରଡା ବ୍ଲକର ବିଭିନ୍ନ ସଙ୍ଗରୋଧ କେନ୍ଦ୍ରରେ ୨୨୦୮ ଜଣ ପ୍ରବାସୀ ରହୁଛନ୍ତି। ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ ବ୍ଲକରେ ପହଞ୍ଚତ୍ ସଙ୍ଗରୋଧ କେନ୍ଦ୍ରର ପରିଚାଳନା ନେଇ ସମୀକ୍ଷା କରିଥିଲେ। ଆଦର୍ଶ ବିଦ୍ୟାଳୟ କେନ୍ଦ୍ରକୁ ଯାଇ ବୁଲି ଦେଖିବା ସହ…

ବାଲାନ୍ସ ଜାଣିବାକୁ ଚାଲିଲେ ୩୬ କିମି

ଭଞ୍ଜନଗର,୬।୫(ଡି.ଏନ.ଏ.)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗୁଣ୍ଡିରିବାଡ଼ି ପଞ୍ଚାୟତ ଗୋହିରିବାଡ଼ିର ଏକ ସ୍ବୟଂ ସହାୟିକା ଗୋଷ୍ଠୀ (ଏସ୍‌ଏଚ୍‌ଜି) ନାମରେ ଥିବା ଆକାଉଣ୍ଟର ବାଲାନ୍ସ ଜାଣିବାକୁ ୭ ମହିଳା ୧୮ କିମି ଚାଲିଚାଲି ମଙ୍ଗଳବାର ସକାଳେ ଭଞ୍ଜନଗର ଆଇଓବି ବ୍ୟାଙ୍କକୁ ଆସିଥିଲେ। ବ୍ୟାଙ୍କ କାମ…

୧୩ ନଂ. ୱାର୍ଡରେ ଲାଗି ରହିଛି ବିଭିନ୍ନ ସମସ୍ୟା: ସାମାଜିକ ଦୂରତା ରଖି ରାସ୍ତାକୁ ଓହ୍ଲାଇଲେ ଶତାଧିକ ମହିଳା

ଜଗନ୍ନାଥପ୍ରସାଦ,୬।୫(ଡି.ଏନ.ଏ.)-ଜଗନ୍ନାଥପ୍ରସାଦ ବ୍ଲକ ଛାମୁଣ୍ଡା ପଞ୍ଚାୟତ ଚୋପର ଗ୍ରାମର ୧୩ ନମ୍ବର ୱାର୍ଡରେ ଲାଗି ରହିଛି ବିଭିନ୍ନ ସମସ୍ୟା। ଏହାର ପ୍ରତିବାଦରେ ବୁଧବାର ଶତାଧିକ ମହିଳା ସମସ୍ୟାର ସମାଧାନ ଦାବିରେ ସାମାଜିକ ଦୂରତା ବଜାଇ ରଖି ରାସ୍ତାକୁ ଓହ୍ଲାଇଛନ୍ତି। ମହିଳାମାନେ ଅଭିଯୋଗ କରିଛନ୍ତି,…

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିପାରିବେ ପ୍ରବାସୀ ଗର୍ଭବତୀ: ଗଞ୍ଜାମ ଜିଲାପାଳ

ଛତ୍ରପୁର, ୬।୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାକୁ ସୁରଟ, କେରଳରୁ ପ୍ରବାସୀମାନେ ଆସିବାରେ ଲାଗିଛନ୍ତି। ଏହି ପ୍ରବାସୀମାନଙ୍କ ମଧ୍ୟରେ କେତେକ ଗର୍ଭବତୀ ରହିଥିବା ଦେଖାଯାଇଛି। ଆବଶ୍ୟକ ହେଲେ କ୍ୱାରାଣ୍ଟାଇନ ସେଣ୍ଟରରେ ଥିବା ପ୍ରବାସୀ ଗର୍ଭବତୀଙ୍କୁ ହୋମ କ୍ୱାରେଣ୍ଟାଇନରେ ରଖାଯାଇପାରିବ। ଏନେଇ ଜିଲାର ସମସ୍ତ ୨୨…

୧୮୦ ଲିଟର ଦେଶୀ ମଦ ସହ ପୋଚ ଜବତ, ୪ ଗିରଫ

ବ୍ରହ୍ମପୁର ଅଫିସ,୬।୫- କୁକୁଡାଖଣ୍ଡି ବ୍ଲକ ଉପର କୁମ୍ଭଝରି, ସୁକୁଣ୍ଡା ଛକ ଓ ଗୋକର୍ଣ୍ଣପୁର ଗ୍ରାମରେ ଚାଲିଥିବା ବେଆଇନ ମଦ ଭାଟି ଉପରେ ବୁଧବାର ବ୍ରହ୍ମପୁର ଅବକାରୀ ଓ ଗୋଇନ୍ଦା ବିଭାଗ ପକ୍ଷରୁ ଚଢାଉ କରାଯାଇ ୧୮୦ ଲିଟର ଦେଶୀ ମଦ, ୫…

କରୋନା ବଢ଼ାଇଛି ଚିନ୍ତା: ଗଞ୍ଜାମ ଯିବେ ବିଶେଷଜ୍ଞ ଟିମ୍‌

ଭୁବନେଶ୍ୱର,୬।୫(ବ୍ୟୁରୋ): ଗଞ୍ଜାମ ଜିଲାରେ ୩ଟି କରୋନା ପଜିଟିଭ୍‌ ମାମଲା ଆସିଛି। ଏହାକୁ ଦୃଷ୍ଟିରେ ରଖି ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ଓ ଆର୍‌ଏମ୍‌ଆର୍‌ସି ବୈଜ୍ଞାନିକଙ୍କୁ ନେଇ ଟିମ୍‌ ଗଠନ କରାଯାଇଛି। ଏହି ଟିମ୍‌ ସର୍ଭେଲାନ୍ସ ଓ କଣ୍ଟେନ୍‌ମେଣ୍ଟ ଜୋନ୍‌ ଆଦି ତଦାରଖ…

ଗଞ୍ଜାମ ଜିଲାର ୨୬୮କ୍ୱାରାଣ୍ଟାଇନ ସେଣ୍ଟରରେ ଦୈନିକ ଚାଲିଛି ମନିଟରିଂ

ଛତ୍ରପୁର, ୬।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ବିଭିନ୍ନ ଥାନା ଅଞ୍ଚଳରେ ଥିବା ୨୬୮ଟି କ୍ୱାରାଣ୍ଟାଇନ ସେଣ୍ଟରରେ ୧୭ ହଜାର ୨୪୪ ଜଣ ରହିଛନ୍ତି। ଦୈନିକ ସ୍ଥାନୀୟ ଥାନା ପୋଲିସ କ୍ୱାରାଣ୍ଟାଇନ ସେଣ୍ଟରରର ମନିଟରିଂ କରୁଛନ୍ତି। ଏହାର ଦୈନିକ ରିପୋର୍ଟ ଥାନା ପକ୍ଷରୁ ଗଞ୍ଜାମ…

ପ୍ରବାସୀଙ୍କୁ ଘରେ ରଖିଲେ କାର୍ଯ୍ୟାନୁଷ୍ଠାନ: ଏସ୍‌ପି

ଛତ୍ରପୁର,୬ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର କେତେକ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ପ୍ରବାସୀମାନେ ବିଶୃଙ୍ଖଳା ସୃଷ୍ଟି କରିଥିଲେ। ଏଥର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ବିଶୃଙ୍ଖଳା କଲେ ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ। ଏପରିକି ସେମାନଙ୍କୁ ଅନ୍ୟ ଜିଲାର କ୍ବାରାଣ୍ଟାଇନ୍‌ ସେଣ୍ଟରରେ ରଖାଯିବ ବୋଲି ଗଞ୍ଜାମ ଏସ୍‌ପି…

ଗଞ୍ଜାମରେ କଣ୍ଟ୍ରୋଲ ଚାଉଳ ନେବାବେଳେ ରହୁନି ସାମାଜିକ ଦୂରତ୍ୱ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ଗଞ୍ଜାମ, ୬।୪(ଡି.ଏନ୍‌.ଏ. ): ରାଜ୍ୟରେ କରୋନା(କୋଭିଡ-୧୯) ସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ରାଜ୍ୟ ବାହାରୁ ତଥା ସୁରଟରୁ ଆସିଥିବା ଲୋକଙ୍କ ପାଇଁ ଗଞ୍ଜାମ ଜିଲାରେ ପ୍ରଶାସନକୁ ନାକେଦମ ହେବାକୁ ପଡିଛି l ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ ଶେଷ ବେଳକୁ…

ଗଞ୍ଜାମ ଯିବେ ବିଶେଷଜ୍ଞ ଟିମ୍‌: ପରଖିବେ ସ୍ଥିତି

ଭୁବନେଶ୍ୱର,୬।୫(ବ୍ୟୁରୋ): ଗଞ୍ଜାମ ଜିଲାରେ ୪ କରୋନା ପଜିଟିଭ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। କରୋନା ସ୍ଥିତି ଅନୁଧ୍ୟାନ ପାଇଁ ସ୍ବତନ୍ତ୍ର ସ୍ବାସ୍ଥ୍ୟ ବିଭାଗର ୨ ଜଣିଆ ଟିମ୍‌ ଗଞ୍ଜାମ ଯିବେ। ଏହି ଟିମ୍‌ ସର୍ଭେଲାନ୍ସ ଓ…

ଗଞ୍ଜାମ ଆକ୍ରାନ୍ତ ସୁରଟ ଫେରନ୍ତା: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି

ଭୁବନେଶ୍ୱର,୬।୫(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ବୁଧବାର ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୭ରେ ପହଞ୍ଚିଛି। ତେବେ ଏହି ନୂଆ କରୋନା ଆକ୍ରାନ୍ତ ଜଣଙ୍କ ଗଞ୍ଜାମ ଜିଲାର। ସେ ଜଣେ ୧୮ ବର୍ଷ ବୟସ୍କ ଯୁବକ…

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ମହିଳା ରହିବାକୁ ବିରୋଧ

ଭଞ୍ଜନଗର,୬।୫(ଡି.ଏନ.ଏ.)- ସୁରଟରୁ ଫେରୁଥିବା ମହିଳାମାନଙ୍କୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବାକୁ ନିଆଯାଇଥିବା ନିଷ୍ପତ୍ତିକୁ ନେଇ ଭଞ୍ଜନଗର ବ୍ଲକର ଏକ ଗ୍ରାମରେ ମଙ୍ଗଳବାର ସନ୍ଧ୍ୟାରେ ଉତ୍ତେଜନା ଦେଖାଦେଇଛି। ୪ ମହିଳାଙ୍କୁ ନେଇ ଆସିଥିବା ଗାଡ଼ିକୁ ଲୋକେ ଗଁାକୁ ପୁରାଇ ଦେଇ ନ ଥିଲେ। ଏହାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?