ଗଞ୍ଜାମ

ମହିଳାଙ୍କୁ ନିର୍ଯାତନା, ବଳାତ୍କାର ଅଭିଯୋଗ: ସ୍ବାମୀ, ଦିଅର ଗଲେ ଜେଲ

ଜଗନ୍ନାଥପ୍ରସାଦ,୨୫ା୯(ଡି.ଏନ.ଏ.): ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ଜଣେ ମହିଳାଙ୍କୁ ନିର୍ଯାତନା ଓ ବଳାତ୍କାର ଅଭିଯୋଗରେ ମଙ୍ଗଳବାର ପୋଲିସ ସ୍ବାମୀ, ଦିଅରଙ୍କୁ କୋର୍ଟ ଚାଲାଣ କରିଛି। ଗିରଫ ଦିଅର ହେଲେ ବାପୁଜି ବେହେରା ଓ ସ୍ବାମୀ ସୂର୍ଯ୍ୟ ନାରାୟଣ ବେହେରା। ମହିଳା ଏତାଲା ପ୍ରକାରେ,…

ବାଘୁଆ ଜଳ ଭଣ୍ଡାର: ଜଳ ନିଷ୍କାସନ ପାଇଁ ସତର୍କ ସୂଚନା ଜାରି

ବୁଗୁଡ଼ା,୨୫ା୯(ଡି.ଏନ.ଏ.): ବୁଗୁଡ଼ା ବ୍ଲକ ବାଘୁଆ ଜଳ ଭଣ୍ଡାରରୁ ନଦୀରେ ଜଳ ନିଷ୍କାସନ ପାଇଁ ମଙ୍ଗଳବାର ସନ୍ଧ୍ୟାରେ ଜଳ ସମ୍ପଦ କାର୍ଯ୍ୟାଳୟ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଜଳ ଭଣ୍ଡାରର ସୁରକ୍ଷା ଦୃଷ୍ଟିରୁ ବାଘୁଆ ଜଳସେଚନ ଉପଖଣ୍ଡ ସହକାରୀ ନିର୍ବାହୀ…

ପୁରୁଷୋତ୍ତମପୁର ବିଡିଓ ଭାବେ କାର୍ଯ୍ୟରେ ଯୋଗଦେଲେ ସୀମାଞ୍ଚଳ ମହାନ୍ତି : ଲୋକଙ୍କ ଘରକୁ ଯାଇ ସମସ୍ୟାର ସମାଧାନ କରିବାକୁ ଦେଲେ ପ୍ରତିଶ୍ରୁତି

ପୁରୁଷୋତ୍ତମପୁର,୨୫।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ବିଡିଓ ଭାବେ ସୀମାଞ୍ଚଳ ମହାନ୍ତି ମଙ୍ଗଳବାର ଯୋଗଦେଇଥିବାବେଳେ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ଲୋକେ ଘରେ ରହି ସରକାରୀ ସୁବିଧା ଯେପରି ପାଇପାରିବେ ସେଥିପ୍ରତି ଗୁରୁତ୍ୱ ଦେବେ ବୋଲି ବିଡିଓ ପ୍ରତିଶ୍ରୁତି…

ଧରାହେଲେ ନିଶାଶକ୍ତ ଗାଡ଼ି ଚାଳକ

ଦାରିଙ୍ଗବାଡ଼ି,୨୫।୯(ଡି.ଏନ.ଏ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ ଯାନବାହନ ଯାଞ୍ଚ ସହ ନିଶାଶକ୍ତ ଅବସ୍ଥାରେ ଗାଡ଼ି ଚାଳକଙ୍କୁ ଜୋରଦାର ଧରପଗଡ଼ କରାଯାଉଛି। ଦାରିଙ୍ଗବାଡ଼ି ଆଇଆଇସି କୌଶିକ ମାଝୀଙ୍କ ନେତୃତ୍ୱରେ ପ୍ରତିଦିନ ଯୁବ ସବଇନ୍ସପେକ୍ଟର ଅନିଲ କୁମାର ଦେବତ୍ତା, ସୌମ୍ୟରଜଂନ ଜେନା ବିଭିନ୍ନ ଛକରେ…

ଗଞ୍ଜାମ ଜିଲାରେ ସ୍କୁଲ ଛୁଟି ଘୋଷଣା

ବ୍ରହ୍ମପୁର ଅଫିସ,୨୫।୯:ଲଘୁଚାପର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଗଞ୍ଜାମ ଜିଲାରେ ମଧ୍ୟ ଗତ ତିନିଦିନ ହେଲା ପ୍ରବଳ ବର୍ଷା ଲାଗି ରହିଛି। ବର୍ଷା ଯୋଗୁ ସତର୍କତା ଅବଲମ୍ବନ କରିଛି ଗଞ୍ଜାମ ଜିଲା ପ୍ରଶାସନ। ବୁଧବାର ଜିଲାର ସମସ୍ତ…

ବଡ଼ ମେଡିକାଲକୁ ଆସିବ ବ୍ୟାଟେରି ଗାଡ଼ି

ଛତ୍ରପୁର,୨୫ା୯(ଡି.ଏନ.ଏ)-ବ୍ରହ୍ମପୁର ବଡ଼ ମେଡିକାଲ କଲେଜ ଓ ହସ୍ପିଟାଲର ବିଭିନ୍ନ ସମସ୍ୟା ସମାଧାନ ନିମନ୍ତେ ମଙ୍ଗଳବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ। ବଡ଼ ମେଡିକାଲର କେତେକ ସ୍ଥାନରେ…

ବାଲିପଦର ବାଳିକା ଉଚ୍ଚ ବିଦ୍ୟାଳୟ ଛାତ୍ରୀଙ୍କ ଅସ୍ବାଭାବିକ ଆଚରଣ, ଭୂତ ଭୟ

ବୁଗୁଡା,୨୫ା୯(ଡି.ଏନ୍‌.ଏ.)- ରାଜ୍ୟର କେତେକ ବିଦ୍ୟାଳୟରେ ଏବେ ଭୂତ ଭୟ ଯୋଗୁ ଛାତ୍ରୀଛାତ୍ର ସ୍କୁଲକୁ ଆସୁ ନାହାନ୍ତି। ଏନେଇ ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସମ୍ପୃକ୍ତ ଜିଲାର ଶିକ୍ଷା ଅଧିକାରୀମାନଙ୍କୁ ସଚେତନତା ସୃଷ୍ଟି କରିବା ସହ ଏହାର ତଦନ୍ତ…

ସଂଶୋଧିତ ମୋଟରଯାନ ଆଇନ ଜରିମାନାକୁ ଭୟ: ଆର୍‌ଟିଓ କ୍ୟାମ୍ପ ଅଫିସ୍‌ରେ ପ୍ରବଳ ଭିଡ଼

ବ୍ରହ୍ମପୁର ଅଫିସ୍‌,୨୫ା୯-ସଂଶୋଧିତ ମୋଟରଯାନ ଆଇନ-୨୦୧୯ରେ ଜରିମାନା ଅର୍ଥ ଅଧିକ ଥିବା ଯୋଗୁ ଗାଡ଼ି ଚାଳକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ଜରିମାନାରୁ ବର୍ତ୍ତିବା ପାଇଁ ଲୋକମାନେ ଗାଡ଼ି ପ୍ରଦୂଷଣ ପ୍ରମାଣପତ୍ରଠାରୁ ଆରମ୍ଭ କରି ବୀମା ନବୀକରଣ କରାଉଛନ୍ତି। ସେହିଭଳି ଚାଳକମାନେ…

ଗଣବଳାତ୍କାର ପରେ, ଅଶ୍ଳୀଳ ଫଟୋ ଭାଇରଲ ମାମଲା: ପୂର୍ବତନ ସରପଞ୍ଚଙ୍କ ସହ ୪ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୨୫।୯(ଡି.ଏନ.ଏ.)-ସୋରଡ଼ା ଥାନା ଅଞ୍ଚଳରେ ୨୦୧୫ ମସିହାରେ ଜଣେ ମହିଳାଙ୍କୁ ଗଣବଳତ୍କାର ପରେ ଅଶ୍ଳୀଳ ଫଟୋ ଭାଇରଲ ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ଭଞ୍ଜନଗର ସବ୍‌ଜଜ୍‌ ପ୍ରମାଣ ଅଭାବରୁ ୪ଜଣଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ପୂର୍ବତନ ସରପଞ୍ଚ…

ଉଚ୍ଛେଦ ପରେ ଦାଉ ସାଧୁଛି ବର୍ଷା

ଭଞ୍ଜନଗର,୨୫।୯(ଡି.ଏନ.ଏ.)-ଭଞ୍ଜନଗର ଆର୍‌ସିରୋଡ଼ରୁ ଜବରଦଖଲ ଉଚ୍ଛେଦ ପରେ ବର୍ଷା ଆରମ୍ଭ ହୋଇଯାଇଥିଲା। ବିଗତ ୨୦ ଦିନ ହେବ ମଝିରେ ମଝିରେ ଏହିଭଳି ବର୍ଷା ହେଉଛି। ତେଣୁ ପ୍ରଶାସନ ପକ୍ଷରୁ ଉଚ୍ଛେଦ ପରେ ଡ୍ରେନ ଓ ରାସ୍ତା ପୁନଃନିର୍ମାଣ କାମ ଦ୍ରୁତ ଗତିରେ ଆରମ୍ଭ…

ମହିଳାଙ୍କୁ କାମୁଡ଼ିବା ଅଭିଯୋଗ: ସ୍ବାମୀ-ସ୍ତ୍ରୀ ଗଲେ ଜେଲ

ଦିଗପହଣ୍ଡିି,୨୪ା୯(ଡି.ଏନ.ଏ.)-ଦିଗପହଣ୍ଡି ଥାନା ଭୁଷୁଣ୍ଡା ଗ୍ରାମରେ ମଙ୍ଗଳବାର ସକାଳ ପ୍ରାୟ ୭ଟାରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ ହିଂସାକୁ କେନ୍ଦ୍ରକରି ଗାଁ ରାସ୍ତାରେ ଦୁଇ ମହିଳାଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏଥିରେ ଜଣେ ମହିଳା ଓ ତାଙ୍କ ସ୍ବାମୀ ଅନ୍ୟ ଜଣ…

ନାବାଳିକା ବଳାତ୍କାର ମାମଲା: ପ୍ରମାଣ ଅଭାବରୁ ଅଭିଯୁକ୍ତ ନିର୍ଦ୍ଦୋଷ ସାବ୍ୟସ୍ତ

ବ୍ରହ୍ମପୁର ଅଫିସ,୨୪।୯: ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍‌- ୨ ତଥା ସ୍ବତନ୍ତ୍ର ପୋକ୍ସୋ ଜଜ୍‌ ଜଗଦୀଶ ପ୍ରସାଦ ମହାନ୍ତି ଏକ ବଳାତ୍କାର ମାମଲାର ମଙ୍ଗଳବାର ଶୁଣାଣି କରିଛନ୍ତି। ପ୍ରମାଣ ଅଭାବରୁ ଅଭିଯୁକ୍ତ ବାବୁ ରାଉଳଙ୍କୁ ସେ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ପ୍ରକାଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri