ଗଞ୍ଜାମ

ଭିଡ଼ିଓ ଭାଇରଲ ପରେ ବନରକ୍ଷୀ ନିଳମ୍ବିତ

ଭଞ୍ଜନଗର,୫।୫(ଡି.ଏନ୍‌.ଏ.)- ଭଞ୍ଜନଗରସ୍ଥିତ ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ କେନ୍ଦ୍ରୀୟ ବନାଞ୍ଚଳ ବିଞ୍ଜିଗିରି ସେକ୍ସନର ବନରକ୍ଷୀ ଏମ.ଏମ୍‌. ରାଉଳ ଜଣେ କାଠ ଚୋରଙ୍କ ଠାରୁ ଲାଞ୍ଚ ନେବା ଭିଡ଼ିଓ କିଛିଦିନ ପୂର୍ବେ ଭାଇରଲ ହୋଇଥିଲା। ଉଚ୍ଚ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶକ୍ରମେ ସୋମବାର ଏକ ଟିମ୍‌…

ମୋହନା, ନୂଆଗଡକୁ କେରଳରୁ ଫେରିଲେ ୩୮ଜଣ

ଆର.ଉଦୟଗିରି,୫ା୫(ଡି.ଏନ.ଏ.)- ଗଜପତି ଜିଲା ମୋହନା ଓ ନୂଆଗଡ ବ୍ଲକକୁ କେରଳରୁ ୩୮ ଜଣ ପ୍ରବାସୀ ଓଡିଆ ଫେରିଛନ୍ତି। ସ୍ବତନ୍ତ ଟ୍ରେନ ଯୋଗେ ସୋମବାର ଜଗନ୍ନାଥପୁର ଷ୍ଟେସନରେ ପହଞ୍ଚତ୍ବାପରେ ଜିଲା ପ୍ରଶାସନ ପକ୍ଷରୁ ଏକ ସ୍ବତନ୍ତ୍ର ବସ୍‌ ଯୋଗେ ମୋହନାର ୩୭ ଓ…

ଟ୍ରକ ପଛରେ ପିଟିଲା ଟ୍ରକ, ୨ ଗୁରୁତର

ଖଲ୍ଲିକୋଟ,୫ା୫(ଡି.ଏନ୍‌.ଏ.)- ଖଲ୍ଲିକୋଟ ବ୍ଲକ କେଶପୁର ଛକ ନିକଟରେ ମଙ୍ଗଳବାର ସନ୍ଧ୍ୟାରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଟ୍ରକ (ନଂ.ଏପି୨୬ଟିଟି-୧୦୯୯) ରଖି ଚାଳକ ଓ ହେଲ୍‌ପର ମରାମତି କରୁଥିଲେ। ପଛରୁ ଆଉ ଏକ ଟ୍ରକ (ନଂ.ଟିଏନ୫୨ଏଫ୍‌-୬୯୨୨) ଆସି ଧକ୍କା ଦେଇଥିଲା। ଫଳରେ ଗାଡ଼ି ମରାମତି…

କାର ଧକ୍କାରେ ବାଇକ ଆରୋହୀ ଗୁରୁତର

ଧରାକୋଟ,୫ା୫(ଡି.ଏନ.ଏ.)- ଧରାକୋଟ ଥାନା ତାଳପାଟଣାସ୍ଥିତ ଜାତୀୟ ରାଜପଥ ନଂ.୫୯ରେ ମଙ୍ଗଳବାର ସକାଳେ କାର ଧକ୍କାରେ ଜଣେ ବାଇକ ଆରୋହୀ ଗୁରୁତର ହୋଇଛନ୍ତି। ଆହତ ହେଲେ ଧରାକୋଟ ଗ୍ରାମର ଶ୍ରୀକାନ୍ତ ପ୍ରସାଦ ସ୍ବାଇଁ (୫୫)। ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ…

କ୍ୱାରାଣ୍ଟାଇନ ସେଣ୍ଟରରେ ପ୍ରବାସୀଙ୍କ ମଧ୍ୟରେ ଗଣ୍ଡଗୋଳ: ୩ ଆହତ; ତଦନ୍ତ ଚାଲିଥିବା କହିଲେ ଏସ୍‌ପି

ଛତ୍ରପୁର, ୫।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଜମାଗୋରଡ଼ା ଆଦର୍ଶ ବିଦ୍ୟାଳୟ କ୍ୱାରାଣ୍ଟାଇନ ସେଣ୍ଟରରେ ପ୍ରବାସୀ ଓଡ଼ିଆଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଛି। ଏଥିରେ ୩ଜଣ ଆହତ ହୋଇଛନ୍ତି। ଏ ନେଇ ଏକ ମାମଲା ରୁଜୁ ହୋଇଥିବା ବେଳେ ତଦନ୍ତ ଚାଲିଥିବା ଗଞ୍ଜାମ ଏସ୍‌ପି…

ଫେରାର ଓଡ଼ିଆ ପ୍ରବାସୀଙ୍କୁ କ୍ୱାରାଣ୍ଟାଇନକୁ ଅଣାଗଲା: ୧୨ରୁ ଊର୍ଦ୍ଧ୍ୱଙ୍କ ନାମରେ ମାମଲା

ଛତ୍ରପୁର, ୪।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ ଜନତା ହାଇସ୍କୁଲ ଓ ରାଗପୁର କ୍ୱାରାଣ୍ଟାଇନ ସେଣ୍ଟରର ପ୍ରବାସୀ ଓଡ଼ିଆ ଗତ ୩ ତାରିଖରେ ପୋଲିସ ଓ ଶିକ୍ଷକଙ୍କୁ ଦୁର୍ବ୍ୟବହାର କରିବା ସହ ଫେରାର ହୋଇଯାଇଥିଲେ। ଏ ନେଇ କୋଦଳା ତହସିଲଦାରଙ୍କ ଏତଲା…

ଏମ୍‌କେସିଜି କରୋନା ୱାର୍ଡରେ ୫ ସନ୍ଦିଗ୍ଧ ଚିକିତ୍ସାଧୀନ

ବ୍ରହ୍ମପୁର ଅଫିସ,୫।୫: ମହାରାଜା କୃଷ୍ଣ ଚନ୍ଦ୍ର ଗଜପତି(ଏମ୍‌କେସିଜି ) ମେଡିକାଲର କରୋନା ୱାର୍ଡରେ ଏବେ ୫ କରୋନା ସନ୍ଦିଗ୍ଧ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ସ୍ବାବ ନମୁନା ସଂଗ୍ରହ କରାଯାଇ ଏମ୍‌କେସିଜି ମେଡିକାଲର ମାଇକ୍ରୋବାୟୋଲୋଜି ପରୀକ୍ଷା କେନ୍ଦ୍ର ଓ ଭୁବନେଶ୍ୱର ଆର୍‌ଏମ୍‌ଆରସିକୁ ପଠାଯାଇଛି।…

ଭୁଲ, ଗୁଜବ ଖବର ନ ଦେବାକୁ ଗଞ୍ଜାମ ଜିଲାପାଳଙ୍କ ଅନୁରୋଧ: ସତ୍ୟ ପ୍ରମାଣ ସହ ଖବର ପ୍ରକାଶ କରିବାକୁ ପରାମର୍ଶ

ଛତ୍ରପୁର, ୫।୫(ଡି.ଏନ୍‌.ଏ.): ପ୍ରିଣ୍ଟ, ଇଲେକ୍‌ଟ୍ରୋନିସ୍‌ ଏପରିକି ସୋସିଆଲ ମିଡିଆରେ କରୋନାକୁ ନେଇ କେହି ଭୁଲ ତଥା ତଥା ଗୁଜବ ଖବର ଦିଅନ୍ତୁ ନାହିଁ। ଏପରି କଲେ କାହାରିକୁ ଛାଡ଼ିବୁ ନାହିଁ। ମଙ୍ଗଳବାର ସମସ୍ତ ବିଡିଓ ଓ ଅଧିକାରୀଙ୍କ ସହ ଭିଡିଓ କନ୍‌ଫରେନ୍ସିଂରେ…

କ୍ୱାରାଣ୍ଟାଇନ ନିୟମ ଉଲ୍ଲଂଘନ କଲେ ବଢ଼ିବ ଅବଧି, ଭୋଗିବାକୁ ପଡ଼ିବ ଜେଲ ଦଣ୍ଡ: ଗଞ୍ଜାମ ଜିଲାପାଳ

ଛତ୍ରପୁର, ୫।୫(ଡି.ଏନ୍‌.ଏ.): ବାହାର ରାଜ୍ୟରୁ ବସ୍‌ ଓ ଟ୍ରେନ ଯୋଗେ ପ୍ରବାସୀ ଓଡ଼ିଆ ଗଞ୍ଜାମ ଜ଼ିଲାକୁ ଫେରୁଛନ୍ତି। ତେବେ ଜିଲାର କେତେକ କ୍ୱାରାଣ୍ଟାଇନ ସେଣ୍ଟରରେ ଥିବା ସୁରଟ ଫେରନ୍ତା ବିଶୃଙ୍ଖଳା କରିବା ସହ କ୍ୱାରାଣ୍ଟାଇନ ନିୟମକୁ ଉଲ୍ଲଂଘନ କରୁଛନ୍ତି। ଏ ନେଇ…

୨ ଦିନରେ ଟ୍ରେନ୍‌ରେ ଗଞ୍ଜାମ ଆସିଲେ ୫,୫୦୩ ପ୍ରବାସୀ

ଛତ୍ରପୁର,୫।୫(ଡି.ଏନ୍‌.ଏ.): କେରଳ ଓ ସୁରଟରୁ ଗତ ୨ଦିନ ହେଲା ସ୍ବତନ୍ତ୍ର ଟ୍ରେନ ଯୋଗେ ପ୍ରବାସୀ ଓଡ଼ିଆମାନେ ରାଜ୍ୟକୁ ଫେରୁଛନ୍ତି। ରବିବାର କେରଳ ଓ ସୁରଟରୁ ଗୋଟିଏ ଲେଖାଏ ଟ୍ରେନ ଆସିଥିବା ବେଳେ ସୋମବାର କେରଳରୁ ଗୋଟିଏ ଏବଂ ସୁରଟରୁ ୩ଟି ଟ୍ରେନ…

ଗଞ୍ଜାମରେ ପୁଣି କରୋନା ପଜିଟିଭ: ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦

ଭୁବନେଶ୍ୱର,୫।୫ (ବ୍ୟୁରୋ)- ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦ରେ ପହଁଚିଛି। ଆକ୍ରାନ୍ତ ଜଣଙ୍କ ଗଞ୍ଜାମ ଜିଲାର ବୋଲି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ମଙ୍ଗଳବାର ସୂଚୀତ କରାଯାଇଛି।

ରାଜସ୍ଥାନ କୋଟାରୁ ଆସିଲେ ୩୯ ଛାତ୍ରୀଛାତ୍ର : ହୋମ୍‌କ୍ବାରାଣ୍ଟାଇନ୍‌କୁ ପଠାଇଲା ପ୍ରଶାସନ

ବ୍ରହ୍ମପୁର ଅଫିସ,୪ା୫-ରାଜସ୍ଥାନ କୋଟାରେ ଇଞ୍ଜିନିୟରିଂ ଓ ମେଡିକାଲ ପରୀକ୍ଷା ଲାଗି କୋଚିଂ ନେଉଥିବା ୩୯ ଜଣ ଛାତ୍ରୀଛାତ୍ରଙ୍କୁ ନେଇ ସୋମବାର ସନ୍ଧ୍ୟାରେ ଦୁଇଟି ବସ୍‌ ବ୍ରହ୍ମପୁରର ଏମ୍‌କେସିଜି ମେଡିକାଲ ପରିସରରେ ପହଞ୍ଚିଛି। ସେମାନ ପହଞ୍ଚିବା ପରେ ପୋଲିସ୍‌, ସ୍ବାସ୍ଥ୍ୟ କର୍ମୀଙ୍କ ଉପସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?