ସାପ କାମୁଡ଼ାରେ ମା, ପୁଅଙ୍କ ସମେତ ୩ ମୃତ, ମହିଳା ଗୁରୁତର
କୋଦଳା/ କବିସୂର୍ଯ୍ୟନଗର, ୨୪ା୯(ଡି.ଏନ.ଏ.)-ଗଞ୍ଜାମ ଜିଲାର କୋଦଳା ଓ କବିସୂର୍ଯ୍ୟନଗରରେ ରବିବାର ରାତିରେ ସାପ କାମୁଡ଼ାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। କୋଦଳା ଥାନା ବି.ନୂଆପଲ୍ଲୀ ଗ୍ରାମରେ ମା’, ପୁଅଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ମହିଳା…
ଛତ୍ରପୁର ହସ୍ପିଟାଲ ରୋଗୀ କଲ୍ୟାଣ ସମିତି ବୈଠକ :ମୃତଦେହ ରଖିବାକୁ ନୂଆ ଫ୍ରିଜର, ଜେନେରେଟର ପ୍ରସ୍ତାବ
ଛତ୍ରପୁର,୨୪ା୯(ଡି.ଏନ.ଏ) -ଛତ୍ରପୁର ହସ୍ପିଟାଲ ରୋଗୀ କଲ୍ୟାଣ ସମିତି ବୈଠକ ସୋମବାର ସନ୍ଧ୍ୟାରେ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଛତ୍ରପୁର ହସ୍ପିଟାଲରେ ଚାଲିଥିବା ବିଭିନ୍ନ କୋଠା ନିର୍ମାଣ କାମ ଏବଂ ଅନ୍ୟାନ୍ୟ ଖର୍ଚ୍ଚ ଓ ସମସ୍ୟା ଉପରେ ବିସୃତ ଭାବେ ଆଲୋଚନା…
ଅଟୋ ଓଲଟି ୬ ଶ୍ରମିକ ଆହତ
ହିଞ୍ଜିଳିକାଟୁ,୨୪ା୯(ଡି.ଏନ୍.ଏ.) -ହିଞ୍ଜିଳି ଥାନା ପୋଚିଲିମା ଛକରେ ସୋମବାର ସନ୍ଧ୍ୟାରେ ଭାରସାମ୍ୟ ହରାଇ ଏକ ଡ଼ାଲା ଅଟୋ ଓଲଟି ପଡ଼ିବାରୁ ଏଥିରେ ଥିବା ୬ ଜଣ ମହିଳା ଶ୍ରମିକ ଆହତ ହୋଇଛନ୍ତି। ସେମାନେ ହେଲେ ହିଞ୍ଜିଳି ଥାନା ପୋଚିଲିମା ଗ୍ରାମର ନର୍ମଦା ଦାସ…
ଖଲ୍ଲିକୋଟ କଲେଜରେ ଆର୍ଟିଓ କ୍ୟାମ୍ପ ଅଫିସ୍
ବ୍ରହ୍ମପୁର ଅଫିସ୍,୨୪ା୯-ଖଲ୍ଲିକୋଟ ସ୍ବୟଂଶାସିତ ମହାବିଦ୍ୟାଳୟ ଠାରେ ସୋମବାର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆର୍ଟିଓ)ର ଏକ କ୍ୟାମ୍ପ ଅଫିସ୍ ଖୋଲିଛି । ବୁଧବାର ପର୍ଯ୍ୟନ୍ତ ଚାଲିିବାକୁ ଥିବା ଏହି କ୍ୟାମ୍ପ ଅଫିସ୍କୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଉଦ୍ଘାଟନ କରିଥିଲେ। ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ…
ଶିଶୁ ଅପହରଣ କରି ବିକ୍ରି ଘଟଣା: ୨ ମହିଳାଙ୍କ ସମେତ ୬ କୋର୍ଟ ଚାଲାଣ
ବ୍ରହ୍ମପୁର ଅଫିସ,୨୪ା୯-ବ୍ରହ୍ମପୁର ସହରରେ ଶିଶୁ ଅପହରଣ ଓ ପରେ ବିକ୍ରି ଘଟଣାର ପର୍ଦ୍ଦାଫାଶ କରିଛି ଗୋଷାଣି ନୂଆଗାଁ ପୋଲିସ। ପୂରା ଘଟଣାକ୍ରମରେ ସମ୍ପୃକ୍ତ ଥିବା ୨ ମହିଳାଙ୍କ ସମେତ ୬ ଜଣଙ୍କୁ ପୋଲିସ ସୋମବାର ଗିରଫ କରିଛି। ସେମାନେ ହେଲେ ଲାଞ୍ଜିପଲ୍ଲୀ…
ସାପ କାମୁଡ଼ାରେ ୬ଜଣଙ୍କ ମୃତ୍ୟୁ
ଭୁବନେଶ୍ୱର, ୨୩।୧୯(ବ୍ୟୁରୋ): ରାଜ୍ୟର ବିଭିନ୍ନ ଅଞ୍ଚଳରେ ସାପ କାମୁଡ଼ାରେ ମୋଟ ୬ଜଣଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନୁଗୋଳରେ ୨ ଏବଂ କେନ୍ଦୁଝର ଜିଲା ତେଲକୋଇରେ ଜଣଙ୍କର ମୃତ୍ୟୁ ଘଟିଛି। ଗଞ୍ଜାମର ଜିଲା କଦଳା…
ଜମି କରାଇଦେବା ନା’ରେ ଠକେଇ; ଆସନ୍ତା ୪ରେ କୋର୍ଟରେ ହାଜର ପାଇଁ ୬ ଜଣଙ୍କୁ ନୋଟିସ
ବ୍ରହ୍ମପୁର ଅଫିସ,୨୩ା୯-ଜମି କରାଇଦେବାକୁ କହି ଟଙ୍କା ଠକେଇ ହୋଇଥିବା ନେଇ ଏସ୍ଡ଼ିଜେଏମ କୋର୍ଟରେ ଖଲି ଦାସ ଆବେଦନ କରିଥିଲେ। କୋର୍ଟ ପକ୍ଷରୁ ନଂ.୨୨୭/୧୯ରେ ଏକ ୱାନ ସିସି ମାମଲା ରୁଜୁ ହୋଇଥିଲା। ଏହାର ଶୁଣାଣି କରି ଏସ୍ଡ଼ିଜେଏମ୍ ସରୋଜିନୀ ସାହୁ ୬…
ସମସ୍ୟାରେ ବୁଡ଼ି ରହିଛି ଛତ୍ରପୁର ସହର: ସମାଧାନ ନ ହେଲେ ଜନ ଆନ୍ଦୋଳନ
ଛତ୍ରପୁର,୨୩ା୯(ଡି.ଏନ.ଏ.)-ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ସହର ହୋଇ ମଧ୍ୟ ଦୀର୍ଘ ବର୍ଷ ହେଲା ବିଭିନ୍ନ ସମସ୍ୟା ଦେଇ ଗତି କରୁଛି ା ଏ ସମ୍ପର୍କରେ ବିଭିନ୍ନ ସମୟରେ ଜିଲାପାଳଙ୍କଠାରୁ ଆରମ୍ଭ କରି ଏସ୍ପି, ହସ୍ପିଟାଲ ସୁପରିଣ୍ଟେଣ୍ଡେଣ୍ଟ ଓ ଅନ୍ୟମାନଙ୍କ ଦୃଷ୍ଟି ଆକର୍ଷଣ…
ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ, ୪ ଗିରଫ
ବ୍ରହ୍ମପୁର ଅଫିସ,୨୩ା୯-ପୂର୍ବଶତ୍ରୁତାରୁ ଜଣେ ବ୍ୟବସାୟୀଙ୍କ ଉପରେ ହୋଇଥିବା ମରଣାନ୍ତକ ଆକ୍ରମଣ ଘଟଣାରେ ସଦର ଥାନା ପୋଲିସ ୪ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ ମଙ୍ଗଳା ଦାସ, ମନୋଜ ଦାସ, କାଳିଆ ଦାସ ଓ ଧୀରେନ୍ଦ୍ର ଦାସ। ମାମଲା ନଂ.୨୪୪/୧୯ରେ ଅଭିଯୁକ୍ତମାନଙ୍କୁ…
ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପୂର୍ବତନ ଛାତ୍ରନେତାଙ୍କୁ ଆକ୍ରମଣ ଘଟଣା: ୫ କୋର୍ଟଚାଲାଣ; ୨ ବାଇକ୍, କାର୍, ଠେଙ୍ଗା ଜବତ
ଗୋପାଳପୁର,୨୩ା୯-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ କିଛି ବର୍ଷ ହେଲା ଛକାପଞ୍ଝା ଲାଗି ରହିଥିଲା। ଏହାକୁ କେନ୍ଦ୍ରକରି ଶୁକ୍ରବାର ପୂର୍ବତନ ଛାତ୍ର ନେତା ଦେବାଶିଷ ମିଶ୍ର ଓରଫ ବୁନୁଙ୍କୁ ସଂଘବଦ୍ଧ ଆକ୍ରମଣ କରିବା ଅଭିଯୋଗରେ ଗୋପାଳପୁର ପୋଲିସ ରବିବାର ୫…
ଦିବ୍ୟାଙ୍ଗ ଜଗନ୍ନାଥଙ୍କ ପରିବାରକୁ ‘ଆଶ୍ରୟ’ର ସାହାରା; ୩ ବର୍ଷ ଧରି ପ୍ଲାଟଫର୍ମରେ ବିତାଉଥିଲେ ରାତି
ବ୍ରହ୍ମପୁର ଅଫିସ,୨୩ା୯-ସମୟ ଓ ପରିସ୍ଥିତି ସେମାନଙ୍କୁ କରିଥିଲା ବାସହୀନ। ନିଜର ୪ ଭଉଣୀଙ୍କୁ ବିବାହ କରାଇବାକୁ ଯାଇ ସର୍ବସ୍ବ ହରାଇବା ପରେ ବ୍ରହ୍ମପୁର ରେଳଷ୍ଟେଶନରେ ନେଇଥିଲେ ଆଶ୍ରୟ ା ଭିନ୍ନକ୍ଷମ ହେତୁ କାର୍ଯ୍ୟ ମିଳୁ ନ ଥିବାରୁ ୫ ଟଙ୍କିଆ ଆହାର…
ନିଖୋଜ ଶିଶୁ ଉଦ୍ଧାର: ୩ ଅଟକ; ୩୦ ହଜାରରେ ହୋଇଥିଲା ବିକ୍ରି
ବ୍ରହ୍ମପୁର,୨୩ା୯-ବ୍ରହ୍ମପୁର ସହରରେ ଜଣେ ଶିଶୁକୁୁ ଅପହରଣ ପରେ ୩୦ ହଜାର ଟଙ୍କାରେ ବିକ୍ରି ହୋଇଥିବା ଚାଞ୍ଚଲ୍ୟକର ଘଟଣା ଦୃଷ୍ଟିକୁ ଆସିଛି। ଗୋଷାଇଁନୂଆଗଁା ପୋଲିସ ପାଟପରୁ ଅଞ୍ଚଳରୁ ଅପହରଣ ହୋଇଥିବା ୨ ବର୍ଷର ଶିଶୁଟିକୁ ଉଦ୍ଧାର କରିଛି। ଏଥିସହ ୨ ଅପହରଣକାରୀ ଓ…
Archives


