ପୋଲିସ କବ୍ଜାରେ ଆନ୍ତଃରାଜ୍ୟ ଗ୍ୟାଙ୍ଗ:୨ ବାଇକ୍, ୨୦ ହଜାର ଟଙ୍କା ଜବତ
ବ୍ରହ୍ମପୁର ଅଫିସ,୪ା୫-ଦୀର୍ଘ ବର୍ଷ ଧରି ସହରରେ ବିିଭିନ୍ନ ଥାନା ଇଲାକାରେ ମହିଳାଙ୍କ ବେକରୁ ହାର ଲୁଟି ନେଉଥିବା ଗ୍ୟାଙ୍ଗର ପୋଲିସ ପର୍ଦ୍ଦାଫାସ୍ କରିଛି। ୪ ଜଣିଆ ଗ୍ୟାଙ୍ଗ ମଧ୍ୟରୁ ପୋଲିସ ୩ ଜଣଙ୍କୁ ଆସିକା ଝଗଡ଼ାଇ ଅଞ୍ଚଳରୁ ରବିବାର ରାତିରେ ଗିରଫ…
ହାଇଦ୍ରାବାଦରୁ ଚାଲି ଚାଲି ଫେରିଲେ ୨ ଶ୍ରମିକ
ଦିଗପହଣ୍ଡି/ପାଟପୁର,୪ା୫(ଡି.ଏନ୍.ଏ.)- ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ଦୁଇ ଜଣ ଶ୍ରମିକ ଚାଲିଚାଲି ହାଇଦ୍ରାବାଦରୁ ଆସି ସୋମବାର ଗଞ୍ଜାମରେ ପହଞ୍ଚତ୍ଛନ୍ତି। ଏମାନେ ହେଲେ ଏସ୍.ଗୋପାଳପୁର ଗଁାର। ହାଇଦ୍ରାବାଦରେ କାମ କରୁଥିବାବେଳେ ଲକ୍ଡାଉନ ଯୋଗୁ ଫସି ରହିଥିଲେ। ପାଣିବୋତଲ ଓ ବିସ୍କୁଟ ଆଦି ଶୁଖିଲା…
ରାସ୍ତା କଡରେ ରାତି କଟାଇଲେ ସୁରଟ ଫେରନ୍ତା
ପୁରୁଷୋତ୍ତମପୁର,୪ା୫(ଡି.ଏନ୍.ଏ.)- ସୁରଟରୁ ୫୬ଜଣ ପ୍ରବାସୀ ଓଡ଼ିଆଙ୍କୁ ନେଇ ଏକ ବସ୍ ରବିବାର ରାତି ପ୍ରାୟ ୧୧ଟାରେ ପୁରୁଷୋତ୍ତମପୁରରେ ପହଞ୍ଚତ୍ଥିଲା। ମାତ୍ର ଏମାନଙ୍କୁ କ୍ୱାରାଣ୍ଟାଇନ ସେଣ୍ଟରକୁ ନେବାଲାଗି ବ୍ଲକ ପ୍ରଶାସନର ଦେଖା ମିଳି ନ ଥିଲା। ବସ୍ରୁ ଓହ୍ଲାଇ ବାହାରେ ବୁଲୁଥିବାରୁ ତହସିଲଦାର…
ବଳାତ୍କାର ମାମଲା, ଜେଲ ଗଲେ ଅଭିଯୁକ୍ତ
ପାଟପୁର,୪ା୫- ପାଟପୁର ଥାନା ଅଧିନ ଏକ ଗଁାରେ ଜଣେ ଯୁବତୀଙ୍କୁ ବଳାତ୍କାର ନେଇ ରବିବାର ମାମଲା ରୁଜୁ ହୋଇଥିଲା। ସମ୍ପୃକ୍ତ ଅଭିଯୁକ୍ତ ମନୋଜ କୁମାର ଗୌଡ଼ଙ୍କୁ ସୋମବାର ପୋଲିସ ବ୍ରହ୍ମପୁର କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବ୍ରହ୍ମପୁର…
ଚାଲିଚାଲି ଯାଉଥିବା ଶ୍ରମିକଙ୍କୁ ରନ୍ଧା ଖାଦ୍ୟ
ଗଞ୍ଜାମ,୪ା୫(ଡି.ଏନ.ଏ.)- ଲକ୍ଡାଉନ୍ ପରେ ଗଞ୍ଜାମ ଜିଲା ଗୋଳନ୍ଥରାରେ ରହିଯାଇଥିବା କଟକ ଟାଙ୍ଗୀ ଅଞ୍ଚଳର ୧୨ଜଣ ଶ୍ରମିକ ୧୬ନଂ. ଜାତୀୟ ରାଜପଥ ଦେଇ ସୋମବାର ସକାଳେ ଚାଲିଚାଲି ଯାଉଥିଲେ। ଏହାଦେଖି ପୂର୍ବତନ ଏମ୍ପି ପ୍ରତିନିଧି ତଥା ସାମାଜିକ କର୍ମୀ ସୁଧୀର କୁମାର ପାଢ଼ୀ…
ଗଞ୍ଜାମରେ ଖୋଲିବନି ମଦ ଦୋକାନ: ଜିଲାପାଳ
ଛତ୍ରପୁର, ୪।୫(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ୨ କରୋନା ପଜିଟିଭ ରବିବାର ଚିହ୍ନଟ ହୋଇଛନ୍ତି। ଏହାଫଳରେ ଗଞ୍ଜାମ ଜିଲା ଗ୍ରୀନ୍ ଜୋନରୁ ତଳକୁ ଖସି ଅରେଞ୍ଜ ଜୋନକୁ ଆସିଛି। ଅପରପକ୍ଷରେ ଜିଲାରେ ତୃତୀୟ ପର୍ଯ୍ୟାୟ ଲକ୍ଡାଉନ ଲାଗୁ ହୋଇଛି। ଫଳରେ କୌଣସି ଅଫ…
ଦିଗପହଣ୍ଡି କ୍ୱାରାଣ୍ଟାଇନ ସେଣ୍ଟରରେ ଅବ୍ୟବସ୍ଥା ଅଭିଯୋଗ: ସୁରଟ ଫେରନ୍ତାଙ୍କ ହୋହଲ୍ଲା
ଦିଗପହଣ୍ଡି,୪।୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଆଦିବାସୀ ହଷ୍ଟେଲ କ୍ୱାରାଣ୍ଟାଇନ ସେଣ୍ଟରରେ ଅବ୍ୟବସ୍ଥା ପ୍ରତିବାଦରେ ସୋମବାର ସକାଳେ ବହୁସଂଖ୍ୟକ ସୁରଟ ଫେରନ୍ତା ହୋହଲ୍ଲା କରିଥିଲେ। ତଦାରଖ ଦାୟିତ୍ୱରେ ଥିବା ପୂର୍ବତନ ସରପଞ୍ଚ ଅସିତ କୁମାର ସାହୁ ଓ ସ୍ବେଚ୍ଛାସେବୀବୃନ୍ଦ ସେଠାରେ…
ପୋଲିସ, ପ୍ରଶାସନିକ ଅଧିକାରୀଙ୍କୁ ସମ୍ବର୍ଦ୍ଧିତ କଲେ ମନ୍ତ୍ରୀ
ଭଞ୍ଜନଗର,୪ା୫(ଡି.ଏନ୍.ଏ.): ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସୋମବାର ଭଞ୍ଜନଗର ଉପଖଣ୍ଡର ପୋଲିସ ପ୍ରଶାସନିକ ଅଧିକାରୀଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ଭଞ୍ଜନଗର ଉପଜିଲାପାଳ ରାଜେନ୍ଦ୍ର ମିଞ୍ଜ, ଭଞ୍ଜନଗର ତହସିଲଦାର ଆଲୋକ ପ୍ରଧାନ, ଭଞ୍ଜନଗର ବିଡିଓ…
ଏମ୍କେସିଜିରେ ୩ କରୋନା ସନ୍ଦିଗ୍ଧ ଭର୍ତ୍ତି
ବ୍ରହ୍ମପୁର ଅଫିସ,୪।୫: ମହାରାଜା କୃଷ୍ଣ ଚନ୍ଦ୍ର ଗଜପତି (ଏମ୍କେସିଜି) ମେଡିକାଲର ସଂଘରୋଧ କକ୍ଷରେ ସୋମବାର ୩ କରୋନା ସନ୍ଦିଗ୍ଧ ଭର୍ତ୍ତି ହୋଇଛନ୍ତି । ସେମାନଙ୍କ ସ୍ବାବ ସଂଗ୍ରହ କରାଯାଇ ଏମ୍କେସିଜି ମେଡିକାଲର ମାଇକ୍ରୋବାୟୋଲୋଜି ପରୀକ୍ଷା କେନ୍ଦ୍ର ଓ ଭୁବନେଶ୍ୱର ଆର୍ଏମ୍ଆରସିକୁ ପଠାଯାଇଥିବା…
ସୁରଟରୁ ଦ୍ୱିତୀୟ ଟ୍ରେନ୍ ୩ ଘଣ୍ଟା ବିଳମ୍ବରେ ଆସିଲା: ଏଥିରେ ଅଛନ୍ତି ଗଞ୍ଜାମର ୧୧୮୮ ଜଣ
ଛତ୍ରପୁର,୪ା୫(ଡି.ଏନ୍.ଏ.) : ସୁରଟରୁ ଆଉ ଏକ ଟ୍ରେନ୍ ସୋମବାର ୧୨୦୦ରୁ ଊର୍ଦ୍ଧ୍ୱ ପ୍ରବାସୀ ଓଡ଼ିଆଙ୍କୁ ନେଇ ଜଗନ୍ନାଥପୁର ଷ୍ଟେଶନରେ ପହଞ୍ଚିଛି। ସେଥିରେ ଗଞ୍ଜାମ ଜିଲାର ୧୧୮୮ ଜଣ ଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଉକ୍ତ ଟ୍ରେନ ୩ ଘଣ୍ଟା…
କ୍ୱାରାଣ୍ଟାଇନ୍ ସେଣ୍ଟରରେ ବିଶୃଙ୍ଖଳା କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଜିଲାପାଳ
ଛତ୍ରପୁର,୪ା୫(ଡି.ଏନ୍.ଏ.) : ବାହାର ରାଜ୍ୟରୁ ବସ୍ ଓ ଟ୍ରେନ୍ରେ ଶତାଧିକ ପ୍ରବାସୀ ଓଡ଼ିଆ ଗଞ୍ଜାମ ଜିଲାକୁ ଫେରିବାରେ ଲାଗିଛନ୍ତି। ରବିବାର ଜିଲାର କେତେକ କ୍ୱାରାଣ୍ଟାଇନ୍ ସେଣ୍ଟରରେ ଥିବା ସୁରଟ ଫେରନ୍ତାମାନେ ବିଶୃଙ୍ଖଳା କରିଛନ୍ତି। ଏପରିକି ଆଉ କେତେକ କ୍ୱାରାଣ୍ଟାଇନ୍ କେନ୍ଦ୍ରରୁ ଚମ୍ପଟ…
ହାତ ସଫା ପାଇଁ ଗଞ୍ଜାମ ମେଡିକାଲରେ ଲଗାଯାଇଥିବା ବେସିନ ଭାଙ୍ଗିଲେ ଦୁର୍ବୃତ୍ତ
ଗଞ୍ଜାମ, ୪।୫(ଡି.ଏନ୍.ଏ.): ସାରା ବିଶ୍ୱରେ କରୋନା(କୋଭିଡ ୧୯) ଦିନକୁ ଦିନ ଉଗ୍ର ରୂପ ଧାରଣ କରୁଛି। ଏଥିପାଇଁ ସରକାର ଓ ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଗତ କିଛି ଦିନ ତଳେ ଗଞ୍ଜାମ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖର ଉଭୟ ପାର୍ଶ୍ୱରେ…

