ଗଞ୍ଜାମ

ସାଇଜ୍‌ ଶାଳ କାଠ, ୩ ସାଇକେଲ ଜବତ

ବୁଗୁଡ଼ା,୨୧ା୯(ଡି.ଏନ.ଏ.)-ବୁଗୁଡ଼ା ବନ ବିଭାଗ ଶନିବାର ସକାଳେ ଗୋଲିଆ ନିକଟରେ ୩ ସାଇକେଲ ଓ ୧୬ ଖଣ୍ଡ ସାଇଜ୍‌ ଶାଳ କାଠ ଜବତ କରିଛି । କାଠ ଚାଲାଣକାରୀ ଫେରାର ହୋଇଯାଇଛନ୍ତି। ଶନିବାର ସକାଳେ ୩ଟି ସାଇକେଲରେ ଶାଳ କାଠ ଯାଉଥିବା କୌଣସି…

ଅଖା ଗୋଦାମରୁ ଚୋରି ଘଟଣା : ୨ ଗିରଫ

ବ୍ରହ୍ମପୁର ଅଫିସ,୨୧।୯: ଗଞ୍ଜାମ ଜିଲା ସଦର ଥାନା ପୋଲିସ ଏକ ଅଖା ଗୋଦାମରୁ ଚୋରି ଘଟଣାରେ ୨ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ଦ୍ୱୟ ହେଲେ ବଡ଼ବଜାର ଥାନା ଅନ୍ତର୍ଗତ ପ୍ରହଲ୍ଲାଦ ନଗରର ନିଲୁ ସ୍ବାଇଁ (୨୪) , ସମୀର ଜେନା…

ମା’-ବାପାଙ୍କୁ ଆକ୍ରମଣ କରି ପୁଅ କୋର୍ଟ ଚାଲାଣ

ବ୍ରହ୍ମପୁର ଅଫିସ,୨୧।୯: ବୃଦ୍ଧା ମା’-ବାପାଙ୍କୁ ଆକ୍ରମଣ କରିବା ସହ ତାଙ୍କ ପେନ୍‌ସନ ଟଙ୍କା ହଡ଼ପ କରିଥିବା ଅଭିଯୋଗରେ ଗଞ୍ଜାମ ଜିଲା ସଦର ଥାନା ପୋଲିସ ପୁଅଙ୍କୁ କେସ୍‌ ନଂ. ୨୪୨/୧୯ ରେ ଶନିବାର କୋର୍ଟ ଚାଲାଣ କରିଛି। ପ୍ରକାଶ ଯେ, ସଦର…

ବିଭିନ୍ନ ସମସ୍ୟା ନେଇ ଲିଙ୍ଗରାଜ ଆଇନ ମହାବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

ବ୍ରହ୍ମପୁର ଅଫିସ୍‌,୨୧।୯: ଦକ୍ଷିଣ ଓଡ଼ିଶାର ଏକମାତ୍ର ସରକାରୀ ଆଇନ ମହାବିଦ୍ୟାଳୟ ତଥା ଲିଙ୍ଗରାଜ ଆଇନ ମହାବିଦ୍ୟାଳୟ ଏବେ ନାନା ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ଉତ୍ତମ ଶ୍ରେଣୀ ଗୃହ ଅଭାବ , ଶିକ୍ଷକ ପଦବୀ ଖାଲି, ପିଇବା ପାଣି ଆଦି ସମସ୍ୟାର…

ଖାରିଗୁଡ଼ାରେ ଅଗ୍ନିକାଣ୍ଡ, ୮ବଖରା ଜଳିଗଲା

ଭଞ୍ଜନଗର,୨୧।୯(ଡି.ଏନ.ଏ): ଭଞ୍ଜନଗର ତହସିଲ ଅନ୍ତର୍ଗତ ଖାରିଗୁଡ଼ାରେ ଶୁକ୍ରବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟିଛି । ଏଥିରେ ଗଙ୍ଗାଧର ନାୟକ, ସୁଗ୍ରୀବ ନାୟକ, ବାଳି ନାୟକ, ଶୈଳ ନାୟକଙ୍କ ୮ ବଖରା ଘର ପୋଡ଼ିଯାଇଛି । ଏଥିସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତିି ପୋଡ଼ି ପାଉଁଶ…

ପୃଥକ୍‌ ୨ ନାବାଳିକାଙ୍କୁ ଅଶ୍ଳୀଳ ଇଙ୍ଗିତ ଅଭିଯୋଗ, ଜଣେ ଅଟକ

ଭଞ୍ଜନଗର,୨୧।୯(ଡି.ଏନ.ଏ.)-ଯେତେ କଠୋର ଆଇନ ପ୍ରଣୟନ କରାଗଲେ ମଧ୍ୟ ନାବାଳିକାଙ୍କ ପ୍ରତି ଅସଦାଚରଣ ଘଟଣା ବନ୍ଦ ହେଉନହିଁ। ପୃଥକ ୨ ନାବାଳିକାଙ୍କୁ ଅଶ୍ଳୀଳ ଇଙ୍ଗିତ କରାଯାଇଥିବା ନେଇ ଶୁକ୍ରବାର ଭଞ୍ଜନଗର ଥାନାରେ ଅଭିଯୋଗ ହୋଇଛି। ନାବାଳିକାଦ୍ୱୟଙ୍କ ଅଭିଭାବକଙ୍କ ଏତଲାକୁ ଭିତ୍ତିକରି ପୋଲିସ ୨…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ: ଥମୁନି ଅଣଛାତ୍ରଙ୍କ ଗୁଣ୍ଡାରାଜ

ବ୍ରହ୍ମପୁର ଅଫିସ,୨୧ା୯-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଅଣଛାତ୍ରଙ୍କ ଗୁଣ୍ଡାରାଜ ଥମିବା ପରିବର୍ତ୍ତେ ଦିନକୁ ଦିନ ବଢିବାରେ ଲାଗିଛି ା କିଛିଦିନ ତଳେ ଦୁଇ ଛାତ୍ର ନବାଗତ ଛାତ୍ରଙ୍କ ହଷ୍ଟେଲକୁ ଯାଇ ମାରଣାସ୍ତ୍ର ଦେଖାଇ ଧମକ ଦେଇଥିବା ଅଭିଯୋଗ ହୋଇଥିଲା। ଘଟଣା ସପ୍ତାହ ପରେ ଶୁକ୍ରବାର…

କୁକୁଡ଼ାଖଣ୍ଡିରେ ମାପ, ଓଜନ ବିଭାଗର ଚଢ଼ାଉ

ବ୍ରହ୍ମପୁର ଅଫିସ୍‌,୨୧ା୯-ଉପଜିଲାପାଳ ସିିନ୍ଦେ ଦତ୍ତାତ୍ରେୟ ଭାଉସାହେବଙ୍କ ନିର୍ଦ୍ଦେଶକ୍ରମେ ମାପ ଓ ଓଜନ ବିଭାଗ ଏବଂ ଉପଖଣ୍ଡସ୍ତରୀୟ ପ୍ରଶାସନ ପକ୍ଷରୁ ଶୁକ୍ରବାର କୁକୁଡ଼ାଖଣ୍ଡି ତହସିଲ୍‌ ଅନ୍ତର୍ଗତ ବିଭିନ୍ନ ଜାଗାରେ ଚଢ଼ାଉ କରାଯାଇଛି। ବିଭିନ୍ନ ପ୍ରସ୍ତୁତକର୍ତ୍ତା ଡାଲି ମିଲ୍‌ ଏବଂ ଅନ୍ୟ ବ୍ୟବସାୟ ପ୍ରତିଷ୍ଠାନରେ…

୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ

ବ୍ରହ୍ମପୁର ଅଫିସ,୨୧ା୯-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଥରପୁଞ୍ଜି ଗ୍ରାମ ଲୋକଙ୍କଠାରୁ କଲିକତାର ୟୁନିମାସ୍‌ ଡେଭଲପର୍ସ ଲିମିଟେଡ୍‌ ନାମକ ଏକ ଚିଟ୍‌ଫଣ୍ଡ କମ୍ପାନୀ ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକି ନେଇଛି। ଜମାକରୀମାନେ ଥାନା, ସମ୍ପୃକ୍ତ ସଂସ୍ଥାର ବିଭିନ୍ନ କାର୍ଯ୍ୟାଳୟକୁ ଦୌଡ଼ି ନୟାନ୍ତ…

ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ

ପାତ୍ରପୁର,୨୦ା୯(ଡି.ଏନ୍‌.ଏ.)- ଜରଡ଼ା ଥାନା ପାତ୍ରପୁର ବ୍ଲକ ଖରଣୀପଡ଼ା ଗ୍ରାମର ଶକ୍ରବାର ସନ୍ଧ୍ୟାରେ ବିଦ୍ୟୁତ୍‌ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଅନୀଲ ବେହେରା (୩୦)। ଅନୀଲ ପାତ୍ରପୁର ଗ୍ରାମରେ ଦୋକାନ କରି ଆଟୋ ମରାମତି କରନ୍ତି ା ବର୍ଷା…

ବିଦ୍ୟୁତ୍‌ ଆଘାତରେ ମା’,ପୁଅ ମୃତ

ଖଲ୍ଲିକୋଟ,୨୦-୯(ଡି.ଏନ୍‌.ଏ.):ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ବାକୁଟଗାଁରେ ଗୁରୁବାର ଅପରାହ୍ନରେ ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଛଟପଟ ହେଉଥିବା ପୁଅଙ୍କୁ ଉଦ୍ଧାର କରିବାକୁ ଯାଇ ମା’ ପୁଅଙ୍କ ଜୀବନ ଯାଇଛି। ମୃତକ ହେଲେ ମା’ ସଜନୀ ନାହାକ (୫୫)…

ମାସକ ମଧ୍ୟରେ କାର୍ଯ୍ୟକାରୀ ହେବ ‘ସଫା ଆପ୍‌’

ବ୍ରହ୍ମପୁର ଅଫିସ,୨୦ା୯- ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି)ର ସ୍ବତନ୍ତ୍ର ସାଧାରଣ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ତଥା ନିଗମ ପ୍ରଶାସକ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସହରର ସ୍ବଚ୍ଛତା ଉପରେ ଗୁରୁତ୍ୱ ଦିଆଯାଇଥିଲାା ଆବର୍ଜନାକୁ ବିଏମ୍‌ସି ଗାଡିଦ୍ୱାରା ସଂଗ୍ରହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri