ଗଞ୍ଜାମ

ସୁରଟରୁ ଫେରୁଥିବା ପ୍ରବାସୀ ଓଡ଼ିଆଙ୍କ ବସ୍‌ରେ ମୃତ୍ୟୁ

ସୋରଡା,୨ା୫(ଡି.ଏନ୍‌.ଏ.)- ସୁରଟରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ଗଞ୍ଜାମ ଜିଲା ସୋରଡା ବ୍ଲକ ଅଭିମୁଖେ ଆସୁଥିବା ଏକ ବସ୍‌ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସୋରଡା ବ୍ଲକ ସୁରମଣି ପଞ୍ଚାୟତ ନାରାୟଣପୁର ଗ୍ରାମର ପ୍ରକାଶ ଗୌଡ। ରାୟପୁର ନିକଟରେ ତାଙ୍କର…

ଏମ୍‌କେସିଜିରେ ପୁଣି ୪ ସନ୍ଦିଗ୍ଧ ଭର୍ତ୍ତି

ବ୍ରହ୍ମପୁର ଅଫିସ ,୨।୫- ସମଗ୍ର ବିଶ୍ୱ ଏବେ କରୋନା କବଳରେ। ଏହି ଘାତକ ମହାମାରୀ କବଳରୁ ରକ୍ଷା ପାଇବା ଲାଗି ସମ୍ପ୍ରତି ଲକ୍‌ଡାଉନ୍‌ ଜାରି ରହିଛି। ରାଜ୍ୟର ୩ଟି ଜିଲା ବିଶେଷ ଭାବେ କରୋନା ପ୍ରଭାବିତ ହୋଇଥିବା ବେଳେ ଗଞ୍ଜାମ ଗ୍ରୀନ୍‌…

ଗ୍ରୀନ୍‌ ଜୋନ୍‌ରେ ଗଞ୍ଜାମ, ଏଣୁ ସରକାରଙ୍କ ଗାଇଡ୍‌ଲାଇନ୍‌ ପାଳନ ହେବ: ଜିଲାପାଳ

ଛତ୍ରପୁର, ୨।୫(ଡି.ଏନ୍‌.ଏ.)- କରୋନା ମୁକାବିଲାକୁ ନେଇ ମେ ୧୭ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଅବଧିକୁ କେନ୍ଦ୍ର ସରକାର ବୃଦ୍ଧି କରିଛନ୍ତି । ତେବେ ଏହି ସମୟରେ ଗ୍ରୀନ, ଅରେଞ୍ଜ, ରେଡ ଜୋନ୍‌ ପାଇଁ ଗାଇଡଲାଇନ୍‌ ଅଲଗା ରହିଛି। ଗ୍ରୀନ ଜୋନ୍‌ ପାଇଁ…

ବେଆଇନ ଭାବେ ଗଞ୍ଜାମରେ ପ୍ରବେଶ କରୁଛନ୍ତି ଲୋକେ: ଏନ୍‌ଏଚ୍‌-୧୬, ସୀମାନ୍ତରେ ଯାଞ୍ଚ କରୁଛି ଟିମ୍‌

ଛତ୍ରପୁର, ୨।୫(ଡି.ଏନ୍‌.ଏ.)- କରୋନା ଜାରି ରହିଥିବା ଲକ୍‌ଡାଉନ୍‌ ସତ୍ତ୍ୱେ ଲୋକେ ବିଭିନ୍ନ ଗାଡିରେ ବେଆଇନ ଭାବେ ଗଞ୍ଜାମ ଜ଼ିଲାକୁ ପ୍ରବେଶ କରିବାରେ ଲାଗିଛନ୍ତି। ଅପରପକ୍ଷରେ କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଗଞ୍ଜାମର ବିଭିନ୍ନ ସୀମା, ଜାତୀୟ ରାଜପଥ-୧୬ରେ ପରିବହନ, ପୋଲିସ…

ଜୁଆ ଆଡ୍ଡା ଉପରେ ଚଢ଼ାଉ: ୯ ଜୁଆଡ଼ି ଗିରଫ, ୮୫ ହଜାର ୫୦୦ ଟଙ୍କା ଜବତ

ଛତ୍ରପୁର, ୨।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ମାଣ୍ଡିଆପଲ୍ଲୀ ଟାଟା ପ୍ରକଳ୍ପ ନିକଟ ଏକ ଜଙ୍ଗଲରେ ଜୁଆ ଖେଳ ଚାଲିଥିବା ନେଇ ଚମାଖଣ୍ଡି ଥାନା ପୋଲିସକୁ ଶୁକ୍ରବାର ସନ୍ଧ୍ୟାରେ ଖବର ମିଳିଥିଲା। ଏହାପରେ ଛତ୍ରପୁର ଏସ୍‌ଡିପିଓ ଗୌତମ କିଷାନଙ୍କ ନେତୃତ୍ୱରେ ଚମାଖଣ୍ଡି ପୋଲିସର ଏକ…

ଗଞ୍ଜାମ ଥାନା ଅଞ୍ଚଳରୁ ମଦ ଜବତ, ଦୁଇ ଗିରଫ

ଗଞ୍ଜାମ,୨।୫(ଡି.ଏନ୍‌.ଏ.): ଗଞ୍ଜାମ ଥାନା ଅଞ୍ଚଳରେ ବେଆଇନ ଭାବେ ମଦ ବିକ୍ରି ହେଉଥିବା ନେଇ ଅଭିଯୋଗ ପରେ ପୋଲିସ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏ ନେଇ ପୋଲିସ ଖୋଳ ତାଡ଼ ଆରମ୍ଭ କରିବା ସହ ଶୁକ୍ରବାର ବିଳମ୍ବିତ ରାତିରେ ଅତର୍କିତ ଚଢ଼ାଉ…

କାଳବୈଶାଖୀ: ହିଞ୍ଜିଳିକାଟୁ ଇନ୍‌ଡୋର ଷ୍ଟାଡିୟମ କ୍ଷତିଗ୍ରସ୍ତ

ହିଞ୍ଜିଳିକାଟୁ,୧ା୫(ଡି.ଏନ୍‌.ଏ.)- ହିଞ୍ଜିଳିକାଟୁ ଓ ଆଖପାଖରେ ଶୁକ୍ରବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷାପବନ ସହ ବଜ୍ରପାତ ହୋଇଛି। ବିଭିନ୍ନ ସ୍ଥାନରେ ବହୁ ଛୋଟବଡ ଗଛ ଭାଙ୍ଗିବା ସହ ବିଦ୍ୟୁତ୍‌ ସରବରାହ ବ୍ୟାହତ ହୋଇଛି। ପ୍ରାୟ ୮ କୋଟି ଟଙ୍କାରେ…

ସମସ୍ତ ପ୍ରବାସୀ ଫେରନ୍ତାଙ୍କ ହେବ ସ୍ବାବ ପରୀକ୍ଷା: ଜିଲାପାଳ

ଛତ୍ରପୁର,୧ା୫(ଡି.ଏନ୍‌.ଏ.)- କରୋନା ମୁକାବିଲା କ୍ଷେତ୍ରରେ ଯେଉଁ ବ୍ୟକ୍ତି ବିଶେଷ କିମ୍ବା ସ୍ବେଚ୍ଛାସେବୀ ଅନୁଷ୍ଠାନ ସହାୟତା ଦେବାକୁ ଇଚ୍ଛୁକ ସେମାନେ ଗଞ୍ଜାମ ଜିଲା ପ୍ରଶାସନର କୋଭିଡ ସେଲ ସହିତ ଯୋଗାଯୋଗ କରି ଏହା କରିପାରିବେ ବୋଲି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶୁକ୍ରବାର…

୩ଦିନ ହେଲା ପାଣିଆସୁନି, ଟ୍ୟାଙ୍କର ଯୋଗେ ପାଣି ଯୋଗାଇଲେ ସରପଞ୍ଚ

ଗଞ୍ଜାମ,୧ା୫(ଡି.ଏନ୍‌.ଏ.)- ଲକ୍‌ଡାଉନ୍‌ ବେଳେ ପାନୀୟଜଳ ସମସ୍ୟା ଗଞ୍ଜାମ ବ୍ଲକ ପାଣିବନ୍ଧ ପଞ୍ଚାୟତବାସୀଙ୍କ ସମସ୍ୟାକୁ ଦ୍ୱିଗୁଣିତ କରିଛି। ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ୩ ଦିନ ହେଲା ପାଇପ ଯୋଗେ ପାଣି ଆସୁନାହିଁ। ଫଳରେ ଲୋକ ନାହିଁ ନ ଥିବା ଅସୁବିଧା…

ରୋଜଗାର ପାଇଁ ଜୀବିକା ବଦଳାଉଛନ୍ତି କ୍ଷୁଦ୍ର ବ୍ୟବସାୟୀ

ବୁଗୁଡା,୧ା୫(ଡି.ଏନ୍‌.ଏ.)- ବୁଗୁଡା ସହର ତଥା ଆଖପାଖ ଅଞ୍ଚଳରେ କରୋନା ସଂକ୍ରମଣକୁ ପ୍ରତିହତ ପାଇଁ ମାସେ ହେଲା ଲକ୍‌ଡାଉନ କଟକଣା ଜାରି ହୋଇଛି। ଏଥି ନିମନ୍ତେ ବହୁ ଦୋକାନ ବଜାର ବନ୍ଦ ହୋଇଛି। ଫଳରେ ଛୋଟ ଛୋଟ ବ୍ୟବସାୟୀ ଜୀବିକା ବଦଳାଇ ଅନ୍ୟ…

ଅବକାରୀ ଚଢାଉ, ୧୨୦ଲିଟର ଦେଶୀମଦ ଜବତ

ଖଲ୍ଲିକୋଟ,୧ା୫(ଡି.ଏନ୍‌.ଏ.)- ଖଲ୍ଲିକୋଟ ଅବକାରୀ ବିଭାଗ ଶୁକ୍ରବାର ସକାଳେ ଚଢାଉ କରି ୧୨୦ଲିଟର ଦେଶୀମଦ ସହ ୪ ବାଇକ ଜବତ କରି ୪ଜଣଙ୍କୁ ଗିରଫ କରିଛି। ଖଲ୍ଲିକୋଟ ଅବକାରୀ ଥାନା ଅନ୍ତର୍ଗତ ସୌରାଛଚିନା, ଲଙ୍ଗଳେଶ୍ୱର, ନାରାୟଣପଲ୍ଲୀ ଛକ ଅଞ୍ଚଳରେ ଚୋରା ଦେଶୀମଦ ବିକ୍ରି…

୧୨ ଫୁଟିଆ ଅହିରାଜ ଉଦ୍ଧାର

ପାତ୍ରପୁର,୧ା୫(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକ ଅଫିସ ନିକଟ କରୁଣାକର ନୋଡାଲ ଉଚ୍ଚ ବିଦ୍ୟାଳୟରୁ ଏକ ୧୨ ଫୁଟର ଅହିରାଜକୁ ସ୍ନେକ ହେଲ୍ପ ଲାଇନ ଓ ବନ ବିଭାଗ ବନ ବିଭାଗ ଉଦ୍ଧାର କରିଛି। ଗୁରୁବାର ସ୍କୁଲ ପରିସର ନଳା ଭିତରେ ସାପ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?