ଫାଇଲ ପ୍ରୋସେସିଂ ପାଇଁ ଲାଞ୍ଚ: ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣି
ବ୍ରହ୍ମପୁର ଅଫିସ/ମୋହନା, ୧୯ା୯(ଡି.ଏନ୍.ଏ.)-ଗଜପତି ଜିଲା ମୋହନା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର କନିଷ୍ଠ କିରାଣି ଜିତେନ୍ଦ୍ର ନାଥ ନାୟକ ୩ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ଦ୍ୱାରା ଧରାପଡି ଗିରଫ ହୋଇଛନ୍ତି। ନଂ.୨୫/୧୯ରେ ବୁଧବାର ସନ୍ଧ୍ୟାରେ ଜିତେନ୍ଦ୍ରଙ୍କୁ ତାଙ୍କ ଘରୁ ଗିରଫ…
ମହିଳାଙ୍କୁ ପ୍ରତାରଣା, ଯୁବକ ଗିରଫ
ବ୍ରହ୍ମପୁର ଅଫିସ,୧୯ା୯: ଜଣେ ଦଳିତ ମହିଳାଙ୍କୁ ପ୍ରତାରଣା କରିବା ସହ ତାଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରିଥିବା ଅଭିଯୋଗରେ ଟାଉନ ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଗୋଳନ୍ଥରା ଥାନା ଅନ୍ତର୍ଗତ ଜୁଗୁଡି ସୁଜିତ କୁମାର ସାହୁ।…
୬ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ
ବ୍ରହ୍ମପୁର ଅଫିସ,୧୯ା୯-ଜଣେ ବ୍ୟକ୍ତିଙ୍କୁ ସଂଘବଦ୍ଧ ମରଣାନ୍ତକ ଆକ୍ରମଣ ଓ ହତ୍ୟା ଉଦ୍ୟମ କରାଯାଇଥିବା ମାମଲାର ଶୁଣାଣି କରି ବୁଧବାର ଅତିରିକ୍ତ ଜିଲା ଦୌରାଜଜ (ଏଡିଜେ-୩) ନିରଞ୍ଜନ କୁମାର ଜେନା ୬ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। କୁକୁଡଡାଖଣ୍ଡି ବ୍ଲକ ହୁଗୁଳାପଟା…
ହୋଇନି ୩ ହଜାର ଗାଈ, ମଇଁଷିଙ୍କ ଟ୍ୟାଗିଂ
ବ୍ରହ୍ମପୁର ଅଫିସ,୧୯ା୯-ବ୍ରହ୍ମପୁର ସହରରେ ବୁଲା ଗୋରୁ, ମଇଁଷି ବିଶେଷ ଭାବେ ଟ୍ରାଫିକ ସମସ୍ୟା ସୃଷ୍ଟି କରୁଛନ୍ତି। ସେମାନଙ୍କୁ ରାସ୍ତାରୁ ଉଠାଇବା ଦିଗରେ ବ୍ରହ୍ମପୁର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ମୁଖ୍ୟରାସ୍ତାରେ ଅବାଧ ବିଚରଣ କରୁଥିବା ଗାଈ, ମଇଁଷିଙ୍କୁ…
ମହିଳାଙ୍କୁ ମାଡ଼ ଘଟଣା, ଫେରାର୍ ଅଭିଯୁକ୍ତ ଗିରଫ
ଦିଗପହଣ୍ଡି,୧୯ା୯(ଡି.ଏନ.ଏ.)-ମହିଳାଙ୍କୁ ମାଡ଼ ମାରିବା ଘଟଣାରେ ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ଚକାତେନ୍ତୁଳି ଗ୍ରାମର ଭଗବାନ ଗୌଡ଼ଙ୍କୁ ବୁଧବାର ଦିଗପହଣ୍ଡି ପୋଲିସ କୋର୍ଟଚାଲାଣ କରିଛି।ସନ୍ଧ୍ୟାରେ ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବଜେଲ ହାଜତକୁ ପଠାଇ ଦିଆଯାଇଛି । ଗତ ୯ ତାରିଖ…
ତିନି ଭାଇଙ୍କୁ ବାସନ୍ଦ ଘଟଣା, ତୁଟିଲା ବିବାଦ
ପାତ୍ରପୁର,୧୮ା୯(ଡ଼ିଏନଏ): ଜରଡ଼ା ଥାନା ପାତ୍ରପୁର ବ୍ଲକ ଡୁଙ୍ଗୁରୁଗୁଡା ଗ୍ରାମରେ ସାମାନ୍ୟ କଥାକୁ ନେଇ ଗ୍ରାମରୁ ତିନି ଭାଇଙ୍କୁ ବାସନ୍ଦ କରାଯାଇଥିବାବେଳେ ସେମାନଙ୍କ ପିଲା ମାନଙ୍କୁ ଗ୍ରାମ ବିଦ୍ୟାଳୟରେ ଏକୁଟିଆ କରାଯାଇଥିବା ନେଇ ବାସନ୍ଦ ପରିବାର ମଙ୍ଗଳବାର ବିଇଓଙ୍କ ସହିତ ଆଲୋଚନା କରଥିଲେ।…
ପୁଅଙ୍କୁ ହତ୍ୟା କରିଦେବା ଧମକ ଦେଇ ମହିଳାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ
ବ୍ରହ୍ମପୁର ଅଫିସ, ୧୮।୯: ମହିଳାଙ୍କୁ ଧମକ ଦେଇ ବଳତ୍କାର କରିଥିବା ଅଭିଯୋଗ ରେ ବୈଦ୍ୟନାଥପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ଶରତ ଦାସ। ମାମଲା ନଂ(୧୯୫/୧୯) ଅନୁସାରେ ତାଙ୍କୁ ବୁଧବାର କୋର୍ଟ ଚାଲାଣ କରାଯାଇଛି ବୋଲି ଥାନାଧିକାରୀ…
ମା’ଙ୍କ ଚକ୍ଷୁଦାନ କଲେ ସନ୍ତାନ
ବ୍ରହ୍ମପୁର ଅଫିସ,୧୮।୯: ଗଞ୍ଜାମ ଜିଲା ବ୍ରହ୍ମପୁର ସହର ବଡ଼ବଜାର ଚନ୍ଦ୍ରମା ସାହି ନିବାସୀ ଭି.ଦମୟନ୍ତୀଙ୍କ ୯୨ବର୍ଷ ବୟସରେ ମଙ୍ଗଳବାର ପରଲୋକ ହୋଇଯାଇଛି। ମୃତ୍ୟୁ ପରେ ତାଙ୍କ ସନ୍ତାନ ଦମୟନ୍ତୀଙ୍କ ଚକ୍ଷୁଦାନ କରାଇଛନ୍ତି। ତାଙ୍କ ମୃତ୍ୟୁ ଖବର ଜାଣିବା ପରେ ଫ୍ରେଣ୍ଡସ୍ ହେଲ୍ପିଂ…
ଦୁଇଟି ସ୍ଥାନରେ ଅଗ୍ନିକାଣ୍ଡ: ଜଳିଗଲା ହୋଟେଲର ସମସ୍ତ ଆସବାବପତ୍ର
ବ୍ରହ୍ମପୁର ଅଫିସ, ୧୮।୯: ବ୍ରହ୍ମପୁର ସହରର ୨ଟି ସ୍ଥାନରେ ମଙ୍ଗଳବାର ରାତିରେ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ଆଶୁତୋଷ ହସ୍ପିଟାଲ ନିକଟରେ ଥିବା ଏକ ବିଦ୍ୟୁତ୍ ଖୁଣ୍ଟଦେଇ ଯାଇଥିବା ଓରଟେଲ୍ ତାରରେ ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ତାର ଜଳିଯିବା ସହ ସେଟ୍ଅପ୍ ବକ୍ସ…
ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ଭିଜିଲାନ୍ସ ଜାଲରେ କୋଟିପତି କନିଷ୍ଠ କିରାଣି
ବ୍ରହ୍ମପୁର ଅଫିସ,୧୮ା୮-ସ୍ବତନ୍ତ୍ର ଭିଜିଲାନ୍ସ ଜଜଙ୍କ ଦ୍ୱାରା ଜାରି ହୋଇଥିବା ୱାରେଣ୍ଟ ବଳରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏମ୍କେସିଜି ମେଡିକାଲ କଲେଜ କନିଷ୍ଠ କିରାଣି ଅଜିତ କୁମାର ସାହୁଙ୍କର ୫ ସ୍ଥାନରେ ମଙ୍ଗଳବାର ଭିଜିଲାନ୍ସ ଏକ କାଳୀନ ଚଢାଉ କରିଛି।…
ସରକାରୀ ସୁବିଧା ଦାବିକଲେ ଚାଳକ
ବ୍ରହ୍ମପୁର ଅଫିସ୍,୧୮ା୯-ଓଡ଼ିଶା ମୋଟର୍ ଚାଳକ ସଂଘ ବ୍ରହ୍ମପୁର ଶାଖା ପକ୍ଷରୁ ମଙ୍ଗଳବାର ସକାଳେ ଚାଳକ ଦିବସ ପାଳନ କରାଯାଇଛି । ଏହି ଅବସରରେ ସକାଳେ ବହୁ ସଂଖ୍ୟାରେ ଗାଡ଼ି ଚାଳକ ପୁରୁଣା ବସ୍ଷ୍ଟାଣ୍ଡରେ ଏକାଠି ହୋଇଥିଲେ। ସେଠାରୁ ଏକ ରାଲିରେ ବାହାରି…
ଭଷାଣି ବେଳେ ଯୁବକଙ୍କୁ ହତ୍ୟା ଉଦ୍ୟମ: ୭ ଅଭିଯୁକ୍ତ ଗିରଫ, ମାରଣାସ୍ତ୍ର ଜବତ
ବ୍ରହ୍ମପୁର ଅଫିସ,୧୮ା୯-ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ଭାବିନୀପୁର ଗ୍ରାମରେ ଗତ ୧୫ ତାରିଖ ରାତିରେ ଗଣେଶ ମୂର୍ତ୍ତି ଭାଷାଣି ବେଳେ ଜଣେ ଯୁବକଙ୍କୁ ହତ୍ୟା ଉଦ୍ୟମ କରାଯାଇଥିଲା। ଫେରାର ଥିବା ୭ ଅଭିଯୁକ୍ତଙ୍କୁ ପୋଲିସ ମଙ୍ଗଳବାର ଗିରଫ କରିଛି। ସେମାନେ ହେଲେ…
Archives


