ଗଞ୍ଜାମ

ରାଶନକାର୍ଡ ଦାବିରେ ମହିଳାଙ୍କ ବିକ୍ଷୋଭ

ପୁରୁଷୋତ୍ତମ ପୁର,୧ା୫(ଡି.ଏନ୍‌.ଏ.)- ଲକ୍‌ଡାଉନ ଯୋଗୁ ଗରିବ ଖଟିଖିଆ ଶ୍ରମିକ ଶେଣୀର ଲୋକେ ଦାନା ଯୋଗାଣ କରିବାକୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛି। ଏଭରି ପରିସ୍ଥିତିରେ ଗରିବ ଲୋକଙ୍କୁ ଦିଆଯାଇଥିବା ରାଶନକାର୍ଡ କାଟି ଦିଆଯାଉଛି। ଏଭଳି ଘଟଣା ଦେଖିବାକୁ ମିଳିଛି…

ଆର.ଉଦୟଗିରି, ନୂଆଗଡ ବ୍ଲକ ଅଞ୍ଚଳରେ ବାରମ୍ବାର ବିଦ୍ୟୁତ୍‌ କାଟ: ଲୋକେ ହନ୍ତସନ୍ତ

ଆର.ଉଦୟଗିରି,୧ା୫(ଡି.ଏନ.ଏ.)- ଗଜପତି ଜିଲାର ଆର.ଉଦୟଗିରି ଓ ନୂଆଗଡ ବ୍ଲକ ଅଞ୍ଚଳରେ ବିଦ୍ୟୁତ୍‌ କାଟ ସମସ୍ୟା ଲାଗି ରହିଛି। ଆର.ଉଦୟଗିରି ବ୍ଲକର ୧୫ ଗଁା ଓ ନୂଆଗଡ ବ୍ଲକର ୧୯ ଗଁା ସହ ଅନ୍ୟାନ୍ୟ ଗ୍ରାମରେ ବର୍ଷତମାମ ବିଦ୍ୟୁତ୍‌ କାଟ ହେଉଛି। ଘଣ୍ଟାକୁ…

ସୁରଟରୁ ବାହାରିବ ୨୧ ବସ୍‌: କ୍ୱାରାଣ୍ଟାଇନ୍‌ ସେଣ୍ଟର ତଦାରଖ କଲେ ଉପଜିଲାପାଳ

ଭଞ୍ଜନଗର,୧।୫(ଡି.ଏନ୍‌.ଏ.)- ସୁରଟରୁ ଶହଶହ ଓଡ଼ିଆ ଭିଟାମାଟିକୁ ବସ୍‌ଭଡ଼ା କରି ଦୌନନ୍ଦିନ ବାହାରୁଛନ୍ତି। ଶୁକ୍ରବାର ରାତିରେ ସୁରାଟର ବିଭିନ୍ନ ସ୍ଥାନରୁ ପ୍ରାୟ ୨୧ ବସ୍‌ ଓଡ଼ିଶା ଅଭିମୁଖେ ଯାତ୍ରୀ ନେଇ ବାହାରିବ। ଏନେଇ ଆବଶ୍ୟକ କାଗଜପତ୍ର ପ୍ରସ୍ତୁତି ଚାଲିଛି। ପ୍ରବାସି ଓଡ଼ିଆ ସମାଜର…

ସୁରଟରୁ ୩ ବସ ଆସିକାରେ ପହଁଚିଲା: କ୍ୱାରାଣ୍ଟାଇନରେ ୧୧୪

ଆସିକା,୧ା୫(ଡି.ଏନ୍‌.ଏ.)- ଲକ୍‌ଡାଉନ୍‌ ସ୍ଥିତିରେ ସୁରଟରେ ଫସି ରହିଥିବା ପ୍ରବାସୀ ଓଡିଆଙ୍କ ଘର ବାହୁଡାର ଦ୍ୱିତୀୟ ପର୍ଯ୍ୟାୟରେ ଗୁରୁବାର ବିଳମ୍ବିତ ରାତିରେ ୩ ବସ୍‌ରେ ପ୍ରବାସୀ ଓଡିଆ ଆସି ଆସିକାରେ ପହଞ୍ଚତ୍ଛନ୍ତି। ରାତି ପ୍ରାୟ ସାଢେ ୨ଟାରେ ଏହି ବସ୍‌ ସବୁ ଏଠାରେ…

ତାରାତାରିଣୀ ପୀଠରେ ମାଙ୍କଡ଼ଙ୍କୁ ଖାଦ୍ୟ ଦେଉଛି ପ୍ରଶାସନ, ଟୁଇଟ୍‌ କରି ଜଣାଇଲେ ଜିଲାପାଳ

ଛତ୍ରପୁର,୧ା୫(ଡି.ଏନ୍‌.ଏ.)- ଲକ୍‌ଡାଉନ ଯୋଗୁ ଗଞ୍ଜାମ ଜିଲାର ଆରାଧ୍ୟ ଦୈବୀପୀଠ ମା’ ତାରାତାରିଣୀ ମନ୍ଦିର ମାସେରୁ ଉର୍ଦ୍ଧ୍ୱ ହେଲା ବନ୍ଦ ରହିଛି। ଏପରିକି ମାସେ ଧରି ଚାଲିଥିବା ଚୈତ୍ର ଯାତ୍ରା କେବଳ ପୂଜାବିଧିରେ ଶେଷ ହୋଇଛି। ଭକ୍ତଙ୍କ ପ୍ରବେଶ ସମ୍ପୂର୍ଣ୍ଣ ନିଷେଧ କରାଯିବା…

କୋଭିଡ୍‌ ଫଣ୍ଡକୁ ଋଷିକୁଲ୍ୟା ବଣିକ ସଂଘ ଦେଲା ଏକଲକ୍ଷ

ସୋରଡା,୧ା୫(ଡି.ଏନ୍‌.ଏ.)- ସୋରଡାର ଋଷିକୁଲ୍ୟା ବଣିକ ସଂଘ ତରଫରୁ ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡ (କୋଭିଡ୍‌)କୁ ଏକ ଲକ୍ଷ ଟଙ୍କା ସ୍ଥାନୀୟ ଥାନା ଅଧିକାରୀଙ୍କ ଜରିଆରେ ପ୍ରଦାନ କରାଯାଇଛି। ଥାନାଧିକାରୀ ଏହାକୁ ଗ୍ରହଣକରି ଗଞ୍ଜାମ ଏସ୍‌ପିଙ୍କ ପାଖକୁ ପଠାଇଛନ୍ତି। ସଂଘର ସନ୍ତୋଷ କୁମାର…

ଗୋପାଳପୁର ବନ୍ଦରରେ ସାମାଜିକ ଦୂରତ୍ୱ ସହ ଶ୍ରମିକ ଦିବସ ପାଳିତ

ଛତ୍ରପୁର,୧ା୫(ଡି.ଏନ୍‌.ଏ.)- ଗୋପାଳପୁର ବନ୍ଦର ଶ୍ରମିକ ସଙ୍ଗଠନ ତରଫରୁ ବନ୍ଦରରେ ଶୁକ୍ରବାର ପ୍ରଶାନ୍ତ କୁମାର କରଙ୍କ ନେତୃତ୍ୱରେ ସାମାଜିକ ଦୂରତ୍ୱ ସହ ଶ୍ରମିକ ଦିବସ ପାଳିତ ହୋଇଯାଇଛି। ଲକ୍‌ଡାଉନ ପରିପ୍ରେକ୍ଷୀରେ ଶ୍ରମିକ ଦିବସ ନିରାଡମ୍ବରରେ ପାଳିତ ହୋଇଥିଲା। ବକ୍ତାମାନେ ଏହି ଦିବସ ପାଳନର…

ପ୍ରବାସୀ ଓଡ଼ିଆଙ୍କୁ ନେଇ ପୁଣି ବାହାରିଲା ବସ୍‌: ସୁରଟରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ

ଭଞ୍ଜନଗର,୧ା୫ (ଡି.ଏନ.ଏ)-ଗୁଜୁରାଟର ସୁରଟ ଜିଲା ପ୍ରଶାସନ ଅନୁମତିକ୍ରମେ ସେଠାରୁ ଓଡ଼ିଆମାନେ ବସ୍‌ ଯୋଗେ ଗଞ୍ଜାମ ଜିଲାକୁ ନିଜ ଖର୍ଚ୍ଚରେ ଫେରୁଛନ୍ତି। ପ୍ରଥମ ପର୍ଯ୍ୟାୟରେ ୨୨୮ ଜଣଙ୍କୁ ନେଇ ଆସିଥିବା ୪ଟି ବସ୍‌ ସୋମବାର ବିଳମ୍ବିତ ରାତିରେ ଗଞ୍ଜାମରେ ପହଞ୍ଚିବାର ଅଛି। ଅନ୍ୟପକ୍ଷରେ…

ରାଶନ ଦୋକାନରୁ ବିପୁଳ ପରିମାଣରେ ଗୁଟ୍‌ଖା ଜବତ

ଚିକିଟି,୩୦ା୪(ଡି.ଏନ.ଏ.)- କେ.ନୂଆଗାଁ ପୋଲିସ ଚିକିଟି ବଜାରସ୍ଥିତ ଏକ ରାଶନ ଦୋକାନରେ ଗୁରୁବାର ସକାଳେ ଚଢାଉ କରି ବିପୁଳ ପରିମାଣରେ ଗୁଟ୍‌ଖା ଜବତ କରିଛି। ଏନେଇ ତଦନ୍ତ ଚାଲିଥିବା ଏବଂ କାହାରିକୁ ଗିରଫ କରାଯାଇ ନ ଥିବା ଥାନା ଅଧିକାରୀ ମାଧବନନ୍ଦ ନାୟକ…

କୋଭିଡ୍‌ ଫଣ୍ଡକୁ ଶିକ୍ଷକ ଦେଲେ ୫.୫୮ ଲକ୍ଷ

ପୋଲସରା,୩୦ା୪(ଡି.ଏନ.ଏ.)- ପୋଲସରା ବିଇଓ ଅଫିସର ସମସ୍ତ କର୍ମଚାରୀ ଓ ବ୍ଲକ ପ୍ରାଥମିକ ଶିକ୍ଷକ ମହାସଂଘର ଶିକ୍ଷକ ଗୋଟିଏ ଦିନର ଦରମା ୫ ଲକ୍ଷ ୫୮ ହଜାର ୮୭୦ ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (କୋଭିଡ୍‌)କୁ ପ୍ରଦାନ କରିଛନ୍ତି। ବ୍ଲକ ପ୍ରାଥମିକ ଶିକ୍ଷକ…

ରାଶନ ବୋଝେଇ ପିକ୍‌ଅପ ଓଲଟିଲା

ପାଟପୁର,୩୦ା୪- ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ. ରାଜପଥ ପୋଡାମାରୀ ନିକଟସ୍ଥ କଂସାମାରୀ ଗ୍ରାମ ପାଖରେ ଗୁରୁବାର ଅପରାହ୍ନରେ ଏକ ରାଶନ ବୋଝେଇ ପିକ୍‌ଅପ (ନଂ.ଓଆର୍‌୦୭ୟୁ-୭୨୬୭) ଭ୍ୟାନ୍‌ର ଓଲଟି ଚାଳକ ଆହତ ହୋଇଛନ୍ତି। ସେ ହେଲେ ଆର୍‌.ଉଦୟଗିରିର ବଳରାମ ପୂଜାରୀ। ବ୍ରହ୍ମପୁରରୁ ରାଶନ ସାମଗ୍ରୀ…

ସୁରାଟରୁ ୧୨ ବସ୍‌ ଓଡ଼ିଶା ଅଭିମୁଖେ

ଭଞ୍ଜନଗର/ସୋରଡା,୩୦।୪(ଡି.ଏନ.ଏ)- ଲକ୍‌ଡାଉନ ସତ୍ତ୍ୱେ ସୁରାଟ ପ୍ରଶାସନର ଅନୁମତି ନେଇ ପ୍ରବାସୀ ଓଡ଼ିଆ ଘରକୁ ଫେରୁଛନ୍ତି। ସୁରାଟର ପାଣ୍ଡେଶ୍ୱର, ବୀରଭୂମି, ବେସ୍ତନର ସିଦ୍ଧାର୍ଥନଗରରୁ ୧୨ଟି ବସ୍‌ ଗୁରୁବାର ରାତିରେ ପ୍ରବାସୀ ଓଡ଼ିଆମାନଙ୍କୁ ନେଇ ଓଡ଼ିଶା ଅଭିମୁଖେ ବାହାରିବ। ଏନେଇ ଆବଶ୍ୟକ କାଗଜପତ୍ର ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?