ଗଞ୍ଜାମ

ଥମୁନି ପଶୁ କାମୁଡ଼ା, ଟିକାକରଣ ଭରସାରେ ରୋଗୀ

ଛତ୍ରପୁର, ୧୬।୬ (ଦିଲୀପ ସାମଲ): ଘରେ ନିରୀହ ପଶୁ ପାଳିଲେ ଗୃହ ପରିବାର ଭିତରେ ଆତ୍ମୀୟତା ସହିତ ସେବା ମନୋବୃତ୍ତି ବଢ଼େ ବୋଲି ବିଶାସରେ ଅଛି। କିନ୍ତୁ ସେହି ଗୃହ ପାଳିତ କିମ୍ବା ପଦାରେ ବୁଲୁଥିବା ପଶୁଟିଏ ଗୋଟେ ମଣିଷକୁ କାମୁଡ଼ି…

ଗାଁରେ ମାତିଲା ପାଗଳ ମାଙ୍କଡ, ସକାଳ ହେଲେ ପଡିଯାଉଛି ତାଟି କବାଟ, ଆତଙ୍କିତ ଅବସ୍ଥାରେ ଲୋକେ

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମର ୮ରୁ ଅଧିକ ଜଣ ପାଗଳ ମାଙ୍କଡ କାମୁଡ଼ାରେ ଆହାତ ହୋଇଛନ୍ତି। ସେମାନଙ୍କୁ ନିକଟସ୍ଥ ଆଡ଼ପଡ଼ା ଗ୍ରାମ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପରେ ଛାଡି ଦିଆଯାଇଛି। ମଙ୍ଗଳବାର ଭୋରରେ…

କେନାଲରୁ ମିଳିଲା ୬ ପିତ୍ତଳ ନାଗ, ଦିଗପହଣ୍ଡିରେ ଚର୍ଚ୍ଚା

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ପଞ୍ଚାୟତ ଚକ୍ରପୁର ଗାଁ ନିକଟ କେନାଲରୁ ୬ ଟି ପିତ୍ତଳ ନିର୍ମିତ ନାଗ ମିଳିଛି। ଗ୍ରାମର କିଛି ବ୍ୟକ୍ତି ସେଗୁଡିକୁ ନେଇ ଗାଁ ମନ୍ଦିରରେ ପୂଜାର୍ଚ୍ଚନା ପାଇଁ ରଖିଛନ୍ତି। କୌଣସି…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ ବଢ଼ିଯାଇଛି । କାର୍ଯ୍ୟାଳୟରେ ପ୍ରତି ସପ୍ତାହର ବୁଧବାର ଓ ଗୁରୁବାର ୨ ଦିନ…

ଝଗଡ଼ପଲ୍ଲୀକୁ ହରାଇ ଗୋକର୍ଣ୍ଣପୁର ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଖମାରିଗାଁ ପଞ୍ଚାୟତ ଅଧୀନ ଗୋଲଣ୍ଡା ଗ୍ରାମରେ ଚାଲିଥିବା ବୃନ୍ଦାବନ ଚନ୍ଦ୍ର କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ସ୍ବର୍ଗତ କୃଷ୍ଣଚନ୍ଦ୍ର ଏବଂ ସାନ୍ତୁନୁଙ୍କ ସ୍ମୃତି ଉଦ୍ଦେଶ୍ୟରେ ଆୟୋଜିତ ଏହି ଟୁର୍ନାମେଣ୍ଟର ଫାଇନାଲ…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ ଆକ୍ରମଣ ଘଟଣାରେ ଫର୍ଦ୍ଧାଫାଶ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ ସାଢେ ୬…

ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ବାଇକ୍ ଚାଳକ…

ବହୁ ଖୋଜାଖୋଜିି ପରେ ବି ମିଳିଲେନି: ଏବେ ଜଙ୍ଗଲରେ…

ଭଞ୍ଜନଗର, ୧୫।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ତାରସିଂ ଥାନା ପୋଲିସ ସୋମବାର ବ୍ରାହ୍ମଣପଦର ନିକଟସ୍ଥ ଜଙ୍ଗଲରୁ ଜଣେ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ ବ୍ରାହ୍ମଣପଦର ଗ୍ରାମର ହରିବନ୍ଧୁ ସାହୁ।ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ…

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି ହୋଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଆହତ ହୋଇଥିବା ଜଣାପଡୁଛି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ ୭ ଟାରେ ଜଣେ ଅଟୋ ଚାଳକଙ୍କୁ ସଂଘବଦ୍ଧ ଭାବେ ହତ୍ୟା ଉଦ୍ୟମ କରାଯାଇଛି…

ଭାରସାମ୍ୟ ହରାଇ ଗଛକୁ ପିଟିଲା ବୁଲେଟ୍, ୩….

ଭଞ୍ଜନଗର,୧୪।(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସୋରଡ଼ା ରାସ୍ତାର କଣ୍ଟେଇପଲ୍ଲୀ ଛକ ନିକଟରେ ଥିବା ଜଳଭଣ୍ଡାର ଗୋଲେଇ ଠାରେ ବଡ଼ ସଡ଼କ ଦୁର୍ଘଟଣା ହୋଇଛି । ରବିବାର ସଂନ୍ଧ୍ୟାରେ ଏକ ବୁଲେଟ ଗାଡି ଚାଳକ ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଇଥିଲେ।…

ଗଞ୍ଜାମରୁ ସୋମନାଥ ମନ୍ଦିର ଯାତ୍ରା: ଶୁଭାରମ୍ଭ କଲେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୪।୬ (ଦିଲ୍ଲୀପ ସାମଲ): ‘ସୋମନାଥ ସ୍ୱାଭିମାନ ଯାତ୍ରା’ ଅଭିଯାନରେ ଗଞ୍ଜାମ ଜିଲାର ୫୨ ଜଣ ତୀର୍ଥଯାତ୍ରୀ ଶନିବାର ଛତ୍ରପୁର ନୂଆ ବସ୍‌ଷ୍ଟାଣ୍ଡରୁ ଗୁଜରାଟସ୍ଥିତ ପବିତ୍ର ସୋମନାଥ ମନ୍ଦିର ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି। ଏହି ଯାତ୍ରାର ଶୁଭାରମ୍ଭ ଛତ୍ରପୁର ବିଧାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?