ପୁରୁଷୋତ୍ତମପୁରରେ ଜନତା କର୍ଫ୍ୟୁ: ରାସ୍ତାଘାଟ ଶୂନ୍ଶାନ୍
ପୁରୁଷୋତ୍ତମପୁର,୨୨ା୩(ଡି.ଏନ୍.ଏ.): କରୋନା ଭାଇରସ୍ ସଂକ୍ରମଣ ରୋକିବାକୁ ପ୍ରଧାନମନ୍ତ୍ରୀଙ୍କ ପକ୍ଷରୁ ନିବେଦନ କରାଯାଇ ଜନତା କର୍ଫ୍ୟୁ ପାଳନ ଲାଗି ନିର୍ଦ୍ଦେଶ ଦିଆଯାଇଥିଲା। ଏହାକୁ ନେଇ ରବିବାର ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଜନସାଧାରଣ ସମ୍ପୂର୍ଣ୍ଣ ସମର୍ଥନ ଦେଇ ପ୍ରଶାସନକୁ ସହଯୋଗ କରିଛନ୍ତି। ଫଳରେ…
ବସ୍ରେ ପରିବହନ କଟକଣା ଯାଞ୍ଚ କଲେ ଜିଲାପାଳ: କୋକୋକୋଲା ଗୋଦାମ, ବେକେରୀକୁ ବନ୍ଦ କଲା ବିଏମ୍ସି
ବ୍ରହ୍ମପୁର ଅଫିସ,୨୨ା୩-କରୋନା ଭୂତାଣୁ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା ବେଳେ ଏହାର ମୁକାବିଲା ପାଇଁ ଅଧିକ ସଜାଗ ହୋଇଛି ଜିଲା ପ୍ରଶାସନ । ଗଞ୍ଜାମ ଜିଲାରେ ୧୪୪ ଧାରା ଉଠାଯିବା ପରେ ସହରରେ ଜନଗହଳି, ଭିଡକୁ ଏଡାଇବା ପାଇଁ ଜିଲା…
ସମୁଦ୍ର ବେଳାଭୂମିରେ ମୃତ ହ୍ବେଲଶାର୍କ
ଗୋପାଳପୁର,୨୧ା୩-ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ନୂଆ ବକ୍ସିପଲ୍ଲୀ ସମୁଦ୍ର ବେଳାଭୂମିରେ ଶନିବାର ଏକ ମୃତ ହ୍ବେଲଶାର୍କ ମାଛ ଭାସୁଥିବା ଦେଖିବାକୁ ମିଳିଛି। ନୂଆବକ୍ସିପଲ୍ଲୀ ଗଁାର କେତେଜଣ ମତ୍ସ୍ୟଜୀବୀ ବୋଟ୍ରେ ମାଛ ମାରିବାକୁ ସମୁଦ୍ର ମଧ୍ୟକୁ ଯାଇଥିଲେ। ମଧ୍ୟାହ୍ନରେ ମତ୍ସଜୀବୀମାନେ କୂଳକୁ…
ମାରଣାସ୍ତ୍ର ଦେଖାଇ ଫାଇନାନ୍ସ କର୍ମଚାରୀଙ୍କଠାରୁ ଲୁଟ୍ ଘଟଣା: ୨ ଗିରଫ
ସୋରଡ଼ା,୨୧।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ନୂଆଗଡ଼ ପଞ୍ଚାୟତ କେଶରା ଅଞ୍ଚଳରେ କାର୍ଯ୍ୟରତ ଏକ ଘରୋଇ ମାଇକ୍ରୋ ଫାଇନାନ୍ସ କର୍ମଚାରୀଙ୍କଠାରୁ ଲୁଟ୍ ହୋଇଥିଲା। ଗତ ଫେବୃଆରୀ ୧୧ ତାରିଖରେ ପାଲକାଟୁ ରାସ୍ତାରେ ମାରଣାସ୍ତ୍ର ଦେଖାଇ ଦୁଇ ଲୁଟେରା ୧ ଲକ୍ଷ ୩୧ ହଜାର ୮୩୧…
କରୋନା ଭାଇରସ୍ରୁ ରକ୍ଷା ପାଇଁ ତାରାତାରିଣୀ ପୀଠରେ ପୂଜାର୍ଚ୍ଚନା
ପୁରୁଷୋତ୍ତମପୁର,୨୧।୩(ଡି.ଏନ୍.ଏ.): ସମଗ୍ର ବିଶ୍ୱରେ ଦେଖା ଦେଇଥିବା ମହାମାରୀ କରୋନା ଭାଇରସ୍ ଆତଙ୍କକୁ ନେଇ ଲୋକେ ଭୟଭୀତ ଅବସ୍ଥାରେ ଥିବାବେଳେ ଗଞ୍ଜାମର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଶନିବାର ମନ୍ଦିର ନିର୍ବାହୀ ଅଧିକାରୀ ଟିକେ ରେଡ୍ଡୀଙ୍କ ତତ୍ତ୍ୱାବଧାନରେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଇଛି।…
ପୋଖରୀରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର ଘଟଣା: ସନ୍ଧାନୀ କୁକୁରକୁ ନେଇ ସାଇଣ୍ଟିଫିକ୍ ଟିମ୍ର ତଦନ୍ତ
ଗଞ୍ଜାମ,୨୧।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି କଳାଯମୁନା ଗ୍ରାମ ନିକଟସ୍ଥ ଏକ କୁକୁଡ଼ା ଫାର୍ମ ସମ୍ମୁଖ ଏକ ପୋଖରୀରୁ ୧୭ ତାରିଖରେ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ସେ ଶ୍ରୀ ସାଇ ସରସ୍ବତୀ ବିଦ୍ୟାମନ୍ଦିର ନବମ ଶ୍ରେଣୀ…
ଜିଲା ବାହାର ଗାଡ଼ି ଗଞ୍ଜାମରେ ଅଟକିବା ମନା
ଛତ୍ରପୁର,୨୧ା୩(ଡି.ଏନ୍.ଏ.)- ଅନ୍ୟ ରାଜ୍ୟ ଓ ଅନ୍ୟ ଜିଲାର କୌଣସି ବସ୍, ଟ୍ରକ୍, ଟ୍ରେଲର ଆଦି ଗାଡ଼ି ଗଞ୍ଜାମ ଜିଲା ଦେଇ ଯାଉଥିବା ବେଳେ ଅଟକିବା ଉପରେ ନିଷେଧ ଜାରି କରାଯାଇଛି। କରୋନାକୁ ନେଇ ପ୍ରତିଷେଧକ ପଦକ୍ଷେପ ସ୍ବରୂପ ଗଞ୍ଜାମ ଜିଲାପାଳ ବିଜୟ…
୨ ପେସାଦାର ଲୁଟେରା ଗିରଫ: ୧୫ ଭରି ସୁନା ଗହଣା, ଟଙ୍କା, ଗାଡ଼ି ଜବତ
ବ୍ରହ୍ମପୁର ଅଫିସ,୨୧ା୩: ଗଞ୍ଜାମ ଜିଲା ସଦର ଥାନା ପୋଲିସ ଏକ ଲୁଟ୍ ଘଟଣାର ମାଷ୍ଟରମାଇଣ୍ଡ୍ଙ୍କ ସମେତ ୨ ଜଣ ପେସାଦାର ଲୁଟେରାଙ୍କୁ ଗିରଫ କରିଛି। ସେମାନେ ହେଲେ ଗୋଶାଣିନୂଆଗାଁ ଥାନା ଅନ୍ତର୍ଗତ ଆମ୍ବ ମାର୍କେଟରେ ରହୁଥିବା ବୈଦ୍ୟନାଥ ପାଣିଗ୍ରାହୀ (୨୬) ଓ…
ଗଞ୍ଜାମ ବ୍ଲକରେ ୪ କେରଳ ଫେରନ୍ତା, ଘରୁ ନ ବାହାରିବାକୁ ବିଡିଓଙ୍କ ପରାମର୍ଶ
ଗଞ୍ଜାମ,୨୧।୩(ଡି.ଏନ୍.ଏ.): ଗଞ୍ଜାମ ବ୍ଲକ ଗୋଖରକୁଦା ଗ୍ରାମର କେତେଜଣ ବ୍ୟକ୍ତି ରୋଜଗାର ପାଇଁ କେରଳ ଯାଇଥିଲେ। ସେମାନଙ୍କ ମଧ୍ୟରୁ ୪ଜଣ ନିଜ ଗ୍ରାମକୁ ଫେରିଛନ୍ତି। ଏ ନେଇ ଗ୍ରାମରେ ଆତଙ୍କ ଖେଳିଯାଇଛି l ଖବର ପ୍ରଚାରିତ ହେବା ପରେ ଗଞ୍ଜାମ ବ୍ଲକ ବିଡିଓ…
ଋଷିକୁଲ୍ୟା ବେଳାଭୂମିରେ ଅଲିଭ୍ ରିଡ୍ଲେ କଇଁଛଙ୍କ ଗଣଅଣ୍ଡାଦାନ
ଗଞ୍ଜାମ,୨୧ା୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଣାବନ୍ଧ ଗ୍ରାମ ନିକଟ ଋଷିକୁଲ୍ୟା ବେଳାଭୂମିଠାରେ ଚଳିତବର୍ଷ ବିଳମ୍ବରେ ହେଲେ ମଧ୍ୟ ଅଲିଭ୍ ରିଡ୍ଲେ କଇଁଛଙ୍କ ଗଣଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି l ଶନିବାର ଭୋରରେ ପ୍ରାୟ ୨୨୪୮ କଇଁଛ ଅଣ୍ଡା ଦେଇଥିବା ଖଲ୍ଲିକୋଟ ରେଞ୍ଜର ଦିଲ୍ଲୀପ…
ପୁନଃନିର୍ଦ୍ଦେଶ ପର୍ଯ୍ୟନ୍ତ ବନ୍ଦ ରହିବ ବଜାର, ମଲ
ବ୍ରହ୍ମପୁର ଅଫିସ,୨୧ା୩ ମହାମାରୀ କରୋନା ମୁକାବିଲା ପାଇଁ ସଚେତନତା ହିଁ ଏକମାତ୍ର ପନ୍ଥା ା ଭିଡ଼ରେ କରୋନା ଭୂତାଣୁ ସଂକ୍ରମଣ ଆଶଙ୍କା ଅଧିକ ରହିଛି। ତେଣୁ ଭିଡ଼କୁ ଏଡାଇବା ପାଇଁ ଜିଲାରୁ ୧୪୪ ଧାରା ପ୍ରତ୍ୟାହାର ପରେ ବି ସହରାଞ୍ଚଳର ସମସ୍ତ…
ରାଜଘାଇ ପାଣି ଦୂଷିତ, ପାନୀୟଜଳ ପ୍ରକଳ୍ପ ଅଚଳ
ହିଞ୍ଜିଳିକାଟୁ,୨୧ା୩(ଡି.ଏନ୍.ଏ.) – ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ବଡ଼ଖଣ୍ଡି ପଞ୍ଚାୟତ ଅଧୀନ ଗୋପୀନାଥପୁର ଗ୍ରାମରେ ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି ଗ୍ରାମବାସୀ। ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପରୁ ଦିନକୁ ମାତ୍ର ଅଧଘଣ୍ଟା ତ କେବେ ଘଣ୍ଟାଏ ଜଳ ଯୋଗାଣ ହେଉଛି। ପିଇବା…
Archives


