ଗଞ୍ଜାମ

ପାଇଖାନା ନ କଲେ ରାଶନ ସାମଗ୍ରୀ ମିଳୁନି

ପାତ୍ରପୁର,୧୭ା୯(ଡି.ଏନ୍‌.ଏ.)-ପାତ୍ରପୁର ବ୍ଲକର ୨୩ ପଞ୍ଚାୟତରେ ପ୍ରଶାସନର ଗୋଟିଏ ନିୟମ ଥିବାବେଳେ ଆନ୍ଧ୍ର ସୀମାକୁ ଲାଗିଥିବା କେଶରୀପଡ଼ା ପଞ୍ଚାୟତ ସଦରମହକୁମାରେ ଆକ୍ରୋଶମୂଳକ ଭାବେ ଅଲଗା ନିୟମ କରାଯାଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏଠାରେ ପାଇଖାନା ନିର୍ମାଣ ନକଲେ ରାଶନ ସାମଗ୍ରୀ ବନ୍ଦ କରାଯାଉଛି।…

ଟଙ୍କା ହେରଫେର ମାମଲା: ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷଙ୍କୁ ଜାମିନ

ବ୍ରହ୍ମପୁର ଅଫିସ,୧୭ା୯-ଦିଗପହଣ୍ଡି ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ପାଇଖାନା ଟାଙ୍କି ସଫା ମେଶିନ କିଣାରେ ସରକାରୀ ଟଙ୍କା ହେରଫେର ମାମଲାରେ ଏନ୍‌ଏସିର ପୂର୍ବତନ ଅଧ୍ୟକ୍ଷ ଭି.ରବିନାରାୟଣ ରାଜୁଙ୍କୁ ସୋମବାର ଜାମିନ ମିଳିଛି। ଭିଜିଲାନ୍ସ ସ୍ବତନ୍ତ୍ର ଜଜ ବିଜୟ କୁମାର ଜେନା ତାଙ୍କୁ…

ନାବାଳିକାଙ୍କୁ ବଳାକତ୍ାର ଘଟଣା:ଅଭିଯୁକ୍ତଙ୍କୁ ପାଉନି ପୋଲିସ

ଚିକିଟି,୧୭ା୯(ଡି.ଏନ.ଏ.): କେ.ନୂଆଗାଁ ଥାନା ନୂଆପଡା ଫାଣ୍ଡି ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାକତ୍ାର ଘଟଣାରେ ଅଭିଯୁକ୍ତଙ୍କୁ ପୋଲିସ ୨ମାସରୁ ଉର୍ଦ୍ଧ୍ୱ ଦିନ ପରେ ବି ଗିରଫ କରିପାରିନି। ଏପଟେ ଗତ ସପ୍ତାହକ ତଳେ ନାବାଳିକା ଜଣକ ଏକ ଶିଶୁକନ୍ୟାକୁ ଜନ୍ମ ଦେଇଛନ୍ତି ା…

ବ୍ରହ୍ମପୁରରେ ଏଆର୍‌ଟିଓ ଅଫିସ ଖୋଲିବା ଦାବି

ବ୍ରହ୍ମପୁର ଅଫିସ,୧୭ା୯-ନୂଆ ଟ୍ରାଫିକ ନିୟମ ଲାଗୁ ହେବା ପରେ ପୋଲିସ ଏବେ ଜୋର୍‌ଦାର ଚେକିଂ କରୁଛି। ନିୟମ ଉଲ୍ଲଂଘନ କରୁଥିବା ଗାଡି ଚାଳକଙ୍କଠାରୁ ଜରିମାନା ଆଦାୟ କରାଯାଉଛି। ଜନସାଧାରଣଙ୍କ ସୁବିଧା ନିମନ୍ତେ ବ୍ରହ୍ମପୁର ସହରରେ ଏକ ସହକାରୀ ଆଞ୍ଚଳିକ କାର୍ଯ୍ୟାଳୟ(ଏଆର୍‌ଟିଓ) ଖୋଲିବା…

ସଶକ୍ତୀକରଣ ରାସ୍ତା ଦେଖାଇଲା ‘ଜଜ୍‌ବା’

ବ୍ରହ୍ମପୁର ଅଫିସ୍‌,୧୭ା୯-ଦୃଢ଼ମନା ଯୁବପିଢ଼ିଙ୍କ ବିନା କୌଣସି ଦେଶ ସଶକ୍ତ ହୋଇପାରିବ ନାହିଁ। ଏଣୁ ଅଧିକରୁ ଅଧିକ ଯୁବତୀ ଯୁବକଙ୍କୁ ସଶକ୍ତୀକରଣ କରାଇବାର ଆବଶ୍ୟକତା ରହିଛି। ଯୁବପିଢି ଭବିଷ୍ୟତକୁ ନେଇ ସତର୍କ ଥିବା ବେଳେ ସେମାନଙ୍କୁ ଦରକାର ଉପଯୁକ୍ତ ମାର୍ଗଦର୍ଶନ। ଯୁବପିଢ଼ିଙ୍କୁ ଉଚିତ୍‌…

ଜିଲା ଶ୍ରମ ଅଫିସ ଆଗରେ ବିକ୍ଷୋଭ ସମାବେଶ

ବ୍ରହ୍ମପୁର ଅଫିସ,୧୭ା୯-ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଚତୁର୍ଥ ଶ୍ରେଣୀ କର୍ମଚାରୀ ୟୁନିୟନ ଗଞ୍ଜାମ ଜିଲା ଶାଖା ପକ୍ଷରୁ ସୋମବାର ବ୍ରହ୍ମପୁରସ୍ଥ ଜିଲା ଶ୍ରମ ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ସମାବେଶ କରାଯାଇଥିଲା। କାର୍ଯ୍ୟରତ ଆଉଟସୋର୍ସିଂ କର୍ମଚାରୀଙ୍କ ମୌଳିକ ସମସ୍ୟା ସମାଧାନ ଏବଂ ସରକାର…

ବାବନପୁରରେ ଗୋଷ୍ଠୀସଂଘର୍ଷ, ୧୦ରୁ ଊର୍ଦ୍ଧ୍ୱ ଆହତ

ପାତ୍ରପୁର,୧୬ା୯(ଡି.ଏନ୍‌.ଏ.)- ଜରଡ଼ା ଥାନା ଖମ୍ବାରୀଗଁା ପଞ୍ଚାୟତ ବାବନପୁର ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଖବର ପାଇ ଜରଡ଼ା ପୋଲିସ ଘଟଣା ସ୍ଥଳରେ ପହଞ୍ଚତ୍ ତଦନ୍ତ କରିବା ସହ ଆହତମାନଙ୍କୁ…

୫ ଫୁଟିଆ ନାଗସାପ ଉଦ୍ଧାର

ବୁଗୁଡ଼ା,୧୬ା୯(ଡି.ଏନ.ଏ.)- ବୁଗୁଡ଼ା ବ୍ଲକ ଗୋଲାବଞ୍ଜର ଗ୍ରାମରେ ସୋମବାର ସନ୍ଧ୍ୟାରେ ଉକ୍ତ ଗ୍ରାମର ବାଳକୃଷ୍ଣ ଆଚାରୀଙ୍କ ଘରୁ ଏକ ୫ ଫୁଟିଆ ନାଗସାପ ଉଦ୍ଧାର କରାଯାଇଛି। ସାପଟି ଘରେ ଥିବା ଦେଖି ବାଳକୃଷ୍ଣ ବି.କରଡ଼ାବାଡ଼ିର ସ୍ନେକ୍‌ ହେଲପ୍‌ ଲାଇନ କର୍ମୀ ହରିଶ ପାଢ଼ୀଙ୍କୁ…

ମଦ ବିକ୍ରି ବନ୍ଦ କରିବାକୁ ମହିଳାଙ୍କ ଦାବି

ଜି.ଉଦୟଗିରି,୧୬ା୯(ଡି.ଏନ.ଏ.)-ଜି.ଉଦୟଗିରି ଥାନା ଅଞ୍ଚଳର କଳିଙ୍ଗା ଠାରେ ଅବାଧ ମଦ କାରବାର ଚାଲିଛି। ଏସବୁ ମଦ ବିକ୍ରିକୁ ଦଳମତ ନିର୍ବିଶେଷରେ ସମ୍ପୂର୍ଣ୍ଣ ଭାବେ ବନ୍ଦ କରିବାକୁ କଳିଙ୍ଗା ପଞ୍ଚାୟତର ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ଜି.ଉଦୟଗିରି ଥାନାରେ ଅଭିଯୋଗ କରିଛନ୍ତି। କଳିଙ୍ଗା…

ସ୍କୁଲ ଆସିବାରେ ବିଳମ୍ବ : ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ

ଗୋପାଳପୁର,୧୬ା୯-ବିଦ୍ୟାଳୟକୁ ବିଳମ୍ବରେ ଆସିବା ନେଇ ଶନିବାର ରଙ୍ଗେଇଲୁଣ୍ଡା ବ୍ଲକ ପାର୍ବତୀପୁରସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଉଷାରାଣୀ ଚୌଧୁରୀଙ୍କୁ ନିଲମ୍ବିତ କରାଯାଇଛି। ତାଙ୍କ ସ୍ଥାନରେ ବକ୍ସିପଲ୍ଲୀସ୍ଥିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ହରିକୃଷ୍ଣ ଶତପଥୀ ଯୋଗ ଦେଇଛନ୍ତି। ବ୍ରହ୍ମପୁରରୁ ପ୍ରାୟ…

ରାଜ୍ୟର ୩୬ ହଜାର ଲୋକ ପାଇଛନ୍ତି ସେବା

ଛତ୍ରପୁର, ୧୬ା୯(ଡି.ଏନ.ଏ.)-ଗଞ୍ଜାମ ଜିଲା ଆଇନ ସେବା ପ୍ରାଧିକରଣ ଏବଂ ଜିଲା ପ୍ରଶାସନ ପକ୍ଷରୁ ମିଳିତ ଭାବେ ରବିବାର ଛତ୍ରପୁର ମିନି ଷ୍ଟାଡିୟମରେ ମେଗା ଆଇନ ସେବା ଓ ସଚେତନତା ଶିବିର ଆୟୋଜନ ହୋଇଥିଲା। ଏଥିରେ ଅତିଥି ଭାବେ ହାଇକୋର୍ଟ ବିଚାରପତି ସଞ୍ଜୁ…

ନଦୀର ଶତ୍ରୁ ବାଲି ମାଫିଆ

ବ୍ରହ୍ମପୁର ଅଫିସ୍‌,୧୬ା୯-କେବଳ ଋଷିକୁଲ୍ୟା ନୁହେଁ, ଗଞ୍ଜାମ ଜିଲାର ଅନ୍ୟାନ୍ୟ ନଦୀଗୁଡ଼ିକର ସୁରକ୍ଷା ଉପରେ ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ମାଫିଆମାନେ ବେଧଡ଼କ ଭାବେ ନଦୀ ବାଲି ଚାଲାଣ କରୁଛନ୍ତି । କିନ୍ତୁ ପ୍ରଶାସନ ପକ୍ଷରୁ ଏହାକୁ ରୋକିବା ଦିଗରେ ପଦକ୍ଷେପ ନିଆଯାଉ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri