ଚେନ୍ନାଇରେ କାଳବୈଶାଖୀ: ଗଞ୍ଜାମର ୫୦ରୁ ଉର୍ଦ୍ଧ୍ୱ ଶ୍ରମିକଙ୍କ ଘର ଭାଙ୍ଗିଲା
ପାତ୍ରପୁର,୨୬ା୪(ଡି.ଏନ୍.ଏ.)- ଗଞ୍ଜାମ ଜିଲାର ବହୁ ଶ୍ରମିକ ଚେନ୍ନାଇରେ ରହି ଦାଦନ ଖଟୁଛନ୍ତି। ଲକଡାଉନ ପରେ ବହୁ ଶ୍ରମିକ ଚାଲିଚାଲି, ସାଇକେଲ ଓ ଜଳପଥରେ ବିପଦପୂର୍ଣ୍ଣ ଭାବେ ଘରକୁ ଫେରୁଛନ୍ତି। ଶନିବାର ଚେନ୍ନାଇରେ କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ହୋଇ ବ୍ୟାପକ କ୍ଷୟକ୍ଷତି…
ଶହେ ଲୋକଙ୍କ ପାଇଁ ଶୁଖିଲା ଖାଦ୍ୟ ପ୍ରଦାନ
ଗଞ୍ଜାମ,୨୬ା୪(ଡି.ଏନ.ଏ.)- କରୋନା ଏବେ ସାରା ବିଶ୍ୱରେ କାୟା ବିସ୍ତାର କରି ଚାଲିଛି, କମିବାର ନା ଧରୁନି। ତେଣୁ ସରକାର ଲକ ଡାଉନ ଅବଧି ବଢ଼େଇ ଚାଲିଛନ୍ତି। ଏହି ଲକ ଡାଉନ ପାଇଁ ଗରିବ, ଅସହାୟ ତଥା ଶ୍ରମିକ ଶ୍ରେଣୀର ଲୋକଙ୍କ କାମ…
ବାହାର ରାଜ୍ୟରେ ଗଞ୍ଜାମର ୩ ଲକ୍ଷ ଲୋକ: ୨ ଦିନରେ ୧୯୨୫ ଜଣ କଲେଣି ଅନ୍ଲାଇନ୍ରେ ପଞ୍ଜୀକରଣ
ଛତ୍ରପୁର,୨୬ା୪(ଡି.ଏନ୍.ଏ.) : ଗଞ୍ଜାମ ଜିଲାର ୩ ଲକ୍ଷରୁ ଅଧିକ ଲୋକ ବିଭିନ୍ନ ବାହାର ରାଜ୍ୟରେ ଥିବା ସମ୍ପର୍କରେ ପ୍ରାକ୍ ଆକଳନରୁ ଜଣାପଡ଼ିଛି। ଏଥିରୁ ଅଧିକାଂଶ ଲୋକ ଲକ୍ଡାଉନ୍ ଉଠିବା ପରେ ଗଞ୍ଜାମ ଜିଲାକୁ ଫେରିବାର ସମ୍ଭାବନା ରହିଛି। ଅଙ୍ଗନଓ୍ବାଡ଼ି କର୍ମୀମାନଙ୍କ ପକ୍ଷରୁ…
ଗଞ୍ଜାମ ପୋଲିସର ଅଭିନବ ପ୍ରୟାସ: କରୋନା ସଚେତନତା ଗୀତ ଗାଇଲେ ରମ୍ଭା ଥାନାଧିକାରୀ
ଛତ୍ରପୁର, ୨୬।୪(ଡି.ଏନ୍.ଏ.)-କରୋନା ଭୁତାଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଗଞ୍ଜାମ ପୋଲିସ ଜ଼ିଲା ପକ୍ଷରୁ ଲୋକଙ୍କୁ ସଚେତନତା ପାଇଁ ଏକ ଅଭିନବ ପ୍ରୟାସ କରାଯାଇଛି। ‘ଆସ ଆମେ କରୋନାକୁ ଦୁରେଇ ଦେବା’ ଶୀର୍ଷକ ଏକ ସଚେତନତା ଗୀତ ରଚନା ସହ ନିଜେ…
ଦେଶୀ ମଦ ସହ ମୋଟରସାଇକେଲ ଜବତ: ୨ ଜଣଙ୍କୁ ଗରିଫ କଲା ପୋଲିସ
ପୁରୁଷୋତ୍ତମପୁର,୨୬ା୪(ଡି.ଏନ୍.ଏ.): କରୋନାକୁ ନେଇ ଗଞ୍ଜାମ ଜିଲାପାଳ ମଦ କାରବାର ସମ୍ପୂର୍ଣ୍ଣ ରୂପେ ବନ୍ଦ ଲାଗି କଡ଼ା ନିର୍ଦ୍ଦେଶ ଜାରି କରିଥିବା ସତ୍ତ୍ୱେ ପୁରୁଷୋତ୍ତମପୁର ଅଞ୍ଚଳରେ ମଦମାଫିଆମାନେ ବିନା ଦ୍ବିଧାରେ ମଦ କାରବାର ଚଳାଇଛନ୍ତି। ଏହାକୁ ନେଇ ରବିବାର ସକାଳେ ପୁରୁଷୋତ୍ତମପୁର ଥାନା…
ଲକ୍ଡାଉନ୍ ଶେଷ ପରେ ପୁରୁଷୋତ୍ତମପୁରକୁ ଫେରିବେ ୧୫,୩୦୦ ଲୋକ: ୧୨୩ କ୍ୱାରାଣ୍ଟାଇନ୍ ସେଣ୍ଟର ପ୍ରସ୍ତୁତ: ତଦାରଖ କଲେ ଉପଜିଲାପାଳ
ପୁରୁଷୋତ୍ତମପୁର,୨୬ା୪(ଡି.ଏନ୍.ଏ.) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍ଏସିକୁ ରାଜ୍ୟ ଓ ଜିଲା ବାହାରୁ ଆସିବାକୁ ଥିବା ଲୋକଙ୍କ ଆକଳନକୁ ଲକ୍ଷ୍ୟ ରଖି ପ୍ରଶାସନ ପକ୍ଷରୁ ପ୍ରାୟ ୧୫ ହଜାର ୩ ଶହ ଲୋକଙ୍କ ରହିବା ଲାଗି କ୍ବାରାଣ୍ଟାଇନ୍ ସେଣ୍ଟରର…
କରୋନା ପାଇଁ ସଂଘର୍ଷ ଜାରି ରଖିଛି ଗଞ୍ଜାମ ପୋଲିସ
ଗଞ୍ଜାମ,୨୬ା୪(ଡି.ଏନ୍.ଏ.) : କରୋନା ଭୂତାଣୁ ସାରା ବିଶ୍ୱରେ କାୟାବିସ୍ତାର କରି ଚାଲିଛି। ଓଡ଼ିଶାରେ ମଧ୍ୟ ଏହି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏପରି ସ୍ଥିତିରେ ଗଞ୍ଜାମ ଜିଲାରେ ଏଯାବତ୍ କୌଣସି ବ୍ୟକ୍ତି ଆକ୍ରାନ୍ତ ହୋଇ ନ ଥିବା…
ଲକ୍ଡାଉନ୍ ନିୟମ ସାମାନ୍ୟ କୋହଳ କଲେ ଜିଲାପାଳ: ସକାଳ ୭ରୁ ମଧ୍ୟାହ୍ନ ୧୨ ପର୍ଯ୍ୟନ୍ତ ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୋକାନ ଖୋଲିବା ବଳବତ୍ତର
ଛତ୍ରପୁର,୨୬ା୪(ଡି.ଏନ୍.ଏ.) : ଗଞ୍ଜାମ ଜିଲାରେ ରବିବାରଠାରୁ ଲକ୍ଡାଉନ୍ ନିୟମରେ ସାମାନ୍ୟ କୋହଳ କରିଛନ୍ତି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ। ମହାନଗର ନିଗମରେ ଥିବା ମାର୍କେଟ କମ୍ପ୍ଲେକ୍ସ ଓ ଆବାସିକ ମାର୍କେଟ କମ୍ପ୍ଲେକ୍ସ ଖୋଲାରହିବ। ଏନେଇ ଜିଲାପାଳ ନିର୍ଦ୍ଦେଶନାମା ଜାରି କରିଛନ୍ତି। ତେବେ…
ରାଜ୍ୟ କଣ୍ଟ୍ରୋଲ ରୁମ୍କୁ ଫୋନ୍ କଲେ ଅସହାୟ ମହିଳା: ରାଶନ ଯୋଗାଇଲା ଖଲିକୋଟ ପୋଲିସ
ଛତ୍ରପୁର,୨୬ା୪(ଡି.ଏନ୍.ଏ.) : ଓଡ଼ିଶା ରାଜ୍ୟ କଣ୍ଟ୍ରୋଲ ରୁମ୍କୁ ଗଞ୍ଜାମ ଜିଲା ଖଲିକୋଟ ବ୍ଲକ କେଶପୁରର ଜଣେ ଅସହାୟ ମହିଳା ସୁନୀତା ସୁବୁଦ୍ଧି ଫୋନ୍ କରିବାରୁ ତାଙ୍କ ଘରେ ରାଶନ ସାମଗ୍ରୀ ପହଞ୍ଚାଇଛି ପୋଲିସ। ସେ ଫୋନ୍ କରି କହିଥିଲେ, ଘରେ ତାଙ୍କର…
ଟ୍ରଲିରେ ବୁଲି ପାଠ୍ୟପୁସ୍ତକ ବାଣ୍ଟିଲେ ପ୍ରଧାନ ଶିକ୍ଷକ: ଟୁଇଟ୍ କରି ଶୁଭେଚ୍ଛା ଜଣାଇଲେ ଗଞ୍ଜାମ ଜିଲାପାଳ
ବ୍ରହ୍ମପୁର ଅଫିସ,୨୬।୪: ଲକ୍ଡାଉନ୍ ସମୟରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଘରକୁ ଘର ବୁଲି ନୂତନ ଶିକ୍ଷାବର୍ଷର ପାଠ୍ୟପୁସ୍ତକ ଦେବା କାର୍ଯ୍ୟକ୍ରମ ଶିକ୍ଷକମାନଙ୍କ ପକ୍ଷରୁ ଆରମ୍ଭ ହୋଇଛି । ଏହି ସମୟରେ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡାମାରୀ…
କାଠଗାଡି ଜବତ, ଗାର୍ଡକୁ ଧକ୍କା ମାରି ଚାଳକ ଛୁ
ପାତ୍ରପୁର,୨୬ା୪(ଡି.ଏନ୍.ଏ.)- ଶାଗୁଆନ କାଠ ନେଉଥିବା ଏକ ଟାଟା ମ୍ୟାଜିକ ଗାଡି (ଏପି୩୦ୟୁ-୮୦୧୭)କୁ ବ୍ରହ୍ମପୁର ମୋବାଇଲ ଡିଭିଜନ ଫରେଷ୍ଟର ଏନ୍. ବାଲାଜୀ ରେଡ୍ଡୀ ଓ ତାଙ୍କ ଟିମ ଶନିବାର ଜବତ କରିଛି। ଚିକିଟି ବ୍ଲକ ଲକ୍ଷ୍ମୀପୁର ନିକଟରେ କାଠ ଗାଡି ଯାଉଥିବା ଖବର…
ଗ୍ରାହକ ସାଜି ମଦ ବ୍ୟବସାୟୀଙ୍କୁ ଧରିଲା ପ୍ରଶାସନ
ଭଞ୍ଜନଗର,୨୬।୪(ଡି.ଏନ.ଏ)-ଭଞ୍ଜନଗର ଉପଜିଲାପାଳ ରାଜେନ୍ଦ୍ର ମିଞ୍ଜ ଶନିବାର ଅପରାହ୍ନରେ ଲକ୍ଡାଉନ୍ ସ୍ଥିତି ଅନୁଧ୍ୟାନ କରୁଥିଲେ। ଧୁମୁଛାଇ ଛକ ନିକଟରେ ଯାନବାହନ ଯାଞ୍ଚ ଚାଲିଥିବା ବେଳେ ଜଣେ ନିଶାସକ୍ତ ତାଙ୍କ ହାବୁଡ଼ରେ ପଡ଼ିଥିଲେ। ସମ୍ପୃକ୍ତ ବ୍ୟକ୍ତିଙ୍କଠାରୁ ମଦ ବ୍ୟବସାୟୀଙ୍କ ସମ୍ପର୍କରେ ଜାଣିବା ପରେ ଉପଜିଲାପାଳ…

