ଗଞ୍ଜାମ

ଛାତ୍ରୀଛାତ୍ରଙ୍କୁ ଘରକୁ ଯାଇ ପୁସ୍ତକ ବାଣ୍ଟିଲେ ଶିକ୍ଷକ: ମେ’ ୩ ସୁଦ୍ଧା ବଣ୍ଟାଯିବ ୧୮୭୭୨୫୮ ବହି

ବ୍ରହ୍ମପୁର ଅଫିସ,୨୬ା୪ – କରୋନା ମୁକାବିଲା ପାଇଁ ସରକାର ଲକ୍‌ଡାଉନ ଘୋଷଣା କରିଛନ୍ତି। ଏହାର ପ୍ରଭାବରେ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ବନ୍ଦ ରହିଛି। ଯାହାଦ୍ୱାରା ବିଦ୍ୟାର୍ଥୀଙ୍କ ଶିକ୍ଷାଦାନ ବାଧାପ୍ରାପ୍ତ ହୋଇଛି । ଅନ୍ୟପକ୍ଷରେ ନୂତନ ଶିକ୍ଷାବର୍ଷ ପାଇଁ…

ଗୁଳିକାଣ୍ଡରେ ଯୁବକଙ୍କ ମୃତ୍ୟୁ ଘଟଣା, ୨ ଗିରଫ

ବୁଗୁଡ଼ା,୨୬ା୪(ଡି.ଏନ.ଏ.)-ବୁଗୁଡ଼ା ଥାନା ଅନ୍ତର୍ଗତ କଇମ ନିକଟସ୍ଥ କୁବେରେଶ୍ୱର ମନ୍ଦିରରେ ଏପ୍ରିଲ୍‌ ୪ରେ ଗୁଳିମାଡରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା। ବୁଗୁଡ଼ା ପୋଲିସ ଶନିବାର ଏହି ଘଟଣାରେ ୨ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଦୁଇଜଣ ହେଲେ ବୁଗୁଡ଼ାର ଧନୁ…

ଭଲି ଖେଳରୁ ଗୋଷ୍ଠୀ ସଂଘର୍ଷ: ୨୧ ଆହତ, ୧୧ ଗିରଫ

ଆର.ଉଦୟଗିରି,୨୬ା୪(ଡି.ଏନ.ଏ.)- ଆର୍‌.ଉଦୟଗିରି ଥାନା ଖମାରିସାହି ଗ୍ରାମରେ ଭଲିଖେଳକୁ ନେଇ ଶନିବାର ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ୨୧ଜଣ ଆହତ ହୋଇଥିବାବେଳେ ସେମାନଙ୍କୁ ଚନ୍ଦ୍ରଗିରି, ଆର.ଉଦୟଗିରି ମେଡିକାଲରେ ଭର୍ତ୍ତି କରାଯାଇଛି। ଗ୍ରାମର ଏକ ଜମିରେ ଗୁରୁବାର ସଂଖ୍ୟାଲଘୁ ସମ୍ପ୍ରଦାୟ ସାହିର କେତେଜଣ ପିଲା…

୨୦୦ ଲିଟର ମହୁଲି ମଦ ଜବତ, ପୋଚ ନଷ୍ଟ

ଆର.ଉଦୟଗିରି,୨୫ା୪(ଡି.ଏନ.ଏ.)- ଆର୍‌.ଉଦୟଗିରି ଅବକାରୀ ବିଭାଗ ଓ ରାମଗିରି ଥାନା ପକ୍ଷରୁ ମିଳିତ ଭାବେ ରାମଗିରି ଥାନାର ସିନ୍ଦବା ଓ ବେଣିସାହିରେ ଚଢାଉ କରି ୨୦୦ ଲିଟର ମହୁଲି ମଦ ଜବତ କରାଯିବା ସହ ଓ ୨ହଜାର ଲିଟର ମହୁଲ ପୋଚ ନଷ୍ଟ…

ଅବକାରୀ ଧରପଗଡବେଳେ ପୋଲିସକୁ ସଂଘବଦ୍ଧ ଆକ୍ରମଣ: ୬ ପୋଲିସ କର୍ମଚାରୀ ଆହତ,୧୨ ଗିରଫ

ପୋଲସରା,୨୫ା୪(ଡି.ଏନ.ଏ.)- ପୋଲସରା ଥାନା ପାଣ୍ଡିରିପଡ଼ା ପଞ୍ଚାୟତସ୍ଥିତ ବଡ଼ତଇଲା ଗ୍ରାମରେ ଶୁକ୍ରବାର ଅପରାହ୍ନରେ ବେଆଇନଭାବେ ମଦ ରନ୍ଧା ହେଉଥିବାବେଳେ ପୋଲସରା ଥାନାଧିକାରୀ ଜିତେନ୍ଦ୍ର କୁମାର ମଲ୍ଲିକଙ୍କ ନେତୃତ୍ୱରେ ଏକ ଟିମ ଚଢ଼ାଉ କରିଥିଲା। ସେଠାରୁ ପ୍ରାୟ ୨ ହଜାର ଲିଟର ମଦ ସହ…

କାଳବୈଶାଖୀ: ଗଛ ପଡି ଚଳାଚଳ ବନ୍ଦ

ବେଗୁନିଆପଡା,୨୫ା୪(ଡି.ଏନ.ଏ.)- ବେଗୁନିଆପଡ଼ା ବ୍ଲକରେ ଶୁକ୍ରବାର ରାତିରେ କାଳବୈଶାଖୀ ପ୍ରଭାବରେ ବର୍ଷାପବନ ସହ କୁଆପଥର ବୃଷ୍ଟି ହୋଇଥିଲା। ବିଭିନ୍ନସ୍ଥାନରେ ଗଛପଡି ଯାତାୟତ ବନ୍ଦ ହୋଇଯାଇଥିଲା। ଶନିବାର ସକାଳୁ ସ୍ଥାନୀୟ ଲୋକମାନେ ଏକାଠି ହୋଇ ଗଛକାଟି ରାସ୍ତା ସଫା କରିବା ପରେ ଯାତାୟାତ ସ୍ବାଭାବିକ…

ଚେନ୍ନାଇରୁ ବୋଟ୍‌ରେ ଫେରିଲେ ୩୮ ଦାଦନ

ଚିକିଟି,୨୫ା୪(ଡି.ଏନ.ଏ.)- ସାରା ଦେଶରେ ଲକ୍‌ଡାଉନ୍‌ ଯୋଗୁ ଯାନବାହନ ଚଳାଚଳ ବନ୍ଦ ରହିଛି। ଫଳରେ ଜଳପଥ ଦେଇ ରାଜ୍ୟବାହାରେ ଫସିଥିବା ଲୋକେ ଘରକୁ ଫେରୁଛନ୍ତି। ଶନିବାର ସନ୍ଧ୍ୟାରେ ଗଞ୍ଜାମ ଜିଲା ଚିକିଟି ବ୍ଲକ୍‌ ସୁନୁପୁର ମୁହାଣରେ ୩୮ଜଣ ଦାଦନ ଶ୍ରମିକ ଚେନ୍ନାଇରୁ ବୋଟ୍‌ରେ…

ଘରଘର ବୁଲି ଅଙ୍ଗନୱାଡି କର୍ମୀଙ୍କ ଶିଶୁଖାଦ୍ୟ, ଅଣ୍ଡା ବଣ୍ଟନ

ଆର.ଉଦୟଗିରି,୨୫ା୪(ଡି.ଏନ.ଏ.)- କରୋନା ପାଇଁ ରାଜ୍ୟ ସରକାରଙ୍କ ଅଙ୍ଗନୱାଡି କେନ୍ଦ୍ରର ଛାତ୍ରୀଛାତ୍ରଙ୍କ ଘରକୁ ଯାଇ ଶିଶୁ ଖାଦ୍ୟ ଓ ଅଣ୍ଡା ଅଙ୍ଗନୱାଡି କର୍ମୀମାନେ ବଣ୍ଟନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ପ୍ରତ୍ୟେକ ଜିଲାର ଡିଏସ୍‌ଡବ୍ଲ୍ୟୁମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଆର.ଉଦୟଗିରି ବ୍ଲକ ବସ୍ତିଗୁଡା ପଞ୍ଚାୟତର…

କୋଭିଡ୍‌ ଫଣ୍ଡକୁ ୬.୩୪ ଲକ୍ଷ ସହାୟତା

ହିଞ୍ଜିଳିକାଟୁ,୨୫ା୪(ଡ଼ି.ଏନ୍‌.ଏ.)- ହିଞ୍ଜିଳିକାଟୁ ବ୍ଲକ ଚାଉଳ କଳ ମାଲିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ (କୋଭିଡ୍‌)କୁ ୧ଲକ୍ଷ ୭୨ ହଜାର ଟଙ୍କା ପ୍ରଦାନ କରାଯାଇଛି। ସଂଘର ସଭାପତି ବିଜୟ କୁମାର ପାଢୀ ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟିଙ୍କୁ ବ୍ଲକ ଅଫିସରେ…

ଗୋଟିଏ ଘରେ ରହୁଛନ୍ତି ୧୪ ଜଣ, ରାଶନକାର୍ଡ ପାଇଁ ବିଡିଓଙ୍କୁ ଗୁହାରି

ଗଞ୍ଜାମ,୨୫ା୪(ଡି.ଏନ୍‌.ଏ.)- ଗଞ୍ଜାମ ଏନ୍‌ଏସି ୱାର୍ଡ ନଂ.୭ରେ ରୁହନ୍ତି ଶିବରାମ ମହାରଣାଙ୍କ ପରିବାର। ଗୋଟିଏ ଘରେ ଶିବରାମଙ୍କ ଦୁଇ ପୁଅ ଓ ୨ ବୋହୁ ଓ ଅବିବାହିତ ସାନ ପୁଅଙ୍କୁ ମିଶାଇ ମୋଟ ୧୪ ଜଣ ସଦସ୍ୟ ରହୁଛନ୍ତି। ଶିବରାମଙ୍କ ପରିବାର ନିତ୍ୟାନ୍ତ…

ଗଞ୍ଜାମ ପ୍ରଶାସନର ଅଭିନବ ପଦକ୍ଷେପ: ମାନସିକ ଚାପଗ୍ରସ୍ତଙ୍କୁ ଫୋନ୍‌ରେ କାଉନ୍‌ସେଲିଂ କରୁଛନ୍ତି ୧୫ ମନସ୍ତତ୍ୱବିତ୍‌

ଛତ୍ରପୁର,୨୫।୪(ଡି.ଏନ୍‌.ଏ.): କରୋନା ନେଇ ସମଗ୍ର ରାଜ୍ୟରେ ଲକ୍‌ଡାଉନ୍‌ ଜାରିରହିଛି। ଏହିକ୍ରମରେ ଗଞ୍ଜାମ ଜ଼ିଲାରେ ଲକ୍‌ଡାଉନ ଯୋଗୁ ଅନେକଙ୍କୁ କରୋନା ଚିନ୍ତା ଘାରିଥିବା ବେଳେ ଆଉ କେତେକ ମାନସିକ ଚାପ ବା ଉଦାସରେ ରହୁଛନ୍ତି। ତେଣୁ ମାନସିକ ଚାପରେ ରହୁଥିବା ବ୍ୟକ୍ତିଙ୍କର କାଉନ୍‌ସେଲିଂ…

ନାବାଳିକା ବଳାତ୍କାର ଘଟଣା: ଅଭିଯୁକ୍ତ କୋର୍ଟଚାଲାଣ

ବ୍ରହ୍ମପୁର ଅଫିସ,୨୫।୪: ଗଞ୍ଜାମ ଜିଲା ସଦର ଥାନା ଅଞ୍ଚଳର ଜନୈକା ନାବାଳିକାଙ୍କୁ ବଳାତ୍କାର କରିଥିବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଶନିବାର ଗିରଫକରି କୋର୍ଟଚାଲାଣ କରିଛି। ସେ ହେଲେ ଦକ୍ଷିଣପୂରର ଦେବାଶିଷ ନାୟକ(୨୭)। ପୂର୍ବରୁ ତାଙ୍କର କୋଭିଡ-୧୯ ପରୀକ୍ଷା କରାଯାଇଥିବା ଥାନାଧିକାରୀ ସନ୍ତୋସିନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?