ଗଞ୍ଜାମ

ଚରୁଥିବାବେଳେ ବଜ୍ରପାତରେ ଜଳିଗଲେ ୧୨ ଛେଳି, କ୍ଷତିପୂରଣ ଦାବି କରି…

ଭଞ୍ଜନଗର,୧୪ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ବାରଦଣ୍ଡା ଗ୍ରାମରେ ବଜ୍ରପାତ ମାରିବାରୁ ରବିବାର ଅପରାହ୍ନରେ ୧୨ଟି ଛେଳିଙ୍କର ମୃତ୍ୟୁ ଘଟିଛି। ଏଥିରେ ଛେଳି ଚରାଳି ଜଟିଆ ଗୌଡ଼ ରକ୍ଷା ପାଇଯାଇଛନ୍ତି। ଜଟିଆ ଜଣେ ଗରିବ ଚାଷୀ ହୋଇଥିବା ବେଳେ…

ରଜ କୁଇନ୍ ପ୍ରତିଯୋଗିତା: ଘୁମୁସରର ପ୍ରତିଭାକୁ ଖୋଜି ବାହାର କରିବା ଲକ୍ଷ୍ୟ…

ଭଞ୍ଜନଗର,୧୪।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପାତ୍ର କଲୋନୀସ୍ଥିତ ଶ୍ରୀଜଗନ୍ନାଥ ବ୍ୟାଙ୍କ୍ୱେଟ୍ ହଲ୍ ଆଣ୍ଡ ରିସର୍ଟରେ ତିନି ଦିନିଆ ‘ରଜ କୁଇନ୍ ପ୍ରତିଯୋଗିତା’ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଘୁମୁସର ଅଞ୍ଚଳର ଲୁକ୍କାୟିତ କଳା ପ୍ରତିଭାଙ୍କୁ ଖୋଜି ବାହାର କରିବା ଏବଂ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା ଖେଳିଯାଇଥିଲା। ଶନିବାର ସ୍ବର୍ଗତ ଅଧ୍ୟକ୍ଷାଙ୍କ ଛତ୍ରପୁର ଚର୍ଚ୍ଚ ରୋଡ୍‌ସ୍ଥିତ ବାସଭବନରେ ଓଡ଼ିଶା ସରକାରଙ୍କ…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ ୬ ଟାରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଧ୍ରୁବଙ୍କ ଠେଙ୍ଗାମାଡ଼ରେ ଅର୍ଜୁନଙ୍କ ବାମଗୋଡ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପରିଦର୍ଶନ କରି କାର୍ଯ୍ୟର ଅଗ୍ରଗତି ଓ ଗୁଣାତ୍ମକ ମାନର ସମୀକ୍ଷା କରିବା…

ବେନିୟମ କରତକଳ ଉପରେ ଚଢ଼ାଉ, ଖସିଗଲେ ଅଭିଯୁକ୍ତ

ଭଞ୍ଜନଗର,୧୩ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଅନ୍ତର୍ଗତ ଖଇରପଟି ଗ୍ରାମ ନିକଟରେ ଖୋଲାରେ ଚାଲୁଥିବା ଏକ ବେନିୟମ କରତକଳ ଉପରେ ବନ ବିଭାଗ ପକ୍ଷରୁ ଶନିବାର ଚଢ଼ାଉ କରାଯାଇଥିଲା। ଏନେଇ ଅଭିଯୁକ୍ତ ଜଣଙ୍କ ଜାଣି…

ରମେଶ-ଦେବାଶିଷଙ୍କୁ ଭାଜପା ଦେଲା ନୂଆ ଦାୟିତ୍ୱ: ଚାରିଆଡ଼ୁ ଛୁଟୁଛି ଶୁଭେଚ୍ଛା

ପୁରୁଷୋତ୍ତମପୁର,୧୩।୬(ସବିତା ମିଶ୍ର): ଭାରତୀୟ ଜନତାପାର୍ଟି ଗଞ୍ଜାମ ଜିଲାରେ ଦଳକୁ ଶକ୍ତିଶାଳୀ କରିବା ସହ ସଂଗଠନକୁ ଆଗେଇନେବା ଲାଗି ପୁରୁଷୋତ୍ତମପୁର ଦୁଇ ଯୁବନେତାଙ୍କୁ ଗୁରୁଦାଇତ୍ବ ଦେଇଛି। ବଡଖରିଡା ପଞ୍ଚାୟତ ସରପଞ୍ଚଙ୍କ ପ୍ରତିନିଧି ରମେଶ ଚନ୍ଦ୍ର ଦଳେଇଙ୍କୁ ଦଳ ପୂର୍ବରୁ ପୁରୁଷୋତ୍ତମପୁର ଏନଏସିର ପ୍ରଭାରି…

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି l ମନ୍ତ୍ରୀ ଶ୍ରୀ ହରି ଚନ୍ଦନ…

୭ ମାସର ଗର୍ଭବତୀ ପରେ ପ୍ରେମିକାଙ୍କୁ ପ୍ରତାରଣା; ବଳାତ୍କାର ଅଭିଯୋଗରେ ପ୍ରେମିକଙ୍କୁ …

ଦିଗପହଣ୍ଡି,୧୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ଦୀର୍ଘଦିନ ଧରି ଭଲ ପାଉଥିଲେ ପଡୋଶୀ ଗଁ ର କେ. ଜାଗିଲି ରେଡ୍ଡୀ(୩୨)। କିଛିଦିନ ପରେ ଯୁବତୀ ଜଣକ ପରିବାର ସହ…

କନଷ୍ଟେବଳଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ୧୨ ଘଣ୍ଟା ହେଲା ରାସ୍ତାରେ ଶବ ରଖି ରାସ୍ତାରୋକୋ, ଯାତାୟତ ଠପ୍‌

ବ୍ରହ୍ମପୁର, ୧୩/୬(ସୁବାସ ଚନ୍ଦ୍ର ପାଢ଼ୀ) : ପୋଲିସ କନଷ୍ଟେବଳ ଆଶୁତୋଷ ମୁର୍ଦଙ୍ଗୟା (୩୧)ଙ୍କୁ ଗତ ୫ ତାରିଖରେ ବିଜିପୁର ପୋଲିସ କ୍ୱାଟରରେ ତାଙ୍କ ସ୍ତ୍ରୀ ସା ନାୟକ ଓ ଶଳା ପେଟ୍ରୋଲ ଢାଳି ହତ୍ୟା ଉଦ୍ୟମ କରିଥିଲେ। କନଷ୍ଟେବଳ ଆଶୁତୋଷ ତାଙ୍କ…

ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା: ୫ କେଜି ଚାଉଳ ବଦଳରେ ଏବେ ମିଳିବ ଏତିକି…ହିତାଧିକାରୀଙ୍କ ମଧ୍ୟରେ ଖୁସିର ଲହରୀ

ଛତ୍ରପୁର, ୧୩।୬(ଦିଲ୍ଲୀପ ସାମଲ) : ଆଉ ୫ କିଲୋ ନୁହେଁ, ଏପ୍ରିଲ୨୦୨୬ରୁ ମୁଣ୍ଡ ପିଛା ହିତାଧିକାରୀ ପାଇବେ ୧୦ କିଲୋ ଚାଉଳ ସମ୍ପୂର୍ଣ୍ଣ ମାଗଣା । ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାରେ ହିତାଧିକାରୀ ପାଇବେ ଏହି ଅତିରିକ୍ତ ୫ କେଜି ଚାଉଳ ସମ୍ପୂର୍ଣ୍ଣ…

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଚାଲିଗଲା ଇଲେକ୍ଟ୍ରିସିଆନ ଶୁଭମଙ୍କ ଜୀବନ, ୩ ଗୁରୁତର

ଦିଗପହଣ୍ଡି,୧୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗାଁ ବାବାଜୀ ଗୁମ୍ଫ ନିକଟ ମୁଖ୍ୟରାସ୍ତାରେ ଶୁକ୍ରବାର ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ୪ ଜଣ ଗୁରୁତର ଆହତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?