ନାବାଳକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା
ବ୍ରହ୍ମପୁର ଅଫିସ,୩୧ା୮-ବ୍ରହ୍ମପୁର ଟାଉନ ଥାନା ଅନ୍ତର୍ଗତ ଗେଟବଜାର ଛକ ନିକଟ ଏକ ଘରୋଇ ହସ୍ପିଟାଲରେ ଜଣେ ନାବାଳକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ମୃତ ମୃତ ନାବାଳକ ଜଣକ ହେଲେ କେ. ନାଗରାଜ ସେଠୀ। ଅବହେଳା ଓ ତ୍ରୁଟିପୂର୍ଣ୍ଣ ଚିକିତ୍ସାରୁ ପୁଅର…
ସ୍ବାୟତ୍ତ ଶାସନ ସଂସ୍ଥାରେ ଏବେ ଅମଲାତନ୍ତ୍ର ଶାସନ
ବ୍ରହ୍ମପୁର ଅଫିସ,୩୧ା୮-ଗଞ୍ଜାମ ଜିଲାର ବ୍ରହ୍ମପୁର ମହାନଗର ନିଗମ (ବିଏମସି) ଏବଂ ହିଞ୍ଜିଳିକାଟୁ ମ୍ୟୁନିସିପାଲିଟି ସମେତ ୧୮ ସହରାଞ୍ଚଳର ନିର୍ବାଚିତ ପୌର ପରିଷଦର କାର୍ଯ୍ୟକାଳ ୨୦୧୮ ସେପ୍ଟେମ୍ବର ୩୦ରେ ସରିଛି । ସେହିବର୍ଷ ଅକ୍ଟୋବର ୧ରୁ ସମସ୍ତ ପୌରସଂସ୍ଥା ସରକାରଙ୍କ ପରିଚାଳନାଧୀନ ରହିଛି…
ସହଯୋଗ ବାହାନାରେ ଏଟିଏମ୍ରେ ଠକେଇ
ଭଞ୍ଜନଗର,୩୦।୮(ଡି.ଏନ.ଏ)- ଟଙ୍କା ଉଠାଇବାରେ ସହଯୋଗ କରିବା ବାହାନାରେ ଜଣେ ମହିଳାଙ୍କ ଆକାଉଣ୍ଟରୁ ୨୧ ହଜାର ଟଙ୍କା ଠକି ନେଇଛନ୍ତି ଦୁର୍ବୃତ୍ତ। ଏଥିସହ ମହିଳାଙ୍କ ଏଟିଏମ୍ କାର୍ଡ଼ଟି ମଧ୍ୟ ବଦଳ କରି ନେଇଥିବା ଜଣାପଡିଛି। ଘଟଣାଟି ଗତ ୨୭ ତାରିଖରେ ଘଟିଥିଲା। ଠକେଇର…
ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ
ବ୍ରହ୍ମପୁର ଅଫିସ,୩୦ା୮-ସାପ କାମୁଡ଼ାରେ ଗୁରୁତର ଜଣେ ମହିଳାଙ୍କ ବ୍ରହ୍ମପୁର ବଡ଼ ମେଡିକାଲରେ ଶୁକ୍ରବାର ମୃତ୍ୟୁ ଘଟିଛି। ସେ ହେଲେ ସଦର ଥାନା ଅନ୍ତର୍ଗତ ଅଲାରିଗଡ ଗ୍ରାମର ମନୋଜ ଡାକୁଆଙ୍କ ସ୍ତ୍ରୀ ନମିତା। ମେଡିକାଲ ଫାଣ୍ଡି ପୋଲିସ ମୃତଦେହ ଜବତ କରି ନଂ.୪୫୯/୧୯ରେ…
ପ୍ରସ୍ତାବରେ ଅଟକିଛି ଗ୍ରେଟର (ବୃହତ୍) ବ୍ରହ୍ମପୁର ଗଠନ: ୨୦୧୫ରୁ ପ୍ରସ୍ତୁତ ହୋଇଛି (ସିଡିପି) ମାଷ୍ଟର ପ୍ଲାନ
ବ୍ରହ୍ମପୁର ଅଫିସ,୩୦ା୮- ବ୍ରହ୍ମପୁର ମହାନଗର ନିଗମ ଏବଂ ଛତ୍ରପୁର ଓ ଗୋପାଳପୁର ଏନ୍ଏସି (ବିଜ୍ଞାପିତ ଅଞ୍ଚଳ ପରିଷଦ) ସହିତ ଏହି ୩ ସହରାଞ୍ଚଳ ପାର୍ଶ୍ୱବର୍ତ୍ତୀ ଗ୍ରାମାଞ୍ଚଳଗୁଡ଼ିକୁ ମିଶ୍ରଣ କରି ଗ୍ରେଟର (ବୃହତ୍) ବ୍ରହ୍ମପୁର ଗଠନ ପ୍ରସ୍ତାବରେ ଅଟକି ଯାଇଛି। ବ୍ରହ୍ମପୁର ଉନ୍ନୟନ…
ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ଉତ୍ତେଜନା
ଖଲ୍ଲିକୋଟ,୩୦ା୮(ଡି.ଏନ.ଏ.)- ଖଲ୍ଲିକୋଟ ବ୍ଲକ ଭିକାପଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନିମ୍ନମାନର ମଧ୍ୟାହ୍ନ ଭୋଜନ ଦିଆଯାଉଥିବା ନେଇ ଗୁରୁବାର ଉତ୍ତେଜନା ଦେଖା ଦେଇଛି। ଖାଦ୍ୟ ଥାଳିରେ ପୋକ ବାହାରିବା ନେଇ ଛାତ୍ରୀଛାତ୍ର ଅସନ୍ତୋଷ ବ୍ୟକ୍ତ କରିଥିଲେ। ଖବର ପାଇ ଗ୍ରାମବାସୀ ଓ…
ଭଞ୍ଜନଗର ସହରରେ ଜବରଦଖଲ ଉଚ୍ଛେଦ
ଭଞ୍ଜନଗର,୩୦।୮(ଡି.ଏନ.ଏ)- ବହୁ ପ୍ରତିକ୍ଷିତ ଭଞ୍ଜନଗର ଏନ୍ଏସିର ଖଲାସି ସାହିରୁ ଗୁରୁବାର ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଛି। ଉଚ୍ଛେଦ ଆରମ୍ଭ ସମୟରେ ସାମାନ୍ୟ ଉତ୍ତେଜନା ପ୍ରକାଶ ପାଇଥିଲା। ଏହାପରେ ଉଚ୍ଛେଦ ପ୍ରକ୍ରିୟା ସ୍ବାଭାବିକ ହୋଇଥିଲା। ଖଲାସି ସାହିରେ ଆଜି ୪୦ ପ୍ରତିଶତ ଉଚ୍ଛେଦ…
ସୁଶାନ୍ତ ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତ ସମେତ ୪ ଗିରଫ
ପୋଲସରା,୩୦ା୮(ଡି.ଏନ.ଏ.)- ପୋଲସରା ଥାନା ପାଣ୍ଡିରିପଡ଼ା ପଞ୍ଚାୟତ ଇଚ୍ଛାପୁର ଗ୍ରାମରେ ଜୁନ ୧୮ ତାରିଖ ରାତିରେ ସୁଶାନ୍ତ ନାୟକଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ ପୂର୍ବରୁ ପୋଲିସ ୯ ଜଣଙ୍କୁ ଗିରଫ କରିଥିଲା। ବୁଧବାର ରାତିରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ…
୧୨ ଆନ୍ତଃ ଜିଲା ଡକାୟତ ଗିରଫ
ଛତ୍ରପୁର/ଆସିକା/ବୁଗୁଡା,୩୦/୮(ଡି.ଏନ.ଏ.)- ବୁଗୁଡା ଓ ଆସିକା ଥାନା ପୋଲିସ ବୁଧବାର ରାତିରେ ୧୨ ଆନ୍ତଃଜିଲା ଡକାୟତଙ୍କୁ ଧରିବାରେ ସକ୍ଷମ ହୋଇଛି। ଏମାନେ ଗଞ୍ଜାମ, ବ୍ରହ୍ମପୁର, ଖୋର୍ଦ୍ଧା ଓ ନୟାଗଡ ପୋଲିସ ଜିଲାର ବିଭିନ୍ନ ଥାନା ଅଞ୍ଚଳରେ ଚୋରି ଡକାୟତି ଓ ଲୁଟ୍ ଆଦି…
ହିଞ୍ଜିଳିକାଟୁ କଲେଜରେ ୨ ଛାତ୍ର ଗୋଷ୍ଠୀ ମୁହାଁମୁହିଁ
ହିଞ୍ଜିଳିକାଟୁ,୨୯ା୮(ଡ଼ି.ଏନ୍.ଏ): ହିଞ୍ଜିଳିକାଟୁ କଲେଜରେ ବୁଧବାର ଜୁନିୟର ଛାତ୍ରୀଛାତ୍ରଙ୍କୁ ସ୍ବାଗତ ପାଇଁ ପ୍ରସ୍ତୁତି ବେଳେ କାୈଣସି କଥାକୁ ନେଇ ୨ ଛାତ୍ରଗୋଷ୍ଠୀଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା। ପରେ ଉଭୟ ଗୋଷ୍ଠୀ ହାତାହାତି ହୋଇଥିଲେ। ଘଟଣା ପରେ ଗୋଟିଏ ଗୋଷ୍ଠୀ ପକ୍ଷରୁ କଲେଜ…
ସାନଭାଇର ଛୁରା ମାଡ଼ରେ ବଡ଼ଭାଇ ଗୁରୁତର
ପୋଲସରା,୨୯ା୮(ଡି.ଏନ.ଏ.)- ପୋଲସରା ଥାନା ନିକଟସ୍ଥ ବ୍ରାହ୍ମଣସାହି ଛକଠାରେ ବୁଧବାର ରାତିରେ ପାରିବାରିକ କଳହକୁ ନେଇ ସାନଭାଇ ଛୁରା ମାଡରେ ବଡ଼ଭାଇ ଗୁରୁତର ଆହତ ହୋଇଛନ୍ତି। ଆହତ ଜଣକ ହେଲେ ପୋଲସରାର ସୂର୍ଯ୍ୟ ପାତ୍ର (ଆନ୍ନା)। ବ୍ରାହ୍ମଣ ସାହିସ୍ଥିତ ମୁଖ୍ୟ ସଡ଼କ ପାର୍ଶ୍ୱରେ…
କ୍ରୀଡ଼ା ଦିବସରେ ମନେପଡ଼ିଲେ ଧ୍ୟାନଚାନ୍ଦ
ବ୍ରହ୍ମପୁର ଅଫିସ,୨୯।୮: ଶହୀଦ ଲକ୍ଷ୍ମଣ ନାୟକ ପୌର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ସକାଳେ ହକି ଯାଦୁଗର ଧ୍ୟାନଚାନ୍ଦଙ୍କ ଜନ୍ମ ଜୟନ୍ତୀ ଅବସରରେ ଜାତୀୟ କ୍ରୀଡ଼ା ଦିବସ ପାଳନ କରାଯାଇଛି। ଏହି ଅବସରରେ ଛାତ୍ରୀଛାତ୍ର ଏକ ଶୋଭାଯାତ୍ରାରେ ବାହାରି ସହର…
Archives


