ହଷ୍ଟେଲ ସମସ୍ୟା ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଛାତ୍ରୀ
ବ୍ରହ୍ମପୁର ଅଫିସ,୨୨ା୮-ବ୍ରହ୍ମପୁର ଉପକଣ୍ଠ ପାରଳା ମହାରାଜା ଇଂଞ୍ଜିନିୟରିଂ କଲେଜରେ ପୁଣି ଛାତ୍ର ଅଶାନ୍ତି ଦେଖାଦେଇଛି ା କିଛିଦିନ ପୂର୍ବେ ଛାତ୍ରାବାସ ସମସ୍ୟା ସମାଧାନ ଦାବିନେଇ ଛାତ୍ରମାନେ ଆନ୍ଦୋଳନକୁ ଓହ୍ଲାଇଥିଲେ ା ବୁଧବାର ଛାତ୍ରୀନିବାସର ବିିିଭିନ୍ନ ସମସ୍ୟା ସମାଧାନ ଦାବି କରି ଛାତ୍ରୀମାନେ…
ବିଜେଡି ଶାସନରେ ବ୍ରହ୍ମପୁର ବିକାଶ ବାଧାପ୍ରାପ୍ତ
ବ୍ରହ୍ମପୁର ଅଫିସ,୨୨ା୮-ବିଜେଡି ଶାସନରେ ରେଶମ ନଗରୀ ବ୍ରହ୍ମପୁର ବିକାଶ ବାଧାପ୍ରାପ୍ତ ହୋଇଛି। ସାମାନ୍ୟ ବର୍ଷା ହେଲେ ମହାନଗର ଜଳାର୍ଣ୍ଣବ ହେବା ସହ ପାଣି ନିଷ୍କାସନ ହୋଇ ନ ପାରି ଲହଡ଼ି ମାରୁଛି । ଫଳରେ ବିକାଶର ନଗ୍ନ ଚିତ୍ର ପଦାରେ ପଡ଼ୁଛି…
ବଧୂହତ୍ୟା ଅଭିଯୋଗ, ସ୍ବାମୀ ଅଟକ
ପାଟପୁର,୨୨ା୮(ଡି.ଏନ.ଏ.)-ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଏସ୍.ଗୋପାଳପୁର କାଳୀମନ୍ଦିର ସାହିରେ ମଙ୍ଗଳବାର ରାତିରେ ଜଣେ ମହିଳାଙ୍କର ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଛି। ସେ ହେଲେ ଏସ୍.ଗୋପାଳପୁର ଗ୍ରାମର ବାସନ୍ତୀ ପ୍ରଧାନ। ବୁଧବାର ସକାଳେ ପାଟପୁର ପୋଲିସ ଓ ସାନଖେମୁଣ୍ଡି ତହସିଲଦାର ତଥା କାର୍ଯ୍ୟନିର୍ବାହୀ…
ରାଜ୍ୟ ଜଳସମ୍ପଦ ବିଭାଗ ଟିମ୍ଙ୍କ ରାମେୟାପାଟଣା ଗସ୍ତ
ଚିକିଟି,୨୧।୮(ଡି.ଏନ.ଏ.)-ରାଜ୍ୟ ଜଳସମ୍ପଦ ବିଭାଗର ଏକ ସ୍ବତନ୍ତ୍ର ବୈଷୟୀକ ଟିମ୍ ବୁଧବାର ମଧ୍ୟାହ୍ନରେ ଚିକିଟି ବ୍ଲକ୍ ସମୁଦ୍ରତଟବର୍ତ୍ତୀ ଗ୍ରାମ ରାମେୟାପାଟଣାରେ ପହଞ୍ଚତ୍ଥିଲେ। ଗତ ୧୪ ତାରିଖରେ ଜୁଆର ମାଡରେ କ୍ଷତିଗ୍ରସ୍ତ ପରିବାରକୁ ଭେଟି ସ୍ଥିତି ଓ ସବିଶେଷ ଅନୁଧ୍ୟାନ କରି ରିପୋର୍ଟ ସଂଗ୍ରହ…
ଜମିକୁ ମାଡୁନି କେନାଲ ପାଣି, ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ
ଦିଗପହଣ୍ଡି,୨୧ା୮(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କୟାଁନାଳ କ୍ଷୁଦ୍ର ଜଳସେଚନ ଯୋଜନା କେନାଲ ନିର୍ମାଣର ୧୮ ବର୍ଷ ବିତିଲା। ଚାଷୀ ନିୟମିତ ଜଳକର ପୈଠ କରୁଛନ୍ତି। କିନ୍ତୁ ଚାଷ ଜମିକୁ କେନାଲ ପାଣି ମାଡୁନି। କେନାଲ ଯୋଗେ ଚାଷୀଙ୍କ ଜମିକୁ ପାଣି…
ନାବାଳକ ଗାଡ଼ି ଚଳାଇଲେ ଅଭିଭାବକ ଜେଲ ଯିବେ
ଭଞ୍ଜନଗର,୨୧।୮(ଡି.ଏନ.ଏ): ଛାତ୍ରୀଛାତ୍ରଙ୍କ ମଧ୍ୟରେ ସଚେତନତା ଅଭାବ ଯୋଗୁ ଦୁର୍ଘଟଣା ହାର ବଢ଼ୁଛି। ମୋଟର ଯାନ ଆଇନ ସମ୍ପର୍କରେ ସେମାନଙ୍କ ମଧ୍ୟରେ ସଚେତନତା ଲୋଡ଼ା। ସରକାର ମୋଟର ଯାନ ଆଇନକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ଯାଉଛନ୍ତି। ଯେଉଁ ନାବାଳିକା, ନାବାଳକ ଗାଡ଼ି…
ବଧୂହତ୍ୟା ଅଭିଯୋଗ, ସ୍ବାମୀ ଅଟକ
ପାଟପୁର,୨୧ା୮(ଡି.ଏନ.ଏ.): ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଏସ.ଗୋପାଳପୁର କାଳୀମନ୍ଦିର ସାହିରେ ମଙ୍ଗଳବାର ରାତିରେ ଜଣେ ମହିଳାଙ୍କର ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଛି। ସେ ହେଲେ ଏସ.ଗୋପାଳପୁର ଗ୍ରାମର ବାସନ୍ତୀ ପ୍ରଧାନ। ବୁଧବାର ସକାଳେ ପାଟପୁର ପୋଲିସ ଓ ସାନଖେମୁଣ୍ଡି ତହସିଲଦାର ତଥା…
ଗ୍ରାସୀମ କମ୍ପାନୀ ସମ୍ମୁଖରେ ଶ୍ରମିକଙ୍କ ଧାରଣା
ଗଞ୍ଜାମ,୨୧ା୮(ଡି.ଏନ.ଏ.): ଗଞ୍ଜାମ ସହରସ୍ଥିତ ଗ୍ରାସୀମ କମ୍ପାନୀର ପିଛା ଛାଡୁନି ସମସ୍ୟା। କେତେବେଳେ ବିଭିନ୍ନ ଦାବିନେଇ ଠିକା ଶ୍ରମିକଙ୍କ ଧାରଣା ତ ଆଉ କେତେବେଳେ ସ୍ଥାନୀୟ ଅଞ୍ଚଳର ଶିକ୍ଷିତ ଯୁବକ ନିଯୁକ୍ତି ଦାବିରେ ଆନ୍ଦୋଳନ କରୁଛନ୍ତି। ବର୍ତ୍ତମାନ କମ୍ପାନୀ ସମ୍ମୁଖରେ ଧାରଣା ଦେଇଛନ୍ତି…
ଟେଲାପାଲି ସେବାଶ୍ରମ ନୂତନ ଶ୍ରେଣୀଗୃହ କାମ ସରୁନି: ବାରଣ୍ଡାରେ ପଢୁଛନ୍ତି ଛାତ୍ରୀଛାତ୍ର
ଫିରିଙ୍ଗିଆ, ୨୧ା୮- ସରକାରୀ ସ୍ତରରେ ନିଷ୍ପତ୍ତି ହୋଇଛି କି ପ୍ରାଥମିକ ଶିକ୍ଷାରୁ କେହି ବଞ୍ଚିତ ହେବେ ନାହିଁ। କିନ୍ତୁ ଭିତ୍ତିଭୂମିକୁ ଅଣଦେଖା କରାଯାଉଛି। ପିଲାମାନେ ପଢ଼ିବାକୁ ଇଚ୍ଛା କରୁଥିଲେ ମଧ୍ୟ ବିଦ୍ୟାଳୟର ଭଙ୍ଗା ଶ୍ରେଣୀଗୃହ ଏଥିରେ ଅନ୍ତରାୟ ସାଜୁଛି। ନୂତନ ଶ୍ରେଣୀଗୃହ…
ଅଗ୍ନିକାଣ୍ଡରେ ୪ ବଖରା ଜଳିଗଲା
ଜଗନ୍ନାଥପ୍ରସାଦ/ଭଞ୍ଜନଗର, ୨୧ା୮(ଡି.ଏନ.ଏ.)-ତାରସିଂ ଥାନା କୁଡୁତାଇ ଗ୍ରାମ ଖଦାଳ ସାହିରେ ମଙ୍ଗଳବାର ଅଗ୍ନିକାଣ୍ଡ ଘଟି ୪ ପରିବାରର ୪ ବଖରା ଜଳିଯାଇଛି। ନିଆଁ ଲାଗିବାର ପ୍ରକୃତ କାରଣ ଜଣାପଡିନାହିଁ। ବେଲଗୁଣ୍ଠା ଦମକଳ ବାହିନୀ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡରେ କୁମାରୀ ନାଇକ,…
ତହସିଲଦାର, ଅତିରିକ୍ତ ତହସିଲଦାରଙ୍କ ବିରୋଧରେ ଅସଦ୍ ବ୍ୟବହାର ଅଭିଯୋଗ
ପୁରୁଷୋତ୍ତମପୁର,୨୧ା୮(ଡି.ଏନ.ଏ.)-ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲଦାର ଓ ଅତିରିକ୍ତ ତହସିଲଦାର ବିରୋଧରେ ଅଭିଯୋଗ ଆଣିଛନ୍ତି ତହସିଲ କାର୍ଯ୍ୟାଳୟର ଜଣେ ମହିଳା କର୍ମଚାରୀ। ତହସିଲଦାର ଅରୁଣ କୁମାର ନାୟକ ଓ ଅତିରିକ୍ତ ତହସିଲଦାର ଶୋଭନ କୁମାର ବେହେରା ଅସଦ୍ ବ୍ୟବହାର ପ୍ରଦର୍ଶନ କରିବା ସହ…
ବ୍ରହ୍ମପୁର-ସମ୍ବଲପୁର ରେଳ ଲାଇନ୍ ଦାବି ପ୍ରସଙ୍ଗ: ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିବେ ବିଭିନ୍ନ ସଙ୍ଗଠନ
ଭଞ୍ଜନଗର,୨୧।୮(ଡି.ଏନ.ଏ)-ଭଞ୍ଜନଗର ବାର୍ ଆସୋସିଏଶନ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ଅପରାହ୍ନରେ ବ୍ରହ୍ମପୁର ଭାୟା ଭଞ୍ଜନଗର ସମ୍ବଲପୁର ରେଳ ଲାଇନ ଦାବି ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଭଞ୍ଜନଗର ଅଞ୍ଚଳର ବିଭିନ୍ନ ସଙ୍ଗଠନ ବୈଠକରେ ଯୋଗଦେଇ ଦାବିକୁ ସମର୍ଥନ ଜଣାଇଥିଲେ। ଦାବି…
Archives


